ଆମ ଜିଲା ଖବର

୫୨୦ ଗ୍ରାମ ବ୍ରାଉନସୁଗାର ଜବତ: ଧରାପଡ଼ିଲେ କୋର୍ଟ ପିଅନ

କେନ୍ଦୁଝର,୧୬।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): (୦୩) ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ବ୍ରାଉନସୁଗାର କାରବାର ଉପରେ ଧରପଗଡ଼ ଆରମ୍ଭ କରିଛି। ସମ୍ପୃକ୍ତ ଟିମ୍‌ ଟାଉନ୍‌ ପୋଲିସ ସହାୟତାରେ ବ୍ରାଉନସୁଗାର କାରବାର ବେଳେ ଜଣେ ବ୍ୟକ୍ତିଙ୍କୁ ଗିରଫ କରିବା ସହିତ ତାଙ୍କଠାରୁ ଏକ...

ଜମି ବିବାଦରୁ ହତ୍ୟା: ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ସିନାପାଲି,୧୬।୧୦(ମନଫୁଲ ମେହେର): (୦୩) ନୂଆପଡ଼ା ଜିଲା ସିନାପାଲି ବ୍ଲକ ଅଧୀନ ଝାରବନ୍ଦ ପଞ୍ଚାୟତ ମାଲପଡା ଗ୍ରାମରେ ଜମିବାଡି ବିବାଦକୁ ନେଇ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ସିନାପାଲି ଥାନାରେ ଅଭିଯୋଗ ହୋଇଛି। ମୃତକ ହେଲେ ସୁଶିଲ କୁଲଦିପ (୩୫)। ମିଳିଥିବା...

କୋଟିଏ ଟଙ୍କାର ବ୍ରାଉନସୁଗାର ସହ କାର୍‌ ଜବତ, ଜଣେ ଗିରଫ

କେନ୍ଦୁଝର,୧୬ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌)ର ଜିରୋ ଟଲେରାନ୍ସ ରକ୍ଷା କରିବାକୁ ଧଳା ଜହର କାରବାର ଉପରେ ଧରପଗଡ଼ କରୁଛି। ଏହି ଟିମ୍‌ ରବିବାର ରାତିରେ ଟାଉନ ପୋଲିସ ସହାୟତାରେ ବ୍ରାଉନସୁଗାର କାରବାର ବେଳେ ଜଣେ ବ୍ୟକ୍ତିଙ୍କୁ...

ପରିତ୍ୟକ୍ତ ଅବସ୍ଥାରେ ଦେଶର ପ୍ରଥମ ଘରୋଇ ପାୱାର ହାଉସ

ଭବାନୀପାଟଣା,୧୬।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ଗାନ୍ଧୀଛକ ନିକଟରେ ୧୯୨୫ରେ ନିର୍ମାଣ ହୋଇଥିବା ଦେଶର ପ୍ରଥମ ଘରୋଇ ପାୱାର ହାଉସ ଏବେ ପରିତ୍ୟକ୍ତ ଅବସ୍ଥାରେ ପଡିରହିଛି। ତକତ୍ାଳୀନ କଳାହାଣ୍ଡି ମହାରାଜା ବ୍ରଜମୋହନ ଦେଓଙ୍କ ଉଦ୍ୟମକ୍ରମେ ଏହା ଆରମ୍ଭ...

ଭଙ୍ଗା ଘରେ ଚାଲିଛି ସେବା ସମବାୟ ସମିତି

ତଳଗାଁ,୧୬ା୧୦(କୁନା ବେହେରା): ରାଜ୍ୟ ସରକାର କୃଷକମାନଙ୍କ ଉନ୍ନତି ସକାଶେ ସେବା ସମବାୟ ସମିତି ଜରିଆରେ ବିଭିନ୍ନ ଯୋଜନା କରି ଆସୁଥିବା ବେଳେ ବୌଦ୍ଧ ଜିଲା ହରଭଙ୍ଗା ବ୍ଳକର ହରଭଙ୍ଗାଠାରେ ଥିବା ସେବା ସମବାୟ ସମିତି ନାହି ନାହିଁରେ ଚାଲିଥିବା ଦେଖିବାକୁ...

ବର୍ଷକୁ ୧୦ଦିନ ଖୋଲାହୁଏ ମା’ ଦାଣ୍ଡୁମାରମ୍ମାଙ୍କ ମନ୍ଦିର

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା),୧୬ା୧୦: ଗଜପତି ଜିଲା ପାରଳାଖେମୁଣ୍ଡି ସହରଠାରେ ଏକ ଭିନ୍ନ ପରମ୍ପରାର ଦୁର୍ଗା ମନ୍ଦିର ରହିଛି। ଯେଉଁ ମନ୍ଦିରଟି ବର୍ଷକୁ କେବଳ ୧୦ଦିନ ଖୋଲାଯାଇ ମା’ଙ୍କୁ ପୂଜା କରାଯାଇଥାଏ । ଅନ୍ୟଦିନେ ଏହି ମନ୍ଦିରରେ ତାଲା ଝୁଲିଥାଏ। ଏହି ମନ୍ଦିର...

ବିଲ ନାଳ ଡେଇଁ ବିଦ୍ୟାଳୟ ଯାଉଛନ୍ତି ପିଲା

ଫୁଲବାଣୀ, ୧୬ା୧୦(ରାକେଶ କୁମାର ରାଉତ): ସବୁ ବେଳେ ବିକାଶ କଥା କୁହାଯାଉଛି। ହେଲେ ବିକାଶ କିଭଳି ଅପହଞ୍ଚ ତାହାର ନମୁନା କନ୍ଧମାଳ ଜିଲା ଖଜୁରିପଡା ବ୍ଲକରେ ଦେଖିବାକୁ ମିଳିଛି। ଏହି ବ୍ଲକର ଆଡାସିପଡା ପଞ୍ଚାୟତ ଗବାସରୁ ଗ୍ରାମର କାମ୍ବାନେଡା ସାହିର...

ଏମ୍‌କେସିଜି ପୁରୁଣା ଇନଡୋର୍‌ କୋଠା ଅସୁରକ୍ଷିତ

ବ୍ରହ୍ମପୁର,୧୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଏମକେସିଜ ମେଡିକାଲର ପୁରୁଣା ଇନଡୋର୍‌ କୋଠାକୁ ଫାଇଲିନ୍‌ ମହାବାତ୍ୟା ପରଠାରୁ ଅସୁରକ୍ଷିତ ଘୋଷଣା କରାଯାଇଛି। ଦୀର୍ଘ ୧୧ବର୍ଷ ମଧ୍ୟରେ ବିଭିନ୍ନ କୋଠାରୁ ପଲସ୍ତରା ଖସିବା ସହ ଛାତ ଭାଙ୍ଗି ଗଲାଣି। ସେଠାରେ ଏମକେସିଜି ଅଧିକ୍ଷକଙ୍କ କାର୍ଯ୍ୟାଳୟ...

ବଇଣ୍ଡାରେ ପୁଣି ଭାଙ୍ଗିଲା ଡ୍ରେନ

ବଇଣ୍ଡା,୧୬।୧୦(ପରିକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ଅଞ୍ଚଳରେ ନିର୍ମାଣ କରାଯାଉଥିବା ଡ୍ରେନ୍‌ ଗୁଡିକ ଅତି ନିମ୍ନମାନର ହେଉଥିବା ଯୋଗୁ ଏବେ ବିଭିନ୍ନ ସ୍ଥାନରେ ଭାଙ୍ଗିଯାଉଛି। ଫଳରେ ଉକ୍ତ ଡ୍ରେନ୍‌ ଗୁଡିକର ସ୍ଥାୟିତ୍ୱକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।...

ମୁଖ୍ୟମନ୍ତ୍ରୀଙ୍କ ଦୀର୍ଘଜୀବନ କାମନା କରି ଦୀପଦାନ

ହିଞ୍ଜିଳିକାଟୁ,୧୬ା୧୦(୦୫): ବଡ଼ ଭଉଣୀ ଗୀତା ମେହେଟ୍ଟାଙ୍କ ବିୟୋଗରେ ମ୍ରିୟମାଣ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚଳିତ ବର୍ଷ ନିଜର ୭୮ତମ ଜନ୍ମ ଦିନ ପାଳନ କରିଲେ ନାହିଁ। ଶୁଭେଚ୍ଛା ଜଣାଇବାକୁ କେହି ନବୀନ ନିବାସ ନ ଆସିବା ପାଇଁ କହିଛନ୍ତି। ତେବେ,...

ବୋଲେରୋ-ଟ୍ରକ୍‌ ମୁହାଁମୁହିଁ: ୨ ମୃତ, ୨ ଗୁରୁତର

ବଲାଙ୍ଗୀର,୧୬ା୧୦(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା- ଖଡ଼ିଆଳ ୫୯ ନମ୍ବର ଜାତୀୟ ରାଜପଥ ଫୁଗୁଡା ଛକ ବୁଲାଣିଠାରେ ସୋମବାର ଭୋର୍‌ରୁ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବୋଲେରୋ ସହ ଟ୍ରକ୍‌ର ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ଦୁଇଜଣଙ୍କ ମୃତ୍ୟୁ...

ପିପିଲିର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ପରଲୋକ

ପିପିଲି,୧୬ା୧୦(୦୫): ପିପିଲିର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ପରଲୋକ ହୋଇଛି। ଦୀର୍ଘଦିନ ଧରି ସେ କର୍କଟ ରୋଗରେ ପୀଡ଼ିତ ଥିବା ବେଳେ ସୋମବାର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଥିବା ନେଇ ତାଙ୍କ ଭାଇ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ,...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri