ଆମ ଜିଲା ଖବର

ଶତାବ୍ଦୀର ମୂକସାକ୍ଷୀ କୁଞ୍ଜକାନ୍ତ ମନ୍ଦିର

ଢେଙ୍କାନାଳ ,୧୬ା୧୦(ରତନ ନାୟାର): ଢେଙ୍କାନାଳ ଐତିହ୍ୟ ପଦଯାତ୍ରାର ସପ୍ତମ ସଂସ୍କରଣ ରବିବାର ସ୍ଥାନୀୟ କୁଞ୍ଜକାନ୍ତ ମନ୍ଦିରଠାରେ ଅନୁଷ୍ଠିତ ହୋଇଯାଇଛି। ଐତିହ୍ୟକୁ ଜାଣିବା ଓ ତାହା ସମ୍ପର୍କରେ ତଥ୍ୟ ସଂଗ୍ରହ କରି ଭବିଷ୍ୟତ ପିଢ଼ି ପାଇଁ ସଂରକ୍ଷିତ ରଖି ଜନ ସଚେତନତା...

ପୋଲିସ ଠିକା କମ୍ପାନୀର ଗୁଣ୍ଡା ସାଜିଛି: ମାଓବାଦୀ ସଂଗଠନ

ରାୟଗଡ଼ା,୧୬।୧୦(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଏସ୍‌ପି ବିବେକାନନ୍ଦ ଶର୍ମା ଓ ଘରୋଇ କମ୍ପାନୀ ବିରୋଧରେ ବାଂଶଧାରା-ଘୁମୁସର-ନାଗାବଳୀ (ବାଘୁନା) ଡିଭିଜନାଲ ମାଓବାଦୀ କମିଟି ପ୍ରେସ୍‌ ରିଲିଜ ଜାରି କରିଛି। ଏସ୍‌ପି ଶର୍ମାଙ୍କ ନେତୃତ୍ୱରେ ଜିଲା ପୋଲିସ ଠିକା କମ୍ପାନୀର ଗୁଣ୍ଡା ସାଜିଛି।...

କାଚ ମେଢ଼ରେ ଶୋଭାପାଇବେ ମା’

କଟକ,୧୬ା୧୦(ସୁପ୍ରିୟା ପ୍ରିୟଦର୍ଶିନୀ): ଶାରଦୀୟ ପୂଜା ପାଇଁ ଚଳଚଞ୍ଚଳ ହୋଇଛି କଟକ ସହର। ବିଭିନ୍ନ ମଣ୍ଡପରେ ପୂଜା ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ପୂଜା ପାଇଁ କମିଟି କର୍ମକର୍ତ୍ତାଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ତେବେ ଏହି ପୂଜା ଦୌଡ଼ରେ ସାମିଲ...

ଓଡ଼ଗାଁ ଗ୍ରାମ୍ୟ ଉନ୍ନୟନ ବିଭାଗକୁ ସବ୍‌ଡିଭିଜନ ମାନ୍ୟତା

ଓଡ଼ଗାଁ,୧୬ା୧୦(ଆଦର୍ଶ କୁମାର ପଟ୍ଟନାୟକ): ସାରା ରାଜ୍ୟରେ ଓଡ଼ଗାଁ ସମେତ ୧୪୪ ବ୍ଲକରେ ଗ୍ରାମ୍ୟ ଉନ୍ନୟନ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଖୋଲିବା ନିମନ୍ତେ ରାଜ୍ୟପାଳଙ୍କ ଅନୁମୋଦନ ମିଳିସାରିଛି। ଏନେଇ ଗ୍ରାମ୍ୟ ଉନ୍ନୟନ ବିଭାଗ ତରଫରୁ ୧୧ ତାରିଖରେ ଜାରି କରାଯାଇଥିବା ଏକ...

ଅଳାଇଲୋରେ ଅଧିକୃତ ଜମି ଚାଷୀଙ୍କୁ ଫେରାଅ

କେନ୍ଦ୍ରାପଡ଼ା,୧୬ା୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ଅଳାଇଲୋଠାରେ ବିଦ୍ୟୁତ୍‌ ପ୍ଲାଣ୍ଟ ସ୍ଥାପନ ପାଇଁ ସ୍ଥାନୀୟ ଲୋକଙ୍କଠାରୁ ୧୨ବର୍ଷ ପୂର୍ବେ ଜମି ଅଧିଗ୍ରହଣ କରାଯାଇଥିଲା। ତେବେ ଏହି ଜମି ଚାଷୀଙ୍କୁ ଫେରାଇବା ପାଇଁ ଜିଲା ଜନ ଅଧିକାର ଅଭିଯାନ ପକ୍ଷରୁ...

ଦେବୀ ନଦୀବନ୍ଧରେ ୨ଶହ ଫୁଟ୍‌ର ଫାଟ

କାକଟପୁର(ଶୁଭଦର୍ଶନ ମିଶ୍ର)/ଅସ୍ତରଙ୍ଗ (ପ୍ରଦୀପ୍ତ କୁମାର ଦୀକ୍ଷିତ), ୧୬ା୧୦: ପୁରୀ ଜିଲା କାକଟପୁର ଜଳସମ୍ପଦ ବିଭାଗ ଅଧୀନସ୍ଥ ଦେବୀ ନଦୀବନ୍ଧ ରାସ୍ତାରେ ୨ଶହ ଫୁଟ ଲମ୍ବ ପର୍ଯ୍ୟନ୍ତ ଫାଟ ସୃଷ୍ଟି ହୋଇଛି। ଏଥିଯୋଗୁ ନଦୀ ତଟବର୍ତ୍ତୀ ଓ ତଳିଆ ଅଞ୍ଚଳ ଲୋକେ...

ଓଜେଇ ରିପୋର୍ଟ ପରେ ବି ନିଆଯାଉନି କାର୍ଯ୍ୟାନୁଷ୍ଠାନ

ଖୋର୍ଦ୍ଧା,୧୬ା୧୦(ପ୍ରଭାତ ପାଣିଗ୍ରାହୀ): ପୁରୀସ୍ଥିତ ଗୋପବନ୍ଧୁ ଆୟୁର୍ବେଦ କଲେଜ(ଜିଏଏମ୍‌)ରେ ବିନା ଏନ୍‌ଇଇଟି, ଓଜେଇ ଆଲଟ୍‌ମେଣ୍ଟ ନମ୍ବର ଏପରି କି ପୂର୍ବରୁ କୌଣସି କଲେଜରେ ନାମ ଲେଖାଇ ନ ଥିବା ପିଲାଙ୍କୁ ଡାକ୍ତରୀ ପାଠ୍ୟକ୍ରମ ପାଇଁ ନାମ ଲେଖାଇବାକୁ ସୁଯୋଗ ଦିଆଯାଉଛି। ଏହାର...

ଧାନକ୍ଷେତ ଛାଡ଼ି ଯାଉନାହାନ୍ତି ହାତୀ

କେନ୍ଦୁଝର,୧୬ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଧାନ ଫସଲ ଭଲ ହୋଇଛି। କ୍ଷେତରେ ଏବେ ଧାନ କେଣ୍ଡା ମାରିଲାଣି। ଆଉ ପ୍ରାୟ ମାସକ ମଧ୍ୟରେ ଚାଷୀ ଫସଲ ଅମଳ କରିବ। ଧାନ ଅମଳ କଲେ ବିକି ଧାର...

ପ୍ରତିଦିନ ମା’ଙ୍କଠାରେ ଲାଗି ହେବ ଅନ୍ନଭୋଗ

କୋକସରା,୧୫।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): (୦୩) ଧରାପୃଷ୍ଠକୁ ଆସିଛନ୍ତି ମା’ଦୁର୍ଗା। ମା’ଙ୍କ ଆଗମନରେ ସହରଠୁ ଗାଁ ଚଳଚଞ୍ଚଳ ହୋଇପଡିଛି। କଳାହାଣ୍ଡି ଜିଲା କୋକସରା ବ୍ଲକ ଓଲମା ଗ୍ରାମରେ ଚଳିତ ବର୍ଷ ନବଦିନାତ୍ମକ ଶାରଦୀୟ ଦୁର୍ଗାପୂଜା ହେଉଥିବା ବେଳେ ଅଧିବାସ କାର୍ଯ୍ୟ ସମ୍ପନ୍ନ...

ନବରାତ୍ର ପୂଜା ଆରମ୍ଭ

ବାଲିଗୁଡ଼ା,୧୫।୧୦(ସଞ୍ଜୟ ପାଣିଗ୍ରାହୀ): (୦୩) କନ୍ଧମାଳ ଜିଲା ବାଲିଗୁଡ଼ା ମା’ ପାଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ ହୋଇଯାଇଛି। ରବିବାର ସୂର୍ଯ୍ୟପୂଜା ସାଙ୍ଗକୁ ମା’ ଶୈଳପୁତ୍ରୀଙ୍କ ପୂଜା ହୋଇଥିଲା। ପରେ ମୃଣ୍ମୟୀ ଦେବୀଙ୍କ ନବରାତ୍ର ପୂଜା ଆରମ୍ଭ ହୋଇଥିଲା। ମା’ଙ୍କ ଦର୍ଶନ...

 ଧରାପଡ଼ିଲା ଗଞ୍ଜେଇ ଭର୍ତ୍ତି ଟ୍ରକ: ଡ୍ରାଇଭର ଫେରାର

ବାଲିଗୁଡ଼ା,୧୫।୧୦(ସଞ୍ଜୟ ପାଣିଗ୍ରାହୀ): (୦୩) କନ୍ଧମାଳ ଜିଲା ବାଲିଗୁଡ଼ା ପୋଲିସ ଗଞ୍ଜେଇ ଭର୍ତ୍ତି ଏକ ଟ୍ରକ ଜବତ କରିଛି। ମିଳିଥିବା ସୂଚନା ମୁତାବକ, ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ବାଲିଗୁଡ଼ା ଥାନା ଅନ୍ତର୍ଗତ ମୋହନିରି ଘାଟିରେ ଏକ ଟ୍ରକ ଦ୍ରୁତ ଗତିରେ...

ଯାତ୍ରୀଙ୍କୁ ଧରି ଯାଉଥିବା ଅଟୋ ଓଲଟିଲା

ଦିଗପହଣ୍ଡି,୭।୧୦(ସଞ୍ଜୀବ କୁମାର ପାତ୍ର): (୦୩) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ କଲ୍ୟାଣପୁର ଛକଠାରେ ଏକ ଯାତ୍ରୀବାହୀ ଅଟୋ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ୩ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri