ଢେଙ୍କାନାଳ, ୧୫ା୧୦(ରତନ ନାୟାର)ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟର ଡାଇରିଆ ଓ ଆଇସୋଲେଶନ ଓ୍ବାର୍ଡରେ ଶନିବାର ବ୍ୟାପକ ବିଦ୍ୟୁତ୍ ଅବ୍ୟବସ୍ଥା ଦେଖାଦେଇଛି। ସକାଳ ୯ଟାରୁ ବିଦ୍ୟୁତ୍ ନ ଥିବାରୁ ଦିନତମାମ ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କୁ ହନ୍ତସନ୍ତ ହେବାକୁ ପଡ଼ିଛି। ଏପରି...
ଯାଜପୁରରୋଡ୍,୧୫ା୧୦(ପବିତ୍ର ରଞ୍ଜନ ମହାନ୍ତି):ବ୍ୟାସନଗର ପୌର ପରିଷଦରେ ବିଭିନ୍ନ ମୌଳିକ ସମସ୍ୟା ଲାଗିରହିଛି। ଏହାମଧ୍ୟରେ ସହରର ଷ୍ଟ୍ରିଟ୍ ଲାଇଟ୍ ସବୁଠାରୁ ବଡ଼ ସମସ୍ୟା ଭାବେ ଉଭାହୋଉଛି। ୱାର୍ଡଠାରୁ ଆରମ୍ଭ କରି ସହରର ମୁଖ୍ୟରାସ୍ତା ସବୁଆଡ଼େ ଅନ୍ଧକାରମୟ। ସମସ୍ୟା ସମ୍ପର୍କରେ ଜନ ସାଧାରଣ...
ପ୍ରୀତିପୁର,୧୫ା୧୦(ସୁଶାନ୍ତ ବେହୁରିଆ):ବିଞ୍ଝାରପୁର ଗ୍ରାମ୍ୟ ଉନ୍ନୟନ ବିଭାଗ ଉପଖଣ୍ଡର ମଙ୍ଗଳପୁର ସେକ୍ସନ ଅଧୀନ ମଲ୍ଲିପୁର-କମାରଡ଼ିହୀ ଭାୟା ଯୋଗୀମଠ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ସଙ୍କୁଚିତ ହୋଇପଡ଼ିଛି। ବିଭାଗୀୟ ଅଧିକାରୀଙ୍କ ଦୂରଦୃଷ୍ଟି ଅଭାବ ଯୋଗୁ ରାସ୍ତାକୁ ଘାସ, ବେଣା ବୁଦା ଓ କଣ୍ଟା ଜାତୀୟ...
Archives
Model This Week
ପିଲାଙ୍କ ଧରିତ୍ରୀ