ଆମ ଜିଲା ଖବର

ଦୁର୍ଘଟଣାରେ ୩ ଦଶମ ଶ୍ରେଣୀ ଛାତ୍ର ମୃତ

ବାଙ୍କୀ,୧୫ା୧୦(ଜ୍ଞାନେନ୍ଦ୍ର ମୋହନ ମିଶ୍ର)ବାଙ୍କୀ-କଟକ ମୁଖ୍ୟ ରାସ୍ତାର ରଣଶଙ୍ଖ ନିକଟରେ ଶନିବାର ପୂର୍ବାହ୍ନ ପ୍ରାୟ ୯ଟାରେ ଏକ ସଡ଼କ ଦୁର୍ଘଟଣାରେ ୩ଜଣ ସ୍କୁଲ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ସ୍ଥାନୀୟ ହରିରାଜପୁର ଗ୍ରାମର ସୋହନ ନାଏକ ଓ ଅବିନାଶ ଧଳ...

ଖୋଲିଲା ଶିମିଳିପାଳ

ବାରିପଦା, ୧୫ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)ଏସିଆ ମହାଦେଶର ଦ୍ୱିତୀୟ ବୃହତ୍ତମ ଜୈବମଣ୍ଡଳ ଶିମିଳିପାଳ ଅଭୟାରଣ୍ୟ ଶନିବାରଠାରୁ ଖୋଲାଯାଇଛି। ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ବାରିପଦାର ପିଠାବଟା ଓ ଯଶିପୁର କାଳିଆଣି ତନଖି ଫାଟକରେ ପର୍ଯ୍ୟଟକଙ୍କୁ ଆଦିବାସୀ ନୃତ୍ୟଗୀତରେ ସ୍ବାଗତ...

ରାଜପଥରେ ହୁତୁହୁତୁ ହୋଇ ଜଳିଗଲା ବୋଲେରୋ

କୋରାପୁଟ,୧୪ା୧୦(ଅମିତାଭ ବେହେରା): କୋରାପୁଟ ଜିଲା ସୁନାବେଡ଼ା ୨୬ ନଂ ଜାତୀୟ ରାଜପଥ ନୂଆ କଲୋନୀ ନିକଟରେ ଶନିବାର ସନ୍ଧ୍ୟାରେ ଏକ ବୋଲେରୋ ହୁତୁହୁତୁ ହୋଇ ଜଳିଯାଇଛି। ବୋଲେରୋଟି କୋରାପୁଟରୁ ସୁନାବେଡ଼ା ଅଭିମୁଖେ ଯାଉଥିଲା। କୌଣସି କାରଣବଶତଃ ଗାଡ଼ିରେ ନିଆଁ ଲାଗି...

ହାତୀ ଆକ୍ରମଣରେ ୩ ଗୁରୁତର

ସୋର,୧୪ା୧୦(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ବ୍ଲକ ଶିଙ୍ଗାଖୁଣ୍ଟା ପଞ୍ଚାୟତ ସିନ୍ଧୁଆ ଜଙ୍ଗଲରେ ଏକ ଦନ୍ତାହାତୀ ଆକ୍ରମଣରେ ଜଣେ ନାବାଳିକାଙ୍କ ସମେତ ୩ ଜଣ ଗୁରତର ହୋଇଛନ୍ତି। ଶନିବାର ମଧ୍ୟାହ୍ନରେ ସିନ୍ଧୁଆ ଗ୍ରାମର କିଛି ଲୋକଙ୍କ ସହିତ ମୂରଲୀଧର ସିଂ(୫୫),...

ମଦ ବିରୋଧରେ ଆନ୍ଦୋଳନ ତେଜିଲା

କେନ୍ଦୁଝର,୧୪ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ବ୍ଲକ ଯମୁନାପଶି ପଞ୍ଚାୟତକୁ ମଦମୁକ୍ତ କରିବା ପାଇଁ ଶତାଧିକ ମହିଳା ଏକାଠି ହୋଇ ପ୍ରତିବାଦ କରିଛନ୍ତି। ସରକାରୀ ଲାଇସେନ୍ସପ୍ରାପ୍ତ ଓ ଚୋରାମଦ ବିକ୍ରିକୁ ବିରୋଧ କରିଛନ୍ତି। ମଦ ଯୋଗୁ ଗ୍ରାମରେ ତଥା...

ସିମନବାଡ଼ି ଅଞ୍ଚଳରେ ହାତୀ ବୁଲୁଥିବା ଗୁଜବ: ଜଙ୍ଗଲ ଓ ପରିବେଶ ବିଭାଗର ଯାଞ୍ଚ

ଦାରିଙ୍ଗବାଡ଼ି,୧୪ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳର ସିମନବାଡ଼ି ସେକ୍ସନର ୫୯ ନଂ ଜାତୀୟ ରାଜପଥର ଟୋଲ୍‌ ଗେଟ୍‌ ନିକଟରେ ହାତୀ ବୁଲୁଥିବା ନେଇ କେହି ଏକ ଜଙ୍ଗଲ ହାତୀର ଫଟୋ ଭାଇରାଲ କରିଛି। ଫଳରେ ଜଙ୍ଗଲ ଓ ପରିବେଶ...

ହଷ୍ଟେଲରେ ବ୍ୟାପିଲା ଜ୍ୱର: ୨୮ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ, ମେଡିକାଲରେ ଭର୍ତ୍ତି

କେନ୍ଦୁଝର,୧୪ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ମୁଖ୍ୟାଳୟରେ ଏସ୍‌ସି/ଏସ୍‌ଟି ବିଭାଗ ଅଧୀନରେ ପରିଚାଳିତ ଅନ୍ବେଷା ହଷ୍ଟେଲରେ ରହୁଥିବା ୨୮ ଛାତ୍ରୀଛାତ୍ର ଭୂତାଣୁ ଜନିତ ଜ୍ୱରରେ ଆକ୍ରାନ୍ତ ହୋଇ ଧରଣୀଧର ମେଡିକାଲ କଲେଜ ହସ୍ପିଟାଲର ଶିଶୁ ଓ୍ବାର୍ଡରେ ଚିକିତ୍ସିତ ହେଉଛନ୍ତି। ଶନିବାର...

୮କୋଟି ଟଙ୍କା ବ୍ୟୟରେ କୋରାପୁଟ ସହରରେ ନିର୍ମାଣ ହେବ ୪ କଲ୍ୟାଣମଣ୍ଡପ

କୋରାପୁଟ,୧୪ା୧୦(ଅମିତାଭ ବେହେରା): ରାଜ୍ୟ ସରକାରଙ୍କ ୮ କୋଟି ଟଙ୍କା ବ୍ୟୟରେ ସହରର ପୋଲିସ କଲୋନୀ, ପୂଜାରୀପୁଟ ପଡ଼ିଆ ନିକଟ, ରେଲଓ୍ବେ ନିକଟ ସମେତ ୪ଟି ସ୍ଥାନରେ କଲ୍ୟାଣମଣ୍ଡପ ନିର୍ମାଣ କରାଯିବ। କୋରାପୁଟ ମ୍ୟୁନିସିପାଲିଟିର ଅଧ୍ୟକ୍ଷ ଲଲାଟ ରଞ୍ଜନ ସେଠୀଙ୍କ ଅଧ୍ୟକ୍ଷତାରେ...

ବାଲାଜୀ ମନ୍ଦିର ହୁଣ୍ଡି ଚୋରିର ପର୍ଦ୍ଦାଫାଶ: ୩ କୋର୍ଟଚାଲାଣ

କୋରାପୁଟ,୧୪ା୧୦(ଅମିତାଭ ବେହେରା): କୋରାପୁଟ ଟାଉନ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। କୋରାପୁଟ ବାଲାଜୀ ମନ୍ଦିରର ହୁଣ୍ଡି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଥିବା ବେଳେ ଏଥିରେ ସଂପୃକ୍ତ ୩ ଜଣ ଯୁବକକୁ କୋରାପୁଟ ଟାଉନ ପୋଲିସ ଗିରଫ କରି କୋର୍ଟଚାଲାଣ...

ଲଙ୍ଗ୍‌ଜମ୍ପରେ ମିଳିଲା ରୌପ୍ୟ

ଗଞ୍ଜାମ,୧୪।୧୦ (ବିଦ୍ୟାଧର ସାହୁ): ରାଜସ୍ଥାନ କୋଟାରେ ଅନୁଷ୍ଠିତ ଅଲ୍‌ ଇଣ୍ଡିଆ ଆଥ୍‌ଲେଟିକ ଚାମ୍ପିୟନଶିପ୍‌ରେ କମାଲ ଦେଖାଇଛନ୍ତି ଆଇଆର୍‌ଇ ଏଇସିଏସ୍‌ ସ୍କୁଲର ଓଡ଼ିଆ ପୁଅ ସୁବ୍ରତ ପାଢ଼ୀ। ସୁବ୍ରତ ଲଙ୍ଗ୍‌ଜମ୍ପରେ ଦ୍ୱିତୀୟ ସ୍ଥାନ ଅଧିକାର କରିବା ସହ ରୌପ୍ୟ ପଦକ ହାସଲ...

ଶୁଖିଲା ପଡ଼ିଛି ୭ କୋଟିରେ ନିର୍ମିତ ବିଷ୍ଣୁଗୁଡ଼ା ଡ୍ୟାମ୍‌

ରାୟଗଡ଼ା,୧୪।୧୦(ଆଶିଷ ରଞ୍ଜନ ପଣ୍ଡା): ଚାଷୀଙ୍କ ଜମିକୁ ଜଳସେଚନ ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ରାୟଗଡ଼ା ବ୍ଲକର ପିତାମହଲ ପଞ୍ଚାୟତ ତେନ୍ତୁଳିଗୁଡ଼ାରେ ୭ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିଲା ବିଷ୍ଣୁଗୁଡ଼ା ଡ୍ୟାମ୍‌ । ପଞ୍ଚାୟତର ୭ରୁ ୮ଖଣ୍ଡ ଗ୍ରାମବାସୀ ଉପକୃତ ହେବା...

୮ ମାସ ହେଲା ପାନୀୟ ଜଳ ଯୋଗାଣ ବନ୍ଦ

ନୂଆଗାଁ,୧୪।୧୦ (ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ମାଳିସାହି ପଞ୍ଚାୟତର ଗୁଡୁପାଙ୍ଗି ଗ୍ରାମବାସୀଙ୍କୁ ପ୍ରଶାସନ ଅଣଦେଖା କରୁଛି। ଦୀର୍ଘ ୮ ମାସ ହେଲା ପାନୀୟ ଜଳ ଯୋଗାଣ ବନ୍ଦ ରହିଛି। ସେଥିପ୍ରତି ପ୍ରଶାସନ କିମ୍ବା ଜନପ୍ରତିନିଧି ଦୃଷ୍ଟି ଦେଉ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri