ଆମ ଜିଲା ଖବର

ଟ୍ରାନ୍ସଫର୍ମର ଛାଡି ଦୌଡ଼ିଲେ

ପାଟଣା,୧୪।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇପଶି ପଞ୍ଚାୟତ ଅଁଳାଢ଼ିଆ ଜଙ୍ଗଲ ନିକଟ ରାସ୍ତାରେ କେତେକ ଦୁର୍ବୃତ୍ତ ଶୁକ୍ରବାର ରାତିରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମ ଚୋରି କରିନେଉଥିବା ବେଳେ ଲୋକଙ୍କ ହାବୁଡ଼ରେ ପଡ଼ିଥିଲେ। ଫଳରେ ଦୁର୍ବୃତ୍ତମାନେ ଘଟଣାସ୍ଥଳରେ ଟ୍ରାନ୍ସଫର୍ମର...

ଢିଙ୍କି ସାଜିଥିଲା ମହିଳାଙ୍କ ବ୍ୟାୟାମର ମାଧ୍ୟମ

ପଟ୍ଟାମୁଣ୍ଡାଇ, ୧୩ା୧୦(କଳ୍ପତରୁ ନାୟକ): ସମୟ ବଦଳିବା ସହିତ ମନୁଷ୍ୟ ମଧ୍ୟ ପରିବର୍ତ୍ତନ ହେଉଛି। ଆଧୁନିକତାର ଚାକଚକ୍ୟ ସମୟର ସ୍ପଳ୍ପତା ଭିତରେ ଆଜିର ମଣିଷ ପୁରୁଣା ଓ ପାରମ୍ପରିକ ଘରକରଣା ଜିନିଷକୁ ହଜେଇ ଦେଇ ଆଧୁନିକ ମେଶିନ୍‌ର ବ୍ୟବହାର ବହୁଳ ଭାବରେ...

ନିର୍ମାଣର ୨ ମାସରେ ଲୁଣାଘେରି ବନ୍ଧ ରାସ୍ତା ନଷ୍ଟ

କୁଜଙ୍ଗ,୧୪।୧୦(ମନୋଜ ପ୍ରଧାନ): ଏରସମା ବ୍ଲକ ମାହାଙ୍ଗା ନଦୀ ନିକଟ ବାଲିତୁଠରୁ ଢିଙ୍କିଆକୁ ସଂଯୋଗ କରୁଥିବା ଲୁଣା ଘେରିବନ୍ଧ ରାସ୍ତା ନିର୍ମାଣ ସରିବାର୨ ମାସ ମଧ୍ୟରେ ନଷ୍ଟ ହୋଇଯାଇଛି। ନିମ୍ନମାନର କାମ ଯୋଗୁ ଏପରି ହୋଇଥିବା ନେଇ ଅଭିଯୋଗ ହୋଇଛି। ୩...

ଖାଦାନ ମାଲିକଙ୍କ ନାଁରେ ରୁଜୁ ହେବ ମାମଲା

ଯାଜପୁର,୧୪ା୧୦(ହର୍ଷବର୍ଦ୍ଧନ ବେହେରା): ସମସ୍ତ ବ୍ୟକ୍ତିଙ୍କ ଜୀବନ ବହୁମୂଲ୍ୟ ବୋଲି ରାଜ୍ୟ ସରକାରଙ୍କ ବିଶ୍ୱାସ ରହିଛି। ତେଣୁ ବେଆଇନ କଳାପଥର ଖାଦାନରେ ଅତଡ଼ା ଖସି ପ୍ରାଣ ହରାଇଥିବା ଶ୍ରମିକଙ୍କ ପାଇଁ ଦାୟୀ ଅଧିକାରୀ ଓ ଖାଦାନ ମାଲିକଙ୍କ ନାମରେ ଆପରାଧିକ ମାମଲା...

ଶିଳ୍ପ ବିକାଶ କ୍ଷେତ୍ରରେ ଗଞ୍ଜାମ ପଛୁଆ

ବ୍ରହ୍ମପୁର,୧୪ା୧୦(ନରସିଂହ ସାହୁ): ଗଞ୍ଜାମରେ ଶିଳ୍ପ ବିକାଶ ହୋଇପାରୁନାହିଁ। ତେଣୁ ଜିଲାର ଲକ୍ଷାଧିକ ଶ୍ରମିକ ବାହାର ରାଜ୍ୟକୁ ଯାଇ ଦାଦନ ଖଟୁଛନ୍ତି। ଗତ ୫ ଦଶନ୍ଧି ମଧ୍ୟରେ ଗୋଟିଏ ବି ନୂଆ ଶିଳ୍ପ ପ୍ରତିଷ୍ଠା ହୋଇ ନ ଥିବା ବେଳେ ପୁରୁଣା...

ଯୁବତୀ ଗର୍ଭବତୀ: ବନ୍ଧା ହେଲେ ବୃଦ୍ଧ

ଗୋପାଳପୁର,୧୪ା୧୦(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର କରି ଗର୍ଭବତୀ କରିବା ମାମଲାରେ ପୋଲିସ ଜଣେ ବୃଦ୍ଧଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ବିଶ୍ୱନାଥପୁର ଗ୍ରାମର...

ଗାଁକୁ ନାହିଁ ରାସ୍ତା: ଖଟିଆରେ ବୁହା ହେଲେ ରୋଗୀ

ରିଆମାଳ,୧୪।୧୦(ନିରଞ୍ଜନ ବେହେରା): ଦେବଗଡ଼ ଜିଲା ରିଆମାଳ ବ୍ଲକ ଗୁଣ୍ଡିଆପାଲି ପଞ୍ଚାୟତ ବରଡାତଇଲା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ସରକାର ରାସ୍ତା, ଶିକ୍ଷା, ସ୍ବାସ୍ଥ୍ୟ, ଜଳସେଚନ ଆଦି ଉନ୍ନତି କ୍ଷେତ୍ରରେ ଡିଣ୍ଡିମ ପିଟୁଥିବା ବେଳେ ଗ୍ରାମକୁ ରାସ୍ତା ନ ଥିବାରୁ...

ଭୁଶୁଡ଼ିଲା ପଞ୍ଚଲିଙ୍ଗେଶ୍ୱର ପୀଠ ପାହାଚ

ନୀଳଗିରି,୧୪।୧୦(ପ୍ରଶାନ୍ତ ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ପଞ୍ଚଲିଙ୍ଗେଶ୍ୱର ଶୈବପୀଠରେ ବଡ଼ ଅଘଟଣରୁ ବର୍ତ୍ତିଯାଇଛନ୍ତି ପର୍ଯ୍ୟଟକ। ଶୈବପୀଠ ବାବା ପଞ୍ଚଲିଙ୍ଗେଶ୍ୱରକୁ ସଂଯୋଗ କରୁଥିବା ପାହାଚ ଭୁଶୁଡ଼ି ପଡିବାରୁ କିଛି ସମୟ ପାଇଁ ଭକ୍ତମାନେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ସ୍ଥାନୀୟ ଟ୍ରଷ୍ଟ...

ଦର୍ଶନ ପାଇଁ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡରୁ ଆସନ୍ତି ଭକ୍ତ

ରାଇବଣିଆ,୧୩।୧୦(ନବୀନ ସାହୁ): ଚଳିତ ବର୍ଷ ଓଡ଼ିଶା-ପଶ୍ଚିମବଙ୍ଗ ସୀମାନ୍ତ ଅଞ୍ଚଳରେ ଅବସ୍ଥିତ ଲକ୍ଷ୍ମଣନାଥ ଗ୍ରାମର ରାୟ ମହାଶୟ ଗଡ଼ରେ ୫୧୬ତମ ସାର୍ବଜନୀନ ଦୁର୍ଗା ପୂଜା ଆୟୋଜିତ ହେବ। ପୂଜାକୁ ଅଧିକ ଆକର୍ଷଣୀୟ କରିବାକୁ ଉଦ୍ୟମ କରାଯାଉଛି ବୋଲି ପୂଜା ସମିତିର କୋଷାଧ୍ୟକ୍ଷ...

‘ଧୁମଧାମରେ ପାଳନ ହେବ ଆଖଡ଼ା ଯାତ୍ରା’

ବାଲେଶ୍ୱର, ୧୪।୧୦(ମାନସ ବିଶ୍ୱାଳ): ବାଲେଶ୍ୱର ସହର ମିଶନ ପଡ଼ିଆ ସମ୍ମୁଖସ୍ଥ ଏକ ହୋଟେଲ ସମ୍ମିଳନୀ କକ୍ଷରେ ଜିଲା ଯାଦବ (ଗୋପାଳ) ମହାସଭା ବାଲେଶ୍ୱର ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ବିଚାରପତି ଭାଗିରଥ ବାରିକ ଅଧ୍ୟକ୍ଷତା କରିଥିଲେ।...

ମାନବାଧିକାର କମିଶନରେ ପହଞ୍ଚିଲା ମାମଲା

ଉଦଳା,୧୩ା୧୦(ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନ ଭାଲୁହୁରୁଡ଼ା ଗ୍ରାମରେ ଗେଣ୍ଡୁ ଚାରା ଚୋରି ପାଇଁ ଜଣେ ନାବାଳିକାଙ୍କୁ ସମ୍ପର୍କୀୟ ବଡ଼ ମା’ ହତ୍ୟା କରିବା ପରେ ରଶିରେ ବାନ୍ଧି ଝୁଲାଇଦେବା ଘଟଣା ମାନବାଧିକାର କମିଶନଙ୍କ ନିକଟରେ...

ସାକ୍ଷ୍ୟ ଗ୍ରହଣ ପାଇଁ ମୋକିମଙ୍କୁ ଅଧିକ ସମୟ ଦେଲେ ହାଇକୋର୍ଟ

କଟକ,୧୪ା୧୦(କାର୍ତ୍ତିକ ସାହୁ): ବାରବାଟୀ-କଟକ ବିଧାନସଭା ନିର୍ବାଚନୀ ମାମଲାର ଶୁଣାଣି ଶୁକ୍ରବାର ହାଇକୋର୍ଟରେ ହୋଇଥିଲା। ବିଧାୟକ ମହମ୍ମଦ ମୋକିମଙ୍କ ପକ୍ଷରୁ ସାକ୍ଷୀମାନଙ୍କ ସାକ୍ଷ୍ୟ ଗ୍ରହଣ ପାଇଁ ଅଧିକ ସମୟ ଲୋଡ଼ାଯାଇଥିଲା। ହାଇକୋର୍ଟ ଏଥିପାଇଁ ଅନୁମତି ଦେବା ସହ ମୋକିମଙ୍କୁ ୧୦ ହଜାର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri