ଆମ ଜିଲା ଖବର

୬ ମାସ ଗଲାନି, ଭାଙ୍ଗିଗଲା ଡ୍ରେନ୍‌

ବଇଣ୍ଡା,୧୩ା୧୦(ପରିକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ଅଞ୍ଚଳରେ ନିର୍ମାଣ କରାଯାଉଥିବା ଡ୍ରେନ୍‌ କାର୍ଯ୍ୟ ନିମ୍ନମାନର ହେଉଥିବା ଅଭିଯୋଗ ହୋଇଛି। ଆବଶ୍ୟକ ପରିମାଣର ଲୁହାରଡ୍‌ ଦିଆଯାଇ ନ ଥିବା ଯୋଗୁ କେତେକ ସ୍ଥାନରେ ଡ୍ରେନ ଭାଙ୍ଗିବା ଆରମ୍ଭ କଲାଣି।...

ଆବେଦନର ୭ବର୍ଷ ପରେ ବି ମିଳିଲାନି ଭତ୍ତା

ନିଶ୍ଚିନ୍ତକୋଇଲି,୧୩ା୧୦(ଅଶୋକ କୁମାର ମହାପାତ୍ର): ସରକାର ସାମାଜିକ ସୁରକ୍ଷା ଉପରେ ଗୁରୁତ୍ୱ ଦେଇ ଗ୍ରାମାଞ୍ଚଳ ଗରିବଙ୍କୁ ଭତ୍ତା ପ୍ରଦାନ କରୁଛନ୍ତି। କିନ୍ତୁ ବିଭାଗୀୟ ଅଧିକାରୀଙ୍କ ଉଦାସୀନତା ପାଇଁ ନିଶ୍ଚିନ୍ତକୋଇଲି ବ୍ଲକରେ ସାମାଜିକ ସୁରକ୍ଷା ବିପର୍ଯ୍ୟସ୍ତ ହୋଇପଡିଛି। ବହୁ ବୃଦ୍ଧାବୃଦ୍ଧ, ମହିଳା ଓ...

ଲମ୍ପି ଭାଇରସ୍‌, ବହୁ ଗୋରୁ ଆକ୍ରାନ୍ତ

ନିଶ୍ଚିନ୍ତକୋଇଲି,୧୩ା୧୦(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଅଞ୍ଚଳରେ ଗତବର୍ଷ ଲମ୍ପି ଭାଇରସ ଯୋଗୁ ବହୁ ଗୋରୁ ଆକ୍ରାନ୍ତ ହୋଇ ମୃତ୍ୟୁ ମୁଖରେ ପଡିଥିଲେ। ଏହା ଗୋପାଳକମାନଙ୍କ ନିଦ ହଜାଇ ଦେଇଥିଲା। ବର୍ଷେ ପରେ ପୁଣି ଥରେ ବ୍ଲକ...

କାମ କରିବାକୁ ଯାଇ ଥାଇଲାଣ୍ଡରେ ଫସିଛନ୍ତି ୩୫ ଶ୍ରମିକ

ରାଜକନିକା,୧୩ା୧୦(ସଞ୍ଜୟ କୁମାର ଦାଶ):କେନ୍ଦ୍ରାପଡ଼ା ଜିଲାରେ ବେକାର ହୋଇ ଗାଁରେ ବୁଲି ଗଣ୍ଡେ ଖାଇ ଢୋକେ ପିଇବା ଅପେକ୍ଷା ପରିବାର ପ୍ରତିପୋଷଣ ପାଇଁ ଦାଦନ ଖଟିବାକୁ ଯୁବପିଢ଼ି ବାହାର ରାଜ୍ୟ ଓ ଦେଶକୁ ଯାଉଛନ୍ତି। ଯେଉଁ ଦଲାଲଙ୍କ ମାଧ୍ୟମରେ ସେମାନେ ରାଜ୍ୟ...

ବିକାଶ ଅପେକ୍ଷାରେ ମହାପ୍ରଭୁଙ୍କ ଲୀଳାକ୍ଷେତ୍ର ଗଡ଼ଖୋର୍ଦ୍ଧା

ଖୋର୍ଦ୍ଧା,୧୩ା୧୦(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା-ଭୁବନେଶ୍ୱର ୧୬ ନମ୍ବର ଜାତୀୟ ରାଜପଥ ଗଡ଼ଖୋର୍ଦ୍ଧା ଛକଠାରୁ ୨ଶହ ମିଟର ଦୂରରେ ରହିଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଲୀଳାକ୍ଷେତ୍ର। ଗଡ଼ଖୋର୍ଦ୍ଧାଠାରେ ମହାପ୍ରଭୁ ୩ଥର ପଦାର୍ପଣ କରିଛନ୍ତି। ଜରାଜୀର୍ଣ୍ଣ ଅବସ୍ଥାରେ ରହିଥିବା ଏହି ମନ୍ଦିରକୁ ପରବର୍ତ୍ତୀ ସମୟରେ ରାଜ୍ୟ...

ରେଳ ସାଇଡିଂରେ କୋଇଲା ଅପମିଶ୍ରଣ

ଯାଜପୁର/କଳିଙ୍ଗନଗର,୧୩ା୧୦(ହର୍ଷବର୍ଦ୍ଧନ ବେହେରା/ଶୁଭାଶିଷ ରାଉତ): ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ମେସ୍କୋ ରେଳୱେ ସାଇଡିଂରେ କୋଇଲା ଅପମିଶ୍ରଣ ଅଭିଯୋଗ ଚର୍ଚ୍ଚାର ବିଷୟ ହୋଇଛି। ଏହାକୁ ନେଇ ମଙ୍ଗଳବାର ଓ ବୁଧବାର ମାଇନିଂ ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ର ଏକ ୬ ଜଣିଆ ଦଳ ତଦନ୍ତ...

ପୁଅ ହେଲା ପର: ଘର ଛାଡ଼ି ମା’ବାପା ଅନ୍ୟତ୍ର କଲେ ବିବାହ

ମହାକାଳପଡ଼ା, ୧୩ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ପ୍ରେମ ବୁଝେନା ବୟସ, ଜାତି କି ଗୋତ୍ର। ରଙ୍ଗ୍‌ ଫୋନ ନମ୍ବରରୁ ପ୍ରେମ ଉଜାଡ଼ି ଦେଲା ସୁଖର ସଂସାର। ଉଭୟ ସ୍ତ୍ରୀ ସ୍ବାମୀ ନିଜ ଜନ୍ମ କଲା ପୁତ୍ର ସ୍ନେହ ଛାଡ଼ି ପ୍ରେମରେ ହେଲେ...

ଖାଦ୍ୟ ମାନ ପାଇଁ ଭୁବନେଶ୍ୱର ଏସ୍‌ଏଫ୍‌ଟିଏଲ୍‌ ଭରସା

କେନ୍ଦ୍ରାପଡ଼ା,୧୩ା୧୦ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ଖାଦ୍ୟର ମାନ ପରୀକ୍ଷା ସମ୍ଭବ ନୁହେଁ। ପରୀକ୍ଷାଗାର ନ ଥିବାରୁ ଜିଲାବାସୀ ବାସି ଖାଦ୍ୟଠାରୁ ଆରମ୍ଭ କରି ଅପମିଶ୍ରିତ ଖାଦ୍ୟ ଖାଇବାକୁ ବାଧ୍ୟ ହେଉଛନ୍ତି। ଏହି ଜିଲାରେ ପରୀକ୍ଷାଗାର ପ୍ରତିଷ୍ଠା ପାଇଁ ପଟ୍ଟାମୁଣ୍ଡାଇ...

ଠିକାଦାରଙ୍କ କବ୍‌ଜାରେ ବନ୍ଦ ବିଦ୍ୟାଳୟ ଗୃହ

ନାଉଗାଁ,୧୩ା୧୦(ସୁଧା ବେହୁରା): ନାଉଗାଁ ବ୍ଲକରେ ୪୦ରୁ ଊର୍ଦ୍ଧ୍ୱ ବିଦ୍ୟାଳୟ ବନ୍ଦ ହୋଇରହିଛି। ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗର ନିୟମାନୁସାରେ ଯେଉଁ ବିଦ୍ୟାଳୟରେ ୨୦ରୁ କମ୍‌ ଉପସ୍ଥାନ ଓ ୧ କିଲୋମିଟର ବ୍ୟବଧାନ ମଧ୍ୟରେ ଗୋଟିଏ ଅଧିକ ବିଦ୍ୟାଳୟ ରହିଛି।...

କୁକୁର କାମୁଡ଼ାରେ ନାବାଳକ ମୃତ

କେନ୍ଦୁଝର,୧୨।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ୍‌ କାଞ୍ଜିପାଣି ଥାନା ଅଧୀନ ଶିଙ୍କୁଳାପଦା ଗ୍ରାମରେ ଏକ ଅଘଟଣ ଘଯଇଛି। ଏକ ପାଗଳ କୁକୁର କାମୁଡ଼ାରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗ୍ରାମର ଦୁର୍ଯ୍ୟୋଧନ ପ୍ରଧାନଙ୍କ ପୁଅ...

ଦାଦନ ଶ୍ରମିକ ଉଦ୍ଧାର, ଧରାପଡ଼ିଲେ ସର୍ଦ୍ଦାର

ବେଲପଡ଼ା,୧୨ା୧୦(ମନୋଜ କୁମାର ମିଶ୍ର): ବଲାଙ୍ଗୀର ଜିଲା ବେଲପଡ଼ା ପୋଲିସ କପାଣି ବସ୍‌ଷ୍ଟାଣ୍ଡ ନିକଟରୁ ୫ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଛି। ଥାନା ଅଧିକାରୀ ସୁଶାନ୍ତ କୁମାର ଦାସଙ୍କ ନିର୍ଦ୍ଦେଶ କ୍ରମେ ଏସ୍‌ଆଇ ବିନୟ କୁମାର ପରିଡାଙ୍କ ନେତୃତ୍ୱରେ ଉଦ୍ଧାର କରାଯାଇଥିଲା।...

ସ୍ବାମୀ, ସ୍ତ୍ରୀଙ୍କୁ ୨ବର୍ଷ ଜେଲଦଣ୍ଡ

ଜୟପୁର,ରାୟଗଡା, ୧୨ା୧୦ (ପବନ ପାଣିଗ୍ରାହୀ/ଆଶିଷ ରଞ୍ଜନ ପଣ୍ଡା): ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଜୟପୁର ଭିଜିଲାନ୍ସ କୋର୍ଟ ସ୍ବାମୀ ଓ ସ୍ତ୍ରୀଙ୍କୁ ଦଣ୍ଡିତ କରିଛନ୍ତି। ଭିଜିଲାନ୍ସ ଜଜ୍‌ ରାଜେଶ ଏକ୍କା ମାମଲାର ବିଚାର କରି ସମସ୍ତ ସାକ୍ଷ୍ୟ ପ୍ରମାଣକୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri