ଆମ ଜିଲା ଖବର

ନିର୍ଦ୍ଦିଷ୍ଟ ଭେଣ୍ଡରଙ୍କ ପ୍ରତି ଅନୁକମ୍ପା

ନୟାଗଡ଼ ଅଫିସ,୧୨।୧୦(ଲୋକନାଥ ମିଶ୍ର)ମହାତ୍ମ।ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମଜିଏନ୍‌ଆରଇଜିଏସ୍‌)ରେ କେତେଜଣ ନିର୍ଦ୍ଦିଷ୍ଟ ଭେଣ୍ଡରଙ୍କୁ ଅନୁକମ୍ପା ପ୍ରଦର୍ଶନ କରାଯାଇ କଞ୍ଚାମାଲ ଯୋଗାଣ କରିବାକୁ ଅନୁମତି ଦିଆଯାଉ ଥିବା ଅଭିଯୋଗ ହୋଇଆସୁଛି। ଭେଣ୍ଡରଙ୍କୁୁ ଆୟୁଧ କରି ଏମଜିଏନ୍‌ଆରଇଜିଏସରେ ଦୁର୍ନୀତି...

ଆଲୋଚନା ହୋଇଛି, ସମସ୍ୟା ସମାଧାନ ହେବ: ବିଡିଓ

ପଟ୍ଟାଙ୍ଗି,୧୨।୧୦(ଶରତ ଧଳ): ରାଜ୍ୟରେ କିପରି ଶିକ୍ଷା ଓ ସ୍ବାସ୍ଥ୍ୟସେବାରେ ସୁଧାର ଆସିବ ଏନେଇ ରାଜ୍ୟ ସରକାର ସର୍ବଦା ଗୁରୁତ୍ୱ ଦେଉଛନ୍ତି। ତେବେ ପ୍ରଶାସନିକ କ୍ଷେତ୍ରରେ ତତ୍ପରତା ଅଭାବରୁ ଏଥିରେ ସୁଫଳ ମିଳୁନାହିଁ। ଦିନକୁ ଦିନ ବିଦ୍ୟାଳୟ ଶିକ୍ଷା ବ୍ୟବସ୍ଥା ଦୁର୍ବଳ...

ପଞ୍ଜୀକରଣ ନମ୍ବର ପ୍ଲେଟ ବିନା ହିତାଧିକାରୀଙ୍କୁ ସ୍କୁଟି

ରାୟଗଡ଼ା,୧୨।୧୦ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ସ୍କୁଟର ଯୋଜନାରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀକୁ ସ୍କୁଟି ବଣ୍ଟନ କରାଯାଇଛି । ତେବେ ଯୋଜନାରେ ଆରମ୍ଭରୁ ଠକେଇ ହୋଇଥିବା ଦେଖିବାକୁ ମିଳିଛି । ଜିଲା ସଦର ମହକୁମାରେ ବଣ୍ଟନ ହୋଇଥିବା...

ଢିପ ଜମି ଫାଟିଲାଣି, ଚାଷୀଙ୍କୁ ମିଳୁନି ପାଣିପମ୍ପ୍‌

କେନ୍ଦ୍ରାପଡ଼ା, ୧୨ା୧୦(ଜଗନ୍ନାଥ ଧଳ)ଚଳିତବର୍ଷ କେନ୍ଦ୍ରାପଡ଼ାରେ ବର୍ଷା ପରିମାଣ କମ୍‌ ରହିଛି। ଜିଲାର ପ୍ରାୟ ୩୧ ହଜାର ହେକ୍ଟର ଜମି ଢିପ ହୋଇଥିବାରୁ ମରୁଡ଼ି ଅବସ୍ଥାକୁ ଆସିଛି। ଏହି ସମୟରେ ପାଣିର ଆବଶ୍ୟକତା ଅଛି। ଚାଷୀଙ୍କୁ ସବ୍‌ସିଡିରେ ପାଣିପମ୍ପ୍‌ ଯୋଗାଇ ଦେବାକୁ...

କରିଡର ନଷ୍ଟ ଦ୍ୱାରା ପ୍ରଭାବିତ ହେଉଛନ୍ତି ହାତୀ

କଟକ,୧୨ା୧୦ (କାର୍ତ୍ତିକ ସାହୁ)ରାଜ୍ୟରେ ହାତୀ ସୁରକ୍ଷା ଦିଗରେ ହାଇକୋର୍ଟ ପ୍ରଥମ ଥର ପାଇଁ ଏକ ଐତିହାସିକ ପଦକ୍ଷେପ ଗ୍ରହଣ କରିଛନ୍ତି। ହାତୀ ମୃତ୍ୟୁ ଓ ସେମାନଙ୍କ ସୁରକ୍ଷା ଭଳି ସମ୍ବେଦନଶୀଳ ପ୍ରସଙ୍ଗ ଉପରେ ହାଇକୋର୍ଟ ସମ୍ମିଳନୀ କକ୍ଷରେ ଏକ ବୈଠକ...

ମାଲକାନଗିରି: ଜିଲା ବିଜେଡି ଉପସଭାପତି ହେଲେ ଉଦୟ

ମାଥିଲି, ୧୨।୧୦(ସୁବାସ ଚନ୍ଦ୍ର ଖୁଡୁପିଆ ): ମାଲକାନଗିରି ଜିଲା ବିଜେଡି ନେତା ତଥା ମାଥିଲି ଜୋନ୍‌ ୨ର ପୂର୍ବତନ ଜିଲା ପରିଷଦ ସଭ୍ୟ ଉଦୟନାଥ ମାଦ୍ରି ବିଜେଡି ଚିତ୍ରକୋଣ୍ଡା ନିର୍ବାଚନ ମଣ୍ଡଳୀ ଉପସଭାପତି ଭାବେ ନିଯୁକ୍ତି ହୋଇଛନ୍ତି। ଆଗାମୀ ସାଧାରଣ...

ଆଜି ଲକ୍ଷ୍ମୀ ବସ୍‌ ସେବା ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ମାଲକାନଗିରି,୧୨ା୧୦(ଦୁର୍ଯ୍ୟୋଧନ ପାତ୍ର)ଲକ୍ଷ୍ମୀ ବସ୍‌ ଯୋଜନାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ମାଲକାନଗିରି ଜିଲାରୁ ଶୁଭାରମ୍ଭ କରିବେ। ଏହାକୁ ନେଇ ଜିଲାରେ ବ୍ୟାପକ ପ୍ରସ୍ତୁତି ଦେଖିବାକୁ ମିଳିଛି। ଜିଲା ପ୍ରଶାସନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ବିଭିନ୍ନ ପଦକ୍ଷେପ ନିଆଯାଇଥିବା ଦେଖିବାକୁ...

ମିଠାରୁ ବାହାରିଲା ମୂଷା, ଦୋକାନ ସିଲ୍‌

କେନ୍ଦୁଝର,୧୨ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ)କେନ୍ଦୁଝର ସହର ଜାମୁହତା ଛକ ନିକଟରେ ଥିବା ଗୀତାଞ୍ଜଳି ମିଠା ଦୋକାନକୁ ବୁଧବାର ପୌରପାଳିକା ପକ୍ଷରୁ ସିଲ୍‌ କରି ଦିଆଯାଇଛି। ଦୋକାନର ଜଣେ କର୍ମଚାରୀ ଦୋକାନରେ ମିଠାରେ ମୂଷା ପଡ଼ିଥିବା, ମଇଳା ଆବର୍ଜନା ପରିବେଶରେ ମିଠା ପ୍ରସ୍ତୁତ...

ଶ୍ରମିକ ନେତା ଘନଶ୍ୟାମ ଜେନାଙ୍କ ଶେଷକୃତ୍ୟ

ଧାମନଗର,୧୨ା୧୦(ଦେବେନ୍ଦ୍ର ଆନ୍ଦିଆ)ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ସୋହଡ଼ା ପଞ୍ଚାୟତ ଦୁଲାରପୁର ଗ୍ରାମର ବିଶିଷ୍ଟ ଶ୍ରମିକ ନେତା ଘନଶ୍ୟାମ ଜେନାଙ୍କ ଶେଷକୃତ୍ୟ ବୁଧବାର ଜନ୍ମମାଟିରେ ଶୋକାକୁଳ ପରିବେଶରେ ସମ୍ପନ୍ନ ହୋଇଛି। ବଡ଼ ପୁଅ ମୁଖାଗ୍ନି ଦେଇଥିଲେ। ଜାତୀୟସ୍ତରର ଶ୍ରମିକ ନେତା...

ଯାନବାହନ ଯାଞ୍ଚ ବେଳେ ବିଦେଶୀ ମଦ ଜବତ, ୩ ଗିରଫ

ବାଲିଗୁଡ଼ା,୧୧ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସାରଙ୍ଗଗଡ଼ ଥାନା ପକ୍ଷରୁ ଯାନବାହନ ଯାଞ୍ଚ ବେଳେ ଏକ ଗାଡ଼ିରୁ ପାଖାପାଖି ୨୨ ଲିଟର ବିଦେଶୀ ମଦ ପୋଲିସ ଜବତ କରି ତିନି ଜଣଙ୍କୁ ଗିରଫ...

ଅଜଣା ଗାଡ଼ି ଧକ୍କାରେ ଜଣଙ୍କ ଜୀବନ ଗଲା

ନିରାକାରପୁର,୧୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ନୟାଗଡ଼ ଜିଲା ରଣପୁର ଥାନା ଅନ୍ତର୍ଗତ ବଳଭଦ୍ରପୁର ଗ୍ରାମର ଶ୍ରୀନାଥ ସାହି(୫୨)। ସୂଚନାନୁଯାୟୀ, ଖୋର୍ଦ୍ଧା ଜଙ୍କିଆ ଥାନା ଅନ୍ତର୍ଗତ ୧୬ ନମ୍ବର...

ବିଡିଓଙ୍କ ଦାୟିତ୍ୱ ଗ୍ରହଣ

ରାଇକିଆ,୧୧ା୧୦(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ନୂତନ ବିଡିଓ ଭାବେ ସୀମାଞ୍ଚଳ ମଣ୍ଡଳ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ସେ ସୋରଡ଼ା ବିଡିଓ ଭାବେ କାର୍ଯ୍ୟରତ ଥିଲେ। ବୁଧବାର ବିଭିନ୍ନ ସଂଗଠନର କର୍ମକର୍ତ୍ତାମାନେ ବିଡିଓଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri