ଆମ ଜିଲା ଖବର

ମିଠା ଦୋକାନ ସିଲ୍‌

କେନ୍ଦୁଝର,୧୧ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଜାମୁହତା ଛକ ନିକଟରେ ଥିବା ଗୀତାଞ୍ଜଳି ମିଠା ଦୋକାନକୁ ବୁଧବାର ପୌରପାଳିକା ପକ୍ଷରୁ ସିଲ୍‌ କରି ଦିଆଯାଇଛି। ଟ୍ରେଡ୍‌ ଲାଇସେନ୍ସ ଫୁଡ ଲାଇସେନ୍ସ ଆଦି ନ ଥିବା କାରଣ ଦର୍ଶାଇ ଏଭଳି ବିନା...

ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ୍‌

କେନ୍ଦୁଝର,୧୧ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ସ୍ବତନ୍ତ୍ର ପୋକ୍ସୋ କୋର୍ଟ ଜଜ୍‌ ଶୁଭଶ୍ରୀ ତ୍ରିପାଠୀ ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଜଣେ ୨୦ ବର୍ଷ ଯୁବକ ମହା ଟୁଡୁଙ୍କୁ ୨୦ ବର୍ଷ ଜେଲ ଓ ୨୩ ହଜାର ଟଙ୍କା...

ଟ୍ରକ୍‌ ପଛରେ ପିଟିଲା ଆମ୍ବୁଲାନ୍ସ, ୩ ଗୁରୁତର

କେନ୍ଦୁଝର,୧୧ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଜୀବନରେଖା (ଲାଇଫ୍‌ ଲାଇନ୍‌) କୁହାଯାଉଥିବା ଜାତୀୟ ରାଜପଥ ୨୦ ଏବେ ପାଲଟିଛି (ଡେଥ୍‌ ଲାଇନ) ମୃତ୍ୟୁରେଖା। ମଙ୍ଗଳବାର ବିଳମ୍ବିତ ରାତିରେ ଘଟଗାଁ ଥାନା ପିପିଳିଆ ନିକଟରେ ଏହି ଜାତୀୟ ରାଜପଥରେ କେନ୍ଦୁଝର ଜିଲା...

ବିଶ୍ୱ ଶିଶୁକନ୍ୟା ଦିବସ

ପୁରୀ,୧୧ା୧୦: ବିଶ୍ୱ ଶିଶୁକନ୍ୟା ଦିବସ ଉପଲକ୍ଷେ  ଭୋଳାନାଥ ବିଦ୍ୟାପୀଠ ପରିସରରେ ପୁରୀ ମଣ୍ଡଳ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ଚିତ୍ରାଙ୍କନ, ବକ୍ତୃତା ଓ ସ୍ଲୋଗାନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଉକ୍ତ ପ୍ରତିଯୋଗିତାର ଉଦ୍‌ଘାଟନ ଉତ୍ସବରେ ମଣ୍ଡଳ ସାଧନ କେନ୍ଦ୍ର ସଂଯୋଜକ ରତ୍ନାକର...

ନାବାଳକ ହତ୍ୟା ଘଟଣା: ପଲିଗ୍ରାଫ୍‌ ଟେଷ୍ଟରୁ ଅଭିଯୁକ୍ତ ଚିହ୍ନଟ

ବ୍ରହ୍ମପୁର,୧୧ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ନିମଖଣ୍ଡି ଥାନା ଅନ୍ତର୍ଗତ ଜଗଦଳପୁର ନିକଟ ବାଉରି କମାପଲ୍ଲୀରେ ଗତ ମେ’ ମାସରେ ଶିବ ଦାସ ନାମକ ଜଣେ ନାବାଳକ (୭)ଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଥିଲା। ପ୍ରଥମେ ପୋଲିସ ଏକ ଅପମୃତ୍ୟୁ ମାମଲା...

ରାଜନାପଲି ବିଦ୍ୟାଳୟ ଖୋଲିବାକୁ ଦାବି ନେଇ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ

ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ: ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ବିପୁଳିଙ୍ଗି ପଞ୍ଚାୟତ ଅଧୀନ ରାଜନାପଲି ପ୍ରାଥମିକ ବିଦ୍ୟାଳୟଟି ୩ ବର୍ଷ ହେଲା ବନ୍ଦ ରହିଛି। ଏହାକୁ ପୁନଃ ଖୋଲିବାକୁ ଗ୍ରାମବାସୀ ଦାବି କରିଛନ୍ତି। ଏନେଇ ରାଜନାପଲି ଗ୍ରାମବାସୀ ବୁଧବାର ଛତ୍ରପୁର...

ନିରାମୟରେ ମିଳୁନି ସମସ୍ତ ପ୍ରକାର ଔଷଧ

ପଟ୍ଟାମୁଣ୍ଡାଇ,୧୧।୧୦(କଳ୍ପତରୁ ନାୟକ):  ପଟ୍ଟାମୁଣ୍ଡାଇ ଉପଖଣ୍ଡ ସ୍ତରୀୟ ଚିକିତ୍ସାଳୟ ଏବେ ଅବ୍ୟବସ୍ଥା ଓ ଅବହେଳାକୁ ନେଇ ଚର୍ଚ୍ଚାରେ। ଉନ୍ନତମାନର ସେବା ପ୍ରଦାନ ସମସ୍ୟାକୁ ନେଇ ଅଭିଯୋଗର ତାଲିକା ଲମ୍ବା ହୋଇଚାଲିଛି। ରୋଗୀଙ୍କୁ ଔଷଧ ପ୍ରଦାନରେ ଚିକିତ୍ସାଳୟର କର୍ତ୍ତୃପକ୍ଷ କୌଣସି ଦୃଷ୍ଟି ଦେଉ...

ବିଦ୍ୟାଳୟ ମିଶ୍ରଣ ସମସ୍ୟା ଏବେ ବି ତୁଟିନି

କେନ୍ଦ୍ରାପଡ଼ା, ୧୧।୧୦(ଜଗନ୍ନାଥ ଧଳ): ପୂର୍ବରୁ ବିଦ୍ୟାଳୟ ମିଶ୍ରଣ ପ୍ରସଙ୍ଗ ପୁଣି ଥରେ ଆଗକୁ ଆସିଛି। ଶିକ୍ଷା ବିଭାଗର ଏହି ନିଷ୍ପତ୍ତି ଅଭିଭାବକଙ୍କ ଅସନ୍ତୋଷର କାରଣ ହୋଇଥିବା ବେଳେ ସମାଧାନ ପ୍ରତିଶ୍ରୁତି ସ୍ଥାନୀୟ ଲୋକ ପ୍ରତିନିଧି ଦେଇପାରୁନାହାନ୍ତି। ଜିଲାର ୨୧୭ଟି ସ୍କୁଲରେ...

ମା’ଙ୍କ ପାଇଁ ହଜିଯାଇଛି ନୀଳକଇଁ

ଯାଜପୁର,୧୧।୧୦(ହର୍ଷବର୍ଦ୍ଧନ ବେହେରା) : ପାର୍ବଣର ସାଜସଜ୍ଜା ଆରମ୍ଭ ହୋଇ ଯାଇଛି। ଶାରଦୀୟ ଦୁର୍ଗାପୂଜା ପାଇଁ ମେଢ଼ ନିର୍ମାଣ ହେବା ସହ ପ୍ରସ୍ତୁତି ଚାଲିଛି। ତେବେ ଏହି ଅବସରରେ ମାଆଙ୍କୁ ନୀଳକଇଁରେ ମଣ୍ଡିତ କରିବାର ଯେଉଁ ପରମ୍ପରା ଥିଲା ତାହା ଏବେ...

ମହାକାଳପଡ଼ାରେ ତୁର୍କୀ ପକ୍ଷୀ ଚାଷ ପ୍ରତି ବଢୁଛି ଚାହିଦା

ମହାକାଳପଡ଼ା,୧୦।୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ତୁର୍କୀ ଚାଷ ପ୍ରତି ବେଶ୍‌ ଅନୁକୂଳ ବାତାବରଣ ରହିଛି। ବ୍ଲକର ସ୍ଥାନୀୟ ବଉଳକଣି ପଞ୍ଚାୟତର ଟାଙ୍କି ବେଲାରିର ସେକ ସୁଲେମାନ ବର୍ଷେ ପୂର୍ବେ ମୟୂରଭଞ୍ଜ-ଝାଡ଼ଖଣ୍ଡ ସୀମାନ୍ତ ଅଞ୍ଚଳରୁ...

ଯାଜପୁରର ଲାଇଫ୍‌ଲାଇନ୍‌ ବାଇପାସ୍‌ ରୋଡ୍‌ କାର୍ଯ୍ୟ ସରୁନି

ଯାଜପୁର ଟାଉନ,୧୧।୧୦(ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି): ଯାଜପୁର ସହରକୁ ଟ୍ରାଫିକ୍‌ ସମସ୍ୟାରୁ ମୁକ୍ତ କରିବା ସହ ବିରଜା ଓ ଅନ୍ୟ ମନ୍ଦିରକୁ ଆସୁଥିବା ଯାତ୍ରୀଙ୍କ ପଥକୁ ସୁଗମ କରିବା ପାଇଁ ସହରର ବାମ ଓ ଦକ୍ଷିଣପାର୍ଶ୍ୱରେ ୨ ବାଇପାସ ରୋଡ୍‌ ଯଥା:...

ଅଧ୍ୟାପକ ହେବାକୁ ଲକ୍ଷ୍ୟ ରଖିଥିବା ଜଗବନ୍ଧୁ ଏବେ ଶଯ୍ୟାଶାୟୀ

ପରଜଙ୍ଗ,୧୧।୧୦: (ନିଗମାନନ୍ଦ ଦଳବେହେରା): ଇଚ୍ଛା ଥିଲା ଅଧ୍ୟାପକ ହେବେ। ରାଜମିସ୍ତ୍ରି କାମ କରୁଥିବା ବାପାଙ୍କ ଅଭାବୀ ସଂସାରର ବୋଝକୁ ସହଜ କରିଦେବେ। ସେଥିପାଇଁ ନାନା ଅଭାବ ଅସୁବିଧା ମଧ୍ୟରେ ବି ଅଧ୍ୟୟନ କ୍ଷେତ୍ରକୁ ସର୍ବଦା ଅଗ୍ରାଧିକାର ଦେଉଥିଲେ। ଏପରି କି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri