ଆମ ଜିଲା ଖବର

ଗାଁରେ ମିଳୁନି କାମ, ସହରମୁହାଁ ଶ୍ରମଜୀବୀ 

କେନ୍ଦୁଝର,୧୦ା୧୦ (ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ମହିଳା ସଶସ୍ତ୍ରୀକରଣ ପାଇଁ ବହୁ ଯୋଜନା କରୁଛନ୍ତି। କୁଶଳୀ, ଅଣକୁଶଳୀ ଆଦି ଭିତ୍ତିରେ ଘର ନିକଟରେ କାମ ଯୋଗାଇବା ପାଇଁ ପ୍ରଶାସନିକ ସ୍ତରରେ ବ୍ୟବସ୍ଥା କରାଯାଉଛି। ମାତ୍ର ଗ୍ରାମାଞ୍ଚଳରେ କାମ ନ ପାଇ...

ସଡ଼କ ଦୁର୍ଘଟଣା ଦୂରେଇଦେଲା ୩୦ ବର୍ଷ

ରାଜନଗର, ୧୦ା୧୦ (ଭାସ୍କର ରାଉତରାୟ):ପେଟ ପୋଷିବା ପାଇଁ ୩୦ ବର୍ଷ ତଳେ ଗାଁ ଘର ଛାଡ଼ି ରାଜସ୍ଥାନ ଯାଇଥିବା କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଅନ୍ତର୍ଗତ ଢୋଲମରା ଗାଁର ଯୁବକ ଯାମିନୀ ସେଠୀଙ୍କ ଖୋଜଖବର ମିଳି ନ ଥିଲା। ବର୍ଷ...

ନୋଟିସ୍‌ ଦେବାକୁ ଆସି ପୋଲିସ ହଟହଟା

ପଟ୍ଟାମୁଣ୍ଡାଇ,୧୦ା୧୦ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ପୋଲିସ ଶନିବାର ବଡ଼ମହନପୁର ପଞ୍ଚାୟତ କଣିପାଳ ଗାଁକୁ ୧୦୭ ଦଫା ନୋଟିସ ଦେବାକୁ ଆସି ହଟହଟା ହୋଇଥିବା ଭାଇରାଲ ଭିଡିଓରୁ ଜଣାପଡ଼ିଛି। ଏପରିକି ସମନ ଦେବାକୁ ଆସି ପୋଲିସ କାହିଁକି ଲାଞ୍ଚ...

ସାଇବର ଠକେଇର ସ୍ବୀକାର କଲେ ବିଧାୟକ ବାହିନୀପତି

କୋରାପୁଟ,୧୦ା୧୦(ଅମିତାଭ ବେହେରା):କୋରାପୁଟ ଜିଲା ଜୟପୁରରେ ଆୟୋଜିତ ଏକ ସାଇବର ସଚେତନତା କାର୍ଯ୍ୟକ୍ରମରେ ରବିବାର ଯୋଗଦେଇ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି ୪ଲକ୍ଷ ଟଙ୍କା ସାଇବର ଠକେଇର ଶିକାର ହୋଇଥିବା ସ୍ବୀକାର କରିଛନ୍ତି। ସେ କହିଛନ୍ତି ଯେ, ନିଜ ଭାଇଙ୍କ ପାଇଁ...

ଉଦ୍ଧାର ମା’ ଝିଅଙ୍କୁ ଭେଟିଲେ ପରିବାର ଲୋକେ

ସୁନ୍ଦରଗଡ଼,୧୦ା୧୦(ଜୟ ନାରାୟଣ ମେଣ୍ଡୁଳି):ସୁନ୍ଦରଗଡ଼ ଇବ୍‌ ନଦୀ ପୋଲ ଉପରୁ ଶୁକ୍ରବାର ଉଦ୍ଧାର ହୋଇ ସ୍ଥାନୀୟ ଆସ୍ଥା ଗୃହରେ ଥିବା ମା’ ଝିଅଙ୍କ ପରିଚୟ ପାଇଛି ପୋଲିସ। ସେମାନଙ୍କ ଘର ଛତିଶଗଡ଼ ଯଶପୁର ଜିଲା ତୁମଲା ଥାନା ଅନ୍ତର୍ଗତ ଖାରିବାହାଲ ଗ୍ରାମରେ...

ଭିକ ମାଗି ଚଳୁଛନ୍ତି କାଉନସିଲର

ସୋର, ୧୦ା୧୦(ଜନ୍ମେଜୟ ମିଶ୍ର):ବାଲେଶ୍ୱର ଜିଲା ସୋର ପୌରପାଳିକା ଅଧୀନ ୭ ନମ୍ବର ୱାର୍ଡର କାଉନସିଲର ଦୁର୍ଗା ସିଂ ଭିକ ମାଗି ପରିବାର ଚଳାଇବା ଘଟଣା ସାଧାରଣରେ ଆଲୋଡନ ସୃଷ୍ଟି କରିଛି। ପ୍ରସବଜନିତ କାରଣରୁ ସେ ଆଉ କାମ କରିବାକୁ ଯାଇପାରୁ...

ପ୍ରେମରେ ଫସି ଠକାମିର ଶିକାର ଯବାନ

ଭଦ୍ରକ, ୧୦ା୧୦ (ସନାତନ ରାଉତ):ଜଣେ ଯୁବତୀଙ୍କ ପ୍ରେମ ଜାଲରେ ଫସି ଠକାମିର ଶିକାର ହୋଇଛନ୍ତି ଯବାନ। ସୋସିଆଲ ମିଡିଆରେ ପ୍ରଥମେ ବନ୍ଧୁତା ଓ ପରେ ପ୍ରେମ ସମ୍ପର୍କ ସୃଷ୍ଟି ହେବାରୁ ଯୁବତୀ ଜଣକ ଚାଲ୍‌ କରି ଯବାନଙ୍କଠାରୁ ଲକ୍ଷାଧିକ ଟଙ୍କା...

ଏଏସ୍‌ଓ ପରୀକ୍ଷା ଅନିୟମିତତା ମାମଲା:ରହିତାଦେଶ ବଳବତ୍ତର

କଟକ,୧୦ା୧୦(କାର୍ତ୍ତିକ ସାହୁ):ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ପଦବୀର ଚୟନ ପରୀକ୍ଷା ଅନିୟମିତତା ମାମଲାରେ ଜଣିକିଆ ବିଚାରପତିଙ୍କ ରାୟ ଉପରେ ଜାରି ହୋଇଥିବା ରହିତାଦେଶକୁ ସୋମବାର ହାଇକୋର୍ଟ ବଳବତ୍ତର ରଖିଛନ୍ତି। ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଡ. ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀ...

ଶାଳୀନ ପୋଷାକ ବିନା ଶ୍ରୀମନ୍ଦିର ମନା

ପୁରୀ, ୧୦ା୧୦(ଅଜିତ ମହାନ୍ତି):ଏଣିକି ଶ୍ରୀମନ୍ଦିରକୁ ଯିବାକୁ ହେଲେ ଭକ୍ତଙ୍କୁ ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ କରିବାକୁ ପଡ଼ିବ। ନଚେତ ଭକ୍ତଙ୍କୁ ଶ୍ରୀମନ୍ଦିରରେ ପ୍ରବେଶ ଅନୁମତି ମିଳିବ ନାହିଁ। ସୋମବାର ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ ନୀତି ସବ୍‌କମିଟି ବୈଠକରେ ଏଭଳି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି...

୩୦ ବର୍ଷ ପରେ ମନେ ପଡ଼ିଲା ଗାଁ କଥା

ରାଜନଗର, ୯ା୧୦(ଭାସ୍କର ରାଉତରାୟ): ୩୦ ବର୍ଷ ତଳର ମର୍ମଭେଦୀ ଘଟଣାଟି ଏବେ ରାଜନଗର ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଅଭାବ ଅନାଟନ ଭିତରେ ଥିବା ରାଜନଗର ବ୍ଲକ ଅନ୍ତର୍ଗତ ଢୋଲମରା ଗାଁର ଜାମିନୀ ସେଠୀ ପେଟ ପୋଷିବା ପାଇଁ ଗାଁ...

୧୨ ଘଣ୍ଟିଆ  ତାଳଚେର ବନ୍ଦ

ତାଳଚେର,୧୦।୧୦(ମନୋଜ ନନ୍ଦ): ତାଳଚେର ମେଡିକାଲ କଲେଜ କାର୍ଯ୍ୟକ୍ଷମ ଦାବିରେ ମଙ୍ଗଳବାର ୧୨ ଘଣ୍ଟିଆ  ତାଳଚେର ବନ୍ଦ ପାଳନ କରାଯାଇଛି। କ୍ରିୟାନୁଷ୍ଠାନ କମିଟି  ପକ୍ଷରୁ ଆହୂତ ଏହି ବନ୍ଦକୁ କଂଗ୍ରେସ,  ଆମ୍‌ ଆଦ୍‌ମୀ ପାର୍ଟି ସମେତ ବିଭିନ୍ନ  ଅନୁଷ୍ଠାନ  ପକ୍ଷରୁ ସମର୍ଥନ ...

୩ୟ ଶ୍ରେଣୀରୁ ଡ୍ରପ୍‌ଆଉଟ୍‌ ସଂଖ୍ୟା ବଢୁଛି

ଯାଜପୁର,୧୦ା୧୦(ହର୍ଷବର୍ଦ୍ଧନ ବେହେରା): ବହୁଳ ପ୍ରସାରିତ ସର୍ବଶିକ୍ଷା ଅଭିଯାନ ଯାଜପୁର ଜିଲାରେ ଛାତ୍ରୀଛାତ୍ରଙ୍କୁ ସ୍କୁଲରେ ରଖିବାରେ ସେତେଟା ସଫଳ ହୋଇ ନ ଥିବା ପ୍ରତୀୟମାନ ହୋଇଛି। ପ୍ରତିବର୍ଷ ୩ୟରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ଡ୍ରପ୍‌ଆଉଟ୍‌ ସଂଖ୍ୟା ବଢ଼ିବାରେ ଲାଗିଛି। ୟୁନିଫାଏଡ ଡିଷ୍ଟ୍ରିକ୍ଟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri