ଯାଜପୁର,୯ା୧୦(ହର୍ଷବର୍ଦ୍ଧନ ବେହେରା):ସାମାନ୍ୟ ପବନରେ ଶତାଧିକ ବର୍ଷ ପୁରୁଣା ଗଛଗୁଡିକ ଟଳି ପଡୁଛି। ସେଥିମଧ୍ୟରୁ ଔଷଧୀୟ ଗୁଣରେ ପରିପୂର୍ଣ୍ଣ ତଥା ଜାତୀୟ ବୃକ୍ଷ ଏବଂ ଜୈବ ବିବିଧତାର ଉତ୍ସ ବଟବୃକ୍ଷ ବିଲୁପ୍ତ ହେବାକୁ ବସିଲାଣି। ବଟବୃକ୍ଷକୁ ସୁରକ୍ଷିତ ରଖୁଥିବା ତାର ଓହଳଗୁଡିକୁ...
ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜଗରିଜୋରଠାରୁ ଭୋପାଳ ଗ୍ରାମ୍ୟ ଉନ୍ନୟନ ମୁଖ୍ୟ ରାସ୍ତାର ପାଣିଖିଆ ସାନ୍ତାଳପଡ଼ା ଗ୍ରାମ ସନ୍ନିକଟରେ ବହୁ ମଇଁଷି ଗୋଠ କରି ବନ୍ଧାଯାଉଛି। ଫଳରେ ଏହି ମୁଖ୍ୟ ରାସ୍ତାରେ ଆମ୍ବୁଲାନ୍ସ, ଦମକଳ...
କେନ୍ଦ୍ରାପଡ଼ା, ୯ା୧୦(ଜଗନ୍ନାଥ ଧଳ):ଜଙ୍ଗଲ ଜମି ଅନଧିକାର ଭାବେ ଦଖଲ ଥିଲେ କେ-ଫର୍ମରେ ଜରିମାନା ଆଦାୟ ହେଉଛି। ତେବେ ଏହି କେ-ଫର୍ମରେ ଜରିମାନା ଆଦାୟ ପାଉତି ପାଇଁ କେନ୍ଦ୍ରାପଡ଼ା ଜିଲା ଉପାନ୍ତ ଅଞ୍ଚଳବାସୀ ହନ୍ତସନ୍ତ ହେଉଛନ୍ତି। ବନ ବିଭାଗ ଏହି ଜମି...
Archives
Model This Week
ପିଲାଙ୍କ ଧରିତ୍ରୀ