ଆମ ଜିଲା ଖବର

ଯୁବକଙ୍କୁ ଅପହରଣ ସହ ନିସ୍ତୁକ ମାଡ଼ ଅଭିଯୋଗ: ୩ ଦିନ ପରେ ବି ମିଳୁନି ପତ୍ତା

ଛତ୍ରପୁର,୮ା୧୦(ସନ୍ତୋଷ ପାଢ଼ୀ): ସ୍ପଷ୍ଟ ଦିବାଲୋକରେ ଜଣେ ଯୁବକଙ୍କୁ ଅପହରଣ କରି ଦୁର୍ବୃତ୍ତମାନେ ନେଇଯାଇଛନ୍ତି । ଗଞ୍ଜାମ ଜିଲା କୋଦଳା ଥାନା ଅନ୍ତର୍ଗତ ଜେ ଛଚିନାଠାରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଥିବା ବେଳେ ପୋଲିସ ପାଇଁ ଏହି ଘଟଣା ଏବେ...

ନିଜ ବନ୍ଧୁକରୁ ଗୁଳି ଫୁଟି ଶିକାରୀ ଗୁରୁତର

ନୟାଗଡ଼,୮ା୧୦(ଲୋକନାଥ ମିଶ୍ର): ଶିକାର ସମୟରେ ନିଜ ବନ୍ଧୁକରୁ ଗୁଳି ଫୁଟି ଜଣେ ଶିକାରୀ ଗୁରୁତର ହୋଇଛନ୍ତି। ଶିକାରୀ ଜଣକ ହେଲେ ସନ୍ନ୍ୟାସୀ ଜାନି(୪୫)। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ବାଣୀଗୋଛା ଓ ପରେ ଦଶପଲା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଅବସ୍ଥାରେ...

ଟେକ୍ସଟାଇଲ ପାର୍କ ନ ଥିବାରୁ କପାଚାଷୀ ଉପକୃତ ହୋଇପାରୁନାହାନ୍ତି: ମନମୋହନ

ଭବାନୀପାଟଣା,୮।୧୦(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କଳାହାଣ୍ଡି ଜିଲା ଗସ୍ତରେ ଆସିଥିଲେ। ଶନିବାର ପୂର୍ବାହ୍ନରେ ଭବାନୀପାଟଣା ସର୍କିଟ ହାଉସଠାରେ ଜିଲା ଭାଜପା ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ମନମୋହନ କହିଛନ୍ତି, କଳାହାଣ୍ଡି ଜିଲାରେ ଅଧିକ କପା...

ଅନୁସୂଚିତ ଜନଜାତି, ଜାତି ଉନ୍ନୟନ ବିଭାଗ ବିଦ୍ୟାଳୟରେ ପାଠପଢ଼ା ବନ୍ଦ

ନୂଆପଡ଼ା,୮।୧୦(ମକାରୁ ବେମାଲ)ନୂଆପଡା ଜିଲାରେ ୨୦୨୩ ଜୁନ ୧୯ରେ ଜିଲାପାଳଙ୍କ ପତ୍ରସଂଖ୍ୟା ୧୯୧୨ରେ ଜିଲା ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଅଧିନସ୍ଥ ୭୯ ଶିକ୍ଷୟିତ୍ରୀ, ଶିକ୍ଷକ ଓ ୧୯ ଜଣ ପ୍ରଧାନ ଶିକ୍ଷକଙ୍କ ବଦଳି ଆଦେଶ ହୋଇଥିଲା।...

ଛାତ୍ରୀଛାତ୍ରଙ୍କ ପାଇଁ ପ୍ରକାଶ ପାଇଲା କୋଶ୍ଚିନ ବ୍ୟାଙ୍କ

ଭୁବନେଶ୍ୱର, ୮।୧୦(ଅସମାପିକା ସାହୁ)ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ବା ଦ୍ୱାଦଶ ପରୀକ୍ଷା ୨୦୨୪ ଫେବୃୟାରୀ ୧୪ରୁ ଆରମ୍ଭ ହେବ। ଏଥିପାଇଁ ପରିଷଦ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏଥର ଯୁକ୍ତ୨ ପରୀକ୍ଷା ଦେବାକୁ ପ୍ରସ୍ତୁତ...

ଲକ୍ଷ୍ମୀଡୁଙ୍ଗୁରୀରେ ଟନେଲ ନିର୍ମାଣରେ ବିଳମ୍ବ

ସମ୍ବଲପୁର,୮ା୧୦(ଶୁଭାଶିଷ ପାଢ଼ୀ)୫୫ନଂ. ଜାତୀୟ ରାଜପଥର ସମ୍ବଲପୁର ସହର ମଧ୍ୟସ୍ଥ ଲକ୍ଷ୍ମୀଡୁଙ୍ଗୁରୀ, ରେମେଡ ଓ ପିସି ବ୍ରିଜ୍‌ ନିକଟରେ ଅଧିକାଂଶ ସମୟରେ ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଛି। ଏହିସବୁ ସ୍ଥାନକୁ ପରିବହନ ବିଭାଗ ପକ୍ଷରୁ ବ୍ଲାକ୍‌ସ୍ପଟ୍‌ ଭାବେ ଚିହ୍ନଟ କରାଯାଇଛି।...

୧୧ଶହ ପୁରସ୍କାର ପାଇଁ ୨୭ ହଜାର ଗାଏବ

ରାୟଗଡ଼ା,୮ା୧୦(ଆଶିଷ ରଞ୍ଜନ ପଣ୍ଡା)ଓଡ଼ିଶାରେ ସାଇବର ଅପରାଧ ନିୟନ୍ତ୍ରଣ ପାଇଁ ପୋଲିସ ପକ୍ଷରୁ ରାଜ୍ୟବ୍ୟାପୀ ସାଇବର ସୁରକ୍ଷା ଅଭିଯାନ ଚାଲିଛି। ଗାଁ ଗାଁ ଜନସଚେତନତା ପାଇଁ ରଥ ବୁଲି ପ୍ରଚାର କରୁଛି। ତେବେ ସଚେତନତା ଅଭାବରୁ ଶନିବାର ରାୟଗଡ଼ାରେ ଏକ ସାଇବର...

ଅଳ୍ପ ବର୍ଷାରେ ବଳିପଡୁଛି ୫ ଗ୍ରାମର ଲୋକଙ୍କ ଦୁର୍ଦ୍ଦଶା

କୋରାପୁଟ,୮ା୧୦(ଅମିତାଭ ବେହେରା)କୋରାପୁଟ ସହରଠାରୁ ମାତ୍ର ୭ କି.ମି. ଦୂରରେ ରହିଥିଲେ ମଧ୍ୟ ମୌଳିକ ସୁବିଧା ସୁଯୋଗରୁ ବଞ୍ଚତ୍ତ ହୋଇ ରହିଛନ୍ତି ୫ଖଣ୍ଡ ଗ୍ରାମର ବାସିନ୍ଦା । ରାସ୍ତା ସୁବିଧା ନ ଥିବାରୁ ବଜ଼ାରଘାଟଠାରୁ ଆରମ୍ଭକରି ପ୍ରତ୍ୟେକ କ୍ଷେତ୍ରରେ ନାହିଁ ନ...

ଦୋଷୀ ଜିଆର୍‌ଏସ୍‌ଙ୍କ ବିରୋଧରେ ହୋଇନି କାର୍ଯ୍ୟାନୁଷ୍ଠାନ

ବୈପାରିଗୁଡା,୮ା୧୦ (କଳ୍ପତରୁ ମହାନ୍ତି)ପ୍ରଧାନ ମନ୍ତ୍ରୀ ଆବାସ ଯୋଜନାରେ ଗରିବ ଲୋକଙ୍କୁ ଆବାସ ଯୋଗାଇ ଦେବା ବ୍ୟବସ୍ଥା ରହଛି। ଗ୍ରାମାଞ୍ଚଳରେ ଲୋକଙ୍କ ସରଳତାର ସୁଯୋଗ ନେଇ କେତେକ କର୍ମଚାରୀ କାଗଜପତ୍ରରେ ଚଞ୍ଚକତା କରି ଏ ବାବଦ ଅର୍ଥ ଲୁଟି ନେଉଛନ୍ତି। ଏପରି...

କୁଳିଆ ବଜାର ହତ୍ୟାକାଣ୍ଡର ପର୍ଦ୍ଦାଫାଶ, ପୁତୁରା ସମେତ ୫ ଗିରଫ

ସାଲେପୁର/ନିଶ୍ଚିନ୍ତକୋଇଲି, 8।୧୦ (ଅରବିନ୍ଦ ଭୂୟାଁ/ଅଶୋକ ମହାପାତ୍ର)ସାଲେପୁର ଥାନା ଅନ୍ତର୍ଗତ କୁଳିଆ ବଜାର ପୋଲ ନିକଟରେ ଚା’ ଏବଂ ଜଳଖିଆ ଦୋକାନ କରିଥିବା ଦମ୍ପତିଙ୍କୁ ୪ ତାରିଖ ରାତିରେ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ଫଳରେ ହରେକୃଷ୍ଣ ପୃଷ୍ଟିଙ୍କ ମୃତ୍ୟୁ ଘଟିଥିବାବେଳେ ସ୍ତ୍ରୀ...

ବିଦ୍ୟାଳୟକୁ ରାସ୍ତା ନାହିଁ, ସାହାରା ପାଲଟିଛି ବିଲ ହିଡ଼

ଅସ୍ତରଙ୍ଗ,୮।୧୦(ପ୍ରଦୀପ୍ତ ଦୀକ୍ଷିତ୍‌)ବିଦ୍ୟାଳୟ ଅଛି ହେଲେ ସେଠାକୁ ରାସ୍ତା ନାହିଁ। ପିଲାମାନେ ଚାଷ ଜମି ହିଡ଼ ଉପର ଦେଇ ଯାତାୟାତ କରୁଛନ୍ତି। ପୁରୀ ଜିଲା ଅସ୍ତରଙ୍ଗ ମଣ୍ଡଳ ଶିକ୍ଷାଧିକାରୀ ଅଧୀନ ଶିଶୁଅ ପଞ୍ଚାୟତରେ ଏପରି ଘଟଣା ଦେଖିବାକୁ ମିଳିଛି। ଛେନୁଅଁ ପ୍ରାଥମିକ...

ବନ୍ଧ ପୋଖରୀ କିସମ ପାଇଁ ମିଳୁନି ପଟ୍ଟା

ନିରାକାରପୁର,୮।୧୦(ମାନସ ଚନ୍ଦ୍ର ପଟ୍ଟନାୟକ)ବିଦ୍ୟାଳୟ ଓ ଶିକ୍ଷାର ବିକାଶ ପାଇଁ ସରକାର ବିଭିନ୍ନ ଯୋଜନା କରିବା ସହ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ଖାଦ୍ୟ, ପୋଷାକ, ସାଇକେଲ, ବହି ଯୋଗାଇଦେବା ସହ ଭିତ୍ତିଭୂମି ଉପରେ ଗୁରୁତ୍ୱ ଦେଉଛନ୍ତି। ହେଲେ ଏବେବି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri