ଆମ ଜିଲା ଖବର

ନିର୍ଯାତନାର ଶିକାର ହୋଇଥିଲେ ୨ ବିବସ୍ତ୍ର ମହିଳା

ସୁନ୍ଦରଗଡ,୮ା୧୦(ଜୟ ନାରାୟଣ ମେଣ୍ଡୁଳି)ସୁନ୍ଦରଗଡ ସହର ଉପକଣ୍ଠ ଇବ୍‌ ନଦୀ ପୋଲ ଉପରେ ଶୁକ୍ରବାର ଉଲଗ୍ନ ହୋଇ ଚାଲି ଚାଲି ଯାଉଥିବା ୨ ଆଦିବାସୀ ମହିଳା ଉଦ୍ଧାର ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ସ୍ଥାନୀୟ ବିଧାୟିକା କୁସୁମ ଟେଟେ ୨...

ଶୀତ ପୂର୍ବରୁ ଚିଲିକାରେ ବିଦେଶୀ ପକ୍ଷୀ

ବାଲୁଗାଁ, ୮।୧୦(ସଂଗ୍ରାମ ପାଇକରାୟ)ଶୀତ ଆସିବା ପୂର୍ବରୁ ନୀଳାମ୍ବୁ ଚିଲିକାକୁ ବିଦେଶୀ ପକ୍ଷୀଙ୍କ ଆଗମନ ହୋଇଛି। ଶନିବାର ସୁଦ୍ଧା ପକ୍ଷୀ ଅଭୟାରଣ୍ୟ ନଳବଣକୁ ୫୦ (ଇୟୁଜିୟନ୍‌ ପ୍ରଜାତିର ୩୦ ଏବଂ ଗଡଓ୍ବାଲ ୨୦) ବିଦେଶୀ ପକ୍ଷୀ ଆସିଥିବା ଡିଏଫ୍‌ଓ ଅମ୍ଳାନ ନାୟକ...

୧୪ରେ ଖୋଲିବ ଶିମିଳିପାଳ

ବାରିପଦା, ୮।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)ଶିମିଳିପାଳ ଅଭୟାରଣ୍ୟ ନଭେମ୍ବର ୧ ପରିବର୍ତ୍ତେ ଚଳିତ ମାସ ୧୪ ତାରିଖରୁ ବିଧିବଦ୍ଧ ଭାବେ ପର୍ଯ୍ୟଟକଙ୍କ ପାଇଁ ଖୋଲିବ। ଏନେଇ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଶିମିଳିପାଳ ଭିତରକୁ ପ୍ରବେଶ ନିମନ୍ତେ ଅନ୍‌ଲାଇନ ଯୋଗେ ଯାନବାହନ...

କୋରାପୁଟରେ ୧୬୭ ସ୍କ୍ରବ୍‌ ଟାଇଫସ୍‌ ରୋଗୀ ଚିହ୍ନଟ: ସିଡିଏମ୍‌ଓ

କୋରାପୁଟ,୭ା୧୦(ଅମିତାଭ ବେହେରା): କୋରାପୁଟ ଜିଲାରେ ବର୍ତ୍ତମାନସୁଧା ୧୬୭ ଜଣ ସ୍କ୍ରବ୍‌ ଟାଇଫସ୍‌ରେ ଆକ୍ରାନ୍ତ ହୋଇଥିବା ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ଅରୁଣ କୁମାର ପାଢ଼ୀ ଶନିବାର ସୂଚନା ଦେଇଛନ୍ତି। ବର୍ତ୍ତମାନ ସୁଦ୍ଧା ପ୍ରାୟ ୧୬୫୦ ଜଣଙ୍କର ରକ୍ତ ନମୁନା ପରୀକ୍ଷା...

୪ ଛେଳି ଖାଇଲା ବାଘ, ଲୋକେ ଆତଙ୍କିତ

କେନ୍ଦୁଝର,୭ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଘଟଗାଁ ରେଞ୍ଜ ଢେଙ୍କିକୋଟ ସେକ୍ସନ କାଳିମାଟି ଡ୍ୟାମ୍‌ ନିକଟ ବାରବାଙ୍କ ଜଙ୍ଗଲରେ ବାଘ ଆକ୍ରମଣରେ ୪ଟି ଛେଳିଙ୍କ ଜୀବନ ଯାଇଛି। ପ୍ରକାଶ ଯେ, ଢେଙ୍କିକୋଟ ଅଞ୍ଚଳର ବାସନ୍ତୀ ଓ ଲମ୍ବୋଧର ମୁଣ୍ଡାଙ୍କ ଛେଳି ଧରି ଶୁକ୍ରବାର...

ନିର୍ମାଣାଧୀନ କାର୍ଯ୍ୟ ତୁରନ୍ତ ଶେଷ କରିବାକୁ ନିର୍ଦ୍ଦେଶ

ହିଞ୍ଜିଳିକାଟୁ,୭ା୧୦(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଶନିବାର ହିଞ୍ଜିଳିକାଟୁ ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ନିର୍ମାଣାଧୀନ କାର୍ଯ୍ୟଗୁଡିକୁ ଶୀଘ୍ର ଶେଷ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଶନିବାର ଜିଲାପାଳ ହିଞ୍ଜିଳିକାଟୁ ଉପଖଣ୍ଡ...

ଡୁଡୁକାଠେଙ୍ଗା ପଞ୍ଚାୟତକୁ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ସାମିଲ ପାଇଁ ବିଭାଗୀୟ ଅଧିକାରୀଙ୍କୁ ଚିଠି

କୋକସରା,୭ା୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ଓ୍ବେ ଦର୍ଲିପଡ଼ା ଛକରୁ ଡୁଡୁକାଠେଙ୍ଗା ପଞ୍ଚାୟତ ମୁନୁଗା ପଦର ଓ ଧବେନ ଚଞ୍ଚରା ୭ କିଲୋମିଟର ରାସ୍ତା ଅତି ଶୋଚନୀୟ ଅବସ୍ଥାରେ ପଡ଼ିରହିଛି। ଫଳରେ ଏହି ପଞ୍ଚାୟତର ଜଙ୍ଗଲ...

ବାଇକ୍‌-ସାଇକେଲ ମୁହାଁମୁହିଁ, ଛାତ୍ରୀଙ୍କ ସମେତ ଦୁଇ ଗୁରୁତର

ଦିଗପହଣ୍ଡି,୭ା୧୦(ସଞ୍ଜୀବ କୁମାର ପାତ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଜାତୀୟ ରାଜପଥରେ ଥିବା ଇଲେକ୍ଟ୍ରି ସବ୍‌ଡିଭିଜନ୍‌ କାର୍ଯ୍ୟାଳୟ ନିକଟରେ ଶନିବାର ସାଇକେଲ୍‌ ସହ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ଛାତ୍ରୀଙ୍କ ସମେତ ଜଣେ ଯୁବକ ଗୁରୁତର ହୋଇଥିବା ଜଣାପଡ଼ିଛି। ଘଟଣାସ୍ଥଳରୁ ଗୁରୁତର...

ଆନୁସଙ୍ଗିକ ସୁବିଧା ଯୋଗାଇବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ

ବାଲିଗୁଡ଼ା,୭ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ଆଗାମୀ ଦୁର୍ଗାପୂଜା, ଲକ୍ଷ୍ମୀପୂଜା ଏବଂ କାଳୀପୂଜାକୁ ନିରାଡ଼ମ୍ବର ଏବଂ ଶାନ୍ତିପୂର୍ଣ୍ଣ ବାତାବରଣରେ କରାଯିବା ନେଇ ଶନିବାର ବାଲିଗୁଡା ଉପଜିଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଦୁର୍ଗାପୂଜା କିପରି...

ବିଧାୟକଙ୍କୁ ଦୁର୍ବ୍ୟବହାର: ମହିଳା ସଭାପତି ନିଲମ୍ବିତ

ମୋରଡ଼ା,୭ା୧୦(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀର ବିଧାୟକ ରାଜକିଶୋର ଦାସଙ୍କୁ ଦୁର୍ବ୍ୟବହାର ଅଭିଯୋଗରେ ବିଜୁ ମହିଳା ଜନତା ଦଳର ହଳଦୀପାଳ ପଞ୍ଚାୟତ ସଭାପତି ସୁକାନ୍ତି ସେଠୀଙ୍କୁ ନିଲମ୍ବନ କରାଯାଇଥିବାର ଜଣାପଡ଼ିଛି। ସୂଚନା ଅନୁଯାୟୀ, ଅତୀତରେ ସୁକାନ୍ତି ବିଧାୟକ ରାଜକିଶୋର...

ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମା’ଲଙ୍କେଶ୍ୱରୀ ପୀଠ

ଭବାନୀପାଟଣା/ଜୁନାଗଡ଼,୭।୧୦(ଉତ୍ତମ କୁମାର ଦାଶ/ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ଶୁକବାର ସନ୍ଧ୍ୟାରେ ମହାସମାରୋହରେ ପାଳିତ ହୋଇଯାଇଛି। କଳାହାଣ୍ଡି ମହାରାଜ ଅନନ୍ତ ପ୍ରସାଦ ଦେଓଙ୍କ ଉପସ୍ଥିତିରେ ପର୍ବ ପାଳିତ ହୋଇଛି। ମା’ଙ୍କ...

୧୭ ବର୍ଷ ହେଲା ଅଧାପନ୍ତରିଆ

ସିନାପାଲି,୭।୧୦(ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ବ୍ଲକ ଲିଟିଗୁଡା ପଞ୍ଚାୟତ ନିକଟ ଚଚରାଭଟା ପାଖ ଦେଇ ପ୍ରବାହିତ ସାହାଜ ଯୋର ଉପରେ ପୋଲ ନିର୍ମାଣକୁ ୧୭ ବର୍ଷ ବିତିଯାଇଥିଲେ ହେଁ ଏହା ଉପରେ ସୁରକ୍ଷା ବାଡ଼ ବର୍ତ୍ତମାନ ସୁଦ୍ଧା କରାଯାଇ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri