ଆମ ଜିଲା ଖବର

୧୪ ହାତୀ ଚଲାପଥରୁ ୧୦ ଅଚଳ

ଯାଜପୁର,୪ା୧୦(ହର୍ଷବର୍ଦ୍ଧନ ବେହେରା)ରାଜ୍ୟରେ କେତୋଟି ହାତୀ ଚଲାପଥ ବା ଏଲିଫ୍ୟାଣ୍ଟ କରିଡର ରହିଛି, ସେ ନେଇ ଏଯାଏ କୌଣସି ନିର୍ଦ୍ଦିଷ୍ଟ ସୂଚନା ହସ୍ତଗତ ହୋଇ ପାରିନାହିଁ। ବିଭିନ୍ନ ସଂସ୍ଥା ଦ୍ୱାରା ଓଡ଼ିଶାର ହାତୀ ଚଲାପଥଗୁଡିକୁ ଭିନ୍ନ ଭିନ୍ନ ଭାବେ ଚିହ୍ନଟ କରାଯାଇଛି।...

୧୧୦ କେଜିର ସାମୁଦ୍ରିକ କଉ ୨୫ ହଜାରରେ ବିକ୍ରି

ଭୋଗରାଇ,୪ା୧୦(ପ୍ରଦୀପ ଦାସ)ପାରାଦ୍ୱୀପ ଗଭୀର ସମୁଦ୍ରରୁ ଏକ ବିରଳ ପ୍ରଜାତିର କଉ ମାଛ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଛି। ଟ୍ରଲର ମାଲିକ ଏହି ମାଛକୁ ଦୀଘା ମୁହାଣ ମାଛ ମାର୍କେଟକୁ ମଙ୍ଗଳବାର ସକାଳେ ବିକ୍ରି ପାଇଁ ଆଣିଥିଲେ। ଦୀଘା ମାଛ ମାର୍କେଟରେ ଉକ୍ତ...

ଅବସର ନେଲେ ହାଇକୋର୍ଟ ମୁଖ୍ୟ ବିଚାରପତି ଶୁଭାଶିଷ ତାଳପତ୍ର

କଟକ,୪ା୧୦ (କାର୍ତ୍ତିକ ସାହୁ)ହାଇକୋର୍ଟ ମୁଖ୍ୟ ବିଚାରପତି ଶୁଭାଶିଷ ତାଳପତ୍ର ମଙ୍ଗଳବାର ଅବସର ଗ୍ରହଣ କରିଛନ୍ତି। ହାଇକୋର୍ଟର ବରିଷ୍ଠ ବିଚାରପତି ଡ. ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀ ବୁଧବାରଠାରୁ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟ କରିବେ। ଭାରତ ସରକାରଙ୍କ ଆଇନ ଓ...

‘କର୍କଟ ରୋଗୀଙ୍କୁ ବାହାରକୁ ଯିବାକୁ ପଡ଼ିବ ନାହିଁ’

ଭୁବନେଶ୍ୱର, ୪।୧୦(ଅସମାପିକା ସାହୁ)ଜଟଣୀ ନାଇଜର କ୍ୟାମ୍ପସରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହୋମି ଭାବା କ୍ୟାନ୍‌ସର ହସ୍ପିଟାଲ ଓ ଗବେଷଣା କେନ୍ଦ୍ରର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଉକ୍ତ ହସ୍ପିଟାଲରେ ବିଶ୍ବସ୍ତରୀୟ ଚିକିତ୍ସା ସୁବିଧା ସହ...

ବଢ଼ିଲା ଯାଜପୁର ଜିଲା ହସ୍ପିଟାଲ ଶଯ୍ୟାସଂଖ୍ୟା

ଭୁବନେଶ୍ୱର, ୪।୧୦(ଅସମାପିକା ସାହୁ)ଜନସାଧାରଣଙ୍କୁ ସୁଲଭ ଓ ଗୁଣାତ୍ମକ ସ୍ବାସ୍ଥ୍ୟସେବା ଯୋଗାଇଦେବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ଯାଜପୁର ଜିଲା ମୁଖ୍ୟ ଚିକିତ୍ସାଳୟର ଶଯ୍ୟା ସଂଖ୍ୟା ବୃଦ୍ଧି କରିଛନ୍ତି। ୩୩୦ରୁ ୪୨୦କୁ ଶଯ୍ୟା ସଂଖ୍ୟା ବଢ଼ାଯାଇଛି। ଏ ନେଇ ମଙ୍ଗଳବାର ସ୍ବାସ୍ଥ୍ୟ ଓ...

ପୌର ଦୁର୍ନୀତି ପ୍ରମୁଖ ଅଭିଯୁକ୍ତ ଗିରଫ

ଢେଙ୍କାନାଳ,୪ା୧୦(ରତନ ନାୟାର)ଢେଙ୍କାନାଳ ପୌର ସଂସ୍ଥାରେ ୭୭ ଲକ୍ଷ ୯୪ ହଜାର ୭୦୯ ଟଙ୍କା ଦୁର୍ନୀତିର ପ୍ରମୁଖ ଅଭିଯୁକ୍ତ ସହକାରୀ ଟ୍ୟାକ୍ସ କଲେକ୍ଟର ସନ୍ତୋଷ କୁମାର ରାଉଳ ଗିରଫ ହୋଇଛନ୍ତି। ଗତ ୧ ତାରିଖରେ କଟକ ଭିଜିଲାନ୍ସ ବିଭାଗ ତାଙ୍କୁ ହାଇଦ୍ରାବାଦସ୍ଥିତ...

ଦିଅର ଗୁଳିମାଡ଼ରେ ଭାଉଜ ଗୁରୁତର

ଲୋଇସିଂହା, ୪।୧୦ (ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଆଗଲପୁର ଥାନା ଅନ୍ତର୍ଗତ ନୁନିଆପାଲି ଗ୍ରାମରେ ପାରିବାରିକ କଳହକୁ କେନ୍ଦ୍ର କରି ସୋମବାର ସନ୍ଧ୍ୟାରେ ଦିଅର ଗୁଳିମାଡରେ ଭାଉଜ ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ ସମ୍ପୃକ୍ତ ମହିଳା ସନ୍ତୋଷିନୀ ବର୍ଗେ(୫୦)ଙ୍କୁ ବୁର୍ଲା ମେଡିକାଲରେ...

କେନ୍ଦ୍ରାପଡ଼ା ରସାବଳିକୁ ଜିଆଇ ଟ୍ୟାଗ୍‌

କେନ୍ଦ୍ରାପଡ଼ା, ୪ା୧୦ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ରସାବଳିକୁ ସ୍ଥାନୀୟ ଭୌଗୋଳିକ ସଙ୍କେତ ବା ଜିଓଗ୍ରାଫିକାଲ ଇଣ୍ଡିକେଶନ (ଜିଆଇ) ଟ୍ୟାଗ୍‌ ମିଳିଛି। କେନ୍ଦ୍ରାପଡ଼ା ରସାବଳି ମିଷ୍ଟାନ୍ନ ନିର୍ମାତା ସଂଘ ଓ ଅନ୍ୟ ସଙ୍ଗଠନ ପକ୍ଷରୁ ହୋଇଥିବା ଆବେଦନ (ନଂ. ୮୦୨/୨୩/୧୨/୨୦୨୧) ସଫଳ...

ହାତୀ ଘଉଡାଇବା ସମୟରେ ପାଟଣା ବନ ବିଭାଗ ଓ ମୟୂରଭଞ୍ଜବାସୀ ମୁହାଁମୁହିଁ: ବନ ବିଭାଗ କର୍ମଚାରୀ ଆହତ

କେନ୍ଦୁଝର,୩।୧୦ (ନରେଶ ଚନ୍ଦ୍ର ପଟ୍ଟନାୟକ): ହାତୀ ଘଉଡାଇବାକୁ ନେଇ ଉଭୟ କେନ୍ଦୁଝର ଓ ମୟୂରଭଞ୍ଜ ଜିଲା ମଧ୍ୟରେ ତିକ୍ତତା ଚରମ ସୀମାରେ ପହଁଞ୍ଚିଛି। ବିଳମ୍ବିତ ରାତିରେ ୧୮ ଟିକିଆ ହାତୀପଲ ମୟୂରଭଞ୍ଜ ଜିଲାରୁ କେନ୍ଦୁଝର ଜିଲାର ପାଟଣା ରେଞ୍ଜର କେନ୍ଦୁଯୋଡ଼ା...

ହିଞ୍ଜିଳିକାଟୁରେ ପିଇବା ପାଣି ସମସ୍ୟା

ହିଞ୍ଜିଳିକାଟୁ, ୩।୧୦: ( ଦ୍ବିତୀକୃଷ୍ଣ ପଣ୍ଡା) ହିଞ୍ଜିଳିକାଟୁ ପୌରାଞ୍ଚଳରେ କିଛି ଅଞ୍ଚଳକୁ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପିଇବା ପାଣି ଯୋଗାଣରେ ସମସ୍ୟା କାରଣରୁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଅନ୍ୟ ପକ୍ଷରେ ସହରର ବହୁ ଅଞ୍ଚଳକୁ ୨୪ ଘଣ୍ଟିଆ...

ବିଜୁ ପଟ୍ଟନାୟକ ବନ୍ୟପ୍ରାଣୀ ସରଂକ୍ଷଣ ସମ୍ମାନ ପାଇବେ କୌଶିକ ସାହୁ

ବାଲିଗୁଡା,୩।୧୦(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଅଞ୍ଚଳର ବରିଷ୍ଠ ଆଇନଜୀବୀ କୌଶିକ ସାହୁ ଚଳିତ ବର୍ଷର ବିଜୁ ପଟ୍ଟନାୟକ ବନ୍ୟପ୍ରାଣୀ ସରଂକ୍ଷଣ ସମ୍ମାନ ପାଇବା ପାଇଁ ମନୋନୀତ ହୋଇଛନ୍ତି l ସୂଚନାଯୋଗ୍ୟ, ୧୯୯୭ ମସିହାରୁ କନ୍ଧମାଳ ଜିଲାର ଅବୈତନକ...

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବାସଗୃହ ବଣ୍ଟନରେ ଅନିୟମିତତା

କେନ୍ଦୁଝର,୩।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ) : ସଦର ବ୍ଲକ ଅନ୍ତର୍ଗତ ଡୁମୁରିଆ ଗ୍ରାମ ୱାର୍ଡ ନମ୍ବର ୩ ଓ ୪ର ଅଧିବାସୀମାନେ ଆଜି ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚି ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗପତ୍ର ଦେଇଛନ୍ତି। ୨୦୨୩-୨୪...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri