ଆମ ଜିଲା ଖବର

ଶୁଦ୍ଧକ୍ରିୟାରେ ଯୋଗଦେବାକୁ ଆସିଥିଲେ: ଦୁର୍ଘଟଣାରେ ଚାଲିଗଲା ଜୀବନ

ପାଟଣା,୩।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ୪୯ ନମ୍ବର ମୁମ୍ବାଇ-କୋଲକାତା ଜାତୀୟ ରାଜପଥ ତୁରୁମୁଙ୍ଗା ଥାନା ନିକଟରେ ସୋମବାର ବିଳମ୍ବିତ ରାତ୍ରିରେ ଏକ ବାଇକ୍‌ ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଛି l ମୃତକ ହେଲେ ସଦର...

ଅବହେଳିତ ସ୍ବାଧୀନତା ସଂଗ୍ରାମୀ ଗାଁ କୁଶିବିଡ଼ା

ନୂଆଗାଁ,୩।୧୦ (ଧନେଶ୍ୱର ସାହୁ): ନୟାଗଡ ଜିଲା ନୂଆଗାଁ ବ୍ଲକ ଜାକେଡା ପଞ୍ଚାୟତର ସ୍ବାଧୀନତା ସଂଗ୍ରାମୀଙ୍କ ଗାଁ କୁଶିବିଡା ଅବହେଳିତ ହୋଇ ରହିଛି। ସ୍ବାଧୀନତା ସଂଗ୍ରାମୀଙ୍କ ଉତ୍ତରାଧିକାରୀମାନେ ଅବ୍ୟବସ୍ଥା ତଥା ଦୟନୀୟ ଅବସ୍ଥାରେ ଦିନ କାଟୁଛନ୍ତି। ଏହା ଉପଲବ୍ଧି କରି ରାଜନେତାମାନେ...

ବିସ୍କୁଟ ଗୋଦାମରେ ଅଗ୍ନିକାଣ୍ଡ

କନ୍ଧମାଳ,୩।୧୦: ବିସ୍କୁଟ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ। ନିଆଁରେ ଲକ୍ଷାଧିକ ଟଙ୍କାର ଚକ୍‌ଲେଟ ଓ ବିସ୍କୁଟ ଜଳିଯାଇଛି। ଏପରି ଘଟଣା ଘଟିଛି କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ପାଟ୍ଟଖଣ୍ଡା ସାହିରେ। ପାଟ୍ଟଖଣ୍ଡା ସାହିରେ ଥିବା ବିସ୍କୁଟ ଗୋଦାମରେ ଆଜି ଭୋର...

ଡେରାବିଶର ପ୍ରସିଦ୍ଧ ଭାଲୁକୁଣୀ ମେଳଣ

ଡେରାବିଶ,୩ା୧୦ (ବେବର୍ତ୍ତା ଅଜୟ ଦାସ): ଉତ୍କଳୀୟମାନଙ୍କ ପାଇଁ ତଅପୋଇ କାହାଣୀ ଏକ ଇତିହାସର ସ୍ମୃତି ସ୍ତମ୍ଭ ପାଲଟିଛି। ଏଥିସହ ଯୋଡ଼ିହୋଇ ରହିଛି ଅତୀତର ସାଧବ ପୁଅଙ୍କ ନୌବାଣିଜ୍ୟ ଯାତ୍ରା। ଏହି ନୌବାଣିଜ୍ୟ ଯାତ୍ରା ପରମ୍ପରା ସହ ଉପକୂଳବର୍ତ୍ତୀ କେନ୍ଦ୍ରାପଡ଼ା ଜିଲାର...

ଲୋକେ ପିଉଛନ୍ତି ଖୋଳା ନଦୀ ଅପମିଶ୍ରିତ ଜଳ

ମହାକାଳପଡ଼ା,୩ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନଦୀ ନାଳ ଘେରା ଉପାନ୍ତ ବତିଘର ପଞ୍ଚାୟତ ଦକ୍ଷିଣ ଖୋଳା ନଦୀକୂଳ ବାସିନ୍ଦାଙ୍କ ପାଇଁ ପାନୀୟ ଜଳ ସମସ୍ୟା ଉପୁଜିଛି। ଏହି ଅଞ୍ଚଳରେ ସ୍ଥାପନ ହୋଇଥିବା ସୋଲାର ପାନୀୟ ଜଳ...

କେଏନ୍‌ଡିଏ: ସ୍ବପ୍ନ ହୋଇଛି ଉନ୍ନୟନ କାର୍ଯ୍ୟ

ଯାଜପୁର,୩ା୧୦(ହର୍ଷବର୍ଦ୍ଧନ ବେହେରା) : ବଡ଼ ବଡ଼ ସ୍ବପ୍ନ ଦେଖିବା ଭଲ, ହେଲେ ତାହାକୁ କାର୍ଯ୍ୟକାରୀ କରିବା ପାଇଁ ପ୍ରୟାସ କଲେ ସଫଳତା ମିଳେ। ହେଲେ ଏଠି ଖାଲି ସ୍ବପ୍ନ ଦେଖାଯାଉଛି, କ’ଣ ନା କଳିଙ୍ଗନଗର ଉନ୍ନୟନ ପରିଷଦ(କେଏନ୍‌ଡିଏ) ଭାବେ ଯାଜପୁର...

ଏସ୍‌ସିବିରେ ଫାଟିଲା ପାଣି ପାଇପ୍‌, ରୋଗୀ ହନ୍ତସନ୍ତ

କଟକ,୩ା୧୦ (କାର୍ତ୍ତିକ ସାହୁ):ଏସ୍‌ସିବି ମେଡିକାଲରେ ଦୁଇ ଦିନ ଧରି ବିଦ୍ୟୁତ୍‌ ବିଭ୍ରାଟର କଷ୍ଟ ରୋଗୀଙ୍କୁ ଅତିଷ୍ଠ କରିଛି। ପୁଣି ସୋମବାର ପାଣିପାଇପ ଫାଟି ଜଳଯୋଗାଣ ବାଧାପ୍ରାପ୍ତ ହୋଇଛି। ଏହାଦ୍ୱାରା ରୋଗୀ ତଥା ସେମାନଙ୍କ ସମ୍ପର୍କୀୟମାନେ ନାନା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।...

ମରଣଯନ୍ତା ପାଲଟିଛି କେନାଲବନ୍ଧ ରାସ୍ତା

ନିଶ୍ଚିନ୍ତକୋଇଲି,୩।୧୦(ଅଶୋକ କୁମାର ମହାପାତ୍ର):କେନ୍ଦ୍ରାପଡ଼ା ଜିଲା ଛତା ଜଳସମ୍ପଦ ବିଭାଗ ଓ ନିଶ୍ଚିନ୍ତକୋଇଲି ଗ୍ରାମ୍ୟ ଉନ୍ନୟନ ବିଭାଗ ମଧ୍ୟରେ ସମନ୍ବୟର ଅଭାବ ଯୋଗୁ ୯ ନମ୍ବର କେନାଲବନ୍ଧ ରାସ୍ତା ମରଣଯନ୍ତା ପାଲଟିଛି। ଏହି ରାସ୍ତାରେ ଏକ ବିରାଟ ଗର୍ତ୍ତ ସୃଷ୍ଟି ହୋଇଥିବାରୁ...

ସରପଞ୍ଚଙ୍କ ଧାରଣା ଯୋଗୁ ଗ୍ରାମସଭା ବାତିଲ

ବରୀ,୩ା୧୦(ମହେନ୍ଦ୍ର ସ୍ବାଇଁ): ଗତ ୨୫ ତାରିଖରୁ ରାଜ୍ୟବ୍ୟାପୀ ସରପଞ୍ଚ ସଂଘ ତରଫରୁ ୧୫ ଦଫା ଦାବି ନେଇ ଆନ୍ଦୋଳନ ଜାରି ରହିଛି। ମୁଖ୍ୟତଃ ଗାନ୍ଧୀ ଜୟନ୍ତୀ, ସ୍ବାଧୀନତା ଦିବସ ଓ ସାଧାରଣତନ୍ତ୍ର ଦିବସରେ ପଞ୍ଚାୟତ କାର୍ଯ୍ୟାଳୟରେ ଗ୍ରାମସଭା ହେବ ବୋଲି...

ସ୍ବାମୀ ଆଣିଲେ ହତ୍ୟା ଅଭିଯୋଗ

ରାଉରକେଲା,୩।୧୦(ସଙ୍ଗୀତା ଜେନା):ରାଉରକେଲା ଉଦିତନଗର ଥାନା ଅଧୀନ ବିରଜାପାଲି ନିକଟରେ ରବିବାର ଅପରାହ୍ନରେ ହୋଇଥିବା ଉତ୍ତେଜନାକୁ ପ୍ରଶମିତ କରିବାକୁ ଯାଇଥିବା ମହିଳା ଏଏସ୍‌ଆଇ ଆଲିସ ନାରମି ଲୁଗୁନ(୩୭)ଙ୍କ ସନ୍ଦେହଜନକ ମୃତ୍ୟୁ ମାମଲା ଭିନ୍ନ ମୋଡ ନେଇଛି। ଏହି ଘଟଣାରେ ମୃତା ଏଏସ୍‌ଆଇଙ୍କ...

ଧ୍ୱଂସ ହେଲା ମାଓବାଦୀ କ୍ୟାମ୍ପ

ମାଲକାନଗିର,୨ା୧୦(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜଲା ସୀମାନ୍ତ ଛତିଶଗଡ ବିଜାପୁର ଜିଲାରେ ଯବାନମାନେ ମାଓବାଦୀ କ୍ୟାମ୍ପ ଧ୍ୱଂସ କରିବା ସହ ବିପୁଳ ପରିମାଣରେ ସାମଗ୍ରୀ ଜବତ କରିଛନ୍ତି। ମିଳିଥିବା ସୂଚନା ମୁତାବକ, ମିତୁର ଥାନା କୁଡମେର ଓ ମଦପାଲ ଜଙ୍ଗଲରେ ବୈରମଗଡ...

ଟ୍ରକରେ ଲାଗିଲା ନିଆଁ

ବଡ଼ବିଲ,୨।୧୦(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ଭଦ୍ରାସାହି ଛକ ନିକଟରେ ସୋମବାର ଏକ ଲୁହାପଥର ବୋଝେଇ ଟ୍ରକ(ନଂ.ଡବ୍ଲ୍ୟୁବି୨୯ସି-୩୬୭୩)ରେ ନିଆଁ ଲାଗି ଯାଇଥିଲା। ଫଳରେ ଟ୍ରକ୍‌ର ସମ୍ମୁଖ ଭାଗ ପୋଡି ନଷ୍ଟ ହୋଇଯାଇଛି। ଖବରପାଇ ବଡ଼ବିଲ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri