ଆମ ଜିଲା ଖବର

ଭୋଗରାଇରେ ବଢୁଛି ଚୋରି, ଗୋ ଚାଲାଣ

ଭୋଗରାଇ,୨ା୧୦(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକରେ ଏବେ ଚୋରି, ରାହାଜାନି, ଛିନ୍‌ତାଇ ଓ ଗୋଚାଲାଣ ବୃଦ୍ଧି ପାଉଥିବାରୁ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି। ଆନ୍ତଃରାଜ୍ୟ ଚୋର ଦଳ ଗଁା ଗଣ୍ଡା ଓ ମନ୍ଦିରରେ ପଶି ସୁନାଗହଣା, ଟଙ୍କା ଲୁଟ୍‌ କରି...

ବେଆଇନ ଭାବେ ଚାଲିଛି ନିଶା ନିବାରଣ କେନ୍ଦ୍ର

ବାରିପଦା,୨ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲାରେ ଅବାଧରେ ନିଶା ନିବାରଣ କେନ୍ଦ୍ର ଖୋଲାଯାଇଛି। ପରିଚାଳନା ନିମନ୍ତେ କୌଣସି ବ୍ୟବସ୍ଥା ନ ଥିବାରୁ କେନ୍ଦ୍ରକୁ ଅପବ୍ୟବହାର କରାଯାଉଛି। ଏପରିକି ଅନ୍ତେବାସୀଙ୍କ ପ୍ରତି ଅମାନୁଷିକ ଅତ୍ୟାଚାର ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ପରିଚାଳନାଗତ...

ସମସ୍ତ ସମ୍ପତ୍ତି ସରକାରଙ୍କୁ ଦାନ କରିବାକୁ ବୃଦ୍ଧା ଉଷାଙ୍କ ଘୋଷଣା

ମହାକାଳପଡ଼ା,୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ):ଜଣେ ବୃଦ୍ଧା ନିଜ କୋହଭରା କଣ୍ଠରେ କହିଛନ୍ତି, ନିଜର ଜନ୍ମକଲା ଝିଅପୁଅ ପଚାରିଲେ ନାହିଁ। ପରିଣତ ବୟସରେ ଜୀବନ ବଞ୍ଚାଇବା ଦୁର୍ବିଷହ ହୋଇପଡ଼ିଥିଲା। ଏହି ସମୟରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଖରିନାସୀସ୍ଥିତ ବରିଷ୍ଠ ନାଗରିକ ନିବାସ...

ମାଟିଆଗୁଣ୍ଡି ପୋକ ପାଇଁ ଚାଷୀଙ୍କ ଚିନ୍ତା ବଢୁଛି

କେନ୍ଦ୍ରାପଡ଼ା, ୨ା୧୦(ଜଗନ୍ନାଥ ଧଳ):ଚଳିତବର୍ଷର ଲଗାଣ ବର୍ଷା, ବନ୍ୟା ପରେ ସାର ଓ ରାସାୟନିକ ଔଷଧର ଅଭାବ ଚାଷୀଙ୍କ ଚିନ୍ତାର କାରଣ ସାଜିଛି। ମାଟିଆଗୁଣ୍ଡି ପୋକ ଜିଲାର ସମସ୍ତ ବ୍ଲକ ଅଞ୍ଚଳର ଖରିଫ ଧାନ ଚାଷ ଉପରେ ପ୍ରଭାବ ପକାଇଥିବା ବେଳେ...

ଡ୍ରୋନ କ୍ୟାମେରାରେ ହେବ ଲୁଟ୍‌ର ଆକଳନ

ଚଣ୍ଡିଖୋଲ,୨ା୧୦(ପ୍ରଦୀପ୍ତ କୁମାର ପୃଷ୍ଟି):ଯାଜପୁର ଜିଲା ଦର୍ପଣ ତହସିଲ ଅଧୀନରେ ଥିବା ମାଣ୍ଡୁକା ପାହାଡ଼ରେ ବେଆଇନ ଲୁଟ୍‌ ଘଟଣାକୁ ନେଇ ଡେରିରେ ପ୍ରଶାସନର ଚେତା ପଶିଛି। ସରକାରୀ ଭାବେ ଅନୁମୋଦିତ ଲିଜ୍‌ ଏରିଆ ବାହାରୁ ବିପୁଳ ଟଙ୍କାର ଲଘୁ ଖଣିଜ ଲୁଟ...

ବିଧାନସଭା ନିର୍ବାଚନରେ ମହିଳା ଉପେକ୍ଷିତ

ଯାଜପୁର,୨ା୧୦ (ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲାର କୌଣସି ବିଧାନସଭା ନିର୍ବାଚନ ମଣ୍ଡଳୀରେ ମହିଳାଙ୍କୁ ଅଗ୍ରାଧିକାର ମିଳୁନାହିଁ। ଫଳରେ ଗତ ୧୬ଟି ବିଧାନସଭା ନିର୍ବାଚନରେ ଏଯାଏ ମାତ୍ର ୪ ଜଣ ମହିଳା ବିଧାୟିକା ହେବାର ସୁଯୋଗ ଲାଭ କରିଛନ୍ତି। ତେବେ ନିକଟରେ ମହିଳା...

ବରିଷ୍ଠ ନାଗରିକ ନିବାସରେ କଟୁଛି ବୃଦ୍ଧାବୃଦ୍ଧଙ୍କ ଜୀବନ

ମହାକାଳପଡ଼ା,୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଖରିନାସୀସ୍ଥିତ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ବରିଷ୍ଠ ନାଗରିକ ନିବାସରେ ରବିବାର ପାଳିତ ହୋଇଯାଇଛି। ଏହି ଅବସରରେ ନିବାସରେ ଜନ୍ମ କଲା ଝିଅପୁଅମାନେ ପର କରିବା ପରେ ପରିଣତ ବୟସରେ ୨୫ଜଣ...

ବିଧାୟକଙ୍କ ବିରୋଧରେ ମିଥ୍ୟା ଆରୋପ

ପଟ୍ଟାମୁଣ୍ଡାଇ,୨ା୧୦ (କଳ୍ପତରୁ ନାୟକ):ଜଙ୍ଗଲ ଜମିରେ ରାଜନଗର ବିଧାୟକ ଧ୍ରୁବ ସାହୁ ହୋଟେଲ କରିଥିବା ନେଇ ପଟ୍ଟାମୁଣ୍ଡାଇ ମେଡିକାଲ ଛକ ଓ ରାଜନଗରରେ ସେପ୍ଟେମ୍ବର ୨୯ରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ, କୁଶପୁତ୍ତଳିକା ଦାହ, ଖବରଦାତା ସମ୍ମିଳନୀ କରାଯାଇଥିଲା। ରବିବାର ବରିଷ୍ଠ ବିଜେଡି...

ପାଟିରେ ତୂଳି ଧରି କାନ୍‌ଭାସ୍‌ରେ ଚିତ୍ର ଆଙ୍କି ଚର୍ଚ୍ଚାରେ ସୌମ୍ୟ

ରାଜନଗର,୨ା୧୦ (ଭାସ୍କର ରାଉତରାୟ):ସ୍ଥାନୀୟ ଶ୍ରୀ ଶ୍ରୀଜଗନ୍ନାଥ ମହାବିଦ୍ୟାଳୟର କୃତୀ ଛାତ୍ର ସୌମ୍ୟ ରଞ୍ଜନ ବଳ ପାଠ ପଢିବା ସହିତ ନିଆରା ପ୍ରୟାସରେ ପାଟିରେ ତୁଳି ଧରି କାନଭାସରେ ଦେଶର ବିଭିନ୍ନ ବରପୁତ୍ର, ପ୍ରକୃତି ଓ ପରିବେଶ ଏବଂ ଦେଶର ମାନଚିତ୍ର...

ମନ୍ତ୍ରୀ ଆସିବା ପୂର୍ବରୁ ଫଳକ ଭାଙ୍ଗିଦେଲେ

ଜଗତ୍‌ସିଂହପୁର, ୨ା୧୦ (ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ବ୍ଲକ ଅନ୍ତର୍ଗତ ମଣ୍ଡାସାହି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (ସିଏଚ୍‌ସି) ପରିସରରେ ରବିବାର ଅଭାବନୀୟ ଘଟଣା ଘଟିଛି। ସିଏଚ୍‌ସିର ନୂଆ ବହିର୍ବିଭାଗ ଓ ସରକାରୀ ବାସଗୃହ ନିର୍ମାଣ ପାଇଁ ଅନୁଦାନ ଆସିଲା। ଏହାର ଭିତ୍ତିପ୍ରସ୍ତର ସ୍ଥାପନ...

ସମ୍ବଲପୁର ବିଶ୍ବବିଦ୍ୟାଳୟରେ ୩ ନୂଆ ପାଠ୍ୟକ୍ରମ ଖୋଲିବ

ସମ୍ବଲପୁର, ୨।୧୦(ଶୁଭାଶିଷ ପାଢ଼ୀ):ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଏବେ ତିନୋଟି ବିଷୟରେ ନୂତନ ପୋଷ୍ଟ ଗ୍ରାଜୁଏଟ (ପିଜି) ପାଠ୍ୟକ୍ରମ ଆରମ୍ଭ ହେବ। ଏ ନେଇ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଛି। ଶିକ୍ଷା, ବାଣିଜ୍ୟ ଏବଂ ସଂସ୍କୃତରେ ପିଜି ପାଠ୍ୟକ୍ରମ ପ୍ରବର୍ତ୍ତନ ପାଇଁ...

ନର୍ସିଂହୋମରେ ଚିକିତ୍ସା କରୁଥିଲେ ନକଲି ଡାକ୍ତର

ତାଳଚେର,୨ା୧୦(ମନୋଜ ନନ୍ଦ): ୨୦୧୯ରୁ ନର୍ସିଂହୋମ୍‌ର ପଞ୍ଜୀକରଣ ନବୀକରଣ ହୋଇନାହିଁ। ଏଠାରେ ରୋଗୀ ଦେଖୁଥିବା ଡାକ୍ତରଙ୍କ ନିକଟରେ ଡାକ୍ତରୀ ଲାଇସେନ୍ସ ମଧ୍ୟ ନାହିଁ। ତଥାପି ଦୀର୍ଘଦିନ ହେଲା ଏଠାରେ ଚାଲିଥିଲା ରୋଗୀଙ୍କ ଚିକିତ୍ସା। ତେବେ ତ୍ରୁଟିପୂର୍ଣ୍ଣ ଚିକିତ୍ସା ନେଇ ପୂର୍ବରୁ ପୋଲିସ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri