ଆମ ଜିଲା ଖବର

ମୋ ଘର ଯୋଜନାରେ ଋଣ ମିଳିପାରୁନି

ବ୍ରହ୍ମବରଦା,୧।୧୦(ଯଯାତି କେଶରୀ ବେହେରା):ରାଜ୍ୟ ସରକାରଙ୍କ ତରଫରୁ ଆରମ୍ଭ ହୋଇଥିବା ‘ମୋ ଘର’ ଯୋଜନାରେ ଋଣ ମିଳି ପାରୁନାହିଁ। ଫଳରେ ଋଣ ପାଇଁ ଆବେଦନ କରିଥିବା ଅନେକ ବ୍ୟକ୍ତି ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଲୋକଙ୍କ ଆବେଦନ ବ୍ଲକ୍‌ କାର୍ଯ୍ୟାଳୟରୁ...

ଶ୍ରମିକଙ୍କୁ ଠକୁଛି ଦିଲ୍ଲୀର ଠିକାସଂସ୍ଥା

ଯାଜପୁର,୧।୧୦(ହର୍ଷବର୍ଦ୍ଧନ ବେହେରା)ଗ୍ରାମାଞ୍ଚଳର ବିପିଏଲ୍‌ ପରିବାର ଦୀନଦୟାଲ ଗ୍ରାମଜ୍ୟୋତି ଯୋଜନାର ସଫଳତା ପାଇବାରେ ଏଯାଏ ବଞ୍ଚିତ ରହିଛନ୍ତି। ଏଥିରେ କେତେଜଣ ଅଧିକାରୀ ଓ ଠିକାଦାର ଅଧାପନ୍ତରିଆ କାମ କରି ମାଲାମାଲ ହୋଇଥିବାବେଳେ ସମ୍ପୃକ୍ତ ଶ୍ରମିକମାନେ ତାଙ୍କ ପାଉଣା ପାଇନାହାନ୍ତି। ଏନେଇ ଶ୍ରମିକମାନେ...

୩୦ ହଜାର ପ୍ଲାଷ୍ଟିକ ବୋତଲରେ ବିଶାଳ ସ୍କ୍ରାପ୍‌ ହାତୀ

ବ୍ରହ୍ମପୁର,୧।୧୦(ସ୍ମୃତି ରଞ୍ଜନ ମହାଲିକ)ଦକ୍ଷତା ବିକାଶ କ୍ଷେତ୍ରରେ ବ୍ରହ୍ମପୁର ଶିଳ୍ପ ତାଲିମ ବୈଷୟିକ ଅନୁ୍‌ଷ୍ଠାନ (ଆଇଟିଆଇ) ସର୍ବଦା ଆଗରେ ରହିଆସିଛି। ବର୍ଜ୍ୟବସ୍ତୁ ଓ ଅଦରକାରୀ ସାମଗ୍ରୀକୁ ବ୍ୟବହାର କରି ଆଇଟିଆଇ ସବୁବେଳେ ସମାଜକୁ ସଚେତନତାର ବାର୍ତ୍ତା ପହଞ୍ଚାଇଛି। ବର୍ତ୍ତମାନ ଆଇଟିଆଇ ପୁଣି...

ବାଚସ୍ପତିଙ୍କୁ ଅସମ୍ମାନ କରାଯାଇଛି : ବିଜେଡି

ସମ୍ବଲପୁର,୧।୧୦(ଶୁଭାଶିଷ ପାଢ଼ୀ): ବାଚସ୍ପତି ପ୍ରମିଳା ମଲ୍ଲିକଙ୍କୁ ଅସମ୍ମାନ ଘଟଣାରେ ଭାଜପା ବିଧାୟକଙ୍କ ବିରୋଧରେ ପ୍ରତିବାଦ କରୁଛି ବିଜେଡି। ଏ ନେଇ ସମ୍ବଲପୁର ବିଜେଡି ପକ୍ଷରୁ କ୍ୟାଣ୍ଡେଲ ଶୋଭାଯାତ୍ରା କରାଯାଇ ସମ୍ପୃକ୍ତ ବିଧାୟକଙ୍କ ଆଚରଣକୁ ନିନ୍ଦା କରାଯାଇଛି। ବିଜେଡି କର୍ମକର୍ତ୍ତାମାନେ ଦର୍ଶାଇଥିଲେ,...

ଜେଲରେ ନିଜ ଗୁପ୍ତାଙ୍ଗ କାଟିଲେ କଏଦୀ

ଭଦ୍ରକ, ୧।୧୦(ସନାତନ ରାଉତ)ଭଦ୍ରକ ଉପକାରାଗାରରେ ଶନିବାର ଜଣେ ବିଚାରାଧୀନ କଏଦୀ ଶୌଚାଳୟରେ ନିଜ ହାତ ଓ ଗୁପ୍ତାଙ୍ଗ କାଟି ଦେଇଛନ୍ତି। ସେ ହେଲେ ତିହିଡ଼ି ଥାନା ଅଧୀନ କୋହ୍ଲ ଅଞ୍ଚଳର ସୁଶାନ୍ତ ମାଝୀ। ସେ ଏବେ କଟକ ବଡ଼ ଡାକ୍ତରଖାନାରେ...

ମଦ ବିକ୍ରିକୁ ବିରୋଧ, ଏକାଠି ହେଲେ ୫ ଗ୍ରାମର ଏସ୍‌ଏଚ୍‌ଜି ମହିଳା

ଦଶମନ୍ତପୁର,୧।୧୦ (ଅରବିନ୍ଦ ନାୟକ): ଗ୍ରାମାଞ୍ଚଳରେ ଦେଶୀ ମଦ ବିକ୍ରିକୁ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)ର ମହିଳାମାନେ ଶନିବାର ବିରୋଧ କରିଛନ୍ତି। ୫ ଗ୍ରାମର ଏସ୍‌ଏଚ୍‌ଜି ମହିଳାମାନେ ଏକାଠି ହୋଇ ମଦଭାଟି ଭାଙ୍ଗିବା ସହ ମଦ ରନ୍ଧା ପାଇଁ ରହିଥିବା ଜାଳେଣିକାଠକୁ...

ମାଟ୍ରିକ ପରୀକ୍ଷା: ଫର୍ମପୂରଣ ଅବଧି ବଢ଼ିଲା

କଟକ,୧।୧୦ (ସୁପ୍ରିୟା ପ୍ରିୟଦର୍ଶିନୀ)ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମପୂରଣ ଅବଧିକୁ ବୃଦ୍ଧି କରାଯାଇଛି। ଅକ୍ଟୋବର ୫ ତାରିଖ ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନେ ଅନ୍‌ଲାଇନ୍‌ରେ ଫର୍ମ ପୂରଣ କରିପାରିବେ। ସେହିପରି ଅକ୍ଟୋବର ୫ ତାରିଖକୁ ରାଜ୍ୟ ମୁକ୍ତ ବିଦ୍ୟାଳୟ...

ସ୍କ୍ରବ୍‌ ଅଣାୟତ୍ତ: ସୁନ୍ଦରଗଡ଼ରେ କେନ୍ଦ୍ରୀୟ ଟିମ୍‌

ସୁନ୍ଦରଗଡ଼,୧।୧୦(ଜୟ ନାରାୟଣ ମେଣ୍ଡୁଳି)ସୁନ୍ଦରଗଡ଼ରେ ଅଣାୟତ୍ତ ହେଉଛି ସ୍କ୍ରବ୍‌ ଟାଇଫସ୍‌ ସଂକ୍ରମଣ। ଗତ୨୪ଘଣ୍ଟାରେ ୩ ନୂଆ ସଂକ୍ରମିତ ଚିହ୍ନଟ ପରେ ଏବେ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଖ୍ୟା ୨୯୫ରେ ପହଞ୍ଚିଛି। ଶୁକ୍ରବାର ଜିଲାରେ ୬ ଜଣିଆ କେନ୍ଦ୍ରୀୟ ଟିମ୍‌ ପହଞ୍ଚି ସ୍ଥିତି...

ଗଣତନ୍ତ୍ର, ଗଣମାଧ୍ୟମ ଓ ଯୁବପିଢ଼ି

ଜଗତ୍‌ସିଂହପୁର,୧।୧୦ (ପ୍ରମୋଦ କୁମାର ନାୟକ): ଗୋଟିଏ ନିର୍ଦ୍ଦିଷ୍ଟ ବୟସକୁ ଯୁବକ କୁହାଯାଇ ନ ପାରେ। ଜାଣିବା ଓ ଶିଖିତ୍ବାର ଇଚ୍ଛା ଥିବା ଯାଏ ଅର୍ଥାତ୍‌ ପ୍ରଶ୍ନ ପଚାରୁଥିବା ପର୍ଯ୍ୟନ୍ତ ଜଣଙ୍କୁ ଯୁବକ ବୋଲି କୁହାଯାଇପାରିବ। ପ୍ରଶ୍ନ ପଚାରିବାର ଶକ୍ତି କେବଳ...

୧୦ ଲକ୍ଷ ଟଙ୍କାର ନକଲି ପ୍ରସାଧନ ସାମଗ୍ରୀ ଜବତ

ବ୍ରହ୍ମପୁର,୩୦ା୯(ସୁବାସ ଚନ୍ଦ୍ର ପାଢ଼ୀ): ଲାକ୍‌ମି ବ୍ରାଣ୍ଡ କମ୍ପାନୀର ନକଲି ପ୍ରସାଧନ ସମାଗ୍ରୀ ବିକ୍ରି ହେଉଥିବା ନେଇ ହିନ୍ଦୁସ୍ତାନ ଲିଭର୍‌ କମ୍ପାନୀ ପକ୍ଷରୁ ଅଭିଯୋଗ ହୋଇଥିଲା। ଏହାକୁ ଆଧାର କରି ଶନିବାର ବଡ଼ବଜାର ଏବଂ ଟାଉନ୍‌ ଥାନା ପୋଲିସ ପକ୍ଷରୁ ଏକାଧିକ...

ସବ୍‌ଇନ୍ସପେକ୍ଟର ସ୍ତରରେ ଅଦଳବଦଳ

କେନ୍ଦୁଝର,୩୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ସବ୍‌ଇନ୍ସପେକ୍ଟର ସ୍ତରରେ ଅଦଳବଦଳ ହୋଇଛି। ଏସ୍‌ଆଇ ତରଣୀସେନ ବାଘ ଢେଙ୍କିକୋଟ ଫାଣ୍ଡିରୁ ରୁଗୁଡ଼ି ଥାନା, ସିଲୁ ମଲ୍ଲିକ ମୁଖ୍ୟାଳୟରୁ ଟାଉନ ଥାନା, ଦ୍ୱାରିକାନାଥ ସେଠୀ ଆନନନ୍ଦପୁରରୁ ହରିଚନ୍ଦନପୁର ଥାନାକୁ, ଅଗଷ୍ଟ ସ୍ବାଧୀନ ସେଠୀ...

ଆୟବହିଃର୍ଭୂତ ସମ୍ପତ୍ତି ଠୁଳ ମାମଲା: ସ୍ବାସ୍ଥ୍ୟକେନ୍ଦ୍ର କିରାଣି, ସ୍ତ୍ରୀଙ୍କୁ ୨ ବର୍ଷ ଜେଲ୍‌

ବ୍ରହ୍ମପୁର,୩୦ା୯(ସୁବାସ ଚନ୍ଦ୍ର ପାଢ଼ୀ): ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଅରୁଣ କୁମାର ସାହୁ ଶନିବାର ଏକ ଆୟବହିଃର୍ଭୂତ ସମ୍ପତ୍ତି ଠୁଳ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ ପ୍ରମାଣ ମିଳିଥିବାରୁ ସ୍ବାସ୍ଥ୍ୟକେନ୍ଦ୍ର କିରାଣି ଓ ତାଙ୍କ ସ୍ତ୍ରୀଙ୍କୁ ଦୋଷୀ ସାବ୍ୟସ୍ତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri