ଆମ ଜିଲା ଖବର

ସରିଲା ନୂଆଁଖାଇ, ଗାଁ ଗାଁରେ ଦାଦନ ସର୍ଦ୍ଦାର

ଖଡ଼ିଆଳ,୩୦।୯(ସୁଜିତ୍‌ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ଅଞ୍ଚଳରେ ବେସ ଉତ୍ସାହର ସହ ଲୋକେ ଗଣପର୍ବ ନୂଆଁଖାଇ ପାଳନ କରିଛନ୍ତି। ନୂଆଁଖାଇ ସରିବା ପରେ ଦାଦନ ସର୍ଦ୍ଦାର ଗାଁ ଗାଁରେ ଏଜେଣ୍ଟ ରଖି ମୁଣ୍ଡ ପିଛା ୨୦ରୁ ୩୦ ହଜାର...

ଝାଡ଼ାବାନ୍ତିରେ ୩ ମୃତ, ୫୦ ଆକ୍ରାନ୍ତ

ଅମରପାଲି,୩୦।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କମିରା ଅଞ୍ଚଳରେ ଝାଡ଼ାବାନ୍ତି ବ୍ୟାପୁଛି। ପ୍ରାୟ ୫୦ରୁ ଅଧିକ ବ୍ୟକ୍ତି ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ବେଳେ ୩ଜଣଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତକମାନେ ହେଲେ କମିରା ଗ୍ରାମର ଦର୍ଶନି ବେହେରା(୫୦)...

ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଛି

ସୁନ୍ଦରଗଡ଼, ୩୦।୯: ସୁନ୍ଦରଗଡ଼ ଜିଲାରେରେ ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ୨୪ ଘଣ୍ଟାରେ ଚିହ୍ନଟ ଆଉ ୨୦ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୨୯୨ରେ ପହଞ୍ଚଛି । ସ୍କ୍ରବ ଟାଇଫସରେ ସୁନ୍ଦରଗଡ଼ରେ ଜଣଙ୍କର...

ଧାନ କିଣାରେ ସ୍ବଚ୍ଛତା ଜଗିବ ସିସିଟିଭି

ସୋନପୁର,୩୦।୯(ମୃତ୍ୟୁଞ୍ଜୟ ଶତପଥୀ): ଚଳିତବର୍ଷ ଧାନକିଣା ଆରମ୍ଭ ପୂର୍ବରୁ ସମସ୍ତ ସରକାରୀ କ୍ରୟ କେନ୍ଦ୍ର ବା ମଣ୍ଡିରେ ସିସିଟିଭି କାମେରା(କ୍ଲୋଜ ସର୍କିଟ) ଲଗାଇବା ଉପରେ ସରକାର ଯଥେଷ୍ଟ ଗୁରୁତ୍ୱ ଦେଉଛନ୍ତି। ଓଡ଼ିଶା ବିଧାନସଭା ଷ୍ଟାଣ୍ଡିଂ କମିଟି ସୁପାରିସ୍‌କୁ ୨୦୨୩-୨୪ ଖରିଫ ଋତୁ...

ଲାଞ୍ଚ ମାମଲାରେ ପୂର୍ବତନ ସରପଞ୍ଚଙ୍କୁ ୨ବର୍ଷ ଜେଲଦଣ୍ଡ

ସୁନ୍ଦରଗଡ,୩୦ା୯(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ଜଜ୍‌ ଶୁକ୍ରବାର ଏକ ଲାଞ୍ଚ ମାମଲାର ଶୁଣାଣି କରି କିଞ୍ଜିରିକେଲାର ପୂର୍ବତନ ସରପଞ୍ଚ ରାମଚନ୍ଦ୍ର ମିଞ୍ଜଙ୍କୁ ୨ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୨ହଜାର ଟଙ୍କା ଜୋରିମାନା ଏବଂ...

ସକାଳ ଜଳଖିଆ ମିଳୁନି, ଶିଶୁ ଉପାସ

ନୟାଗଡ଼,୩୦।୯(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ସଦର ମହକୁମାର ପୁରୁଣା ସହର ୬ ନଂ. ଅଙ୍ଗନୱାଡି କେନ୍ଦ୍ରରେ ଖାଦ୍ୟ ସାରଣୀ ନିୟମକୁ ଅଣଦେଖା କରାଯାଉଥିବା ଅଭିଯୋଗ ରହିଛି। ଶିଶୁଙ୍କୁ ସକାଳ ଜଳଖିଆ ଗାଏବ କରରାଯାଉଥିବା ଅଭିଯୋଗ ଶୁକ୍ରବାର ପ୍ରମାଣିତ ହୋଇଛି। ଶୁକ୍ରବାର...

ବୁଡ଼ିଯାଉଥିବା କଂସା ପିତଳ ପରମ୍ପରାକୁ ଉଜ୍ଜୀବିତ କଲେ ଗବେଷକ

ଖଣ୍ଡପଡ଼ା,୨୯ା୯(ଅଜୟ କୁମାର ମହାରଣା): ପୂର୍ବ ପ୍ରଚଳିତ ଅଙ୍କ(ସୁନିଆ) ପରମ୍ପରା ସମ୍ପ୍ରତି ଲୋପ ପାଇବାକୁ ବସିଲାଣି। ଦିନ ଥିଲା କଂସା ପିତଳ ବାସନ ଶିଳ୍ପ ପାଇଁ ପ୍ରସିଦ୍ଧି ଲାଭ କରିଥିବା କଣ୍ଟିଲୋ ଅଞ୍ଚଳର କଂସା ପିତଳ କାରିଗରମାନେ ଏହି ପବିତ୍ର ଦିନରେ...

ଖିନବର ପଞ୍ଚାୟତର ୮ ଗ୍ରାମବାସୀଙ୍କ ମେଳି

ନନ୍ଦପୁର, ୩୦।୯ (ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡା ନାଗେଶ୍ୱରୀ ପାହାଡ ଖଣି ଖନନ ପାଇଁ ନଷ୍ଟ ହେବାକୁ ଥିବା ଜଙ୍ଗଲର ସମପରିମାଣ ଜମିରେ ନୂତନ ଜଙ୍ଗଲ ସୃଷ୍ଟି କରିବାକୁ ଖିନବର ଓ ହାତୀବାରୀ ପଞ୍ଚାୟତର ୪୩୭...

କେନ୍ଦ୍ରାପଡ଼ା ଏବେ କୁମ୍ଭୀରପଡ଼ା

କେନ୍ଦ୍ରାପଡ଼ା,୩୦।୯ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ପେଣ୍ଠର ଖଣ୍ଡମରା ରାସ୍ତାରେ ଏକ ବଉଳା କୁମ୍ଭୀର ବୁଲୁଥିବା ଭିଡିଓ ଭାଇରାଲ ହୋଇଥିଲା। ନିକଟସ୍ଥ ଦୋବନ୍ଧି ମାଛଘେରିରୁ ଗୁରୁବାର ଏକ କୁମ୍ଭୀର ଉଦ୍ଧାର ହୋଇଛି। ବନ ବିଭାଗ ଏହାକୁ ଉଦ୍ଧାର...

ଧରାପଡ଼ିଲା ୨୪ ଲକ୍ଷ ଟଙ୍କାର ଜାଲିଆତି

ନୟାଗଡ,୩୦।୯(ଲୋକନାଥ ମିଶ୍ର): ବଳରାମ ପାହାଡ଼ର ନିଷ୍କାସିତ ପାଣିରେ ସୃଷ୍ଟ ନୟାଗଡ଼ ବ୍ଲ୍ଳକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ଶିଆଳି ଖୋଲ ବନ୍ଧରେ ଆଡିବନ୍ଧ କରି ୨୪ଲକ୍ଷ ସରକାରୀ ଅନୁଦାନ ହଡପ ହୋଇଥିବା ଅଭିଯୋଗ ହୋଇଥିଲା। ଅଭିଯୋଗ ପାଇ ନୟାଗଡ଼ ଜିଲା ପରିଷଦ ଅଧ୍ୟକ୍ଷ...

୨୦ କି.ମି. ମଧ୍ୟରେ ୩ ଟୋଲ୍‌ଗେଟ୍‌

ପାଲଲହଡ଼ା,୩୦ା୯(ଦିବ୍ୟଜ୍ୟୋତି ଦାଶ): ଦେବଗଡ଼ ଓ କେନ୍ଦୁଝର ଜିଲାକୁ ଲାଗିକରି ଥିବା ଅନୁଗୋଳ ଜିଲାର ପାଲଲହଡା ଉପଖଣ୍ଡବସୀଙ୍କ ଉପରେ ବଢ଼ୁଛି ଟୋଲ୍‌ଗେଟ୍‌ ବୋଝ। ପାଲଲହଡ଼ା ଉପଖଣ୍ଡ ଠାରୁ ମାତ୍ର ୨୦ କି.ମି. ପରିଧି ମଧ୍ୟରେ ୪୯ ଏବଂ ୧୪୯ନଂ. ଜାତୀୟ ରାଜପଥରେ...

ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାରେ ଅନିୟମିତତା ଅଭିଯୋଗ

ଢେଙ୍କାନାଳ,୩୦।୯(ରତନ ନାୟାର): ବଲାଙ୍ଗୀର ଠାରେ ଗତ ୨୫ ତାରିଖରେ ଅନୁଷ୍ଠିତ ହୋଇଥିବା ରାଜ୍ୟ ବିଦ୍ୟାଳୟ ବ୍ୟାଡମିଣ୍ଟନ ପ୍ରତିଯୋଗିତାର ଢେଙ୍କାନାଳ ଦଳରେ ୧୭ବର୍ଷରୁ କମ୍‌ ବିଭାଗରେ ଚୟନ ହୋଇଥିବା ହିନ୍ଦୋଳ ଉଚ୍ଚ ବିଦ୍ୟାଳୟର ବିଶ୍ୱରଞ୍ଜନ ପାଳଙ୍କୁ ସୁଯୋଗ ଦିଆଯାଇ ନ ଥିବା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri