ଆମ ଜିଲା ଖବର

ବଲାଙ୍ଗିର ଜିଲା ପ୍ରଶାସନ ସହ ମିଲର୍‌ଙ୍କ ଆଲୋଚନା ବିଫଳ: ଧାନ କିଣାକୁ ନେଇ ଦ୍ବନ୍ଦ

ବଲାଙ୍ଗୀର,୩୦।୧୧:(ସୁନୀଲ କୁମାର ମହାନ୍ତି):ବଲାଙ୍ଗିର ଜିଲା ପ୍ରଶାସନ ସହ ମିଲର୍‌ଙ୍କ ଆଲୋଚନା ବିଫଳ ହୋଇଛି। ଧାନ କିଣିବା ପାଇଁ ପ୍ରଶାସନ ସହ କୌଣସି ମିଲର୍ ଚୁକ୍ତି କରିନାହିଁ। କଷ୍ଟମ ମିଲିଂ, ଦର ବୃଦ୍ଧି ଭଳି ୮ ଦଫା ଦାବିରେ ମିଲର୍‌ ଅଟଳ...

ପୋଖରୀରୁ ମିଳିଲା ୮ କୁଇଣ୍ଟାଲ ବିଦ୍ୟୁତ୍‌ ତାର

ହିଞ୍ଜିଳିକାଟୁ, ୩୦ା୧୧( ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନଆମ୍ବଗାଁ ନିକଟ ଏକ ପୋଖରୀରୁ ପୋଲିସ ପ୍ରାୟ ୮ କୁଇଣ୍ଟାଲ ଆଲୁମିନିୟମ ବିଦ୍ୟୁତ୍‌ ତାର ଜବତ କରିଛି। ଏ ସଂକ୍ରାନ୍ତରେ ୨ ଜଣକୁ କାବୁ କରି ଥାନାରେ ଅଟକ...

ମେଟ୍ରୋ ପ୍ରକଳ୍ପକୁୁ ନେଇ ଅପରାଜିତାଙ୍କ ବଡ଼ ସୂଚନା, କହିଲେ ୨୦୨୭ ଡିସେମ୍ବର ସୁଦ୍ଧା ପ୍ରଥମ…

ଭୁବନେଶ୍ବର,୩୦।୧୧: ଭୁବନେଶ୍ବର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଶିନବାର ମେଟ୍ରୋ ପ୍ରକଳ୍ପକୁ ନେଇ ବଡ଼ ସୂଚନା ଦେଇଛନ୍ତି। ୨୦୨୭ ଡିସେମ୍ବର ସୁଦ୍ଧା ପ୍ରଥମ ପର୍ଯ୍ୟାୟ ମେଟ୍ରୋ ପ୍ରକଳ୍ପ ଶେଷ ହେବ। ସମୀକ୍ଷା ପରେ ଅପରାଜିତା ଏହି ସୂଚନା ଦେଇଛନ୍ତି। ପ୍ରଥମେ ପର୍ଯ୍ୟାୟରେ...

ଡିସେମ୍ବର ପହିଲାରେ ଇକୋ ରିଟ୍ରିଟ୍‌ର ଶୁଭାରମ୍ଭ: ପରିଦର୍ଶନ କଲେ ବିଡିଓ, ପର୍ଯ୍ୟଟନ ଅଧିକାରୀ

ଦାରିଙ୍ଗବାଡ଼ି,୩୦ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଚତୁର୍ଥ ଥର ପାଇଁ ରବିବାର ଇକୋ ରିଟ୍ରିଟ୍‌ର ଶୁଭାରମ୍ଭ ହେବାକୁ ଯାଉଛି। ଏହାର ଶୁଭାରମ୍ଭ ପାଇଁ ପ୍ରସ୍ତୁତି ଜୋରଦାର କରାଯାଇଛି। ଦାରିଙ୍ଗବାଡ଼ି ବିଡିଓ ପ୍ରୀତିରଞ୍ଜନ ରଥ, ଜିଲା ପର୍ଯ୍ୟଟନ ଅଧିକାରୀ କୁମୁଦିନୀ ମଲିକ...

ବାଘ ମାରି ମାଂସ ଖାଇଲେ ଶିକାରୀ, ଗୁଳିଭର୍ତ୍ତି ବନ୍ଧୁକ ଜବତ, ବନ୍ଧାହେଲେ ୨

ଜି.ଉଦୟଗିରି,୩୦ା୧୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ରେଞ୍ଜ ଗମ୍ଭାରୀଗୁଡ଼ା ଏବଂ ମାଲାନସୁଗା ଅଞ୍ଚଳରୁ ଦୁଇ ଜଣ ବାଘ ଶିକାରୀକୁ ଗିରଫ କରି କୋର୍ଟଚାଲାଣ କରିଛି ବନ ବିଭାଗ। ଏ ନେଇ ଶନିବାର ବନ ବିଭାଗ ଅଧିକାରୀଙ୍କ ସୂଚନାନୁସାରେ ଭବାନୀ...

ହସ୍ପିଟାଲରେ ବିସ୍ଫୋରଣ: ଅନ୍ଧାରରେ ରହିଲେ ରୋଗୀ, ଜଣଙ୍କର ମୃତ୍ୟୁ

ବଲାଙ୍ଗୀର,୩୦ା୧୧(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ପରିସରରେ ଶୁକ୍ରବାର ରାତିରୁ ବିଜୁଳି ଯୋଗାଣ ବନ୍ଦ ରହିଛି। ଫଳରେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ରୋଗୀମାନେ ରାତି ଓ ଦିନରେ ଅନ୍ଧାରରେ ଓ୍ବାର୍ଡ୍‌ରେ ରହିଥିଲେ। ଶୁକ୍ରବାର ରାତିରେ ବଦ୍ୟୁତ୍‌...

ଜଙ୍ଗଲରୁ ପୁଣି ମିଳିଲା ଏକ ମାଈ ହାତୀଛୁଆର ମୃତଦେହ, ଚିନ୍ତାରେ ପରିବେଶବିତ୍‌

କେନ୍ଦୁଝର,୩୦ା୧୧: କେନ୍ଦୁଝର ବନ ବିଭାଗ କର୍ମଚାରୀ ଶନିବାର ତେଲକୋଇ ରେଞ୍ଜ ଅଞ୍ଚଳରୁ ଏକ ୧୦ ବର୍ଷ ହାତୀର ମୃତଦେହ ଉଦ୍ଧାର କରିଛି। ଶନିବାର ସକାଳେ ତେଲକୋଇ ରେଞ୍ଜ କନ୍ତଲାଇ ଗ୍ରାମ ନିକଟରୁ ଏହି ହାତୀଛୁଆର ମୃତଦେହ ଉଦ୍ଧାର ହୋଇଛି। ଖବର...

କାହିଁକି ନିଲମ୍ବିତ ହେଲେ ହେମଗିରି ତହସିଲଦାର…

ସୁନ୍ଦରଗଡ/ହେମଗିର,୩୦।୧୧(ଜୟ ନାରାୟଣ ମେଣ୍ଡୁଳି/ଚୈତନ୍ୟ ପଟେଲ): କାର୍ଯ୍ୟରେ ଅବହେଳା ଯୋଗୁ ସୁନ୍ଦରଗଡ଼ ଜିଲା ହେମଗିର ତହସିଲଦାର ଲାବଣେନ୍ଦୁ ମହାନ୍ତିଙ୍କୁ ନିଲମ୍ବନ କରାଯାଇଛି। କାର୍ଯ୍ୟରେ ଅବହେଳା ଅଭିଯୋଗ ପରେ ସୁନ୍ଦରଗଡ଼ ଜିଲାପାଳଙ୍କ ରିପୋର୍ଟକୁ ଆଧାର କରି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର...

ସେବାଶ୍ରମରେ ଚାଲିଗଲା ଛାତ୍ରୀଙ୍କ ଜୀବନ, କର୍ତ୍ତୃପକ୍ଷଙ୍କ ଅବହେଳାକୁ ଦାୟୀ କଲେ ପରିବାର ଲୋକେ

ରାୟଗଡ଼ା,୩୦ା୧୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ କରପା ସେବାଶ୍ରମର ଜଣେ ଛାତ୍ରୀଙ୍କ ମୃତ୍ୟୁ ହୋଇଛି। ହଷ୍ଟେଲରେ ଅସ୍ଥା ଗମ୍ଭୀର ହେବାରୁ କୋରାପୁଟ ସ୍ଥାନାନ୍ତର ବେଳେ ମୃତ୍ୟୁ ଅଭିଯୋଗ ହୋଇଛି। ହଷ୍ଟେଲରେ ଅସୁସ୍ଥ ହେବାରୁ ବିଦ୍ୟାଳୟ କର୍ତ୍ତୃପକ୍ଷ କଲ୍ୟାଣସିଂହପୁର ମେଡିକାଲରେ...

ଗୋଟିଏ ଟ୍ରକ୍‌ ଦୁଇ ଜାଗାରେ ଘଟାଇଲା ଦୁର୍ଘଟଣା: ୪ ଜଣଙ୍କ ଜୀବନ ଗଲା, ୩ ଗୁରୁତର

ବାରିପଦା,୩୦ା୧୧: ମୟୂରଭଞ୍ଜ ଜିଲା ବାରିପଦାରେ ସିରିଜ୍‌ ଦୁର୍ଘଟଣା ଘଟି ୪ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩ ଜଣ ଗୁରୁତର ହୋଇଛନ୍ତି। ଗୋଟିଏ ଟ୍ରକ୍‌ ଦୁଇଟି ଯାକ ସ୍ଥାନରେ ହିଁ ଦୁର୍ଘଟଣା ଘଟାଇଛି। ଆତମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।...

ମେଡିକାଲରୁ ପୁଣି ଶିଶୁ ଚୋରି: ଜନ୍ମ ପରେ ନବଜାତକର ଫଟୋ ରଖିଥିଲେ ପରିବାର, ହେଲେ…

ନୟାଗଡ଼,୩୦ା୧୧(ଲୋକନାଥ ମିଶ୍ର): ରାଜ୍ୟରେ ଥିବା ବିଭିନ୍ନ ମେଡିକାଲରୁ ଶିଶୁ ଚୋରି ହେଉଥିବା  ବାରମ୍ବାର ଅଭିଯୋଗ ହେଉଛି। ଶୁକ୍ରବାର ସମ୍ବଲପୁର ଜିଲା ଭୀମସାର ମେଡିକାଲରୁ ଶିଶୁ ଚୋରି ହୋଇଥିବାବେଳେ ଶନିବାର ନୟାଗଡ଼ ନୟାଗଡ଼ ଜିଲା ରଣପୁର ଥାନା ସୁନାଖଳା ସ୍ବାସ୍ଥ୍ୟକେନ୍ଦ୍ରରେ ନବଜାତ...

ପର୍ଯ୍ୟଟକଙ୍କ ପାଇଁ ପ୍ରଶାସନର ବଡ଼ ପଦକ୍ଷେପ: ବଦଳିବ କଫି ବଗିଚାର ରୂପରେଖ, ସପ୍ତାହକ ମଧ୍ୟରେ ହେବ…

ଦାରିଙ୍ଗବାଡ଼ି,୩୦ା୧୧(ଅରୁଣ ସାହୁ): ପର୍ଯ୍ୟଟନ କ୍ଷେତ୍ରର ଉନ୍ନତି ପାଇଁ ବ୍ଲକ ଓ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ଯୋଜନା ପ୍ରସ୍ତୁତ କରାଯାଇଛି। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକକୁ ସ୍ବତନ୍ତ୍ର ପରିଚୟ ଦେଇଥିବା ତଥା ପର୍ଯ୍ୟଟକଙ୍କୁ ପର୍ଯ୍ୟଟନକ୍ଷେତ୍ରର ବାଟ ଦେଖାଇଥିବା କଫି ବଗିଚାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri