ଆମ ଜିଲା ଖବର

ପାଣିମୁରା, ଗିରିଶ୍ଚନ୍ଦ୍ରପୁର ଏଏନ୍‌ଏମ୍‌ ସବ୍‌ସେଣ୍ଟର: ଖାଲିପଡ଼ିଛି ମହିଳା ସ୍ବାସ୍ଥ୍ୟକର୍ମୀ ପଦବୀ

ନାକଟିଦେଉଳ,୨୮ା୯(ବୈକୁଣ୍ଠ ନାଥ ସାହୁ): ନାକଟିଦେଉଳ ବ୍ଲକର ଆଦିବାସୀ ଅଧ୍ୟୁଷିତ ପାଣିମୁରା ଓ ଗିରିଶ୍ଚନ୍ଦ୍ରପୁର ଏଏନ୍‌ଏମ୍‌ ସବ୍‌ସେଣ୍ଟରରେ ଦେଢବର୍ଷ ହେଲା ମହିଳା ସ୍ବାସ୍ଥ୍ୟକର୍ମୀ ପଦବୀ ଖାଲିପଡିଛି। ଏପରି କି ପାଣିମୁରା ସେଣ୍ଟରର ନିଜସ୍ବ ଗୃହ ଖଣ୍ଡିଏ ମଧ୍ୟ ନାହିଁ। ଫଳରେ ଗର୍ଭବତୀ...

ହର୍ବାଲ୍‌ ଜୁସ୍‌ ପାଇଁ ବଢ଼ୁଛି ଗ୍ରାହକଙ୍କ ଆଦର

ଖୋର୍ଦ୍ଧା,୨୮ା୯(ପ୍ରଭାତ ପାଣିଗ୍ରାହୀ)ଦୈନିକ ଜୀବନଚର୍ଯ୍ୟା ଏବଂ ଖାଦ୍ୟପେୟରେ ଅସନ୍ତୁଳନ କାରଣରୁ ମନୁଷ୍ୟ ବିଭିନ୍ନ ରୋଗରେ ଆକ୍ରାନ୍ତ ହୋଇ ଜୀବନ ସହ ସଂଗ୍ରାମ କରୁଛନ୍ତି। ମଧୁମେୟ, ରକ୍ତଚାପ, ଅଧକପାଳି, କୋଷ୍ଠକାଠିନ୍ୟ, ଅଜୀର୍ଣ୍ଣ ପରି ଅନେକ ରୋଗରେ ଆକ୍ରାନ୍ତ ହୋଇ ଛଟପଟ ହେଉଛନ୍ତି। ଏହାର...

ନିଲାମ ହେଲା ୬୬ କିଲୋ ଲଡୁ

ଜଟଣୀ,୨୮।୯(ରବୀନ୍ଦ୍ରନାଥ ମହାକୁଡ଼)ଗଣେଶ ମହୋତ୍ସବର ୯ମ ଦିନରେ ପ୍ରତି ବର୍ଷ ଭଳି ଗୋପବନ୍ଧୁ ଛକ ବ୍ୟବସାୟୀ ସଂଘ ପକ୍ଷରୁ ୬୬ କିଲୋ ଲଡ଼ୁ ନିଲାମ କରାଯାଇଛି। ବ୍ୟବସାୟୀ ସଂଘ ସଭାପତି ସୁରେନ୍ଦ୍ର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଲଡୁ ନିଲାମ କାର୍ଯ୍ୟକ୍ରମ ଆରମ୍ଭ...

ଅସୁସ୍ଥ ଛାତ୍ରୀଙ୍କୁ ସହାୟତା କଲେ ଛାତ୍ରୀଛାତ୍ର, ଦାୟିତ୍ୱବୋଧକୁ ସାଧାରଣରେ ପ୍ରଶଂସା

ପଟ୍ଟାଙ୍ଗି,୨୮ା୯(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସୀମାନ୍ତ ତଳଗୋଲୁର ପଞ୍ଚାୟତର ଦିଗଗୋଲୁର ୟୁଜିଏଚ୍‌ଏସ୍‌ ବିଦ୍ୟାଳୟରେ ଜଣେ ଅସୁସ୍ଥ ଛାତ୍ରୀଙ୍କୁ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚାଇ ତାଙ୍କୁ ସୁସ୍ଥ କରିଛନ୍ତି। ଜଣେ ସହପାଠିନୀଙ୍କ ପ୍ରତି ଛାତ୍ରୀଛାତ୍ରଙ୍କ ଏପରି ଦାୟିତ୍ୱବୋଧ ସାଧାରଣରେ...

ଅବହେଳିତ ଅବସ୍ଥାରେ ବିଜୁ ଉଦ୍ୟାନ

ସୁନାବେଡ଼ା/ସେମିଳିଗୁଡ଼ା,୨୮ା୯(କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): ହାଲ୍‌ ଟାଉନଶିପ ୱାଇ ଜୋନ୍‌ରେ ପୌର ପ୍ରଶାସନ ପକ୍ଷରୁ ପ୍ରାୟ ଦେଢ କୋଟି ଟଙ୍କା ବ୍ୟୟରେ ନିର୍ମିତ ବିଜୁ ପଟ୍ଟନାୟକ ପାର୍କ ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ପଡିଛି। ଉଦ୍‌ଘାଟନ ପରେ ସେତେବେଳେ ବିଜୁ ଉଦ୍ୟାନ ରୂପେ...

ଆଦିବାସୀଙ୍କ ନିଆରା ପର୍ବ ଜନା ସାରଣୀ

ଟିକିରି,୨୮ା୯(ପ୍ରଫୁଲ କୁମାର ବେହେରା ): ରାୟଗଡା ଜିଲା କାଶୀପୁର ବ୍ଲକର ଆଦିବାସୀଙ୍କ ନିଆରା ପର୍ବ ଜନା ସାରଣୀ ପାଳିତ ହୋଇଯାଇଛି। ବିଶେଷକରି ମକା ଚାଷ ଭଲ ଅମଳ ପାଇଁ ଆଦିବାସୀମାନେ ଏହି ନିଆରା ପର୍ବ ପାଳନ କରିଥାନ୍ତି। ଜନା ସାରଣୀ...

ସମସ୍ୟାରେ ଛନ୍ଦିହୋଇ ରହିଛି ରକ୍ତତୀର୍ଥ ମାଟି

ଖଇରା, ୨୮।୯(ଉତ୍କଳବନ୍ଧୁ ପଣ୍ଡା)ରାତି ପାହିଲେ ବାଲେଶ୍ୱର ଜିଲା ଖଇରା ବ୍ଲକର ରକ୍ତତୀର୍ଥ ଭାବେ ପରିଚିତ ତୁଡିଗଡିଆ ମାଟିରେ ୧୯୪୨ ମସିହା ସେପ୍ଟେମ୍ବର ୨୮ତାରିଖରେ ଶହୀଦ ହୋଇଥିବା ୩ ଶହୀଦ ରଘୁ ବେହେରା, କେଳୁ ସାହୁ ଓ ମକର ଲେଙ୍କାଙ୍କୁ ତୋପ...

ଆଶୀର୍ବାଦ କଲ୍ୟାଣ ମଣ୍ଡପ ପରିସରରେ କୁଢ଼ କୁଢ଼ ଆବର୍ଜନା

ନବରଙ୍ଗପୁର,୨୮।୯(ସଦାଶିବ ପ୍ରହରାଜ): ମଶାମାଛିଙ୍କ ଦାଉରୁ କିଭଳି ଦୂରେଇ ରହିବା ଓ ପରିବେଶ ସଫାସୁତୁରା ରଖିବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସଚେତନ କରାଯାଉଛି। ଆବର୍ଜନା ଜମି ରହିଲେ ଡେଙ୍ଗୁ, ମ୍ୟାଲେରିଆ ଆଦି ବ୍ୟାପିବ ବୋଲି କୁହାଯାଉଛି। ନାଳ, ଆବର୍ଜନା ସଫା କରିବା...

ଉନ୍ମୋଚନ ହେବ ସଂଗ୍ରାମୀ ପରୀ ବେୱାଙ୍କ ପ୍ରତିମୂର୍ତ୍ତି

ବାସୁଦେବପୁର,୨୮ା୯(ନାରାୟଣ ପ୍ରସାଦ ବାରିକ)ଭଦ୍ରକ ଜିଲା ବାସୁଦେବପୁର ଇରମ ମେଳଣ ପଡ଼ିଆଠାରେ ବ୍ରିଟିଶ ଫୌଜଙ୍କ ଗୁଳିରେ ଶହୀଦ ହୋଇଥିବା ସଂଗ୍ରାମୀଙ୍କ ଉଦ୍ଦେଶ୍ୟରେ ସ୍ମୃତି ଦିବସ ପ୍ରତିବର୍ଷ ପାଳିତ ହୋଇଥାଏ। ଚଳିତ ବର୍ଷ ଗୁରୁବାର ସ୍ମୃତିଦିବସ ଅବସରରେ ରାଜ୍ୟପାଳ ଗଣେଶୀ ଲାଲ ଶହୀଦଙ୍କୁ...

ମଧ୍ୟାହ୍ନଭୋଜନରେ ବିସ୍କୁଟ୍‌ ଖାଇଲେ ଛାତ୍ରୀଛାତ୍ର

କଣ୍ଟିପାଳ,୨୮।୯(ସୁଶାନ୍ତ କୁମାର ସାହୁ)କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଅଧୀନ କଣ୍ଟିପାଳ ସରକାରୀ ଉଚ୍ଚ ବିଦ୍ୟାଳୟରେ ଅଧ୍ୟୟନରତ ପିଲାମାନେ ବୁଧବାର ମଧ୍ୟାହ୍ନ ଭୋଜନରେ ବିସ୍କୁଟ୍‌ ଖାଇଥିଲେ। ମଙ୍ଗଳବାର ମଧ୍ୟ ସେମାନଙ୍କ ପାଇଁ ମଧ୍ୟାହ୍ନଭୋଜନ ବ୍ୟବସ୍ଥା ହୋଇ ନ ଥିବା ଅଭିଯୋଗ ହୋଇଛି।...

ପାଠପଢ଼ା ଛାଡ଼ି ଭୋଜିରେ ବ୍ୟସ୍ତ ଛାତ୍ର

କୋଦଳା,୨୮ା୯(ଅମିତ କୁମାର ପଟ୍ଟନାୟକ):ବିଦ୍ୟାଳୟରେ ପାଠ ପଢ଼ା ସମୟରେ ଛାତ୍ରଛାତ୍ରୀ ବିଦ୍ୟାଳୟ ଛାଡ଼ି ଅନ୍ୟ ଏକ ଭୋଜିରେ ବ୍ୟସ୍ତ ରହିବାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପାଠପଢ଼ା ଚାଲିଥିବା ବେଳେ ପିଲାମାନେ କେମିତି ସ୍କୁଲ ଛାଡ଼ି ଭୋଜିରେ ଯୋଗଦେଲେ ତାହାକୁ ନେଇ...

ଘାଟିରେ ଗାଡ଼ି ଓଲଟି ୯ବର୍ଷରେ ୧୮ ମୃତ

ନବରଙ୍ଗପୁର,୨୮ା୯(ସଦାଶିବ ପ୍ରହରାଜ):  ଚନ୍ଦାହାଣ୍ଡି ଘାଟି ନେଲାଣି ଅନେକ ଜୀବନ। ଉଜାଡ଼ି ଦେଲାଣି ବହୁ ସୁଖୀ ପରିବାର। ୯ବର୍ଷ ଭିତରେ ୧୮ ଜଣଙ୍କ ମୃତ୍ୟୁ ହୋଇସାରିଲାଣି। ଏହାଛଡ଼ା ଅନେକ ଛୋଟଛୋଟ ଦୁର୍ଘଟଣା ମଧ୍ୟ ଘଟୁଛି। ଘାଟି ରାସ୍ତା ପୂର୍ବରୁ ସଂକୀର୍ଣ୍ଣ ଥିଲା।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri