ଆମ ଜିଲା ଖବର

ଶୁଣାଣି ଶେଷ, ରାୟ ସଂରକ୍ଷିତ

କଟକ, ୨୭।୯(କାର୍ତ୍ତିକ ସାହୁ): ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ଶୁଣାଣି ମଙ୍ଗଳବାର ହାଇକୋର୍ଟରେ ହୋଇଛି। ମୁଖ୍ୟ ବିଚାରପତି ଶୁଭାଶିଷ ତାଳପତ୍ର ଏବଂ ବିଚାରପତି ସାବିତ୍ରୀ ରଥଙ୍କ ଖଣ୍ଡପୀଠ ଏହି ମାମଲାର ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଛନ୍ତି। ଏଥିସହ ଶ୍ରୀମନ୍ଦିର...

ଧରିତ୍ରୀ ବରଗଡ଼ ଜିଲା ପ୍ରତିନିଧିଙ୍କ ପିତୃ ବିୟୋଗ

ସରଣ୍ଡା,୨୭।୯(ଯୁଧିଷ୍ଠିର ମହାପାତ୍ର): ଧରିତ୍ରୀର ବରଗଡ଼ ଜିଲା ପ୍ରତିନିଧି ପ୍ରେମାନନ୍ଦ ଖମାରୀଙ୍କ ପିତା ଶତପଥୀ ଖମାରୀ(୮୭)ଙ୍କର ମଙ୍ଗଳବାର ଅପରାହ୍ନରେ ତାଙ୍କ ଅତାବିରା ବ୍ଲକ ବୁଗୁବୁଗା ଗହ୍ମାଟିକ୍ରାସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି। କିଛିଦିନ ତଳେ ଡାକ୍ତରଖାନାରୁ ଚିକିତ୍ସିତ ହୋଇ ସେ ଘରକୁ ଫେରିଥିଲେ।...

ଅକ୍ଟୋବର ୧୫ରେ ଓସିଏସ୍‌ ପ୍ରିଲିମିନାରି ପରୀକ୍ଷା

କଟକ,୨୭।୯(ସୁପ୍ରିୟା ପ୍ରିୟଦର୍ଶିନୀ):  ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ଆସନ୍ତା ଅକ୍ଟୋବର ୧୫ ତାରିଖରେ ଓଡ଼ିଶା ସିଭିଲ୍‌ ସର୍ଭିସ୍‌ (ଓସିଏସ୍‌) ପ୍ରିଲିମିନାରି ପରୀକ୍ଷା ଅନୁଷ୍ଠିତ ହେବ। ଏଥିପାଇଁ ୫ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ବାଲେଶ୍ୱର ସମେତ ବ୍ରହ୍ମପୁର, ଭୁବନେଶ୍ୱର, କଟକ...

ବଜ୍ରପାତରେ ଗଲା ୪ ଜୀବନ

ବେହେରା/ରିଆମାଳ,୨୬।: (ଭୂପେଶ ତିୱାରୀ/ ନିରଞ୍ଜନ ବେହେରା): ମଙ୍ଗଳବାର ବଜ୍ରପାତରେ କଳାହାଣ୍ଡି ଓ ଦେବଗଡ ଜିଲାର ୪ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ କଳାହାଣ୍ଡି ଜିଲାର ଏକ ଚାଷୀ ପରିବାରର ୩ ମହିଳା ଥିବାବେଳେ ଦେବଗଡ ଜିଲା ରିଆମାଳ ବ୍ଲକ...

ଗଣେଶ ପୂଜା ଭସାଣୀରେ ୨ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ଆକ୍ରମଣରେ ଓ୍ବାର୍ଡ ସଭ୍ୟ ଗୁରୁତର

ହିଞ୍ଜିଳିକାଟୁ, ୨୬।୯( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ତହଁର ଗ୍ରାମରେ ରାଜନୈତିକ ତଥା ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସୋମବାର ରାତିରେ ଗଣେଶ ପୂଜା ଭସାଣୀରେ ୨ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ ଗୋଟିଏ ଗୋଷ୍ଠୀର ତଥା ଉକ୍ତ ପଞ୍ଚାୟତର ଓ୍ବାର୍ଡ...

ନିର୍ବାଚନକୁ ଦୃଷ୍ଟିରେ ରଖି ଜିଲାସ୍ତରୀୟ ବୈଠକ

ଛତ୍ରପୁର,୨୬।୯(ଦିଲ୍ଲୀପ ସାମଲ) ଗଞ୍ଜାମ ଜିଲ୍ଲାପାଳଙ୍କ ସଦଭାବନା ସମ୍ମିଳନୀ କକ୍ଷରେ ଆସନ୍ତା ନିର୍ବାଚନକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଏକ ଜିଲାସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି l ବର୍ତ୍ତମାନ ସୁଦ୍ଧା ଜିଲାରେ ୩୦୬୩ଟି ପୋଲିଙ୍ଗ ଷ୍ଟେସନ...

ପ୍ଲାଷ୍ଟିକ ମୁକ୍ତ ଜଙ୍ଗଲ ଲକ୍ଷରେ କେନ୍ଦୁଝର ବନ ବିଭାଗ

କେନ୍ଦୁଝର,୨୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ମେଗା ନର୍ସରିରେ ଜିଲା ବନ ବିଭାଗ ପ୍ଲାଷ୍ଟିକ ମୁକ୍ତ ଜଙ୍ଗଲ ପାଇଁ ଉଦ୍ୟମ ଆରମ୍ଭ କରିଛି। କେନ୍ଦୁଝର ବନ ବିଭାଗ ଏବଂ ପୋଲିପ୍ରିଣ୍ଟେକ୍ସ ସଂସ୍ଥା ସହଯୋଗରେ ବୃକ୍ଷ ରୋପଣରେ ବ୍ୟବହାର...

ଲୋକାୟୁକ୍ତରେ ହାଟଡିହୀ ବ୍ଲକ ମାମଲା : ନୋଟିସ ଜାରି ହୋଇଥିବା ତିନି ସରପଞ୍ଚ, ତିନି ପିଇଓ ଏବଂ ଜଣେ ସହକାରୀ ନିର୍ବାହୀ ଯନ୍ତ୍ରୀ ମୃତ, ଦୁଇ ଜଣଙ୍କୁ ସାନି ନୋଟିସ ଜାରି କଲେ ଲୋକାୟୁକ୍ତ

ହାଟଡିହୀ,୨୬।୯(ଶୁଭକାନ୍ତ ନାୟକ)କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାଳନିଆ ପଞ୍ଚାୟତ ସୋଲପଟା ଗ୍ରାମରେ ମନରେଗା ଯୋଜନାରେ ଏକ ପୋଖରୀ କାର୍ଯ୍ୟରେ ଅନିୟମିତତା ହୋଇଥିବା ଘଟଣାକୁ ନେଇ ଲୋକାୟୁକ୍ତ ନିଜ ଆଡୁ ଏକ ମାମଲା କେସ ନଂ ଏଲୱାଇ ୬୦୩/୨୦୨୦ ଦାୟର କରିଥିଲେ...

ମୋରଡା ବ୍ଲକରେ ବଢୁଛି ଚୋରା ମୋରମ ଚାଲାଣ: ଚୋରା ମୋରମ ବୋଝେଇ ଟ୍ରାକ୍ଟର ଜବତ

ମୋରଡା,୨୬।୯(ସ୍ମାରକ ମାଜୀ): ମୟୁରଭଞ୍ଜ ଜିଲା ମୋରଡା ବ୍ଲକ ତଥା ମୋରଡା ତହସିଲ ଅଞ୍ଚଳରେ ବେଧଡକ ଭାବେ ଚୋରା ମୋରମ ଚାଲାଣ ହେଉଛି l ବ୍ଲକର ବିଭିନ୍ନ ଅଞ୍ଚଳରେ ନିର୍ମାଣ ହୋଇଥିବା ସୁବର୍ଣ୍ଣରେଖା କେନାଲ ଓ଼ ଶାଖା କେନାଲ କଡରେ ଥିବା...

ସୁଜଳ ଷ୍ଟାଣ୍ଡ ପୋଷ୍ଟରୁ ଟେପ ଚୋରି

ଗଞ୍ଜାମ,୨୬।୯(ବିଦ୍ୟାଧର ସାହୁ ): ରାସ୍ତାରେ ଯିବା ଆସିବା କରୁଥିବା ପଥଚାରୀ ଓ ଜନସାଧାରଣ ପିଇବା ପାଇଁ ଏନଏସି ପ୍ରଶାସନ ପକ୍ଷରୁ ଗଞ୍ଜାମ ସହର ତ୍ରିବେଣୀ ମଠ ଛକ ଠାରେ ସୁଜଳ ଷ୍ଟାଣ୍ଡ ପାଇପ ଲଗାଯାଇଥିଲା। ହେଲେ ଗତ କାଲି ଅର୍ଥାତ...

ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ବଳତ୍କାର ମାମଲା: ମୁଖ୍ୟ ଡାକ୍ତରାଖାନାରେ ପୀଡିତା, ପରିବାର ସଦସ୍ୟଙ୍କୁ ଭେଟିଲେ କୋରାପୁଟ ଏମପି

ରାୟଗଡା,୨୬।୯(ଭାଗ୍ୟଶ୍ରୀ ମିଶ୍ର): ରାୟଗଡା ଜିଲା କାଶୀପୁର ବ୍ଲକର ଡ଼ଙ୍ଗାସିଲ ଗ୍ରାମରେ ଥିବା ଏକ କନ୍ୟାଶ୍ରମରେ ଏକ ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ବିଦ୍ୟାଳୟର ପିଅନ ବଳାତ୍କାର କରିଥିଲେ। ଯାହା ସାରା ଜିଲାରେ ଏକ ଚର୍ଚ୍ଚିତ ବିଷୟ ପାଲଟି ଯାଇଛି l ଏଭଳି...

ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଲ୍ୟାଣ୍ଡ ସବ କମିଟି ବୈଠକ: ୧୫୦ କକ୍ଷ ବିଶିଷ୍ଟ ଅତିରିକ୍ତ ନିବାସ ନିର୍ମାଣ ନେଇ ଆଲୋଚନା 

ପୁରୀ,୨୬।୯ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଲ୍ୟାଣ୍ଡ ସବ କମିଟି ବୈଠକ ଶେଷ ହୋଇଛି। କଟକ, ଖୋର୍ଦ୍ଧା, ନୟାଗଡ଼ରୁ ଜଲାସ୍ତରୀୟ ଲ୍ୟାଣ୍ଡ କମିଟିରେ ମଞ୍ଜୁର ହୋଇ ଆସିଥିବା ବିଭିନ୍ନ ଆବେଦନର ଶୁଣାଣି ହୋଇଛି । କଟକରେ ଦୁଇଟି ଅଞ୍ଚଳର ଜମି ଫୈସଲା ପାଇଁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri