ଆମ ଜିଲା ଖବର

ହାଇକୋର୍ଟଙ୍କ ଦୁଇଟି ଆଦେଶନାମାକୁ ନେଇ ଅଞ୍ଚଳବାସୀଙ୍କ ମନରେ ଦ୍ୱନ୍ଦ୍ୱ

କେସିଙ୍ଗା,୩୦ା୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ବାଲସି ପଞ୍ଚାୟତର ସରପଞ୍ଚ ଭାରତୀ ସୁନାଙ୍କ ବିରୋଧରେ ବିଭିନ୍ନ ଦୁର୍ନୀତି ଅଭିଯୋଗ ଆଣି ୧୧ ଜଣ ଓ୍ବାର୍ଡମେମ୍ବର ଜିଲା ପ୍ରଶାସନ ନିକଟରେ ଅନାସ୍ଥା ପ୍ରସ୍ତାବ ପାଇଁ ଦାବି କରିଥିଲେ। ଏହି...

‘ପେଙ୍ଗଲ’ ପ୍ରଭାବରେ ବର୍ଷା, ଫସଲ ନଷ୍ଟ

ପୁରୁଷୋତ୍ତମପୁର,୩୦ା୧୧(ସିମାଞ୍ଚଳ ମିଶ୍ର):ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଘନୀଭୁତ ହୋଇ ଶୁକ୍ରବାର ମଧ୍ୟରାତି ଶନିବାର ଭୋର ବାତ୍ୟାର ରୂପ ନେଇ କାକାଇକାଲ ଓ ମହାବଳିପୁରମ ଉପକୂଳ ଦେଇ ସ୍ଥଳ ଭାଗ ଦେଇ ଅତିକ୍ରମ କରିବ ବୋଲି ପାଣିପାଗ ପୂର୍ବାନୁମାନ...

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର: ୩୦୬ପଞ୍ଜିକୃତ, ୧୫୮ ଜଣଙ୍କୁ ପ୍ରମାଣ ପତ୍ର ବଣ୍ଟନ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୯ା୧୧(ଅରୁଣ ସାହୁ/ମନୋରଞ୍ଜନ ରଣା):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ଶୁକ୍ରବାର ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ...

ସଜେଇ ହେଉଛି ହିଲ୍‌ଭିୟୁ ପାର୍କ: ବଦଳିଲା ଫାଟକର ରଙ୍ଗ

ଦାରିଙ୍ଗବାଡ଼ି,୨୯ା୧୧(ଅରୁଣ ସାହୁ):ଦାରିଙ୍ଗବାଡ଼ି ବ୍ଲକର ଅନେକ ପର୍ଯ୍ୟଟନକ୍ଷେତ୍ର ରହିଛି ତା ମଧ୍ୟରେ ପ୍ରମୁଖ ପର୍ଯ୍ୟଟନ କ୍ଷେତ୍ର ହିଲ୍‌ଭିୟୁ ପାର୍କ ଏବେ ସଜେଇ ହେଉଛି। ଜାତୀୟ ରାଜପଥ ଠାରୁ ପାର୍କ ପର୍ଯ୍ୟନ୍ତ ରାସ୍ତା ସମ୍ପ୍ରସାରଣ କରାଯିବା ସହ ପେଭେର ବ୍ଲକ ପକେଇ ଓସାରିଆ...

ନନ୍ଦନକାନନ ଆସିଲେ ୫ ଲକ୍ଷ୍ମୀପେଚା

ତ୍ରିଶୂଳିଆ,୩୦ା୧୧(ତୁଷାରକାନ୍ତ ବେହେରା):ସିଟି ଫରେଷ୍ଟ ଡିଭିଜନର ନନ୍ଦନକାନନ ଥାନା ଅଧୀନ ରଘୁନାଥପୁର ଅଞ୍ଚଳରୁ ଉଦ୍ଧାର ହୋଇଥିବା ୫ ଲକ୍ଷ୍ମୀପେଚାଙ୍କୁ ବନ ବିଭାଗ ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ହସ୍ତାନ୍ତର କରିଛି। ଏହି ଉଦ୍ଧାର ପେଚାଙ୍କ ମଧ୍ୟରେ ୩ ବଡ଼ ଓ ୨...

୯ ବର୍ଷର ନାବାଳିକାଙ୍କୁ ବଳାତ୍କାର କଲେ ଜେଜେବାପା: ବାନ୍ଧିଲା ପୋଲିସ

ପଟ୍ଟାମୁଣ୍ଡାଇ,୩୦ା୧୧(କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧୀନ ଏକ ଗ୍ରାମରେ ଜଣେ ୯ ବର୍ଷର ନାବାଳିକାଙ୍କୁ ଜଣେ ବୃଦ୍ଧ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଗ୍ରାମାଞ୍ଚଳ ଥାନା ପୋଲିସ ସମ୍ପୃକ୍ତ ବୃଦ୍ଧଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ...

ପ୍ରଥମକରି ଗାଁରେ ଜଳିଲା ବିଜୁଳି ଆଲୁଅ

ଉମରକୋଟ,୩୦।୧୧(ସନ୍ତୋଷ ଶତପଥୀ):ଦୀର୍ଘ ବର୍ଷ ପରେ ଉମରକୋଟ ବ୍ଲକ୍‌ର ୨ ଗାଁରେ ବିଦ୍ୟୁତ୍‌ ସଂଯୋଗ ହୋଇଛି। ଏହାକୁ ନେଇ ଉଭୟ ଗାଁର ଲୋକେ ବେଶ୍‌ ଖୁସି ଅଛନ୍ତି। ସୂଚନାନୁଯାୟୀ, ଉମରକୋଟ ବ୍ଲକ୍‌ ବକଦା ପଞ୍ଚାୟତର ଗଟିଗୁଡ଼ା ଓ କୋପେନା ଗ୍ରାମରେ ବିଦ୍ୟୁତ୍‌...

ଜଟଣୀ ଧରିତ୍ରୀ ଖବରଦାତାଙ୍କୁ ମରଣାନ୍ତକ ଆକ୍ରମଣ

ଖୋର୍ଦ୍ଧା,୩୦ା୧୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ଜଟଣୀ ଥାନା ଅଧୀନ ହାଟବଜାର ନିକଟରେ ଶୁକ୍ରବାର ଧରିତ୍ରୀ ଖବରଦାତା ରବୀନ୍ଦ୍ରନାଥ ମହାକୁଡ଼ଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ ସହ ମରଣାନ୍ତକ ଆକ୍ରମଣ ହୋଇଛି। ଏପରିକି ମୁଣ୍ଡରେ ବନ୍ଧୁକ ଲଗାଇବା ସହ ତାଙ୍କୁ ଏବଂ ପରିବାର...

ବବିଙ୍କ ଭାଇଙ୍କୁ ମିଳିଲା ଜାମିନ, ହେଲେ ଜେଲ୍‌ରୁ ମୁକୁଳିପାରିବେ ନାହିଁ

ଯାଜପୁର ଟାଉନ,୨୯ା୧୧(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ବିରଜା ହାଟ ମାମଲାକୁ ନେଇ ଯାଜପୁରରେ ରାଜନୈତିକ ହଟଚମଟ ବଢ଼ିବାକୁ ଲାଗିଥିବାବେଳେ ଶୁକ୍ରବାର ଯାଜପୁର ଜିଲା ଦୌରାଜଜ୍‌ ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ଭାଇ ଭବପ୍ରସାଦ ଦାସ (ଲଲ)ଙ୍କୁ ୪ ମାମଲା...

ଖଲ୍ଲିକୋଟରେ ୨୨ ଟିକିଆ ହାତୀପଲ ଆତଙ୍କ; ଉଜାଡ଼ୁଛନ୍ତି ଫସଲ, ଚିନ୍ତାରେ ଚାଷୀ

ଖଲ୍ଲିକୋଟ,୨୯।୧୧(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଅଞ୍ଚଳରେ ହାତୀ ପଲଙ୍କ ଉପଦ୍ରବ। ଦୁଇ ଦିନ ଧରି ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ଖୋଜାପଲ୍ଲୀ ଓ ଏହାର ଆଖପାଖ ବିଭିନ୍ନ ଗାଁ ମାନଙ୍କରେ ହାତୀ ଆତଙ୍କ ଖେଳାଇଥିବା ଦେଖିବାକୁ ମିଳିଛି। ଏହି...

୮ କୋଟିରୁ ଅଧିକ ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ଗଜପତି ପୋଲିସ

ମୋହନା,୨୯।୧୧( ମନ୍ମଥ ମିଶ୍ର ): ଗଜପତି ଜିଲା ଆରକ୍ଷୀ ଅଧିକ୍ଷକ ଜତିନ୍ଦ୍ର କୁମାର ପଣ୍ଡା ଙ୍କ ନିର୍ଦ୍ଦେଶ ରେ ଅପରେସନ ଗ୍ରୀନ କ୍ଲିନ୍‌ ଆରମ୍ଭ ହୋଇଛି। ଏହି କ୍ରମରେ ଜିଲାର ଅଡବା ଥାନା ଅଞ୍ଚଳରେ ବ୍ୟାପକ ଗଞ୍ଜେଇ ଗଛ କାଟି...

ଗଞ୍ଜାମର ପାଟପୁର ଥାନାକୁ ମିଳିଲା ଦେଶର ଶ୍ରେଷ୍ଠ ଥାନା ପୁରସ୍କାର

ଦିଗପହଣ୍ଡି,୨୯।୧୧(ଅଶେଷ ନାଥ ମିଶ୍ର): ସମଗ୍ର ଦେଶରେ ୨ୟ ଶ୍ରେଷ୍ଠ ଥାନା ଭାବେ ୨୦୨୪ ଆର୍ଥିକ ବର୍ଷ ପାଇଁ ଗଞ୍ଜାମ ଜିଲା ପାଟପୁର ଥାନାକୁ ପୁରସ୍କୃତ କରାଯାଇଛି। ଶୁକ୍ରବାର ଭୁବନେଶ୍ୱର ସ୍ଥିତ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଜାତୀୟ ସ୍ତରୀୟ ଡି.ଜି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri