ଆମ ଜିଲା ଖବର

ଖଟିଆରେ ଭରା ନଦୀ ପାର୍‌ ହେଲେ ରୋଗୀ

ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): ସରକାର କଳାହାଣ୍ଡିକୁ ଆକାଂକ୍ଷା ଜିଲା ଭାବେ ଘୋଷଣା କଲା ପରେ ମଧ୍ୟ ଆଜି ବି’ ଲୋକଙ୍କ ପାଖରେ ବିକାଶ ପହଞ୍ଚି ପାରିନାହିଁ। ଜିଲାର ଦୁର୍ଗମ ପାହାଡିଆ ଓ ବିଚ୍ଛିନ୍ନାଞ୍ଚଳରେ ବର୍ତ୍ତମାନ ବି’ ଆବଶ୍ୟକ ସୁବିଧା ସୁଯୋଗ...

ଅବ୍ୟବହୃତ ଅବସ୍ଥାରେ ୨୫ ଶୌଚାଳୟ

ରାୟଗଡ଼ା,୨୫।୯(ଆଶିଷ ରଞ୍ଜନ ପଣ୍ଡା):ଉନ୍ନତ ସହର ଭାବେ ୩ ଥର ପୁରସ୍କୃତ ହୋଇଥିବା ରାୟଗଡ଼ା ସହରରେ ଜନସାଧାରଣଙ୍କ ସୁବିଧା ନିମନ୍ତେ ପୌର ପରିଷଦ ପକ୍ଷରୁ ୨୫ଟି ଶୌଚାଳୟ ନିର୍ମାଣ କରାଯାଇଥିଲା। ନିର୍ମାଣ ହେବାର ବର୍ଷେ ବିତିଯାଇଥିଲେ ମଧ୍ୟ ସେଗୁଡ଼ିକ କାର୍ଯ୍ୟକ୍ଷମ ନ...

ଇଡିତାଲ ଚିତ୍ରରେ ଝଲସିବ କଳାର ଗାଁ ରିଞ୍ଜିତାଲ

ଗୁଣପୁର,୨୫।୯(ପ୍ରଦୀପ କୁମାର ପାଢ଼ୀ):ରାୟଗଡା ଜିଲା ଗୁଣପୁର ବ୍ଲକ୍‌ ପୁଟାସିଂ ଅଞ୍ଚଳରେ ବସବାସ କରୁଥିବା ଆଦିମ ଜନଜାତି ଲାଞ୍ଜିଆ ସୌରାଙ୍କ ଇଡିତାଲ ଚିତ୍ରକଳା ଜିଆଇ ଟ୍ୟାଗ୍‌ ପାଇଁ ମନୋନୀତ ହୋଇଥିବାରୁ କଳାର ଗ୍ରାମ ରିଞ୍ଜିତାଲ ଉତ୍ସବମୁଖର ହୋଇଉଠିଛି। ବିଘ୍ନନାଶ, ଗୃହଶାନ୍ତି ପାଇଁ...

ବୟସ ଷାଠିଏ ଅତିକ୍ରାନ୍ତ, ମିଳୁନି ଭତ୍ତା

ଦାରିଙ୍ଗବାଡି, ୨୫।୯ (ଅରୁଣ ସାହୁ): ବୟସ ୬୦ ଅତିକ୍ରାନ୍ତ କଲାଣି ଏକାଧିକ ଲୋକଙ୍କ ଅଣ୍ଟା ନଇଁ ଗଲାଣି, ଚାଲିବାକୁ ସାହାରା ଦରକାର ପଡୁଛି। ହେଲେ ଆଧାର କାର୍ଡରେ ବୟସ ସଠିକ ରହିଥିବା ବେଳେ ଭୋଟ ପରିଚୟ ପତ୍ରରେ ତ୍ରୁଟି ଯୋଗୁ...

ଦ୍ୱିତୀୟ ଶ୍ରେଷ୍ଠ ପଞ୍ଚାୟତରେ ଉନ୍ନୟନ କାର୍ଯ୍ୟ ଧିମା

ଭଞ୍ଜନଗର,୨୫ା୯(ବାବୁଲା ପ୍ରଧାନ):ସାମାଜିକ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଭଞ୍ଜନଗର ବ୍ଲକ କୁଲାଡ଼ ପଞ୍ଚାୟତ ଜାତୀୟସ୍ତରରେ ଦ୍ୱିତୀୟ ଶ୍ରେଷ୍ଠ ପଞ୍ଚାୟତ ଭାବେ ପୁରସ୍କୃତ ହୋଇଥିଲା। ପଞ୍ଚାୟତକୁ ୭୫ଲକ୍ଷ ଟଙ୍କା ପୁରସ୍କାର ରାଶି ମିଳିଥିଲା। ଏହାପରେ ରାଜ୍ୟ ସରକାର ମଧ୍ୟ ପୁରସ୍କାର...

କାମରେ ଲାଗୁନି ଜଳଯୋଗାଣ ପ୍ରକଳ୍ପ

ପାରଳାଖେମୁଣ୍ଡି,୨୫ା୯ (ଗିରିଧାରୀ ପରିଛା):ସବୁ ଲୋକଙ୍କୁ ପାଇପ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ଲକ୍ଷ୍ୟରେ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଅନେକ ସ୍ଥାନରେ ଏହି ପାନୀୟ ଜଳ ପ୍ରକଳ୍ପ କାମରେ ଆସୁନାହିଁ। କେଉଁଠି ପାଇପ ପୁରୁଣା...

୨୦୦ ବର୍ଷର ମନ୍ଦିରରେ ତାଲା

ବାହାନଗା,୨୫ା୯(ଅରୂପ୍‌ କୁମାର ଦାସ):ବାଲେଶ୍ୱର ଜିଲା ବାହାନଗା ବ୍ଲକ କଲ୍ୟାଣି ଗ୍ରାମରେ ଥିବା ୨ଶହ ବର୍ଷର ମା’ ଦୁର୍ଗା ମନ୍ଦିରରେ ବର୍ଷେ ହେଲା ବିବାଦ ଲାଗିରହି ତାଲା ପଡ଼ିଛି। ଦେବୋତ୍ତର କମିଶନରଙ୍କ ନିର୍ଦ୍ଦେଶ ପରେ ମଧ୍ୟ ମନ୍ଦିରରେ ତାଲା ଖୋଲୁନାହିଁ। ମନ୍ଦିର...

ପୋଲିସ କର୍ମଚାରୀଙ୍କ ଦାୟିତ୍ୱହୀନତା: ନାବାଳିକା ଅପହରଣ ଅଭିଯୁକ୍ତ ଫେରାର

ଦେବଗଡ଼,୨୫।୯(ଶଶାଙ୍କ ଶେଖର ଝାଙ୍କର ): ପୋଲିସ କର୍ମଚାରୀଙ୍କ ଅବହେଳା ଓ ଦାୟିତ୍ୱହୀନତା ଯୋଗୁ ଜଣେ ନାବାଳିକା ଅପହରଣ ଅଭିଯୁକ୍ତ ଦେବଗଡ ସ୍ବତନ୍ତ୍ର ଉପକାରାଗାର ସମ୍ମୂଖରୁ ଫେରାର ହୋଇଯାଇଥିବା ଜଣାପଡିଛି। ସୂଚନା ଅନୁଯାୟୀ କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ଏକ ନିର୍ଦ୍ଦିଷ୍ଟ ଗ୍ରାମର...

ଶ୍ରୀମନ୍ଦିର ୪ ଦ୍ୱାର ଖୋଲିବା ଦାବି ତେଜିଲା

ପୁରୀ, ୨୯ା୯(ଅଜିତ ମହାନ୍ତି):ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ୪ ଦ୍ୱାର ଖୋଲାଯିବାକୁ ଦୀର୍ଘଦିନ ହେବ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଦାବି ହୋଇଆସୁଛି। ମାତ୍ର ପ୍ରଶାସନ କର୍ଣ୍ଣପାତ କରୁନାହିଁ। ତେଣୁ ତୁରନ୍ତ ୪ ଦ୍ୱାର ଖୋଲିବା ଦାବି ନେଇ ଶ୍ରୀଜଗନ୍ନାଥ ସେନା ପକ୍ଷରୁ...

ପୂର୍ବତନ କଲେଜ ଅଧ୍ୟକ୍ଷଙ୍କ ନାଁରେ ଜମି ହଡ଼ପ ଅଭିଯୋଗ

ପଟ୍ଟାମୁଣ୍ଡାଇ ୨୫ା୯ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଦାଣ୍ଡିସାହି ବ୍ରାହ୍ମଣୀ କଲେଜ ଜମି ପୂର୍ବତନ ଅଧ୍ୟକ୍ଷ ଚଞ୍ଚକତା କରି ହଡପ କରିଥିବା ନେଇ କଲେଜକୁ ଜମି ଦାନ କରିଥିବା ପରିବାର ବର୍ତ୍ତମାନର ଅଧ୍ୟକ୍ଷଙ୍କ ନିକଟରେ ଶନିବାର ଲିଖିତ...

କେଲୁଅ ନଦୀବନ୍ଧ ରାସ୍ତା ଶୋଚନୀୟ

କାଏମା,୨୫ା୯(ଶିବପ୍ରସାଦ ମହାନ୍ତି):ଧର୍ମଶାଳା ବ୍ଲକ ଅଧୀନ ଉତ୍ତରପ୍ରତାପ ପଞ୍ଚାୟତର ଅଲଣି ସାହୁ ଗାଁ ନିକଟରୁ ଚାନ୍ଦମୋହିନୀ ଗ୍ରାମ ପର୍ଯ୍ୟନ୍ତ କେଲୁଅ ନଦୀବନ୍ଧ ରାସ୍ତା ଶୋଚନୀୟ ହେବାକୁ ଲାଗିଲାଣି। ଏବେ ବର୍ଷା ଦିନ ହୋଇଥିବାରୁ ବିଭିନ୍ନ ସ୍ଥାନରେ ଖାଲଖମା ସୃଷ୍ଟି ହୋଇଛି। ରାସ୍ତାର...

ସିସିଟିଭି ସ୍ଥାପନ ନିର୍ଦ୍ଦେଶକୁ ଅଣଦେଖା

ଯାଜପୁର,୨୫ା୯(ହର୍ଷବର୍ଦ୍ଧନ ବେହେରା):ବାଲି ଚୋରିକୁ ନିୟନ୍ତ୍ରଣ କରିବା ପାଇଁ ଏନ୍‌ଜିଟି (ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ) ପକ୍ଷରୁ ୨୦୨୨ ଅଗଷ୍ଟରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରାଯାଇଛି। ଉକ୍ତ ରାୟରେ ବାଲି ଖାଦାନଗୁଡ଼ିକର ପ୍ରସ୍ଥାନ ଓ ପ୍ରବେଶ ପଥ ତଥା ବାଲି ଶଯ୍ୟା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri