ଆମ ଜିଲା ଖବର

ଚୋରି ଗାଡ଼ି ଝାଡ଼ଖଣ୍ଡରୁ ମିଳିଲା

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ବିଭିନ୍ନ ସ୍ଥାନରୁ ଗାଡ଼ି ଚୋରି ହେବା ଗାଡ଼ି ମାଲିକଙ୍କ ମଧ୍ୟରେ ଆତଙ୍କ ଖେଳାଇ ଦେଇଛି। ମଙ୍ଗଳବାର ବିଳମ୍ବିତ ରାତିରେ ଚମ୍ପୁଆ ଥାନା ଅନ୍ତର୍ଗତ ରିମୁଳି ନିକଟରୁ ଏକ ୧୦ ଚକିଆ ଟ୍ରକରେ ଶୋଇଥିବା...

ରାଜପଥର ଡିସ୍‌ପ୍ଲେ ବୋର୍ଡ ଟାଣି ନେଲା ହାଇଓ୍ବା

ବଡ଼ବିଲ,୨୧ା୯(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଭଦ୍ରସାହି- ନାଲଦା ୧୦ନମ୍ବର ରାଜ୍ୟ ରାଜ୍ୟପଥ ଦେଇ ବେପରୁଆ ଭାରିଯାନ ଚାଳନା ମାତ୍ରାଧିକ ହୋଇଛି। ଅନେକ ସମୟରେ ଭାରିଯାନଗୁଡିକ ରାସ୍ତାର ଡିଭାଇଡରକୁ ଭାଙ୍ଗି ଡେଇଁ ଯାଉଥିବା ବେଳେ ଦ୍ରୁତଗତି ଯୋଗୁ...

ଚାଷୀଙ୍କୁ ମିଳିନି ଫସଲ ବୀମା ରାଶି, ଘେରିଲେ ସମବାୟ ସମିତି କାର୍ଯ୍ୟାଳୟ

ସିଂହପୁର,୨୧ା୯(ଅନଙ୍ଗ ଉଦୟ ବେଉରା): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ଜରି କୃଷିସେବା ସମବାୟ ସମିତି କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଶହଶହ ଚାଷୀ ଦୀର୍ଘ ୩ ଘଣ୍ଟା କାଳ ଘେରି ରହିଥିଲେ। ସୂଚନାଯୋଗ୍ୟ, ୨୦୨୩ ଖରିଫ ଋତୁ ଫସଲ କ୍ଷତି...

ବକେୟା ଦରମା ପ୍ରଦାନ ଦାବିରେ ଓଏଭି କର୍ମଚାରୀଙ୍କ ଧାରଣା

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ୯ଟି ବ୍ଲକରେ ଥିବା ୯ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀମାନେ ଦୀର୍ଘ ୭ ମାସରୁ ଊର୍ଦ୍ଧ୍ୱ ହେବ ସେମାନଙ୍କର ବକେୟା ଦରମା ଦେଉ ନ ଥିବା ଓ ଅଭିଯୋଗ କଲେ...

ନ୍ୟାୟ ପାଇଁ ଆନ୍ଦୋଳନ

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଗୁରୁବାରଠାରୁ ସଦର ଥାନା ଅନ୍ତର୍ଗତ ଗୋହାଲଡିହି ରେଲେଓ ସାଇଡିଂରେ ଗୋହାଲଡିହି ରେଲଓ୍ବେ ସାଇଡିଂ କଲ୍ୟାଣ ପରିଷଦ ପକ୍ଷରୁ କ୍ଷତିଗ୍ରସ୍ତ ପ୍ରଜାଙ୍କ ଗଣଧାରଣା ଆରମ୍ଭ ହୋଇଛି। ଗୋହାଲଡିହିର ଗାଁ ମୁଣ୍ଡ ଓ ରେଲଓ୍ବେ ସାଇଡିଂ ମୁଖ୍ୟ ରାସ୍ତା...

ଗଣଧାରଣା ପାଇଁ ବିଡିଓଙ୍କୁ ଦାବିପତ୍ର

ମୋରଡ଼ା,୨୧ା୯(ସ୍ମାରକ ମାଜୀ): ଚଳିତ ମାସ ୨୨ ତାରିଖରୁ ବିଧାନସଭା ସମ୍ମୁଖରେ ଏସ୍‌.ଇ.ଏମ୍‌ମାନେ କର ବା ମର ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଓଡ଼ିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ ସଂଘ ଡାକରା ଦେଇଛି। କାର୍ଯ୍ୟରତ ନଳକୂପ ମିସ୍ତ୍ରୀ ଓ ପମ୍ପ୍‌ଚାଳକମାନଙ୍କୁ ସର୍ବନିମ୍ନ ମଜୁରି...

ମାଂସ ଖାଇ ଗୋଟିଏ ପରିବାରର ୧୧ ଅସୁସ୍ଥ

ହାଟଡିହୀ,୨୧ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଆଇତିପୁର ପଞ୍ଚାୟତ ଅମୃତପୁର ଗ୍ରାମରେ ମାଂସ ଖାଇ ଗୋଟିଏ ପରିବାରର ୧୧ ଜଣ ଅସୁସ୍ଥ ହୋଇଛନ୍ତି। ସୂଚନାରୁ ଜଣାପଡ଼ିଛି ଯେ, ଗ୍ରାମର ଅନନ୍ତ ନାରାୟଣ ଦାଶଙ୍କ ପରିବାର ଲୋକ ବୁଧବାର ନିକଟସ୍ଥ...

ବିଦ୍ୟୁତ କର୍ମଚାରୀଙ୍କ ଆକ୍ରମଣରେ ମହିଳା ଆହତ ଘଟଣା: ୪ ଦଫା ଦାବି ନେଇ ଧାରଣାରେ ବସିଲେ ସମିତିସଭ୍ୟ

ସିମୁଳିଆ,୨୧ା୯(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅଧୀନ ପଙ୍ଗିଆ ଅଞ୍ଚଳର ସାବିତ୍ରୀ ମିଶ୍ର ନାମକ ଜଣେ ଉପଭୋକ୍ତାଙ୍କୁ ବିଦ୍ୟୁତ୍‌ କର୍ମଚାରୀ ଆକ୍ରମଣ କରିଥିଲେ। ଏହି ଘଟଣାରେ ୪ ଦଫା ଦାବି ନେଇ ଗୁରୁବାର ପୂର୍ବାହ୍ନ...

ବରଗଡ଼ରେ ଆୟକର ବିଭାଗ ପକ୍ଷରୁ ବଡ଼ଧରଣର ଚଢ଼ାଉ

ବରଗଡ଼,୨୧ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଗୁରୁବାର ସକାଳୁ କେନ୍ଦ୍ରୀୟ ଆୟକର ବିଭାଗ ପକ୍ଷରୁ ବଡ଼ଧରଣର ଚଢ଼ାଉ ଜାରି ରହିଛି। ଜିଲାର ବରଗଡ଼ ସହର ସମେତ ସୋହେଲା ଆଦି ଅଞ୍ଚଳର ପ୍ରାୟ ୮୦ ସ୍ଥାନରେ ଏହି ରେଡ୍‌ ଜାରି ରହିଛି। ବିପୁଳ ପରିମାଣରେ...

ବସ ଭଡ଼ା ନିର୍ଦ୍ଧାରିତ ଦରଠାରୁ ଅଧିକ ନେବାରୁ ଅସନ୍ତୋଷ: ଆନ୍ଦୋଳନ ପାଇଁ ଚେତାବନୀ

ଦାରିଙ୍ଗବାଡି,୨୧।୯(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଯାତାୟତ କରୁଥିବା ଯାତ୍ରୀବାହୀ ଘରୋଇ ଓ ସରକାରୀ ବସଗୁଡିକର ଦୌରାତ୍ମ୍ୟ ବୃଦ୍ଧି ପାଇଥିବା ଅଭିଯୋଗ ହୋଇଛି। ସରକାରଙ୍କ ନିର୍ଦ୍ଧାରିତ ଦର ଠାରୁ ଅଧିକ ଅର୍ଥ ଯାତ୍ରୀମାନଙ୍କଠାରୁ ସଂଗ୍ରହ କରାଯାଉଥିବା ନେଇ ଅଞ୍ଚଳରେ...

ସମସ୍ୟା ଘେରରେ ସିମନବାଡି ସ୍ବାସ୍ଥ୍ୟକେନ୍ଦ୍ର

ଦାରିଙ୍ଗବାଡି,୨୧।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ରହିଥିବା ସିମନବାଡି ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରଟି ନାହିଁ ନାହିଁରେ ଚାଲିଛି। ଆରୋଗ୍ୟ କେନ୍ଦ୍ରରେ ଦୈନିକ ଶତାଧିକ ରୋଗୀ ଚିକିତ୍ସା ପାଇଁ ଆସୁଛନ୍ତି। ସେମାନଙ୍କୁ ଆବଶ୍ୟକ ଇଞ୍ଜେକ୍ସନ, ସେଲାଇନ...

ଉଭୟ ପକ୍ଷର ୯ ଧରାପଡ଼ିଲେ

ପୁରୀ, ୨୧ା୯(ଅଜିତ୍‌ ମହାନ୍ତି): ଗଶେଣ ପୂଜାକୁ ନେଇ ମଙ୍ଗଳବାର ଅପରାହ୍ନରେ ସାମନ୍ତ ଚନ୍ଦ୍ରଶେଖର (ଏସ୍‌ସିଏସ୍‌) ସ୍ବୟଂଶାସିତ ମହାବିଦ୍ୟାଳୟ ସମ୍ମୁଖରେ ଛାତ୍ର ଏବଂ ଅଣଛାତ୍ରଙ୍କ ମଧ୍ୟରେ ଗୋଷ୍ଠୀ ସଂର୍ଘଷ ଘଟିଥିଲା। ଏହି ଘଟଣାରେ ଟାଉନ ଥାନା ପୋଲିସ ଉଭୟ ପକ୍ଷର ୯...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri