ଆମ ଜିଲା ଖବର

ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍‌ର ୨ୟ ଟ୍ରାଏଲ ରନ୍‌

ପୁରୀ,୨୧ା୯(ଅଜିତ୍‌ ମହାନ୍ତି)ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଅଁାଖାଇ ଅବସରରେ ବୁଧବାର ପୁରୀରୁ ରାଉଲକେଲାକୁ ବନ୍ଦେ ଭାରତ ଏକ୍ସପ୍ରେସ୍‌ର ଦ୍ୱିତୀୟ ଟ୍ରାଏଲ ରନ୍‌ ଅନୁଷ୍ଠିତ ହୋଇଛି। ଭୋର ୫ଟାରେ ଏହି ଟ୍ରେନ୍‌ ପୁରୀରୁ ବାହାରି ଅପରାହ୍ନ ୧୨ଟା ୪୫ ମିନିଟ୍‌ରେ ରାଉରକେଲାରେ ପହଞ୍ଚତ୍ଥିଲା।...

୪ ବର୍ଷ ପରେ ବି ବହୁ ଚାଷୀ ଉପେକ୍ଷିତ

ନୟାଗଡ,୨୧।୯(ଲୋକନାଥ ମିଶ୍ର) କାଳିଆ ଯୋଜନା ହେବାର ଇତିମଧ୍ୟରେ ବିତି ଯାଇଛି ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ । ହେଲେ ସବୁ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ଭୂମିହୀନ ଚାଷୀ ଯୋଜନାରେ ସାମିଲ ହୋଇ ପାରି ନ ଥିବା ଅଭିଯୋଗ...

କଳାହାଣ୍ଡିରେ ବଢୁଛି ଦାଦନ ଦୁଃଖ, ୪ ମାସରେ ଫେରିଲାଣି ୧୨ ଜଣଙ୍କ ମୃତଦେହ

ଭବାନୀପାଟଣା,୨୧।୯(ଉତ୍ତମ କୁମାର ଦାଶ): ଦାଦନକୁ ରୋକିବା ଓ ଶ୍ରମିକଙ୍କ ପାଇଁ ସରକାର ଅନେକ ଯୋଜନା ତିଆରି କରି କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ଏହା ପରେ କଳାହାଣ୍ଡି ଜିଲାରେ କମି ପାରୁନି ଦାଦନ ଦୁଃଖ। ଲୋକେ ଦାଦନ ଯାଇ...

ଗଞ୍ଜାମରେ ୩୦ ପ୍ରତିଶତ ଧାନରୁଆ ହୋଇନି

ଛତ୍ରପୁର,୨୧ା୯(ସନ୍ତୋଷ ପାଢୀ)ଗଞ୍ଜାମ ଜିଲାରେ ଗତ ୨ଦିନ ହେଲା ବର୍ଷା ଲାଗି ରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇଛି। ଚାଷକାର୍ଯ୍ୟ ପାଇଁ ଏହା ଭଲ ବୋଲି ଚାଷୀମାନେ କହୁଛନ୍ତି। ମାତ୍ର ଧାନଚାଷ ପାଇଁ ଯେଉଁ ସମୟରେ ବର୍ଷା ଓ ଜଳସେଚନର ଆବଶ୍ୟକତା ଥିଲା...

୧୬ବର୍ଷ ହେଲା ବଜାୟ ରହିଛି ପରମ୍ପରା

ବଲାଙ୍ଗୀର ଅଫିସ,୨୧ା୯(ବୀରେନ୍ଦ୍ର ଝାଙ୍କର): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା ତାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା ପୁଇଁତଲା ବ୍ଳକ ମହୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଶିରାବାହାଲ ଗ୍ରାମବାସୀ। ଗତ ୧୬ବର୍ଷ ହେଲା ଏହି ଗ୍ରାମବାସୀ...

୨୪ ଘଣ୍ଟା ପରେ ୩ ମତ୍ସ୍ୟଜୀବୀଙ୍କ ମିଳିନି ସନ୍ଧାନ

ପାରାଦୀପ, ୨୧ା୯(ଶରତ ରାଉତ)ପାରାଦୀପ ମାଛଧରା ବନ୍ଦର ପାଖ ମହାନଦୀ ମୁହାଣରେ ମଙ୍ଗଳବାର ବୋଟ୍‌ ବୁଡ଼ି ଘଟଣାରେ ନିଖୋଜ ଥିବା ୩ ମତ୍ସ୍ୟଜୀବୀଙ୍କ ସନ୍ଧାନ ବୁଧବାର ସା ସୁଦ୍ଧା ମିଳିନାହିଁ। ସେହି ନିଖୋଜଙ୍କୁ ଖୋଜିବା ପାଇଁ ବୁଧବାର ସମୁଦ୍ରରେ କୋଷ୍ଟଗାର୍ଡ ପକ୍ଷରୁ...

ବନ୍ଦେ ଭାରତ ଏକ୍ସପ୍ରେସ୍‌ର ଟ୍ରାଏଲ ରନ୍‌

ରାଉରକେଲା,୨୧ା୯(ଦିନେଶ ମିଶ୍ର): ପୁରୀ-ରାଉରକେଲା ମଧ୍ୟରେ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଟ୍ରେନ୍‌ର ଟ୍ରାଏଲ୍‌ ରନ୍‌ ବୁଧବାର ସଫଳତା ସହ ସମ୍ପନ୍ନ ହୋଇଛି। ଏହା ସକାଳ ୫ଟାରେ ପୁରୀ ଷ୍ଟେସନ ଛାଡି ମଧ୍ୟାହ୍ନ ୧୨ଟା ୪୫ରେ ରାଉରକେଲା ରେଳ ଷ୍ଟେଶନରେ ପହଞ୍ଚତ୍ବାର ଥିଲା।...

ଜିଲାରେ ଚକ୍ରାକାର ଧଳାମାଛି ଆତଙ୍କ

କେନ୍ଦ୍ରାପଡ଼ା, ୨୧ା୯(ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାରେ ଧଳା ମାଛି ଓ ଗଛରେ ଧଳା ଫିମ୍ପି ଚାଷୀଙ୍କ ପାଇଁ ଆଶଙ୍କାର କାରଣ ସାଜିଛି। ପ୍ରଥମେ ନଡ଼ିଆ ଗଛ ପତ୍ରରେ ଧଳା ଫିମ୍ପି ଦେଖାଦେଉଥିଲା। ଏବେ କଦଳୀ ଗଛଠାରୁ ଆରମ୍ଭକରି ପନିପରିବା ଗଛରେ ଏହି...

ଗାଁ ଦାଣ୍ଡରେ ନୂଆଁଖାଇଲେ ୧୬୩ ପରିବାର

ସୁନ୍ଦରଗଡ,୨୧ା୯(ଜୟ ନାରାୟଣ ମେଣ୍ଡୁଳି): ଖରା, ବର୍ଷା, ଶୀତ, କାକରରେ ହାଡ଼ଭଙ୍ଗା ପରିଶ୍ରମ କରି ମାଟି ମା’ରୁ ଉତ୍ପାଦିତ ପ୍ରଥମ ଶସ୍ୟକୁ ସମ୍ମାନ ଦେବାର ପର୍ବ ହେଉଛି ନୂଆଁଖାଇ। ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ହସ ଉଲ୍ଲାସରେ ଏହି ଗଣପର୍ବକୁ...

ବିଲୁପ୍ତର ଦ୍ୱାରଦେଶରେ ଭାଗବତ ମୁଣ୍ଡିଆ

ଖଣ୍ଡପଡ଼ା,୨୧ା୯(ଅଜୟ କୁମାର ମହାରଣା): ବିଲୁପ୍ତର ଦ୍ୱାରଦେଶରେ ପହଞ୍ଚିଥିବା ଭାଗବତ ମୁଣ୍ଡିଆର ସୁରକ୍ଷା ଦିଗରେ ପ୍ରଶାସନ ଦୃଷ୍ଟି ଦେବାକୁ ସ୍ଥାନୀୟ ଅଞ୍ଚଳର ବିଶିଷ୍ଟ ପରିବେଶବିତ୍‌ ତଥା ଗଛସାର ଭାବେ ପରିଚିତ ଅନ୍ତର୍ଯ୍ୟାମୀ ସାହୁ ନୟାଗଡ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।   ...

ଜଙ୍ଘାବଡ଼ଦେଓଙ୍କ ପୀଠରେ ସ୍ବତନ୍ତ୍ର ତିଥିରେ ଲାଗିହୁଏ ନବାନ୍ନ

ଜନଜାତି ପରମ୍ପରାର ସମୃଦ୍ଧ ଜିଲା ସୁନ୍ଦରଗଡ଼। ଜିଲାର ସାମାଜିକ ଓ ସାଂସ୍କୃତିକ ଭାବଧାରାରେ ଜନଜାତି ଗୋଷ୍ଠୀଙ୍କ ପରମ୍ପରା,ଐତିହ୍ୟ, ଧର୍ମୀୟ ଭାବନା ଏହି ଅଞ୍ଚଳର ସ୍ବତନ୍ତ୍ର ସଂସ୍କୃତି ଭାବେ ପ୍ରସିଦ୍ଧି ଲାଭ କରିଛି। ପ୍ରକୃତି ଓ ପରମ୍ପରାର ପାର୍ବଣ ନୂଆଁଖାଇରେ ନିଜର...

ସେମିଳିଗୁଡ଼ାରେ ଚନ୍ଦ୍ରୟାନ-୩ ମେଢ଼କୁ ନେଇ ଚର୍ଚ୍ଚା

କୋରାପୁଟ,୨୧ା୯(ଅମିତାଭ ବେହେରା: କୋରାପୁଟ ଜ଼ିଲା ସେମିଳିଗୁଡା ସହରରେ ବିଶ୍ୱକର୍ମା ପୂଜା ଅବସରରେ ନନ୍ଦପୁର ରୋଡରେ ଥିବା ମହାରଣା ଗ୍ଲାସ ହାଉସଠାରେ ଚଳିତ ବର୍ଷ ହୋଇଥିବା ବିଶ୍ୱକର୍ମା ପୂଜା ମଣ୍ଡପ ଚର୍ଚ୍ଚାକୁ ଆସିଛି। ଏହି ମଣ୍ଡପ ଚନ୍ଦ୍ରୟାନ-୩ ଆକାରରେ ନିର୍ମିତ ହୋଇଛି।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri