ଆମ ଜିଲା ଖବର

ଶିଶୁଶ୍ରମ ଉଦ୍ଧାରକାରୀ ଡିଟିଏଫ୍‌ ନିଷ୍କ୍ରିୟ

ଯାଜପୁର,୧୮ା୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ ଶିଶୁ ଶ୍ରମିକ ସଂଖ୍ୟା ମାତ୍ରାଧିକ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଅଧାରୁ ପାଠ ଛାଡ଼ି ପିଲାମାନେ ଶ୍ରମିକ ସାଜୁଛନ୍ତି। ଅନ୍ୟପକ୍ଷେ ଜିଲା ଶିକ୍ଷା ବିଭାଗ ପକ୍ଷରୁ ଅଧାରୁ ପାଠ ଛାଡୁଥିବା ପିଲାମାନଙ୍କୁ ନିକଟସ୍ଥ ସ୍କୁଲରେ...

୨ ବିରଳ ପ୍ରଜାତିର ସାପ

ଯୋଡ଼ା,୧୮ା୯(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସହରରେ ଯୋଡ଼ା-ଭୂୟାଁ ବସ୍ତି ନିକଟରୁ ଏକ ବିଲୁପ୍ତ ପ୍ରଜାତିର ବିରଳ ସାପ ଶନିବାର ଉଦ୍ଧାର ହୋଇଛି। ସାପଟିର ନାମ ଅରନେଟ୍‌ ଫ୍ଲାଇଂ ସ୍ନେକ୍‌ ବା ଉଡ଼ନ୍ତା ସାପ। ସାପଟି ଦେଖିବା ପାଇଁ ବହୁ...

ସ୍ବାମୀଙ୍କ ଅନ୍ତିମ ସଂସ୍କାର ବେଳେ ସ୍ତ୍ରୀଙ୍କ ମୃତ୍ୟୁ

ବେଲଗୁଣ୍ଠା,୧୮ା୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ବରପଲ୍ଲୀ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ସ୍ବାମୀଙ୍କ ଜୁଇ ନ ଲିଭୁଣୁ ଦୁଃଖରେ ମ୍ରିୟମାଣ ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ପରେ ଏକାଠି ଦମ୍ପତିଙ୍କ ଜୁଇ ଜଳିଛି। ବେଲଗୁଣ୍ଠା ବ୍ଲକ...

କାଗଜରେ ୫ ଫୁଟ୍‌ର ଗଣେଶ ମୂର୍ତ୍ତି

ରାଇରଙ୍ଗପୁର,୧୮ା୯ (ମନୋରଞ୍ଜନ ତିରିଆ): ମଙ୍ଗଳବାର ଶ୍ରୀଗଣେଶ ଚତୁର୍ଥୀ। ବିଭିନ୍ନ କ୍ଲବ୍‌, ସାହି ପକ୍ଷରୁ ଗଣେଶଙ୍କ ପ୍ରତିମୂର୍ତ୍ତି ନିର୍ମାଣ ଚାଲିଛି। ସାଧାରଣତଃ ବିଭିନ୍ନ ଶିକ୍ଷାନୁଷ୍ଠାନ ବିଦ୍ୟାଳୟ, ମହାବିଦ୍ୟାଳୟରେ ପୂଜା ପାଉଥିବା ଗଣେଶଙ୍କ ମୂର୍ତ୍ତି ମାଟି, ନଡ଼ାରେ ନିର୍ମିତ ହୋଇଥାଏ। ଏହାକୁ ପୂଜା...

ଗୋଡ଼ାଇ ଗୋଡ଼ାଇ ଗଞ୍ଜେଇ ଧରିଲା ପୋଲିସ

ଚିତ୍ରକୋଣ୍ଡା,୧୭।୯: ଫିଲ୍ମ ଷ୍ଟାଇଲରେ ଗାଡ଼ିକୁ ଗୋଡ଼ାଇ ଗୋଡ଼ାଇ ଗଞ୍ଜେଇ ଜବତ କରିଛି ଚିତ୍ରକୋଣ୍ଡା ପୋଲିସ। ଚିତ୍ରକୋଣ୍ଡା ଥାନା ଅଧିକାରୀ ମୁକୁନ୍ଦ ମେଲେକାଙ୍କ ସୂଚନା ମୁତାବକ, ଶନିବାର ବିଳମ୍ବିତ ରାତିରେ ଆନ୍ଧ୍ର-ଓଡ଼ିଶା ସୀମାରେ ଓଡ଼ିଶା ପୋଲିସ ପାଟ୍ରୋଲିଂ କରୁଥିଲା। ସେତିକିବେଳେ ଏକ...

ମଣ୍ଡପ ବୁଲି ବିଶ୍ୱକର୍ମାଙ୍କୁ ଦର୍ଶନ କଲେ ଶ୍ରଦ୍ଧାଳୁ

କେନ୍ଦୁଝର,୧୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ରବିବାର ବିଶ୍ୱକର୍ମା ପୂଜା ଆରମ୍ଭ ହୋଇଛି। ବିଶେଷକରି ବିଦ୍ୟୁତ୍‌ ବିଭାଗ, ସରକାରୀ ଏବଂ ଘରୋଇ ବସ ସଂଘ, ଟ୍ୟାକ୍ସି, ଅଟୋ ସଂଘ, ଗ୍ୟାରେଜ ଆଦିରେ ଦେବ ଶିଳ୍ପୀଙ୍କୁ ପୂଜା କରାଯାଇଥିଲା। ଜିଲାର ବିଭିନ୍ନ...

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଜଗନ୍ନାଥ ମନ୍ଦିରରେ ପ୍ରଦୀପ ପ୍ରଜ୍ବଳନ

ରାଇକିଆ,୧୭।୯(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଭାରତୀୟ ଜନତା ପାର୍ଟି କନ୍ଧମାଳ ଓବିସି ମୋର୍ଚ୍ଚା ପକ୍ଷରୁ ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନା ସମ୍ପର୍କିତ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପଣ କାର୍ଯ୍ୟକ୍ରମର ସିଧା ପ୍ରସାରଣର ବ୍ୟବସ୍ଥା କରାଯିବା ସହ...

ବିଭିନ୍ନ ସ୍ଥାନରେ ବିଶ୍ୱକର୍ମା ପୂଜା: ଜମିଲା ସାଂସ୍କୃତିକ କାର୍ଯ୍ୟକ୍ରମ

କର୍ଲାମୁଣ୍ଡା,୧୭।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ବିଶ୍ୱକର୍ମା ପୂଜା ପାଳିତ ହୋଇଯାଇଛି। ଏହି ଅବସରରେ ବ୍ଲକ ସଦରସ୍ଥିତ ମାର୍କେଟ କମ୍ପ୍ଲେକ୍ସଠାରେ ଆୟୋଜିତ ବିଶ୍ୱକର୍ମା ପୂଜାରେ କର୍ତ୍ତା ଭାବେ ରାମଚନ୍ଦ୍ର ଚୌଧୁରୀ ଓ ତାଙ୍କ...

ଦେବ ଶିଳ୍ପୀଙ୍କୁ ଆବାହନ

ପୁରୁଷୋତ୍ତମପୁର,୧୭।୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବିଶ୍ବକର୍ମାଙ୍କ ପୂଜା ରବିବାର ପାଳିତ ହୋଇଯାଇଛି। ଏହି ଅବସରରେ ରଥସାହିରେ ଥିବା ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟରେ ମହାସମାରୋହରେ ଦେବ ଶିଳ୍ପୀଙ୍କୁ ପୂଜା କରାଯାଇଥିଲା। ଏପରି କି ଜନସ୍ବାସ୍ଥ୍ୟ ବିଭାଗ, ବଢେଇ କୁଳରେ ରୀତିନୀତି...

ପରିସ୍ରାଗାର ପାଲଟିଛି ମୃଣ୍ମୟ ମୂର୍ତ୍ତିଙ୍କ ଗୋଦାମ ଘର, କାର୍ଯ୍ୟାନୁଷ୍ଠାନ ଦାବି

କେନ୍ଦୁଝର,୧୭ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲାପାଳଙ୍କ କାଯର୍‌ୟାଳୟ ପରିସରରେ ଥିବା ଶୌଚାଳୟରେ ବିଶ୍ୱକର୍ମା ଓ ଗଣେଶ ପୂଜା ପାଇଁ ବାହାରୁ ମୃଣ୍ମୟ ମୂର୍ତ୍ତି ଆଣି ବିକ୍ରି କରୁଥିବା ଜଣେ ବ୍ୟବସାୟୀଙ୍କ କବ୍‌ଜାରେ ରହିଛି। ଉକ୍ତ ଅପରିଷ୍କାର ପରିସ୍ରାଗାରରେ ବାହାରୁ ଆଣିଥିବା ମୂର୍ତ୍ତିଗୁଡ଼ିକୁ...

ଯୋରନ୍ଦା ଉତ୍ସବ ମୁଖର, ଲାଗିହେଲା ନବାନ୍ନ ଭୋଗ

ଢେଙ୍କାନାଳ,୧୭ା୯(ରତନ ନାୟାର): ଢେଙ୍କାନାଳ ଜିଲା ବିଶ୍ୱ ପ୍ରସିଦ୍ଧ ଧର୍ମପୀଠ ମହିମା ଗାଦି ଯୋରନ୍ଦାରେ ନବାନ୍ନ ଉତ୍ସବ ରବିବାର ପାଳିତ ହୋଇଯାଇଛି। ନବାନ୍ନ ଉତ୍ସବ ପାଇଁ ଯୋରନ୍ଦାରେ ଜିଲାର ବିଭିନ୍ନ ଅଞ୍ଚଳ ସମେତ ମୟୂରଭଞ୍ଜ, କଟକ, ଜଗତସିଂହପୁର, କେନ୍ଦୁଝର, ଅନୁଗୋଳ, ସମ୍ବଲପୁର...

ବଜ୍ରପାତରେ ଚାଲିଗଲା ୧୩ ଗୋରୁଙ୍କ ଜୀବନ

ଢେଙ୍କାନାଳ,୧୭ା୯(ରତନ ନାୟାର): ଢେଙ୍କାନାଳ ଜିଲା ସଦର ବ୍ଲକ ଆରଦା ଗ୍ରାମରେ ରବିବାର ମଧ୍ୟାହ୍ନରେ ବଜ୍ରପାତ ଘଟି ୧୩ଟି ଗୋରୁଙ୍କ ମୃତ୍ୟୁ ହୋଇଛି। ବର୍ଷା ହେଉଥିବା ବେଳେ ଗୋରୁପଲ ଏକ ପଡ଼ିଆ ନିକଟରେ ଥିବା ଗଛ ତଳେ ଆଶ୍ରୟ ନେଇଥିଲେ। ଏହି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri