ଆମ ଜିଲା ଖବର

୪ ଘର ଭାଙ୍ଗିଲେ ହାତୀପଲ

ପାଟଣା,୧୫ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନରେ ୨୨ ଟିକିଆ ବଣୁଆ ଝାଡ଼ଖଣ୍ଡି ହାତୀପଲ ଗୁରୁବାର ରାତିରେ ପାଟଣା ରେଞ୍ଜ ଛାଡ଼ି କରଞ୍ଜିଆ ରେଞ୍ଜ ବଡ଼ ଦେଉଳି ଜଙ୍ଗଲରେ ଡେରା ପକାଇଛନ୍ତି। ଏଥିସହ ଏହି ହାତୀପଲ ଉପଦ୍ରବରେ...

ନିମ୍ନମାନର ଛତୁଆକୁ ନେଇ ଅସନ୍ତୋଷ

ରାଉରକେଲା,୧୫।୯(ଦିନେଶ ମିଶ୍ର): କୋମଳମତି ଶିଶୁମାନଙ୍କ ମାନସିକ, ଶାରିରୀକ ଓ ବୌଦ୍ଧିକ ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମନ୍ବିତ ଶିଶୁ ବିକାଶ ଯୋଜନା କାର୍ଯ୍ୟକାରୀ କରାଯାଇଛି। ଏହି କ୍ରମରେ ରାଉରକେଲା ସହରରେ ଥିବା ୪୦ଟି ୱାର୍ଡର ବିଭିନ୍ନ ସ୍ଥାନରେ ଅଙ୍ଗନଓ୍ବାଡି...

ଧୀରେ ଧୀରେ କମିଲାଣି ସୁସ୍ବାଦୁ ଜମିମାଛ

ନନ୍ଦାହାଣ୍ଡି,୧୫।୯ (ପ୍ରତୀପ କୁମାର ଦାଶ): ନବରଙ୍ଗପୁର ଜିଲାରେ ପ୍ରତିବର୍ଷ ସାଧାରଣତଃ ଜୁଲାଇ, ଅଗଷ୍ଟ ଓ ସେପ୍ଟେମ୍ବରରେ ପ୍ରବଳ ବର୍ଷା ହୁଏ। ଏହି ବର୍ଷାଜଳରେ ଚାଷ କାମ କରାଯାଏ। ଧାନ ରୁଆ ସରିବା ପରେ ବର୍ଷା ଯୋଗୁ ଉପରମୁଣ୍ଡର ପାଣି ତଳକୁ...

ଦାଦନ ଯାଇ ବଳିପଡିଲା ଦୁଃଖ

ନନ୍ଦପୁର,୧୫ା୯ (ଶଙ୍କର ପୂଜାରୀ): ୧୩ବର୍ଷ ତଳେ ପରିବାରର ଆର୍ଥିକ ଦୁର୍ଗତି ଯୋଗୁ ରୋଜଗାର ଖୋଜିବାକୁ ଆନ୍ଧ୍ର ଅଞ୍ଚଳକୁ ଗ୍ରାମର କିଛି ମହିଳାଙ୍କ ସହ ଦାଦନ ଖଟିବାକୁ ଯାଇଥିଲେ ମେଡିପୁଟ ଗ୍ରାମର ରାଧା ଜାନି। ସେଠାରେ ଆନ୍ଧ୍ର ଅଞ୍ଚଳର କ୍ରିଷ୍ଣା ନାମୀ...

ଲଗାଣ ବର୍ଷାରେ ଧୋଇଗଲା ପୋଲ, ୧୦ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କୋଟଗଡ଼,୧୫ା୯(ସରୋଜ ବଳିୟାରସିଂ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ କୁର୍ତ୍ତମଗଡ଼ଠାରୁ କରକୁଡୁପା ଭାୟା ଡାଙ୍ଗେସିଗୁଡ଼ାକୁ ସଂଯୋଗ କରୁଥିବା ରାସ୍ତାରେ ଥିବା ଅସ୍ଥାୟୀ ପୋଲ ଧୋଇ ହୋଇଯାଇଛି। ଫଳରେ ୧୦ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ପୂର୍ବରୁ ମଧ୍ୟ ଲଗାଣ ବର୍ଷାରେ ଏହି...

ଭାଙ୍ଗିଲା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ଫୁଲବାଣୀ,୧୫ା୯(ରାକେଶ କୁମାର ରାଉତ)/ଫିରିଙ୍ଗିଆ,(ବିକ୍ରମ ଦିଗାଲ): କନ୍ଧମାଳ ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି ରହିଥିବା ବେଳେ ଫିରିଙ୍ଗିଆ ବ୍ଲକରେ ବର୍ଷାର ପ୍ରଭାବ ଅଧିକ ପରିଲକ୍ଷିତ ହୋଇଛି। ବର୍ଷାରେ ଲୋକଙ୍କ ସ୍ଥିତି ବେହାଲ ହୋଇଛି। କିଛି ସ୍ଥାନରେ ପୋଲ ଭାଙ୍ଗିବା...

ପ୍ରଧାନ ଶିକ୍ଷକ, ୨ କର୍ମଚାରୀଙ୍କ ଦରମା ବନ୍ଦ

କେନ୍ଦୁଝର,୧୫ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର (ପିଏଆଇଟିଡିଏ) ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ ତପନ କୁମାର ନାୟକ ଗୁରୁବାର ଅଚାନକ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ପରିଚାଳିତ ୨ ଆଶ୍ରମ ସ୍କୁଲ ପରିଦର୍ଶନ କରିଛନ୍ତି। କାର୍ଯ୍ୟରେ...

ପାଇପ୍‌ ବିଛାଇବା ନାଁରେ କଂକ୍ରିଟ ରାସ୍ତା ନଷ୍ଟ

ଖଇରା,୧୫ା୯(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ କୁପାରୀ ପଥୁରିଆ ଅଞ୍ଚଳରେ ମେଗା ପାନୀୟଜଳ ପ୍ରକଳ୍ପ କାର୍ଯ୍ୟ ଚାଲୁଥିବା ବେଳେ ପାଇପ୍‌ ବିଛା କାମ ପାଇଁ କଂକ୍ରିଟ ରାସ୍ତା ନଷ୍ଟ କରାଯାଉଥିବା ଏବଂ ମାସ ମାସ ଧରି ମରାମତି...

ଡିସ୍‌ଚାର୍ଜ ପିଟିଶନ ଖାରଜ, ଚାର୍ଜଫ୍ରେମ ଦାଖଲ

ସମ୍ବଲପୁର,୧୫ା୯(ଶୁଭାଶିଷ ପାଢ଼ୀ):ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ହତ୍ୟା ମାମଲାରେ ଗୁରୁବାର ଝାରସୁଗୁଡ଼ା ଅତିରିକ୍ତ ଜିଲା ଜଜ୍‌କୋର୍ଟରେ ଅଭିଯୁକ୍ତ ବହିଷ୍କୃତ ପୋଲିସ ଏଏସ୍‌ଆଇ ଗୋପାଳ ଦାସଙ୍କୁ ହାଜର କରାଯାଇଥିଲା। କୋର୍ଟରେ ପୂର୍ବରୁ ଆବେଦନ କରାଯାଇଥିବା ଡିସ୍‌ଚାର୍ଜ ପିଟିଶନ ଉପରେ ଶୁଣାଣି...

୧୪୬ ଅଙ୍ଗନୱାଡି କେନ୍ଦ୍ରରେ ନାହିଁ ନିଜସ୍ବ ଗୃହ

ଧାମନଗର,୧୫।୯(ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ବ୍ଲକରେ ୧୪୬ଟି ଅଙ୍ଗନୱାଡି କେନ୍ଦ୍ରର ନିଜସ୍ବ ଗୃହ ନାହିଁ। ଘର ନ ଥିବାରୁ ପିଲାମାନେ କେଉଁଠି ବାରଣ୍ଡାରେ ତ ଆଉ କେଉଁଠି ଅଙ୍ଗନୱାଡି କର୍ମୀଙ୍କ ଘରେ ପାଠ ପଢ଼ୁଛନ୍ତି। ସେହିପରି ଆଉ...

ଯୋଡ଼ାରେ ଚିନ୍ତା ବଢ଼ାଇଲାଣି ଡେଙ୍ଗୁ

ଯୋଡ଼ା,୧୫ା୯(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଖଣି ଅଞ୍ଚଳରେ ଡେଙ୍ଗୁ କାୟା ବିସ୍ତାର କରିଛି। ବର୍ତ୍ତମାନ ସୁଦ୍ଧା ଶତାଧିକ ଲୋକ ଆକ୍ରାନ୍ତ ହୋଇ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଏପରି କି ଡେଙ୍ଗୁରେ ଜୁରୁଡ଼ି ଅଞ୍ଚଳର ଜଣକର ମୃତ୍ୟୁ ଘଟିଛି।...

ବିଜେଡି ଟିକେଟ ଦୌଡ଼ରେ ମନ୍ମଥ ମିଶ୍ର

ଭୋଗରାଇ,୧୫ା୯(ପ୍ରଦୀପ ଦାସ): ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ମନ୍ମଥ ମିଶ୍ର ଭୋଗରାଇ ନିର୍ବାଚନମଣ୍ଡଳୀ ବିଜେଡି ଟିକେଟ ଦୌଡ଼ରେ ସାମିଲ ହୋଇଛନ୍ତି। ଏହି ନିର୍ବାଚନ ମଣ୍ଡଳୀର ବରିଷ୍ଠ ବିଜେଡି ନେତା ତଥା ବିଧାୟକ ଅନନ୍ତ ଦାସ ବୟସାଧିକ୍ୟ କାରଣରୁ ଆସନ୍ତା ନିର୍ବାଚନରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri