ଆମ ଜିଲା ଖବର

ରେଳଲାଇନରେ ଖସିଲା ପଥର, ମାଟି ଅତଡ଼ା

ରାୟଗଡ଼ା,୧୪।୯(ଆଶିଷ ରଞ୍ଜନ ପଣ୍ଡା)ରାୟଗଡ଼ା ଜିଲାରେ ବୁଧବାର ପ୍ରବଳ ବର୍ଷା ଯୋଗୁ ରାଉଳି ଓ ଲେଲିଗୁମା ରେଳ ଷ୍ଟେଶନ ମଧ୍ୟରେ ବୁଧବାର ସକାଳ ପ୍ରାୟ ୯ଟା ୩୦ ମିନିଟ୍‌ରେ ଭୂସ୍ଖଳନ ଘଟିଛି। ପାହାଡ଼ରୁ ପଥର ଓ ମାଟି ଅତଡା ଖସି କୋରାପୁଟ-ରାୟଗଡ଼ା...

ପଥର ତଳେ ଚାପିହୋଇ ୨ ଭାଇଙ୍କ ମୃତ୍ୟୁ

ଦିଗପହଣ୍ଡି, ୧୪।୯ (ଅଶେଷ ନାଥ ମିଶ୍ର)ପଥର ଖାଦାନରେ କାମ କରୁଥିବା ବେଳେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପିଲିକାଢ଼ିହ ଗ୍ରାମର ଦୁଇ ସମ୍ପର୍କୀୟ ଭାଇଙ୍କ ମୃତ୍ୟୁ ଘଟିଛି। ବୁଧବାର ସନ୍ଧ୍ୟାରେ ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ମହୁରୀକାଳୁଆ ଛକ ନିକଟରେ...

ଲାଇଫ୍‌ ଜ୍ୟାକେଟ୍‌ ବିନା ନୌଚଳାଚଳ

କେନ୍ଦ୍ରାପଡ଼ା ଜିଲାରେ ୭ ନଦୀ ଏବଂ ୨୭ ନାଳ ରହିଛି। ଏହି ସବୁ ନଦୀ, ନାଳ ଘେରରେ ଥିବା ୧୭ ପଞ୍ଚାୟତକୁ ସଂଯୋଗ ପାଇଁ ସେତୁ ନାହିଁ। ଡଙ୍ଗା ଦ୍ୱାରା ଯାତାୟାତ ଚାଲିଛି। ସେହି ପରିମାଣରେ ଡଙ୍ଗାବୁଡ଼ି ଘଟଣା ବାରମ୍ବାର...

ଭୁଶୁଡ଼ିଲା ଶ୍ରେଣୀଗୃହ

ବାଲିଗୁଡ଼ା,୧୩ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ଅନ୍ତର୍ଗତ ସିନ୍ଦ୍ରିଗାଁ ପଞ୍ଚାୟତର କିଲୁପଡ଼ାରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀ ଗୃହ ଭୁଶୁଡ଼ି ପଡ଼ିଛି। ମାତ୍ର ଅଳ୍ପକେ ମୃତ୍ୟୁ ମୁଖରୁ ବର୍ତ୍ତି ଯାଇଛନ୍ତି ୨୮ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର। ବୁଧବାର...

ରାଇସ୍‌ ମିଲ୍‌ ବନ୍ଦ ଦାବିରେ ରାସ୍ତାରୋକୋ

ଡୁଙ୍ଗୁରିପାଲି,୧୩ା୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି -ରାମପୁର ରାସ୍ତାର ଲଙ୍ଗଳକଣ୍ଟା ଛକରେ ରାଇସ ମିଲ୍‌ ନିର୍ମାଣ ବନ୍ଦ ଦାବି ନେଇ ଲଙ୍ଗଳକଣ୍ଟାର ଶତାଧିକ ଗ୍ରାମବାସୀ ବୁଧବାର ଲଙ୍ଗଳକଣ୍ଟା ଛକ ରାସ୍ତା ଉପରେ ଧାରଣା ଦେଇଥିଲେ। ସୂଚନାନୁସାରେ, ଡୁଙ୍ଗୁରିପାଲି ବ୍ଲକ ଲଙ୍ଗଳକଣ୍ଟା...

ଏକାସାଙ୍ଗରେ ଆକ୍ରମଣ କଲେ ୩ ଭାଲୁ, ଚାଲିଗଲା ଚାଷୀଙ୍କ ଜୀବନ

କଣ୍ଟିପାଳ,୧୩ା୯(ସୁଶାନ୍ତ କୁମାର ସାହୁ): ଆନନ୍ଦପୁର ବ୍ଲକ ମନୋହରପୁର ପଞ୍ଚାୟତର ସାନ ପୁରୁଣାପାଣି ଅଞ୍ଚଳରେ ଭାଲୁ ଆକ୍ରମଣରେ ଜଣେ ଚାଷୀଙ୍କର ମୃତ୍ୟୁ ହୋଇଛି। ମୃତକ ଜଣକ ସାନପୁରୁଣାପାଣିର ଘନଶ୍ୟାମ ହେମ୍ବ୍ରମ (୪୫)। ସେ ବୁଧବାର ସକାଳେ ଘରଠାରୁ ମାତ୍ର ୫୦୦ ଦୂରରେ...

ଟ୍ୟୁବ୍‌ ସାହାଯ୍ୟରେ ରୋଗୀଙ୍କୁ ନଦୀ ପାର୍‌

ବାଲିଗୁଡ଼ା,୧୩ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ଗାଁରେ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ ଭରା ନଈରେ ରୋଗୀଙ୍କୁ ଟ୍ୟୁବ୍‌ରେ ବସେଇ ଖଡ଼ଗ ନଦୀରେ ପାର୍‌ କରି ଆଣିଲେ ରୋଗୀଙ୍କ ପରିବାର ଲୋକେ। ବାଲିଗୁଡାଠାରୁ ସାଇନପଡ଼ା ଦେଇ ଖଡ଼ଗ ନଦୀରେ ଏକ ସେତୁ ହେବାକୁ ଥିବା...

ରାୟଗଡ଼ାରୁ ଚୋରି ବୋଲେରୋ ବାଲିଗୁଡ଼ାରେ ଠାବ: ଜଣେ ଅଟକ, ଦୁଇ ଚମ୍ପଟ

ବାଲିଗୁଡ଼ା,୧୩ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ରାୟଗଡ଼ା ଜିଲା ତେଲେଙ୍ଗାପଦରରୁ ଚୋରି ବୋଲେରୋ ବାଲିଗୁଡ଼ା ବାଇପାସ ରାସ୍ତାରୁ ଠାବ ହୋଇଛି। ମଙ୍ଗଳବାର ରାତିରେ ମୁନିଗୁଡ଼ା ଥାନା ଅନ୍ତର୍ଗତ ତେଲାଙ୍ଗାପଦର ଗାଁର ଲକ୍ଷ୍ମୀନାରାୟଣ ପାତ୍ରଙ୍କ ବୋଲେରୋକୁ ତିନିଜଣ ଦୁର୍ବୃତ୍ତ ଚୋରି କରି ନେଇଥିଲେ। ବାଲିଗୁଡ଼ା...

ପୁନଃ ନିଯୁକ୍ତ ପାଇଁ ଜିଲାପାଳଙ୍କୁ ପତ୍ର

କୋରାପୁଟ,୧୩ା୯(ଅମିତାଭ ବେହେରା): ଓଡ଼ିଶାର ଉଚ୍ଚ ନ୍ୟାୟାଳୟଙ୍କ ଆଦେଶ ଅନୁସାରେ ପୁନଃ ନିଯୁକ୍ତି ପାଇଁ ବୁଧବାର କୋରାପୁଟ ଜିଲାପାଳଙ୍କଠାରେ ଦାବି ରଖିଛନ୍ତି ୬ ଛଟେଇ ଜଳସେଚନ ବିଭାଗ କର୍ମଚାରୀ। ଅପର କୋଲାବ ପ୍ରକଳ୍ପରୁ ଛଟେଇ ହୋଇଥିବା ଏହି କର୍ମଚାରୀ କହିଛନ୍ତି, ମାନ୍ୟବର...

ଯଯାତି କେଶରୀଙ୍କ ନାମରେ ନାମିତ ହେବ ଯାଜପୁର ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲ

ଭୁବନେଶ୍ୱର,୧୩ା୯(ଅସମାପିକା ସାହୁ): ଯାଜପୁର ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲକୁ ଯଯାତି କେଶରୀଙ୍କ ନାମରେ ନାମିତ କରାଯିବ। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଅନୁମୋଦନ କରିଛନ୍ତି। ନିକଟରେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ଗସ୍ତ ସମୟରେ ଯାଜପୁରବାସୀ...

୨୪୧ ଶିକ୍ଷକଙ୍କ ସାମୁହିକ ଛୁଟି

କର୍ଲାମୁଣ୍ଡା,୧୩ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପ୍ରାଥମିକ ସଂଘ ପକ୍ଷରୁ ବିଭିନ୍ନ ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଶିକ୍ଷୟିତ୍ରୀ/ଶିକ୍ଷକ ସାମୁହିକ ଛୁଟି ନେବା ଦ୍ୱାରା ବ୍ଲକର ସମସ୍ତ ପ୍ରାଥମିକ ବିଦ୍ୟାଳୟ ବନ୍ଦ ରହିଛି। ଫଳରେ ବୁଧବାର...

ପଞ୍ଚାୟତିରାଜ ବ୍ୟବସ୍ଥାରେ ସରପଞ୍ଚଙ୍କୁ ଅଣଦେଖା

ଛତ୍ରପୁର,୧୩ା୯(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ସରପଞ୍ଚ ମହାସଂଘର ଡାକରାରେ ଛତ୍ରପୁର ବ୍ଲକ ସରପଞ୍ଚ ସଂଘର କର୍ମକର୍ତ୍ତା ଚୟନ ହୋଇଛି। ଏନେଇ ଏକ ବୈଠକ ବୁଧବାର ଅନୁଷ୍ଠିତ ହୋଇଥିଲା। ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଣଦେଖା କରି ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅସାମ୍ବିଧାନିକ ଭାବେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri