ଆମ ଜିଲା ଖବର

ରେଙ୍ଗାଳି ବାମ ମୁଖ୍ୟ କେନାଲରେ ଘଳିଆ

କାମାକ୍ଷାନଗର,୧୧ା୯(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଦେଇ ଯାଇଥିବା ରେଙ୍ଗାଳି ମୁଖ୍ୟ କେନାଲର କାମାକ୍ଷାନଗର ବ୍ଲକ ବାଉଁଶପାଳ ପଞ୍ଚାୟତ ଶିବୁଳାପସି ଗ୍ରାମ ନିକଟରେ ରବିବାର ଏକ ୧୫ ଫୁଟର ଘଳିଆ ହୋଇଛି। ଫଳରେ ସେହି ଅଞ୍ଚଳରେ ଥିବା ଚାଷ ଜମି...

ଆମ ବସ୍‌ଷ୍ଟାଣ୍ଡ, ବସ୍‌ ଟର୍ମିନାଲ କାର୍ଯ୍ୟକ୍ଷମ ନେଇ ସନ୍ଦେହ

ଢେଙ୍କାନାଳ,୧୧ା୯(ରତନ ନାୟାର): ଢେଙ୍କାନାଳ ସହରରେ ନିର୍ମାଣାଧୀନ ଆମ ବସ୍‌ଷ୍ଟାଣ୍ଡ ଓ ମହିଷାପାଟସ୍ଥିତ ଅତ୍ୟାଧୁନିକ ବସ୍‌ ଟର୍ମିନାଲ କାର୍ଯ୍ୟକାରିତାକୁ ନେଇ ସନ୍ଦେହ ଦେଖାଦେଇଛି। ଏହି ୨ଟି ପ୍ରକଳ୍ପ କାର୍ଯ୍ୟକ୍ଷମ ନେଇ ଜିଲା ଆଞ୍ଚଳିକ ପରିବହନ ବିଭାଗ, ଜିଲା ବସ୍‌ ମାଲିକ ସଂଘ...

ସକାଳ ୯ରୁ ସାଢ଼େ ୬ ଯାଏ ଗଡ଼ିବନି ଭାରିଯାନ

ଅନୁଗୋଳ, ୧୧ା୯ (ଅମିତ କୁମାର ସାମଲ): ଅନୁଗୋଳ ଜିଲା ରନ୍ତଲେଇ ଠାରୁ ବଅଁରପାଳ ପର୍ଯ୍ୟନ୍ତ ୫୫ନଂ. ଜାତୀୟ ରାଜପଥର ୧୭ କିଲୋମିଟର ରାସ୍ତା ମରାମତି ହେଉଛି। ଏହି ମରାମତି କାର୍ଯ୍ୟ ଶେଷ ନ ହେବା ପର୍ଯ୍ୟନ୍ତ ଉକ୍ତ ୧୭ କିଲୋମିଟର...

ନିଲାମ ଧରୁନାହାନ୍ତି ବ୍ୟବସାୟୀ, ଶଢ଼ୁଛି ନଡ଼ିଆ

ଘଟଗାଁ,୧୧ା୯(ରାଜେନ୍ଦ୍ର କୁମାର ପଟ୍ଟନାୟକ): କେନ୍ଦୁଝର ଜିଲା ଘଟଗାଁ ବାସିନୀ ମା’ ତାରିଣୀଙ୍କ ନିକଟକୁ ରାଜ୍ୟର ବିଭିନ୍ନ ଜିଲାରୁ ଦୈନିକ ହଜାର ହଜାର ମାନସିକ ନଡ଼ିଆ ଭକ୍ତ ପଠାଉଛନ୍ତି। ମାତ୍ର ଭକ୍ତଙ୍କ ଆଶା ବିଶ୍ୱାସ ଉପରେ କୁଠାରଘାତ କରାଯାଉଛି। ଏହା ଭୋଗ...

ସୋମପୁର-କିଶୋର ନଗର ରାସ୍ତା ବିପର୍ଯ୍ୟସ୍ତ

କଟକ ସଦର,୧୧ା୯(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ଅନ୍ତର୍ଗତ ସୋମପୁର-କିଶୋର ନଗର ରାସ୍ତାର କେଶନଗର ବଜାର ନିକଟ କିଛି ଅଂଶରେ ପାଣି ଜମି ରହି ପ୍ରବଳ କାଦୁଅ ହୋଇଛି। ଏଥିଯୋଗୁ ଯାତାୟାତରେ ଅସୁବିଧା ହେଉଛି। ଏହାର ପ୍ରତିବାଦରେ ରବିବାର...

ଶହୀଦ ସ୍ମୃତିିସ୍ତମ୍ଭ ଅବହେଳିତ

ଖୋର୍ଦ୍ଧା,୧୧ା୯(ପ୍ରଭାତ ପାଣିଗ୍ରାହୀ): ସ୍ବାଧୀନତା ଆନ୍ଦୋଳନରେ ଶହୀଦ ହୋଇଥିବା ସଂଗ୍ରାମୀଙ୍କ ସମ୍ମାନ ଉଦ୍ଦେଶ୍ୟରେ ଖୋର୍ଦ୍ଧା ଜିଲା ସଂସ୍କୃତି ଭବନ ପରିସରରେ ଶହୀଦ ସ୍ମୃତିସ୍ତମ୍ଭ ପ୍ରତିଷ୍ଠା ହୋଇଥିଲା। ୨୦୧୧ ମସିହାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସ୍ମୃତିସ୍ତମ୍ଭକୁ ଉଦ୍‌ଘାଟନ କରିଥିଲେ। ତେବେ ଏହି...

ଆକର୍ଷଣ ସାଜିବ ଚତୁର୍ଦ୍ଧାମୂର୍ତ୍ତିଙ୍କ ୨୦ ବେଶ

ଜଟଣୀ,୧୧।୯(ରବୀନ୍ଦ୍ର ନାଥ ମହାକୁଡ଼): ଗଣେଶପୂଜା ପାଇଁ ଚଳଚଞ୍ଚଳ ହୋଇଉଠିଛି ଜଟଣୀ ସହର। ଏଥିପାଇଁ ବିଭିନ୍ନ ବ୍ୟବସାୟୀ ସଂଘ, ସାହିବସ୍ତି ଓ କ୍ଲବ ପକ୍ଷରୁ ଧୁମଧାମରେ ଗଣେଶପୂଜା ପାଳନ ପାଇଁ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି। ସମସ୍ତେ ନିଜ ତୋରଣକୁ ଅନ୍ୟଠୁ ଭିନ୍ନ...

ପରିତ୍ୟକ୍ତ ଅବସ୍ଥାରେ ପାଇକ ସଂଗ୍ରହାଳୟ

ଖୋର୍ଦ୍ଧା,୧୧ା୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ସଂସ୍କୃତି ଭବନ ପରିସରରେ ୨୦୧୧ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶହୀଦ ସ୍ତମ୍ଭ ଉଦ୍‌ଘାଟନ ସହ ପାଇକ ସଂଗ୍ରହାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଜିଲା ପ୍ରଶାସନ ପକ୍ଷରୁ ୨୫ଲକ୍ଷ ଟଙ୍କା ବ୍ୟୟରେ ଏହି କୋଠା ନିର୍ମାଣ...

କୀଟନାଶକ ପିଇ ପୂରା ପରିବାର ଶେଷ

ସୋହେଲା,୧୧ା୯(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ମାଷ୍ଟରପଡ଼ାର ଗୋଟିଏ ପରିବାରର ୩ ସଦସ୍ୟ କୀଟନାଶକ ପିଇବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଗୋଟିଏ ପରିବାରର ୩ ସଦସ୍ୟ କୀଟନାଶକ ପିଇ ରବିବାର ଭୀମସାର୍‌, ବୁର୍ଲାରେ ଚିକିତ୍ସାଧୀନ ଅବସ୍ଥାରେ ସୋହେଲା...

ହାତୀ ଆକ୍ରମଣରେ ଫରେଷ୍ଟରଙ୍କ ସମେତ ୨ ଗୁରୁତର

ବାରିପଦା,୧୧ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ବେଣାପୁରା ଗ୍ରାମ ନିକଟରେ ହାତୀ ଆକ୍ରମଣରେ ଜଣେ ଫରେଷ୍ଟର ଓ ଜଣେ ଅସ୍ଥାୟୀ ବନକର୍ମଚାରୀ ଗୁରୁତର ହୋଇଛନ୍ତି। ସେମାନେ ହେଲେ ବଡ଼ାମପୁର ଫରେଷ୍ଟର ପ୍ରଦୀପ ଦେହୁରୀ ଓ ଜଣେ ଅସ୍ଥାୟୀ...

କାଲିଠୁ ନିଖୋଜ ଥିଲେ, ଆଜି ମିଳିଲା ମୃତଦେହ

ବାଣପୁର,୧୧ା୯(ଦିଲ୍ଲୀପ କୁମାର ସ୍ବାଇଁ): ଖୋର୍ଦ୍ଧା ଜିଲା ଚିଲିକା ବ୍ଲକ ବଡ଼କୂଳ ପଞ୍ଚାୟତ ଅଶରୀପାଟଣା ଗ୍ରାମର ବାସୁଦେବ ନାୟକ(୪୦) ରବିବାର ପୂର୍ବାହ୍ନରୁ କେଉଁଆଡେ ଚାଲିଯାଇ ଘରକୁ ଫେରି ନ ଥିବା କହିଥିଲେ ତାଙ୍କ ପରିବାର ଲୋକେ। ତେବେ ଆଜି ସକାଳୁ ପାନ୍ଥନିବାସ...

ପଠାଣି ସାମନ୍ତ ସଂଗ୍ରହାଳୟ ଛାତରୁ ପାଣି ଗଳୁଛି

ଖଣ୍ଡପଡ଼ା,୧୧ା୯(ଅଜୟ କୁମାର ମହାରଣା): ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଦ୍ୱାରା ୨୦୧୬ ଡ଼ିସେମ୍ବର ୨୫ରେ ଖଣ୍ଡପଡାଠାରେ ପ୍ରତିଷ୍ଠା ହୋଇଥିବା ପଠାଣି ସାମନ୍ତ ସଂଗ୍ରହାଳୟଟି ସଂପ୍ରତି ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଦୁର୍ବଳ ହେବାରେ ଲାଗିଛି। ଏବେ ବର୍ଷା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri