ଆମ ଜିଲା ଖବର

ଗୋଟିଏ ପରିବାରର ୩ଜଣ ପିଇଦେଲେ କୀଟନାଶକ

ସୋହେଲା,୧୦ା୯(ଅଶ୍ବିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅଧୀନ ମାଷ୍ଟରପଡ଼ାରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଗୋଟିଏ ପରିବାରର ୩ଜଣ ବିଷପାନ କରିବା ଅଞ୍ଚଳରେ ଆଲୋଡନ ଖେଳାଇ ଦେଇଛି। ସେମାନେ ହେଲେ କୁମୁଦିନୀ ସାହୁ(୫୦), ପୁଅ ବଂଶୀଧର(୨୫) ଏବଂ...

ବନବାସୀ ସେବା ସମିତି ମହିଳା ହକି ଟିମ୍‌ ରାଜ୍ୟସ୍ତରକୁ ମନୋନୀତ

ବାଲିଗୁଡ଼ା,୧୦।୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜଲା ବାଲିଗୁଡ଼ା ଅଞ୍ଚଳର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ବନବାସୀ ସେବା ସମିତିର ମହିଳା ହକି ଟିମ୍‌ ରାଜ୍ୟସ୍ତରକୁ ମନୋନୀତ ହୋଇଛି। ଅନୁଷ୍ଠାନର କ୍ରୀଡ଼ା ଶିକ୍ଷକ ହେମନ୍ତ କୁମାର ପାତ୍ର ଓ ମହିଳା କ୍ରୀଡ଼ା ପ୍ରଶିକ୍ଷକ...

ଡିଭାଇଡ଼ରରେ ପିଟିହୋଇ ଚାଲିଗଲା ଜୀବନ

କୋକସରା,୧୦।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି-ଧର୍ମଗଡ଼ ବିଜୁ ଏକ୍ସପ୍ରେସ ୱେର ବଡ଼କେନ୍ଦୁଗୁଡା ଛକ ନିକଟରେ ରବିବାର ସାରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା ଡିଭାଇଡ଼ରରେ ପିଟିହୋଇ ଜଣେ ବାଇକ୍‌ ଚାଳକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତକ ହେଲେ ଡୁଡୁକାଠେଙ୍ଗା...

ନାଳ ଖୋଳି ୩ ଶହ ଏକର ଜମିକୁ ଜଳସେଚନ

କୋକସରା,୧୦।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ୨୨ ପଞ୍ଚାୟତରେ ଅନାବୃଷ୍ଟି ଯୋଗୁ ଚଳିତ ବର୍ଷ ସମ୍ଭାବ୍ୟ ମରୁଡି ପରିସ୍ଥିତି ଉପୁଜିଥିବାରୁ ଚାଷୀମାନେ ଚିନ୍ତାରେ ପଡିଛନ୍ତି। ବ୍ଲକକୁ ମରୁଡ଼ି ଘୋଷଣା ସହ ଚାଷ କ୍ଷୟକ୍ଷତି ଆକଳନ କରି ଇନ୍‌ପୁଟ...

ସ୍ବଳ୍ପ ବୃଷ୍ଟିପାତ ଯୋଗୁ ମରୁଡ଼ି ପରିସ୍ଥିତି: ଗ୍ରାମବାସୀଙ୍କ ପୂଜାର୍ଚ୍ଚନା

କୋକସରା,୧୦।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ସ୍ବଳ୍ପ ବୃଷ୍ଟିପାତ ଯୋଗୁ ଚଳିତ ବର୍ଷ କଳାହାଣ୍ଡି ଜିଲା କୋକସରା ବ୍ଲକର ୨୨ଟି ପଞ୍ଚାୟତରେ ସମ୍ଭାବ୍ୟ ମରୁଡ଼ି ପରିସ୍ଥିତି ଉପୁଜିଛି। ଏନେଇ ଚାଷୀ ନିରାଶ ହୋଇପଡ଼ିଛନ୍ତି। ଏଭଳିସ୍ଥିତିରେ ଗମ୍ଭାରୀଗୁଡ଼ା ପଞ୍ଚାୟତ ବଙ୍ଗୋମୁଣ୍ଡା ଗାଁର ଚାଷୀମାନେ ବର୍ଷା...

ଦୁଇ ବାଇକ ମୁହାଁ ମୁହିଁ ଧକ୍କା, ୫ ଗୁରୁତର

ଜି.ଉଦୟଗିରି,୧୦ା୯(ଶିଶିର ପଟ୍ଟନାୟକ)-ଜି.ଉଦୟଗିରି ନିକଟସ୍ଥ ଗୁଡ୍ରିପଡ଼ିଠାରେ ରବିବାର ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବାରୁ ଛୋଟ ଛୁଆକୁ ମିଶାଇ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ବୁଲେଟ ଚାଳକ ସୁବ୍ରତ ପ୍ରଧାନ, ରଜନୀକାନ୍ତ ପ୍ରଧାନ, ବାଇକ ଚାଳକ ଲାଲୁ ନାୟକ, ରୁଚିମା...

ଟ୍ରକ୍‌-ଅଟୋ ମୁହାଁମୁହିଁ ଧକ୍କା: ଚାଲିଗଲା ଅଟୋ ଚାଳକଙ୍କ ଜୀବନ

ତିହିଡ଼ି,୧୦ା୯(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାସ୍ତାର ଫତେପୁର ଛକରେ ରବିବାର ମଧ୍ୟାହ୍ନରେ ଏକ ଟ୍ରକ୍‌ ସହ ମାଲବାହୀ ଅଟୋ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଅଟୋ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଭଦ୍ରକ ବ୍ଲକ ସାବରଙ୍ଗ ଥାନା ଅଧୀନ କେଦାରପୁର...

ଗଞ୍ଜାମ ଥାନାରେ ପ୍ରଥମ ମହିଳା ଥାନାଧିକାରୀ

ଗଞ୍ଜାମ,୧୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ଥାନାରେ ପ୍ରଥମଥର ପାଇଁ ମହିଳା ଥାନା ଅଧିକାରୀ ଭାବେ ସୁମିତ୍ରା ପାତ୍ର ରବିବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଥାନାର ଆଇଆଇସି ସନ୍ତୋଷ କୁମାର ବେହେରାଙ୍କ ଭୁବନେଶ୍ୱର କମିଶନରେଟକୁ ବଦଳି ହେବା ପରେ ସୁମିତ୍ରା ଏଠାରେ...

ଲୋକଙ୍କୁ ମେଡିକାଲ ଅଫିସରଙ୍କ ଦୁର୍ବ୍ୟବହାର ଅଭିଯୋଗ, କାର୍ଯ୍ୟାନୁଷ୍ଠାନ ପାଇଁ ଦାବିପତ୍ର ପ୍ରଦାନ

ମୋରଡ଼ା,୧୦ା୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଦାନ୍ତିଆମୁଁହାସ୍ଥିତ ସରକାରୀ ଡାକ୍ତରଖାନାରେ କାର୍ଯ୍ୟରତ ମେଡିକାଲ ଅଫିସର ଲିପି ମୁର୍ମୁଙ୍କୁ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି। ଏନେଇ ଏକ ଅଭିଯୋଗପତ୍ର କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀଙ୍କୁ...

ନିରାମୟ ଯୋଜନାରେ ଔଷଧ ମିଳୁ ନ ଥିବା ଅଭିଯୋଗ

କେନ୍ଦୁଝର,୧୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ସ୍ଥାନୀୟ ଧରଣୀଧର ମେଡିକାଲ କଲେଜ ଡାକ୍ତରଖାନାରେ ରୋଗୀଙ୍କୁ ମାଗଣା ମେଡିସିନ ମିଳୁ ନ ଥିବାରୁ ଅସନ୍ତୋଷ ବୃଦ୍ଧି ପାଉଛି। ଫଳରେ ଏଠାରେ ସରକାରଙ୍କ ନିରାମୟ ଯୋଜନା ବିଫଳ ହୋଇଥିବା ଅଭିଯୋଗ ହେଉଛି। ମେଡିକାଲ କଲେଜ ଖୋଲିଲେ...

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଯୁବକଙ୍କ ଜୀବନ ଗଲା

ବଡ଼ବିଲ,୧୦ା୯(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ସାଧୁସିଂହ ହଟିଂରେ ରବିବାର ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ୨୧ ବର୍ଷୀୟ କୁନୁ ଲୋହାର। ସୂଚନାନୁଯାୟୀ, ରବିବାର ଏକ ପାରିବାରିକ କାର୍ଯ୍ୟକ୍ରମ...

ପୁରୀ ସମୁଦ୍ରରେ ଗାଧୋଇଲା ବେଳେ ବୁଡ଼ିଗଲେ ପର୍ଯ୍ୟଟକ

ପୁରୀ, ୧୦।୯(ଅଜିତ୍‌ ମହାନ୍ତି): ପୁରୀ ସମୁଦ୍ରରେ ଗାଧୋଇଲା ବେଳେ ଜଣେ ପର୍ଯ୍ୟଟକ ବୁଡ଼ିଯାଇଛନ୍ତି। ସୁରକ୍ଷିତ ଭାବେ ପର୍ଯ୍ୟଟକ ଜଣଙ୍କୁ ଉଦ୍ଧାର କରାଯାଇଛି। ଉଦ୍ଧାର ହୋଇଥିବା ପର୍ଯ୍ୟଟକ ଜଣକ ହେଉଛନ୍ତି ପଶ୍ଚିମବଙ୍ଗର ନାରାୟଣ ପାଲ। ରବିବାର ସକାଳେ ର ନାରାୟଣ ବେଳାଭୂମିର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri