ଆମ ଜିଲା ଖବର

ଲୋକଙ୍କୁ ମେଡିକାଲ ଅଫିସରଙ୍କ ଦୁର୍ବ୍ୟବହାର ଅଭିଯୋଗ, କାର୍ଯ୍ୟାନୁଷ୍ଠାନ ପାଇଁ ଦାବିପତ୍ର ପ୍ରଦାନ

ମୋରଡ଼ା,୧୦ା୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଦାନ୍ତିଆମୁଁହାସ୍ଥିତ ସରକାରୀ ଡାକ୍ତରଖାନାରେ କାର୍ଯ୍ୟରତ ମେଡିକାଲ ଅଫିସର ଲିପି ମୁର୍ମୁଙ୍କୁ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି। ଏନେଇ ଏକ ଅଭିଯୋଗପତ୍ର କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀଙ୍କୁ...

ନିରାମୟ ଯୋଜନାରେ ଔଷଧ ମିଳୁ ନ ଥିବା ଅଭିଯୋଗ

କେନ୍ଦୁଝର,୧୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ସ୍ଥାନୀୟ ଧରଣୀଧର ମେଡିକାଲ କଲେଜ ଡାକ୍ତରଖାନାରେ ରୋଗୀଙ୍କୁ ମାଗଣା ମେଡିସିନ ମିଳୁ ନ ଥିବାରୁ ଅସନ୍ତୋଷ ବୃଦ୍ଧି ପାଉଛି। ଫଳରେ ଏଠାରେ ସରକାରଙ୍କ ନିରାମୟ ଯୋଜନା ବିଫଳ ହୋଇଥିବା ଅଭିଯୋଗ ହେଉଛି। ମେଡିକାଲ କଲେଜ ଖୋଲିଲେ...

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଯୁବକଙ୍କ ଜୀବନ ଗଲା

ବଡ଼ବିଲ,୧୦ା୯(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ସାଧୁସିଂହ ହଟିଂରେ ରବିବାର ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ୨୧ ବର୍ଷୀୟ କୁନୁ ଲୋହାର। ସୂଚନାନୁଯାୟୀ, ରବିବାର ଏକ ପାରିବାରିକ କାର୍ଯ୍ୟକ୍ରମ...

ପୁରୀ ସମୁଦ୍ରରେ ଗାଧୋଇଲା ବେଳେ ବୁଡ଼ିଗଲେ ପର୍ଯ୍ୟଟକ

ପୁରୀ, ୧୦।୯(ଅଜିତ୍‌ ମହାନ୍ତି): ପୁରୀ ସମୁଦ୍ରରେ ଗାଧୋଇଲା ବେଳେ ଜଣେ ପର୍ଯ୍ୟଟକ ବୁଡ଼ିଯାଇଛନ୍ତି। ସୁରକ୍ଷିତ ଭାବେ ପର୍ଯ୍ୟଟକ ଜଣଙ୍କୁ ଉଦ୍ଧାର କରାଯାଇଛି। ଉଦ୍ଧାର ହୋଇଥିବା ପର୍ଯ୍ୟଟକ ଜଣକ ହେଉଛନ୍ତି ପଶ୍ଚିମବଙ୍ଗର ନାରାୟଣ ପାଲ। ରବିବାର ସକାଳେ ର ନାରାୟଣ ବେଳାଭୂମିର...

ଟ୍ରକ୍‌ ଦୁର୍ଘଟଣାରେ ଆଖିବୁଜିଲେ ବୃଦ୍ଧ, ସ୍‌ଏଚ୍‌ ୫ ମୁଖ୍ୟ ରାସ୍ତାରୋକ

କୋଟଗଡ଼,୧୦।୯(ସରୋଜ ବଳିୟାରସିଂ ): କନ୍ଧମାଳ ଜିଲା କୋଟଗଡ଼ ବ୍ଲକ ବଣ୍ଡା ପିପିଲି ଏସ୍‌ଏଚ୍‌ ୫ ରାସ୍ତାରେ ରବିବାର ସକାଳୁ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ମାଲ ବୋଝେଇ ଟ୍ରକ୍‌ ବୃଦ୍ଧଙ୍କୁ ଧକ୍କା ଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ବୃଦ୍ଧ...

ରବିବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କାଳୀୟଦଳନ ବେଶ ଓ ଧେନୁକାସୁର ବଧ

ପୁରୀ,୧୦।୯ (ଅଜିତ୍‌ ମହାନ୍ତି): ରବିବାର ଭାଦ୍ରବ କୃଷ୍ଣ ପକ୍ଷ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ କାଳୀୟଦଳନ ବେଶ ଓ ଧେନୁକାସୁର ବଧ ପ୍ରସ୍ତାବ ଅନୁଷ୍ଠିତ ହେବ। ଶନିବାର ମହାପ୍ରଭୁଙ୍କ ବଣଭୋଜି ବେଶ, କୋଳିବିକା, ବକାସୁର ଓ ଅର୍ଘାଶୁର ବଧ ନିତି...

ହୀରାକୁଦ ଡ୍ୟାମ୍‌ରେ ଚାକିରି ଦେବାକୁ କହି ଠକିନେଲେ ୩ଲକ୍ଷ ୫୦ ହଜାର 

ଦେବଗଡ଼,୧୦।୯(ଶେଖର ଝାଙ୍କର):  ହୀରାକୁଦ ଡ୍ୟାମରେ ମେକାନିକ ଚାକିରି ଦେବାକୁ କହି  ଠକିନେଲେ ୩ଲକ୍ଷ ୫୦ ହଜାର ଟଙ୍କା।  ଏଭଳି ଘଟଣା ଘଟିଛି ରିଆମାଳ ଥାନା ଅନ୍ତର୍ଗତ ମୁଣ୍ଡଗୋହୀରା ଗ୍ରାମରେ । ମୁଣ୍ଡଗୋହୀରା ଗ୍ରାମର ଜଣେ ଯୁବକଙ୍କ ଠାରୁ ଦେବଗଡ ପୌରାଞ୍ଚଳ...

୩ମନ୍ତ୍ରୀଙ୍କୁ ଯୁବ କଂଗ୍ରେସର କଳାପତାକା ପ୍ରଦର୍ଶନ

ବଲାଙ୍ଗୀର, ୧୦।୯ (ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ଗସ୍ତରେ ଥିବା ତିନିଜଣ ମନ୍ତ୍ରୀଙ୍କୁ ଶନିବାର ଯୁବ କଂଗ୍ରେସ କର୍ମୀମାନେ କଳାପତାକା ଦେଖାଇ ବିରୋଧ କରିଥିଲେ। ମନ୍ତ୍ରୀଙ୍କ ପଟୁଆର ଯାଉଥିବାବେଳେ ସେମାନେ କଳାପତାକା ଦେଖାଇ ନାରାବାଜି କରିଥିଲେ। ଟିଟିଲାଗଡ ନିର୍ବାଚନ ମଣ୍ଡଳୀ...

ପ୍ରାଥମିକରେ ୨୦୩୦, ହାଇସ୍କୁଲରେ ୩୨୨ ଶିକ୍ଷକ ପଦବୀ ଖାଲି

ଭବାନୀପାଟଣା,୧୦।୯(ଉତ୍ତମ କୁମାର ଦାଶ)ରାଜ୍ୟ ସରକାର ଶିକ୍ଷାକୁ ଗୁରୁତ୍ୱ ଦେଇ ବିଭିନ୍ନ ଯୋଜନା କରୁଛନ୍ତି। ଏବେ ୫-ଟି ସ୍କୁଲ ରୂପାନ୍ତରିତ କରି କୋଟି କୋଟି ଟଙ୍କା ମଧ୍ୟ ଖର୍ଚ୍ଚ କରୁଛନ୍ତି। ହେଲେ ସ୍କୁଲଗୁଡିକରେ ଖାଲି ପଡିଥିବା ଶିକ୍ଷକ ପୁରଣ କରାଯାଉ ନ...

ସ୍ମାର୍ଟସିଟି ବସ୍ତିରେ କୁଢ଼ କୁଢ଼ ଅଳିଆ

ରାଉରକେଲା,୧୦।୯(ଦିନେଶ ମିଶ୍ର)ରାଉରକେଲା ସହରକୁ ସ୍ବଚ୍ଛ ଓ ସବୁଜ କରିବା ପାଇଁ ପ୍ରତିଦିନ ବିଭିନ୍ନ କଲୋନୀ ଓ ବସ୍ତି ଅଞ୍ଚଳରେ ଆରଏମ୍‌ସି ପକ୍ଷରୁ ଅଳିଆ ଗାଡି ବୁଲୁଛି। ସକାଳ ହେଲେ ସହରର ଜନସାଧାରଣଙ୍କୁ ସଚେତନ କରିବା କରିବା ପାଇଁ ଅଳିଆ ଗାଡିଗୁଡିକରେ...

ସରକାରୀ ଅର୍ଥରେ ଆବାସ କାମ ସାରିବା କଷ୍ଟକର

ତେନ୍ତୁଳିଖୁଣ୍ଟି, ୧୦।୯(ଚିଦାନନ୍ଦ ସାହୁ)ଦୀର୍ଘ ଦିନର ବ୍ୟବଧାନ ପରେ ଚଳିତ ବର୍ଷ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଗୃହ କାର୍ଯ୍ୟାଦେଶ ମିଳିଛି। ୪ ବର୍ଷର ଅପେକ୍ଷା ପରେ ତେନ୍ତୁଳିଖୁଣ୍ଟି ବ୍ଲକ ଅଧୀନ ୧୫ ପଞ୍ଚାୟତରେ ୩୯୦୦ରୁ ଊଦ୍ଧର୍‌ବ ହିତାଧିକାରୀ ଏହି କାର୍ଯ୍ୟାଦେଶ...

ରାୟଗଡ଼ା ଜିଲା: ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଯୋଜନା ବାଟବଣା

ରାୟଗଡ଼ା,୧୦।୯ (ଆଶିଷ ରଞ୍ଜନ ପଣ୍ଡା)ଆଦିବାସୀ ଅଧ୍ୟୁଷିତ ରାୟଗଡ଼ା ଜିଲାର ଗ୍ରାମାଞ୍ଚଳରେ ପିଲା ଇଂଲିଶରେ ପାଠ ପଢ଼ିବେ ା ଓଡ଼ିଶା ମାଧ୍ୟମିକ ବୋର୍ଡ଼ ପରିବର୍ତ୍ତେ ସିବିଏସଇ ପାଟର୍ନରେ ପାଠ ପଢ଼ାଯିବ ା ଏହି ଲକ୍ଷ୍ୟ ନେଇ ରାଜ୍ୟ ସରକାର ୨୦୧୮ରେ ଜିଲାରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri