ଆମ ଜିଲା ଖବର

ସହରରେ ମାତିଛନ୍ତି ମହିଳା ଲୁଟେରା

ବାରିପଦା,୮ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ସହରରେ ଦିନକୁ ଦିନ ଆପରାଧିକ ମାମଲା ବୃଦ୍ଧି ପାଇବାରେ ଲାଗିଛି। କିଛି ଦିନ ହେଲା ମହିଳା ଲୁଟେରା ସକ୍ରିୟ ହୋଇ ଲୁଟ୍‌ କରିବାରେ ସଫଳ ହେଉଛନ୍ତି। ଏପରି ଏକ ଘଟଣାରେ ପୋଲିସ ଛାନଭିନ୍‌ ଚଳାଇ ...

ଏଠି ଲିମ୍ବପତ୍ର ଲାଗେ ମିଠା

ଖଇରା,(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ମାଣିତ୍ରୀ ପଞ୍ଚାୟତର ପ୍ରସିଦ୍ଧ ଜଳଙ୍ଗ ଚଣ୍ଡୀଙ୍କ ମହିମା କିଏ ନ ଜାଣେ। କେହି ବିପଦରେ ପଡି ଡାକିବା ମାତ୍ରେ ମା’ ଛାତ ଭଳି ସନ୍ତାନକୁ ପଣତକାନିରେ ଘୋଡେଇ ରଖନ୍ତି। ମନ୍ଦିର ସ୍ଥାପନା...

ମାଟିର କଥା କେତେ ବୁଝିଛନ୍ତି ଖଣ୍ଡପଡ଼ାବାସୀଙ୍କୁ ଉତ୍ତର ମାଗନ୍ତୁ:ଅରୁଣ

ନୟାଗଡ,୮।୯(ଲୋକନାଥ ମିଶ୍ର): ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ନିଜ ଖବରକାଗଜରେ ସରକାରଙ୍କୁ ସମାଲୋଚନା କରିବା ପରେ ନୟାଗଡ଼ ବିଧାୟକ ଅରୁଣ ସାହୁ ତାଙ୍କୁ କଡ଼ା ସମାଲୋଚନା କରିଛନ୍ତି। ନୟାଗଡ଼ ଡାକବଙ୍ଗଳାଠାରେ ଗୁରୁବାର ସେ ଏକ ଖବରଦାତା ସମ୍ମିଳନୀ କରି ସୌମ୍ୟଙ୍କୁ...

ଅଭିଯୋଗକାରୀ ପ୍ଲାନିଂ ଅଫିସର ଅଭିଯୁକ୍ତ

ସମ୍ବଲପୁର,୮ା୯(ଶୁଭାଶିଷ ପାଢ଼ୀ): ସମ୍ବଲପୁର ଉନ୍ନୟନ ପ୍ରାଧିକରଣ (ଏସ୍‌ଡିଏ) ଅଫିସରେ ଚାଲିଥିବା ଜାଲିଆତି ନେଇ ପ୍ଲାନିଂ ଅଫିସର ବନ୍ଦିତା ମହାପାତ୍ରଙ୍କ ଅଭିଯୋଗ ଆଧାରରେ ପୋଲିସ ଗତମାସ ୨୨ତାରିଖରେ ୨ କର୍ମଚାରୀଙ୍କ ସମେତ ୫ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।...

୫୦ କେଜିର ଲଡୁ ଲାଗି ହେବ

ଜଟଣୀ,୮ା୯(ରବୀନ୍ଦ୍ର ନାଥ ମହାକୁଡ଼): ଗଣେଶ ପୂଜା ପାଇଁ ଚଳଚଞ୍ଚଳ ହୋଇଉଠିଛି ଜଟଣୀ ସହର। ଏଥିପାଇଁ ବିଭିନ୍ନ ବ୍ୟବସାୟୀ ସଂଘ, ସାହିବସ୍ତି ଓ କ୍ଲବ ପକ୍ଷରୁ ଧୁମଧାମରେ ଗଣେଶପୂଜା ପାଳନ ପାଇଁ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି। ସମସ୍ତେ ନିଜ ତୋରଣକୁ ଅନ୍ୟଠୁ...

୫୫ ଅଙ୍ଗନଓ୍ବାଡି କେନ୍ଦ୍ରର ନିଜସ୍ବ ଗୃହ ନାହିଁ

ନୂଆଗାଁ,୮।୯(ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ସମନ୍ବିତ ଶିଶୁ ବିକାଶ କାର୍ଯ୍ୟାଳୟ ଅଧୀନରେ ଥିବା ଅଙ୍ଗନଓ୍ବାଡି ଶିଶୁ ଓ କେନ୍ଦ୍ର ପ୍ରତି ପ୍ରଶାସନ ଅବହେଳା କରୁଥିବା ଅଭିଯୋଗ ହେଉଛି। କେଉଁଠି ଶିଶୁଙ୍କ ପାଖରେ ସରକାରଙ୍କ ଯୋଜନା ଠିକ୍‌ ଭାବେ...

ଭାଙ୍ଗିବା ଗଢ଼ିବାରେ ଚାଲିଛି ଡିଏଚ୍‌ଏଚ୍‌ର ବିକାଶ

ନୟାଗଡ଼,୮।୯(ଲୋକନାଥ ମିଶ୍ର): କିଛି ବର୍ଷର କାମକୁ ଅନୁଧ୍ୟାନ କଲେ ଭାଙ୍ଗିବା ଗଢ଼ିବାରେ ଚାଲିଛି ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ(ଡିଏଚ୍‌ଏଚ୍‌)ର ବିକାଶ। ନୂଆ କୋଠା ନିର୍ମାଣ ହେଉଛି, କିଛି ଦିନ ପରେ ତାକୁ ଭାଙ୍ଗି ପୁଣି ନୂଆ କୋଠା କରାଯାଉଛି ।...

କଲ୍ୟାଣରେ ଲାଗୁନି ଗାଁ କଲ୍ୟାଣ ସମିତି ଅର୍ଥ

ଖଣ୍ଡପଡ଼ା,୮ା୯(ଅଜୟ କୁମାର ମହାରଣା): ଗ୍ରାମାଞ୍ଚଳରେ ସ୍ବାସ୍ଥ୍ୟ, ପରିମଳ ସେବା ଯୋଗାଇ ଦେବାର ଲକ୍ଷ୍ୟ ରଖି ଜାତୀୟ ଗ୍ରାମୀଣ ସ୍ବାସ୍ଥ୍ୟ ମିଶନ ଜରିଆରେ ପ୍ରତ୍ୟେକ ରାଜସ୍ବ ଗାଁରେ ଗାଁ କଲ୍ୟାଣ ସମିତି ଗଠନ କରାଯାଇଛି। ଏହି ସମିତିରେ ଗାଁର ୱାର୍ଡ ସଭ୍ୟା,...

ସୌନ୍ଦର୍ଯ୍ୟର ସମ୍ଭାର ଭୀମକୁଣ୍ଡ

କେନ୍ଦୁଝର ଜିଲା ଖଣିଖାଦାନରେ ଭରପୂର ଥିବା ବେଳେ ଜିଲାରେ ପ୍ରାକୃତିକ ଶୋଭାରାଜି ମଧ୍ୟ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିଥାଏ। ବଣ ପାହାଡ଼, ଘଞ୍ଚ ଜଙ୍ଗଲ ସାଙ୍ଗକୁ ଆକାଶ ଛୁଅଁା ଜଳ ପ୍ରପାତ ପର୍ଯ୍ୟଟକଙ୍କୁ ଟାଣିଆଣେ। ସେଥି ମଧ୍ୟରୁ ପ୍ରାଚୀନ ପର୍ଯ୍ୟଟନସ୍ଥଳୀ ଭୀମକୁଣ୍ଡ...

ପ୍ରକୃତି ସୁନ୍ଦରୀ ଶିମିଳିପାଳ

ସବୁଜ ସୁନ୍ଦର ବନାନୀରେ ଆଚ୍ଛାଦିତ ପ୍ରକୃତି ସୁନ୍ଦରୀ ଶିମିଳିପାଳ। ଏହା କେବଳ ନୈସର୍ଗିକ ସୌନ୍ଦର୍ଯ୍ୟର ଗନ୍ତାଘର ନୁହେଁ ବରଂ ଅସନ୍ତୁଳିତ ପରିବେଶକୁ ସନ୍ତୁଳିତ କରେ। ଆଦିବାସୀ ପରିବାରର ଜୀବନ କଳସକୁ ପୂର୍ଣ୍ଣକରେ। ପ୍ରକୃତିର ଅପରୂପ ଶୋଭାରାଜି ବହନ କରିଥିବା ପ୍ରକୃତିରାଣୀ...

ଲୋକାୟୁକ୍ତଙ୍କ ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ

ଯାଜପୁର,୮ା୯(ହର୍ଷବର୍ଦ୍ଧନ ବେହେରା): ସମାଜରେ ସବୁଠାରୁ ଅବହେଳିତ ଯାଯାବର ମାଙ୍କଡିଆ ସମ୍ପ୍ରଦାୟ ଜନଜାତିଙ୍କ ପାଇଁ ଉଦ୍ଦିଷ୍ଟ ବସତି କଲୋନୀ ନିର୍ମାଣରେ ଅନିୟମିତତା ହୋଇଥିବା ଅଭିଯୋଗ ଉପରେ ଲୋକାୟୁକ୍ତ ଭିଜିଲାନ୍ସକୁ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏହାପରେ ସମ୍ପୃକ୍ତ ଯନ୍ତ୍ରୀ ଓ ଠିକାଦାର ବିବାଦ...

ରାସ୍ତା ମାଡ଼ି ବସୁଛନ୍ତି ବ୍ୟବସାୟୀ

ଯାଜପୁରରୋଡ୍‌,୮ା୯(ପବିତ୍ର ରଞ୍ଜନ ମହାନ୍ତି): କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଶାଳାଭାବେ ପରିଚିତ ବ୍ୟାସନଗର ସହରର ଲୋକସଂଖ୍ୟା ଦିନକୁ ଦିନକୁ ଆଶାତୀତ ଭାବେ ବୃଦ୍ଧି ପାଉଛି। ସେହି ଅନୁଯାୟୀ ସହର ମଧ୍ୟରେ ଯାନବାହନ ଚଳାଚଳ ବୃଦ୍ଧି ପାଇବା ସହ ଟ୍ରାଫିକ୍‌ ସମସ୍ୟା ସୃଷ୍ଟି ହେଉଛି।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri