ଆମ ଜିଲା ଖବର

ନିଅଣ୍ଟିଆ ବର୍ଷା: ଜମି ପଡ଼ିଆ

ମାର୍ଶାଘାଇ,୮ା୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): ଆଷାଢ଼, ଶ୍ରାବଣ ଯାଇ ଭାଦ୍ରବ ହେଲାଣି କାଁ ଭାଁ କେମିତି କେତେବେଳେ ବର୍ଷା ହେଊଛି ଯେ ତାହା କାମକୁ ନୁହେଁ। କିଭଳି ଚାଷ କାର୍ଯ୍ୟହେବ, ବର୍ଷକର ଦାନା ଘରକୁ ଆସିବ ସେ ଚିନ୍ତାରେ ଚାଷୀ...

ଗ୍ରାହକଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଲା ଲକ୍ଷାଧିକ ଟଙ୍କା

ଆଳି,୮ା୯(ବନମାଳୀ ସେନାପତି ): ବ୍ୟାଙ୍କ ଖାତାରେ ଅଚାନକ ହଜାର ହଜାର ଟଙ୍କା ଜମା ହେବା ନେଇ ମୋବାଇଲରେ ମେସେଜ ଆସିବାରୁ ଗ୍ରାହକମାନଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି। ୨ ହଜାରଠାରୁ ଆରମ୍ଭ କରି ୨ ଲକ୍ଷ ପର୍ଯ୍ୟନ୍ତ ଟଙ୍କା...

ମାମୁଁ ଘର ଯାଇଥିଲେ: ବିଦ୍ୟୁତ୍‌ ତାର ଲାଗି ଚାଲିଗଲା ଜୀବନ

ଦିଗପହଣ୍ଡି,୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଜିନିଗୁଡ଼ା ଗ୍ରାମରେ ଗୁରୁବାର ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ବାଉଁଶୀଆ ପଲ୍ଲୀ ଗ୍ରାମର ଉପେନ୍ଦ୍ର ମଲ୍ଲିକ...

ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ସମ୍ବଲପୁର,୭ା୯(ଶୁଭାଶିଷ ପାଢ଼ୀ): ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ସେପ୍ଟେମ୍ବର ୨୦ ତାରିଖରେ ପାଳନ ହେବ। ସମ୍ବଲପୁର ଝାଡୁଆପଡ଼ା ବ୍ରହ୍ମପୁରା ମନ୍ଦିର ପରିସରରେ ଗୁରୁବାର ମନ୍ଦିର ଟ୍ରଷ୍ଟ ପକ୍ଷରୁ ଆୟୋଜିତ ପଣ୍ଡିତ ମହାସଭାରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି।...

ପାଣିରେ ବୁଡ଼ି ଚାଲିଗଲା ମା’ବାପା ଛେଉଣ୍ଡ ନାବାଳିକାଙ୍କ ଜୀବନ

କୁଚିଣ୍ଡା,୭ା୯(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ତେଲିତିଲେଇମାଲ ପଞ୍ଚାୟତ ଅର୍ଜୁନଡିହି ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ପାଣିରେ ବୁଡି ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଯାସମାନୀ ବିଲୁଙ୍ଗ(୧୬)। ମିଳିଥିବା ସୂଚନା ଯାସମାନୀ ନିକଟସ୍ଥ ନାଳକୁ...

ନିଖୋଜ ଥିଲେ: ଜଙ୍ଗଲରୁ ମିଳିଲା ମୃତଦେହ

ରାଇକିଆ,୭।୯(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନା ବାକିଙ୍ଗିଆ ନିକଟ ଦେରିନାଜୁ ଗ୍ରାମ ନିକଟ ଜଙ୍ଗଲରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଗୁରୁବାର ଜବତ କରିଛି। ମୃତ ବ୍ୟକ୍ତି ଜଣକ ହେଲେ ଦେରିନାଜୁ ଗ୍ରାମର ବିଟୁ ପ୍ରଧାନ। ମିଳିଥିବା ସୂଚନା...

ଭୁଜାଲିରେ ହାଣି ଦେଢ଼ ଲକ୍ଷ ଟଙ୍କା ଲୁଟ୍‌: ୨ ଭାଇ ଆହତ

କେନ୍ଦୁଝର,୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ତେଲକୋଇ ଅଞ୍ଚଳରେ ଦିନକୁ ଦିନ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଦିନ ଦ୍ବିପ୍ରହରରେ ଲୁଟେରାମାନେ ଲୋକଙ୍କୁ ଆକ୍ରମଣ କରି କଳାକନା ବୁଲାଉଛନ୍ତି। ଗୁରୁବାର ଅପରାହ୍ନରେ ଆକୁଳ ସାପ୍ତାହିକ ହାଟରେ ୨ଜଣ ଦୁର୍ବୃତ୍ତ...

ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ

କେନ୍ଦୁଝର,୭ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟ ଟ୍ରାକ କୋର୍ଟ ବିଚାରପତି ବିଜୟ କୁମାର ମିଶ୍ର ଗୁରୁବାର ଏକ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତ ନିରଞ୍ଜନ କାରୁଆଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହିତ...

ବର୍ଷାରେ ଭାଙ୍ଗିଲା ୮ ଘର: ଭାସିଗଲା ସ୍କୁଟି

କୋରାପୁଟ,୭।୯(ଅମିତାଭ ବେହେରା): କୋରାପୁଟ ଜିଲାରେ ଗୁରବାର ୧୦୨୫ ମିଲିମିଟର ବର୍ଷା ହୋଇଥିବା ବେଳେ ଜିଲାର ସେମିଳିଗୁଡ଼ାରେ ସର୍ବାଧିକ ୧୫୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ପ୍ରବଳ ବର୍ଷା ଯୋଗୁ ସେମିଳିଗୁଡ଼ା ବ୍ଳକ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଅଭିଯୋଗ ହୋଇଛି।...

ଗୋପାଳ ସମାଜର ନନ୍ଦ ମହୋତ୍ସବ

ପୁରୁଷୋତ୍ତମପୁର,୭।୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହି ଜଗନ୍ନାଥ ମନ୍ଦିର ପରିସରରେ ଷୋଳଖଣ୍ଡ ଗୋପାଳ ସମାଜର ପୂର୍ବଖଣ୍ଡ ତାଲୁକା ପକ୍ଷରୁ ଗୁରୁବାର ନନ୍ଦ ମହୋତ୍ସବ ମହାସମାରୋହରେ ପାଳିତ ହୋଇଛି। ଗୋପାଳ ସମାଜର ପରମ୍ପରା ସହ ଭାଇଚାରା ସୃଷ୍ଟି ମହୋତ୍ସବର ମୁଖ୍ୟ...

ସ୍କୁଲ ଫାଟକରେ ତାଲା ପକାଇଲେ ଠିକାଦାର, ବାହାରେ ପଢ଼ିଲେ ପିଲା

ବାଲିଗୁଡ଼ା,୭ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକ ପକାରୀରେ ୫-ଟି ଯୋଜନାରେ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ କାମ କରି ଦୀର୍ଘ ଦିନ ପରେ ବି ଠିକାଦାରଙ୍କୁ ବିଲ୍‌ ମିଳିପାରିନାହିଁ। ଏ ନେଇ ଠିକାଦାର...

ଡକାୟତି ଯୋଜନା ପଣ୍ଡ: ମାରଣାସ୍ତ୍ର ଜବତ, ୪ ଗିରଫ

ବଡ଼ବିଲ,୭ା୯(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ବୁଧବାର ବିଳମ୍ବିତ ରାତିରେ ୪ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ବନ୍ଧୁକ, ଦାଉଲି ସହ କାର ଓ ୬ଟି ମୋବାଇଲ ଜବତ କରି ଏକ ବଡ ଧରଣର ଡକାୟତି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri