ଆମ ଜିଲା ଖବର

ବାର୍‌ହା ଆକ୍ରମଣରେ ଜଣେ ଗୁରୁତର

ସୋରଡା,୬।୯(ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡା ଅଧୀନ ଗାଜଲବାଡି ପଞ୍ଚାୟତରେ ବାର୍‌ହା ଆକ୍ରମଣରେ ଜଣେ ଗୁରୁତର ହୋଇଛନ୍ତି। ସେ ହେଲେ ଉକ୍ତ ପଞ୍ଚାୟତ ମୀନଯା ଗ୍ରାମର ଶଙ୍କର ମଲିକ ୪୨ । ଶଙ୍କର ସକାଳେ ବିଲରୁ ଗ୍ରାମକୁ ଯାଉଥିବା ବେଳେ...

ଭୁଶୁଡିଲା ପୋଲ ୪୦ ବର୍ଷର ପୋଲ: ବାହ୍ୟଜଗତରୁ ବିଛିନ୍ନ ୨୫ ଗାଁ

ବାଲେଶ୍ୱର ଅଫିସ, ୬।୮: ବାଲେଶ୍ୱର ଜିଲାର ନୀଳଗିରି ବ୍ଲକ ବେଗୁନିଆ ଅଞ୍ଚଳରେ ଲଗାଣ ବର୍ଷାରେ ପୋଲ ଭୁଶୁଡ଼ି ପଡ଼ିଛି । ୪୦ ବର୍ଷର ପୁରୁଣା ପୋଲ ଭୁଶୁଡି ପଡିଥିବାବେଳେ ୨୫ ଖଣ୍ଡ ଗାଁର ଯାତାୟତ ବାଧାପ୍ରାପ୍ତ ହୋଇଛି । ସୋନ...

ଯୁବତୀଙ୍କ ଗଳାକାଟି ହତ୍ୟା: ନଦୀପଠାରୁ ମିଳିଲା ରକ୍ତ ଜୁଡ଼ୁଜୁଡ଼ୁ ମୃତଦେହ 

ବରଗଡ଼,୬।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ  ଭଡ଼ିଗାଁ ଏବଂ ସୋହେଲା ବ୍ଲକ ଅନ୍ତର୍ଗତ ଶ୍ରୀଗିଡ଼ା ଗ୍ରାମ ମଝିରେ ପ୍ରବାହିତ ଜୀରାନଦୀ ପୋଲ ଉପରେ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ଯୁବତୀଙ୍କୁ ନିର୍ମମଭାବେ ହତ୍ୟା କରାଯାଇଛି। ଏକ ଧାରୁଆ...

ବ୍ଲାଙ୍କ ଫାୟାରିଂ କରି ଲୁଟିନେଲେ ୨୫ ହଜାର ଟଙ୍କା ସହ ସୁନା ଗହଣା

କଟକ,୬।୯: କଟକ କନ୍ଦରପୁର ଥାନା ମତଗଜପୁରରେ ବ୍ଲାଙ୍କ ଫାୟାରିଂ କରି ଲୁଟ୍‌ ହୋଇଛି। ୩ଟି ବାଇକ୍‌ରେ ୭ ଦୁର୍ବୃତ୍ତ ଆସି ବ୍ଲାକ ଫାୟାରିଂ କରି ୨୫ ହଜାର ଟଙ୍କା ସହ ସୁନା ଗହଣା ଲୁଟି ନେଇଛନ୍ତି । ଏ ନେଇ...

ବାସଗୃହ ଯୋଜନାରୁ ବଞ୍ଚିତ ହେଲେ ହିତାଧିକାରୀ

ଡେରାବିଶ, ୬।୯(ବେବର୍ତ୍ତା ଅଜୟ ଦାସ): ଗରିବ ହିତାଧିକାରୀଙ୍କୁ ବାସଗୃହ ଯୋଜନାରେ ସାମିଲ କରିବାକୁ ପ୍ରଶାସନ ପକ୍ଷରୁ ସର୍ଭେ କରାଯାଇଥିଲା। ସର୍ଭେ ରିପୋର୍ଟରେ ଚୟନ କରାଯାଇଥିବା ଜଣେ ଯୋଗ୍ୟ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ଦିଆଯାଇ ପରେ ହିତାଧିକାରୀଙ୍କ ନାମ ତାଲିକାରୁ ବାଦ୍‌ ପଡ଼ିଛି।...

ଶୌଚାଳୟ, ପାନୀୟ ଜଳର ସୁବିଧା ନାହିଁ

ପଟ୍ଟାମୁଣ୍ଡାଇ, ୬।୯(କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ତହସିଲ କାର୍ଯ୍ୟାଳୟ ପରିସରରେ ଶୌଚାଳୟ ଓ ପାନୀୟ ଜଳ ସୁବିଧା ନ ଥିବାରୁ ଏଠାକୁ ଆସୁଥିବା ଲୋକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାକୁ ନେଇ ସେମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିବାବେଳେ...

ଭୁଶୁଡ଼ିଲା ବିଜୁସେତୁ ସଂଯୋଗୀକରଣ ରାସ୍ତା

ଡେରାବିଶ, ୬୯ (ବେବର୍ତ୍ତା ଅଜୟ ଦାସ): ଡେରାବିଶ ବ୍ଲକ ଅନ୍ତର୍ଗତ ବେଲାରପୁର ହଳଦିଆ ରାସ୍ତା ଚାଟରାଚକଡା ପଞ୍ଚାୟତ ଅଧୀନ ଫକିରାବାଦ ଗ୍ରାମ ଦେଇ ବହି ଯାଇଥିବା ୧୯ ନଂ. ଡ୍ରେନେଜ କଟ୍‌ ଉପରେ କେନ୍ଦ୍ରାପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ...

ପ୍ଲାଷ୍ଟିକ ମାଟିରେ ନ ମିଶିବାରୁ କମୁଛି ଭୂତଳ ଜଳସ୍ତର

କେନ୍ଦ୍ରାପଡ଼ା, ୬।୯ (ଜଗନ୍ନାଥ ଧଳ): ପ୍ଲାଷ୍ଟିକ ମାଟିରେ ନ ମିଶିବାରୁ ଭୂତଳ ଜଳସ୍ତର କମିବାରେ ଲାଗିଛି। ତେଣୁ ସିଙ୍ଗଲ ୟୁଜ ପ୍ଲାଷ୍ଟିକ ଓ ପଲିଥିନ ବ୍ୟବହାର ସମ୍ପୂର୍ଣ୍ଣ ବର୍ଜନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହ୍ବାନ ଦେଇଛନ୍ତି। ସାରାଦେଶରେ ୨୦୧୬...

ଘର ନିର୍ମାଣ ସାମଗ୍ରୀ ଦର ଅହେତୁକ ବୃଦ୍ଧି

ରସୁଲପୁର,୬।୯(ରଞ୍ଜିତ ରାଉତ):ରସୁଲପୁର ବ୍ଲକ ଅଧୀନ ୨୮ ପଞ୍ଚାୟତରେ ୨,୫୪୧ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ(ଗ୍ରାମୀଣ)କାର୍ଯ୍ୟାଦେଶ ପ୍ରଦାନ କରାଯାଇଛି। ସେମାନଙ୍କ ମଧ୍ୟରୁ ବର୍ତ୍ତମାନ ସଦ୍ଧା ୨,୪୭୫ଜଣଙ୍କୁ ଗୃହ ନିର୍ମାଣ ବାବଦକୁ ପ୍ରଥମ କିସ୍ତି ମିଳିଛି। ଅବଶିଷ୍ଟ ୬୬ଜଣଙ୍କ କାଗଜପତ୍ରରେ ତ୍ରୁଟିଥିବାରୁ ପ୍ରଥମ କିସ୍ତି...

ଖଣି ଶ୍ରମିକଙ୍କ ଦାନା ଛଡ଼ାଇଛି ଯନ୍ତ୍ର

ଯାଜପୁର,୬। ୯(ହର୍ଷବର୍ଦ୍ଧନ ବେହେରା): ଯନ୍ତ୍ର ଦ୍ୱାରା ଓଡ଼ଶାର ସବୁ ଖଣି ଖୋଳାଯାଉଛି। ଫଳରେ ଅଧିକାଂଶ ସ୍ଥାନୀୟ ଖଣି ଶ୍ରମିକମାନେ ହାତବାନ୍ଧି ବସି ରହିଛନ୍ତି। ୧୯୮୦ ପର୍ଯ୍ୟନ୍ତ ବହୁ ହଜାର ଖଣି ଶ୍ରମିକ ଛୁଆପିଲାଙ୍କୁ ଧରି ଓଡ଼ିଶାର ବିଭିନ୍ନ ଖଣି ଅଞ୍ଚଳରେ...

ଡାକ୍ତର ନାହାନ୍ତି, ରୋଗୀ ଦେଖୁଛନ୍ତି ଫାର୍ମାସିଷ୍ଟ

ଢେଙ୍କାନାଳ,୬।୯(ରତନ ନାୟାର): ଢେଙ୍କାନାଳ ସହର ବାଜିଚୌକସ୍ଥିତ ସହରାଞ୍ଚଳ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରରେ ୩ଦିନ ହେଲା ଡାକ୍ତର ନ ଥିବାରୁ ଜଣେ ଫାର୍ମାସିଷ୍ଟ ରୋଗୀ ଦେଖୁଛନ୍ତି। ଏ ସମ୍ପର୍କରେ ସ୍ବାସ୍ଥ୍ୟ ବିଭାଗ ନିକଟରେ ଖବର ଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା...

ରାଜସ୍ବ ନିରୀକ୍ଷକଙ୍କ ଅଫିସରେ ତାଲା

ଖଜୁରିପଡ଼ା,୫ା୯(ବିଦୁର ବେହେରା): ଦୁର୍ଗମ ଅଞ୍ଚଳରେ ବସବାସ କରୁଥିବା ବିଭିନ୍ନ ସମ୍ପ୍ରଦାୟର ଲୋକଙ୍କ ଜମି ଜମା, ଜାତି ଗତ ପ୍ରମାଣ ପତ୍ର, ବାସିନ୍ଦା ପ୍ରମାଣ ପତ୍ର ଆଦି ସମସ୍ୟାର ସମାଧାନ ପାଇଁ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ଖୋଲାଯାଇଛି। କିନ୍ତୁ ରାଜସ୍ବ ନିରୀକ୍ଷକ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri