ଆମ ଜିଲା ଖବର

୩ ଶହୀଦଙ୍କ ଘରୁ ଗଲା ମାଟି

ରାଇରଙ୍ଗପୁର,୬।୯(ମନୋରଞ୍ଜନ ତିରିଆ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ କ୍ରମେ ‘ମେରି ମାଟି, ମେରା ଦେଶ’ କାର୍ଯ୍ୟକ୍ରମ ନିମନ୍ତେ ଶହୀଦ୍‌ ଯବାନଙ୍କ ଘରୁ ପବିତ୍ର ମାଟି ସଂଗ୍ରହ କରାଯାଇଛି। ଏହି ମାଟିକୁ ଏକାଠି କରି ଦିଲ୍ଲୀସ୍ଥିତ ‘ରାଷ୍ଟ୍ରୀୟ ଯୁଦ୍ଧ ସ୍ମାରକୀ’ ନିକଟରେ...

ଏବେ ନଦୀକୂଳକୁ ନା

ଚାନ୍ଦବାଲି,୬।୯(ଅଶୋକ ପଣ୍ଡା): ଏବେ ବିଭିନ୍ନ ନଦୀରେ କୁମ୍ଭୀର ଭୟ। ଏପରିକି ନଦୀକୂଳରୁ ଲୋକଙ୍କୁ ଟାଣି ନେଇ କୁମ୍ଭୀର ମାରି ଦେଉଛି। ଗତ ୩ ମାସ ମଧ୍ୟରେ ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ପଡ଼ୋଶୀ କେନ୍ଦ୍ରାପଡ଼ା, ଯାଜପୁର ଜିଲାର ବ୍ରାହ୍ମଣୀ ଓ...

ପୁଣି ୨୫ ପେଟ୍ରୋଲ ପମ୍ପ ମାଲିକଙ୍କୁ ନୋଟିସ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ମୁଖ୍ୟ ଯୋଗାଣ ବିଭାଗ ପକ୍ଷରୁ ଆଉ ୨୫ ଜଣ ପେଟ୍ରୋଲ ପମ୍ପ ମାଲିକଙ୍କୁ ଚିଠି କରି ଜାତୀୟ ରାଜପଥ ପ୍ରାଧିକରଣ ପକ୍ଷରୁ ମିଳିଥିବା ନୋ ଅବଜେକ୍ସନ ସାର୍ଟିଫିକେଟ (ଏନ୍‌ଏଓସି) ଦାଖଲ କରିବାକୁ ଆଦେଶ...

ଉଚ୍ଚଶିକ୍ଷା ପାଇଁ ଅଷ୍ଟ୍ରେଲିଆ ଯିବେ କେନ୍ଦୁଝରର ୫ ମେଧାବୀ

କେନ୍ଦୁଝର, ୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):  କେନ୍ଦୁଝର ସରକାରୀ ଇଞ୍ଜିନିୟରିଂ କଲେଜରୁ ମାଇନିଂ ଇଞ୍ଜିନିୟରିଂରେ ସଫଳତାର ସହ ବିଟେକ୍‌ ପାସ କରିଥିବା ୫ ମେଧାବୀ ଛାତ୍ରୀଛାତ୍ର ଉଚ୍ଚଶିକ୍ଷା ପାଇଁ ଅଷ୍ଟ୍ରେଲିଆ ଯିବେ। ସେମାନେ ବିଶ୍ୱର ସୁନାମଧନ୍ୟ ଶିକ୍ଷା ପ୍ରତିଷ୍ଠାନ କର୍ଟିନ...

ମାଣ୍ଡିଆ ପ୍ରସ୍ତୁତ ଖାଦ୍ୟ ପରଷିବେ ସୁବାସା, ରାଇମତୀ

ବାରିପଦା/କୁନ୍ଦୁରା ୬।୯, (ନୀଳାଦ୍ରି ବିହାରୀ ଦଣ୍ଡପାଟ/ ସନ୍ତୋଷ ପ୍ରହରାଜ): ନୂଆଦିଲ୍ଲୀ ଭାରତ ମଣ୍ଡପଠାରେ ଆସନ୍ତା ୯ ଏବଂ ୧୦ତାରିଖ ଦୁଇଦିନ ଧରି ଜି୨୦ ସମ୍ମିଳନୀ ଅନୁଷ୍ଠିତ ହେବ। ଏଥିରେ ବିଶ୍ୱର ପ୍ରମୁଖ ୨୦ଟି ଦେଶର ରାଷ୍ଟ୍ରମୁଖ୍ୟ ଏବଂ ପ୍ରତିନିଧି ଯୋଗଦେବାର...

ଶପଥ ନେଲେ ୨ ହାଇକୋର୍ଟ ବିଚାରପତି

କଟକ,୬।୯ (କାର୍ତ୍ତିକ ସାହୁ): ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶିବଶଙ୍କର ମିଶ୍ର ଓ ଆନନ୍ଦ ଚନ୍ଦ୍ର ବେହେରା ମଙ୍ଗଳବାର ପୂର୍ବାହ୍ନରେ ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟର ପୁରୁଣା ବିଲ୍ଡିଂସ୍ଥିତ ନୂତନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ବିଚାରପତି ଶୁଭାଶିଷ...

ଇନୋଭାରେ ଆସି ଦୁଇ ମାଂସ ବ୍ୟବସାୟୀଙ୍କୁ ଉଠାଇ ନେଲେ ଦୁବୃର୍ତ୍ତ

ବାଲିଗୁଡ଼ା, ୫।୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବସଷ୍ଟାଣ୍ଡ ନିକଟସ୍ଥ ବନ୍ଧଛକ ବୁଡ଼ାଗୁଡା ରାସ୍ତା ନିକଟରୁ ମଙ୍ଗଳବାର ସଂଧ୍ୟା ୬ଟା ସମୟରେ ଦୁଇଟି ଗାଡ଼ିରେ କିଛି ଦୁର୍ବୃତ୍ତ ଆସି ହାଟପଦା ସାହିର ମାଂସ ବ୍ୟବସାୟୀ ହେମନ୍ତ ଗଣ୍ଡା ଓ...

କୋରାପୁଟରେ ପ୍ରବଳ ବର୍ଷା, ଅନ୍ଧାରରେ ସହର

କୋରାପୁଟ,୫।୯(ଅମିତାଭ ବେହେରା )କୋରାପୁଟରେ ମଙ୍ଗଳବାର ଅପରାହ୍ନରେ ପ୍ରାୟ ଏକ ଘଣ୍ଟା ଧରି ଘଡଘଡି ସାଙ୍ଗକୁ ପ୍ରବଳ ବର୍ଷା ହୋଇଛି। ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ ଗଛ ପଡି ବିଦ୍ୟୁତ ସେବା ବନ୍ଦ ରହିଛି। ବର୍ତ୍ତମାନ ସହର ପୁରାପୁରି ଅନ୍ଧାରରେ ବୁଡି...

କ୍ରୀଡାପ୍ରେମୀଙ୍କ ପାଇଁ ଖୁସି ଖବର, ଖୁବ୍‌ ଶୀଘ୍ର ଲୋକାର୍ପଣ ହେବ ବିଜୁ ପଟ୍ଟନାୟକ ବହୁମୁଖୀ କ୍ରୀଡା ଭବନ

ମାଲକାନଗିର,୫।୯ (ଦୁର୍ଯ୍ୟୋଧନ ପାତ୍ର) ମାଲକାନଗିରି ଜିଲା ସଦର ମହକୁମା ୩୨୬ ନଂ ଜାତୀୟ ରାଜପଥ କଡ ଗଣେଶ ବଜାର ସିନେମା ହଲ ଛକଠାରେ ନିର୍ମିତ ହେବ ବିଜୁ ପଟ୍ଟନାୟକ ବହୁମୁଖୀ କ୍ରୀଡା ଭବନ। ଲୋକାର୍ପଣ ପାଇଁ ସମସ୍ତ ପ୍ରସ୍ତୁତି ପ୍ରାୟତଃ...

ପୋଲିସ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ, ଦୁଇ ମାଓବାଦୀ ମୃତ

ମାଲକାନଗିର,୫।୯(ଦୁର୍ଯ୍ୟୋଧନ ପାତ୍ର) ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ସୁକୁମା ଜିଲାରେ ପୋଲିସ ଓ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ପରସ୍ପର ମଧ୍ୟରେ ଗୁଳି ବିନିମୟ ଘଟି ଦୁଇ ମାଓବାଦୀ ନିହତ ହେବା ସହ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି।...

ବିଜେଡିରେ ଯୋଗଦେଲେ ଶତାଧିକ କଂଗ୍ରେସ ଓ ଭାଜପା ନେତା

କୋରାପୁଟ,୫।୯(ଅମିତାଭ ବେହେରା )କୋରାପୁଟସ୍ଥିତ ଦକ୍ଷତା ବୃଦ୍ଧି ତାଲିମ କେନ୍ଦ୍ର ପରିସରରେ ମଙ୍ଗଳବାର ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି. କୋରାପୁଟ ଜିଲା ବିଜେଡି ସଭାପତି ଝିନ ହିକକାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ମିଶ୍ରଣ ପର୍ବରେ ଜିଲାର ବୈପାରୀଗୁଡା ବ୍ଲକ ଅଞ୍ଚଳରୁ ୨୬୮...

ଗୁରୁ ଦିବସରେ କଳାବ୍ୟାଜ୍‌ ପିନ୍ଧିଲେ ଅଧ୍ୟାପକ

ବ୍ରହ୍ମପୁର,୫ା୯(ସୁବାସ ଚନ୍ଦ୍ର ପାଢ଼ୀ): ଓଡିଶା ରାଜ୍ୟ ଚୟନ ବୋର୍ଡ ଅଧ୍ୟାପକ ସଂଘର ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲାରେ କାର୍ଯ୍ୟରତ ୨୭ଟି ଅନୁଦାନପ୍ରାପ୍ତ ବେସରକାରୀ କଲେଜର ୨୫୩ ଜଣ ଅଧ୍ୟାପିକା ଓ ଅଧ୍ୟାପକ ଗୁରୁ ଦିବସରେ କଳାବ୍ୟାଜ ପରିଧାନ କରିଛନ୍ତି। ରାଜ୍ୟ ସରକାର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri