ଆମ ଜିଲା ଖବର

ଭାଲୁ ଆକ୍ରମଣରେ ଜଣେ ଗୁରୁତର

ନୂଆପଡା,୫।୯: ନୂଆପଡା ଜିଲା ଖରିଆର ରୋଡ ରେଞ୍ଜ ମାଗୁରପାଣି ଗାଁରେ ଭାଲୁ ଆକ୍ରମଣରେ ଜଣେ ଗୁରୁତର ହୋଇଛନ୍ତି । ଗୁରୁତର ବ୍ୟକ୍ତି ହେଲେ ଚୁନୁ ରାଉତ। ତାଙ୍କୁ ପ୍ରଥମେ ନୂଆପଡା ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା କରାଯାଇ ରାୟପୁର ସ୍ଥାନାନ୍ତର...

ଜାଲନୋଟ୍‌ ଜବତ ଘଟଣାର ଅଭିଯୁକ୍ତଙ୍କ  ଘର ଯାଞ୍ଚ 

ସୁବର୍ଣ୍ଣପୁର ୫।୯: ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ଥାନା ଅନ୍ତର୍ଗତ ମାଟିଖାଇ ନୂଆବସ୍ତିରୁ ଜାଲନୋଟ ଜବତ ଘଟଣାରେ ଅଭିଯୁକ୍ତଙ୍କ ଘରେ ମଙ୍ଗଳବାର ପୁଣି ଯାଞ୍ଚ କରାଯାଇଛି। କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ ଟିମ୍‌ ବିଭିନ୍ନ କାଗଜପତ୍ର ଯାଞ୍ଚ କରିଥିବା ଜଣାପଡିଛି । ସୂଚନାଯୋଗ୍ୟ, କ୍ରାଇମବ୍ରାଞ୍ଚ...

ବୁଧବାର ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମ ଉତ୍ସବ

ପୁରୀ,୫।୯(ଅଜିତ୍‌ ମହାନ୍ତି): ବୁଧବାର ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଅର୍ଥାତ ପବିତ୍ର ଜନ୍ମାଷ୍ଟମୀ । ଏହି ଅବସରରେ ପୁରୀ ଶ୍ରୀମନ୍ଦିରରେ ପ୍ରଭୁ ଶ୍ରୀକୃଷ୍ଣ ଜନ୍ମ ଉତ୍ସବ ଅନୁଷ୍ଠିତ ହେବ। ଏଥିପାଇଁ ଆଜି ଶ୍ରୀମନ୍ଦିରରେ ସନ୍ଧ୍ୟା ଆଳତି ସମୟରେ ଠାକୁରଙ୍କୁ...

ନାହିଁ ସ୍କୁଲଗୃହ, କ୍ଲବ ଘରେ ପାଠପଢ଼ା

ନୂଆପଡ଼ା,୫।୯(ମକାରୁ ବେମାଲ): ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ଆଗ୍ରେନ ପଞ୍ଚାୟତ ସନବାହାଲି ଗାଁର କ୍ଲବ ଘରେ ଚାଲିଛି ପିଲାଙ୍କ ଭବିଷ୍ୟତ ଗଢ଼ା। ସନବାହାଲି ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ମୋଟ ୫୨ଜଣ ଛାତ୍ରୀଛାତ୍ର ରହିଥିବା ବେଳେ...

ସାତକୋଶିଆ ଅଭୟାରଣ୍ୟରୁ ମିଳିଲା ୨ ହାତୀର ମୃତଦେହ

ଅନୁଗୋଳ,୫।୯: ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟରୁ ୨ ହାତୀର ମୃତଦେହ ଠାବ କରାଯାଇଛି। ତେବେ ହାତୀ ୨ଟିର କିପରି ମୃତ୍ୟୁଘଟିଲା ତାର କାରଣ ଜଣାପଡ଼ି ନାହିଁ। ମଙ୍ଗଳବାର ସକାଳେ ସାତକୋଶିଆ ଅଭୟାରଣ୍ୟର ଜଗନ୍ନାଥପୁର ଗାଁ ନିକଟ ଜଙ୍ଗଲରେ ହାତୀ ୨ଟିର...

ଡାକ୍ତରଙ୍କ ବଦଳି ପ୍ରତିବାଦରେ ବିକ୍ଷୋଭ

ସୋରଡ଼ା,୫।୯(ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ବଡ଼ଗଡ଼ ସରକାରୀ ଡାକ୍ତରଖାନାର କାର୍ଯ୍ୟରତ ଡାକ୍ତର ତରୁଣ ବିଶ୍ୱାଳଙ୍କ ବଦଳି ପ୍ରତିବାଦରେ ଡାକ୍ତରଖାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହା ସହ ଉକ୍ତ ଅଞ୍ଚଳରେ ସଭା ଶୋଭାଯାତ୍ରା ଚାଲିଛି। ଦଳମତ ନିର୍ବିିଶେଷରେ ବଡ଼ଗଡ଼ ଅଞ୍ଚଳର...

କଣ୍ଟାବାଞ୍ଜି ଜିଲା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳନ

କଣ୍ଟାବାଞ୍ଜି,୫।୯(ଗୁରୁଦୟାଲ ହଂସ): କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନ ମଣ୍ଡଳୀକୁ ସ୍ବତନ୍ତ୍ର ରାଜସ୍ବ ଜିଲା ମାନ୍ୟତା ଦାବିନେଇ ଜିଲା ସଂଘର୍ଷ ସମିତି ପକ୍ଷରୁ ମଙ୍ଗଳବାର କଣ୍ଟାବାଞ୍ଜି ସହର ବନ୍ଦ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ କଣ୍ଟାବାଞ୍ଜିି ସହରର ସମସ୍ତ ଦୋକାନ, ବଜାର, ବ୍ୟାଙ୍କ,...

ଗୁରୁ ହିଁ ମାର୍ଗଦର୍ଶକ

ସୁନ୍ଦରଗଡ,୫ା୯ (ଜୟ ନାରାୟଣ ମେଣ୍ଡୁଳି): ଅଜ୍ଞାନ ରୂପକ ଅନ୍ଧକାରରୁ ଜ୍ଞାନ ରୂପକ ଆଲୋକକୁ ଯିଏ ବାଟ ଦେଖାନ୍ତ ସେ ହିଁ ଗୁରୁ। ଭାରତ ବର୍ଷର ଗୁରୁ ଶିଷ୍ୟ ପରମ୍ପରା, ମୂଲ୍ୟବୋଧ ଭାରତୀୟ ସଂସ୍କୃତିକୁ ଗୌରାନିତ୍ୱ କରିପାରିଛି। ଏହି ମହାନ ପରମ୍ପରାକୁ...

ଚାଷକୁ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ

ବରଗଡ଼,୫।୯(ପ୍ରେମାନନ୍ଦ ଖମାରୀ): ଚାଷଜମିକୁ କେନାଲ ପାଣି ମାଡ଼ୁନି। ଆଶାନୁରୂପ ବୃଷ୍ଟିପାତ ମଧ୍ୟ ହେଉନାହିଁ। ଏଭଳି ସ୍ଥିତିରେ ଉଠାଜଳସେଚନ ପ୍ରକଳ୍ପକୁ ବିଦ୍ୟୁତ୍‌ ସଂଯୋଗ ମଧ୍ୟ ବିଚ୍ଛିନ୍ନ କରି ଦିଆଯାଇଛି। ଫଳରେ ବରଗଡ଼ ଜିଲା ଭେଡ଼େନ ବ୍ଲକ ଅନ୍ତର୍ଗତ ରୁଷୁଡ଼ା, ମହୁଲପାଲି, ମାନପୁର,...

ଅର୍ଥାଭାବରୁ ରୋଗଶଯ୍ୟାରେ ଝିଅ

ମାଥିଲି,୫ା୯(ସୁବାଷ ଚନ୍ଦ୍ର ଖୁଡୁପିଆ): ମାଲକାନଗିରି ଜିଲା କଦମଗୁଡା ପଞ୍ଚାୟତର ଖୁରୀଗୁଡା ଗ୍ରାମ ଜୟରମା କିର୍ଷାନୀଙ୍କ ଝିଅ ସଞ୍ଜୁ(୭)। ଆଜିକୁ ୨ ବର୍ଷ ଧରି ରୋଗ ଶଯ୍ୟାରେ ପଡି ଯନ୍ତ୍ରଣା ଭୋଗୁଛନ୍ତି। ଖଇରପୁଟ ଆବାସିକ ସେବାଶ୍ରମ ବିଦ୍ୟାଳୟରେ ତୃତୀୟ ଶ୍ରେଣୀରେ ପଢୁଥିଲେ।...

ପୋଲ କାମ ସରୁନି, ନାଳରେ ପଶି ଯାତାୟାତ

ବଇଣ୍ଡା,୫।୯(ପରିକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ଼ ଥାନା ମଇମୁରା ପଞ୍ଚାୟତ ମଇମୁରାଠାରୁ କଳଚିକଟାକୁ ସଂଯୋଗ ପାଇଁ ମଇମୁରାଠାରେ ନିର୍ମାଣ ହେଉଥିବା ପୋଲ କାର୍ଯ୍ୟ ସରୁନାହିଁ। ଫଳରେ ସାଧାରଣରେ ଅସନ୍ତୋଷ ଦେଖାଦେଇଛି। ପୋଲ କାମ ଶେଷ ହେଉ ନ ଥିବା ଯୋଗୁ...

ହାତୀପଲ ଉପଦ୍ରବ, ମକା ସହ ଧାନ ଫସଲ ନଷ୍ଟ

ବୁଗୁଡ଼ା,୫ା୯(କାଳି ଚରଣ ଦାଶ): ବୁଗୁଡ଼ା ବନାଞ୍ଚଳ ଅନ୍ତର୍ଗତ ତାକରଡ଼ା ଗ୍ରାମରେ ୧୩ ଟିକିଆ ହାତୀପଲ ବ୍ୟାପକ ମକା ଫସଲ ନଷ୍ଟ କରିଛନ୍ତି। ଶନିବାର ମଧ୍ୟରାତ୍ରରେ ହାତୀପଲ ତାକରଡା ଗାଁର ବିଭିନ୍ନ ମକା କିଆରିରେ ପଶି ଫସଲ ନଷ୍ଟ କରିବା ସହ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri