ଆମ ଜିଲା ଖବର

ଅନାସ୍ଥା ପ୍ରସ୍ତାବରେ ହାରିଗଲେ ସରପଞ୍ଚ

କେସିଙ୍ଗା,୨୮ା୧୧: କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି ଅନ୍ତର୍ଗତ ବାଲସି ପଞ୍ଚାୟତର ସରପଞ୍ଚ ଭାରତୀ ସୁନାଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ବାଲସି ସରପଞ୍ଚଙ୍କ ବିଷୟରେ ଆଲୋଚନା ଓ ଅନାସ୍ଥା ପ୍ରସ୍ତାବ ଗୃହୀତ କରିବା ପାଇଁ...

ବାହୁଦା ନଦୀଶଯ୍ୟାରୁ ଆନ୍ଧ୍ରକୁ ବେଆଇନ ବାଲି ଚୋରାଚାଲାଣ: ଖୋଲା ଚ୍ୟାଲେଞ୍ଜ ଦେଇ ମାଫିଆ…

ଦିଗପହଣ୍ଡି, ୨୮।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଦିଗପହଣ୍ଡି ବ୍ଲକ ଅଧୀନ ବିଭିନ୍ନ ଗ୍ରାମଦେଇ ବହି ଯାଉଥିବା ବାହୁଦା ନଦୀଶଯ୍ୟାରୁ ଆନ୍ଧ୍ରକୁ ବାଲି ଚୋରା ଚାଲାଣ କରାଯାଉଥିବା ଅଭିଯୋଗ ହୋଇଛି। ସମ୍ପୃକ୍ତ ଅଞ୍ଚଳରେ ବାଲିମାଫିଆଙ୍କ ରାଜୁତି ଚାଲିଛି।...

ବୁର୍ଲା ଭିମସାରରୁ ଚୋରି ନବଜାତ ଶିଶୁପୁତ୍ରକୁ ଉଦ୍ଧାର : ଚୋରି କରିଥିବା ମହିଳା ଓ ତାଙ୍କ ସ୍ବାମୀଙ୍କୁ…

ସମ୍ବଲପୁର, ୨୮।୧୧(ପ୍ରମୋଦ ବହିଦାର): ବୁର୍ଲା ଭିମସାରରୁ ଚୋରି ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଛି। ଶିଶୁପୁତ୍ରକୁ ରେଙ୍ଗାଲିରୁ ଉଦ୍ଧାର କରାଯାଇଥିବା ପୋଲିସ ସୂଚନା ଦେଇଛି। ଶିଶୁ ଚୋରି କରିଥିବା ମହିଳା ଓ ତାଙ୍କ ସ୍ବାମୀଙ୍କୁ ଅଟକ ରଖାଯାଇଛି। ଉଦ୍ଧାର ପରେ ଶିଶୁପୁତ୍ରକୁ...

ଗିରଫ ହେଲେ କୋଟିପତି ଖଣି ଅଧିକାରୀ

କେନ୍ଦୁଝର,୨୮ା୧୧: କେନ୍ଦୁଝର କନିଷ୍ଠ ଖଣି ଅଧିକାରୀ ପଦ୍ମନାଭ ହୋତାଙ୍କୁ ଗୁରୁବାର ଭିଜୀଲାନ୍ସ ଗିରଫ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଗିରଫ କରାଯାଇଛି। ଗତକାଲି ଭିଜିଲାନ୍ସ ଟିମ୍‌ ତାଙ୍କ କେନ୍ଦୁଝର ଘର ଏବଂ ଭୁବନେଶ୍ୱର, ଭବାନୀପାଟଣା, ଯାଜପୁର...

୧୫ ମାସର ଶିଶୁକନ୍ୟାଙ୍କୁ ବଳାତ୍କାର

ଯୋଡ଼ା,୨୮ା୧୧(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଥାନା ଅନ୍ତର୍ଗତ ଅଂଶେଇକଳା ପଞ୍ଚାୟତ ଅଧୀନ ଏକ ଗ୍ରାମରେ ଜଣେ ୧୫ ମାସର ଶିଶୁ କନ୍ୟାକୁ ବଳାତ୍କାର କରାଯାଇଛି। ଶିଶୁ କନ୍ୟାଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ପ୍ରଥମେ ଚମ୍ପୁଆ ଓ ପରେ...

ଶୀତରେ ଥରୁଛି ଜି.ଉଦୟଗିରି, ସର୍ବନିମ୍ନ ତାପମାତ୍ରା ରହିଛି…

ଜି.ଉଦୟଗିରି,୨୮ା୧୧(ଶିଶିର ପଟ୍ଟନାୟକ): ଜି. ଉଦୟଗିରି ସହରରେ ଗୁରୁବାର ସର୍ବନିମ୍ନ ତାପମାତ୍ରା ୬.୨ ଡିଗ୍ରୀ ସେଲ୍‌ସିୟସ୍‌ ରେକର୍ଡ କରାଯାଇଥିବା ଜି. ଉଦୟଗିରି କୃଷି ଗବେଷଣା କେନ୍ଦ୍ର ତରଫରୁ ଜାଣିବାକୁ ମିଳିଛି । କିନ୍ତୁ ସହରଠାରୁ ଅଧିକ ଶୀତ ମୁକୁଲିଙ୍ଗିଆ, ସିରିକି, କୁର୍ମିଙ୍ଗିଆ...

ଘରେ ପଶି ପୁତୁରାଙ୍କୁ ହତ୍ୟା, ଦାଦାଙ୍କୁ ଅଟକ ରଖିଲା ପୋଲିସ

ବ୍ରହ୍ମପୁର,୨୮ା୧୧(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲାରେ ଘରୋଇ ହିଂସା ଓ ପୂର୍ବ ଶତ୍ରୁତାରୁ ମାସେ ଭିତରେ ୩ ମୁଣ୍ଡ ଗଡ଼ିସାରିଲାଣି। ପୂର୍ବରୁ ଶେରଗଡ଼ରେ ଦୁଇଟି ହତ୍ୟାକାଣ୍ଡ ଘଟିଥିବାବେଳେ ବୁଧବାର ବିଳମ୍ବିତ ରାତିରେ ସଦର ଥାନା ଅନ୍ତର୍ଗତ ରୋହିଗାଁ ବଡ଼ସାହିରେ ପୁଣି...

ଲୋକନୃତ୍ୟ ଯୁବ କଳାକାର ଆଲୋକ ବିଷୋୟୀଙ୍କୁ ସମ୍ବର୍ଦ୍ଧିତ

ଦିଗପହଣ୍ଡି,୨୮ା୧୧(ଅଶେଷ ନାଥ ମିଶ୍ର):ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡ ନିକଟସ୍ଥ ବିଚିତ୍ର ବର୍ନାଳି ନାଟ୍ୟ ସଂସଦ କକ୍ଷରେ ନାଟ୍ୟ ସଂସଦର ସଭାପତି ବିଶ୍ୱନାଥ ଚୌଧୁରୀଙ୍କ ସଭାପତିତ୍ୱରେ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଚିତ୍ର ବର୍ନାଳି ନାଟ୍ୟ ସଂସଦର ପରିଚାଳନା ନିର୍ଦ୍ଦେଶକ...

ବେଆଇନ ଗଛ କାଟୁଥିଲେ, ଧରିଲା ବନବିଭାଗ: ୫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ଲାଞ୍ଜିଗଡ଼,୨୮।୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ରେଞ୍ଜ ଢେପଗୁଡା ସଂରକ୍ଷିତ ଜଙ୍ଗଲ ଠାରେ ବେଆଇନ ଭାବେ ଗଛ କାଟୁଥିବା ବେଳେ ବନବିଭାଗ ୫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି I ବନ ବିଭାଗ ପକ୍ଷରୁ ଜନ...

ପୁଣି ଆଳୁ ଅଟକାଇଲେ ଦିଦି, ଟେନଶନରେ ସରକାର

ଜଳେଶ୍ୱର,୨୮।୧୧: ଓଡ଼ିଶାକୁ ପଶ୍ଚିମବଙ୍ଗ ସୀମାରେ ପୁଣି ଆଳୁ ଗାଡ଼ି ଅଟକାଇଛନ୍ତି। କିଛିଦିନ ପୂର୍ବରୁ ଆଳୁ ରାଜନୀତି ତେଜିଥିବାବେଳେ ଆଜି ପୁଣି ମମତାଙ୍କ ଗାଡି ଅଟକାଇଦେବା ମୋହନ ସରକାରଙ୍କ ମୁଣ୍ଡବିନ୍ଧାର କାରଣ ସାଜିଛି। ହୁ ହୁ ହୋଇ ବଢୁଥିବା ପରିବା ଦରକୁ...

ରୋଡ୍‌ ରୋମିଓଙ୍କୁ ସାବାଡ଼ କଲେ ଗ୍ରାମବାସୀ

ଦିଗପହଣ୍ଡି,୨୮ା୧୧(ଅଶେଷ ନାଥ ମିଶ୍ର):ସାନଖେମୁଣ୍ଡି ବ୍ଳକ ପଥରପୁଞ୍ଜି ଗ୍ରାମବାସୀ ବୁଧବାର କିଛି ରୋଡ଼ ରୋମିଓଙ୍କୁ ସାବାଡ କରିଛନ୍ତି। ପୂର୍ବ ଯୋଜନା ଅନୁସାରେ ୨ ରୋଡ଼ ରୋମିଓଙ୍କୁ କାବୁ କରି ଛେଚିବା ସହ ସେମାନଙ୍କ ପରିବାର ଲୋକଙ୍କୁ ଖବର ଦେଇଥିଲେ ଗ୍ରାମବସୀ। ପରିବାର...

ଶୌଚ ପାଇଁ ଯାଇଥିଲେ ଯୁବକ, ଦଳିଦେଲା ହାତୀ

ହିନ୍ଦୋଳ,୨୮।୧୧: ଢେଙ୍କାନାଳ ଜିଲା ହିନ୍ଦୋଳ ଉପଖଣ୍ତ ଅନ୍ତର୍ଗତ କଡଲା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଗୁରୁବାର ଭୋର ସମୟରେ ଗ୍ରାମର ଗାୟତ୍ରୀ ମଣ୍ତପ ନିକଟସ୍ଥ ପୋଖରୀକୁ ଶୌଚ ନିମନ୍ତେ ଯାଉଥିବା ସମୟରେ ମଧୁସୁଦନ ପ୍ରଧାନଙ୍କ ପୁଅ ଦୀପକ ପ୍ରଧାନ(୨୯)...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri