ଆମ ଜିଲା ଖବର

ହୋଟେଲରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଭଦ୍ରକ,୪।୯(ସନାତନ ରାଉତ): ଭଦ୍ରକ-ଚରମ୍ପା ଷ୍ଟେଶନ ନିକଟ ଏକ ହୋଟେଲରୁ ସୋମବାର ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ ଭଣ୍ଡାରିପୋଖରୀ ଅଞ୍ଚଳର ଦେବରାଜ ସାମଲ ବୋଲି ପୋଲିସ ସୂତ୍ରରୁ ଜଣାପଡିଛି l ଜନୈକ ଯୁବତୀଙ୍କ ସହ ସେ ଗତ ରାତିରେ...

ବିଦ୍ୟୁତ୍‌ ଉତ୍ପାଦନ, ଜଳସେଚନରେ ବାଧା ଆଶଙ୍କା

ନବରଙ୍ଗପୁର,୪।୯(ସଦାଶିବ ପ୍ରହରାଜ):ଇନ୍ଦ୍ରାବତୀ ଜଳଭଣ୍ଡାରରେ ଦେଖାଦେଇଛି ଜଳ ସଙ୍କଟ। ଚଳିତବର୍ଷ ସ୍ବଳ୍ପ ବୃଷ୍ଟିପାତ କାରଣରୁ ବିଗତ ବର୍ଷମାନଙ୍କ ତୁଳନାରେ ବହୁ ମାତ୍ରାରେ ବର୍ଷା କମ୍‌। ୬୪୧ ମିଟର ଜଳଧାରଣ କ୍ଷମତା ବିଶିଷ୍ଟ ଇନ୍ଦ୍ରାବତୀ ଜଳଭଣ୍ଡାରରେ ସେପ୍ଟେମ୍ବର ୧ ତାରିଖ ସୁଦ୍ଧା ୬୩୧.୪୧...

ଅବ୍ୟବସ୍ଥାରେ ବେଲଖଣ୍ଡି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର

ତୁଣ୍ଡଲା,୪।୯(ଫିରୋଜ କୁମାର ଦାଶ):ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବାକୁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଡାକ୍ତରଖାନାର ଉନ୍ନତି ପାଇଁ ଗୁରୁତ୍ୱ ଦେଉ ନ ଥିବାରୁ ଡାକ୍ତରଖାନାଗୁଡିକ ବିପଦପୂର୍ଣ୍ଣ ଅବସ୍ଥାରେ ରହିଥିବା ଦେଖିବାକୁ ମିଳିଛି। ଏପରି...

ବର୍ଷାଦିନେ ଜଳବନ୍ଦୀ ନାଗୁପଡ଼ା ଗ୍ରାମବାସୀ

ଭବାନୀପାଟଣା,୪।୯(ଉତ୍ତମ କୁମାର ଦାଶ):ଦୀର୍ଘ ବର୍ଷର ଦାବି ଓ ୨ଟି ସାଧାରଣ ନିର୍ବାଚନ ପରେ ଶେଷରେ ଗ୍ରାମର ନାଳରେ ପୋଲ ନିର୍ମାଣ କରିବା ପାଇଁ ପ୍ରଶାସନର ଚେତାପଶିଥିଲା। ହେଲେ ଏହି ପୋଲ କାମ ଏବେ ଅଧାପନ୍ତରିଆ ଅବସ୍ଥାରେ ଥିବାରୁ ପୂର୍ବ ବର୍ଷଭଳି...

୨ ଦିବ୍ୟାଙ୍ଗ ଭାଇ ପାଇଁ ଭଉଣୀ ସାଜିଛନ୍ତି ମା’

ଭବାନୀପାଟଣା,୪।୯(ଉତ୍ତମ କୁମାର ଦାଶ):ସ୍ନେହ ଓ ପ୍ରେମର ବନ୍ଧନ ରାଖୀ। ଭାଇ ଭଉଣୀର ଅତୁଟ ସମ୍ପର୍କ ରାଖୀ। ବୁଧବାର ସୁବୁଠି ରାଖୀ ପୂର୍ଣ୍ଣିମା ଧୁମଧାମରେ ପାଳନ ହୋଇଛି। ଏହି ଦିନ ଭଉଣୀ ଭାଇ ହାତରେ ରାଖୀ ବାନ୍ଧି ତାଙ୍କର ଉଜ୍ବଳ ଭବିଷ୍ୟତ...

ଖଟିଆରେ ୨କିମି ବୁହା ହେଲେ ରୋଗୀ

କଣ୍ଟାମାଳ/ଘଣ୍ଟାପଡା,୪ା୯(ଆଦିତେଶ୍ୱର ମିଶ୍ର/ପ୍ରଭାତ କୁମାର ସାହୁ):ବୌଦ୍ଧ ଜିଲା କଣ୍ଟାମାଳ ବ୍ଳକ ନାରାୟଣପ୍ରସାଦ ପଞ୍ଚାୟତରେ ସ୍ବାସ୍ଥ୍ୟ ସେବାର ବିକଳ ଚିତ୍ର ଦେଖିବାକୁ ମିଳିଛି। ପଞ୍ଚାୟତ ଅନ୍ତର୍ଗତ ନାଦେନ ଗାଁର ଠିବୁଲି ଭୋଇ ନାମକ ଜଣେ ରୋଗୀ ରୋଗରେ ଗୁରୁତର ହୋଇପଡିଥିଲେ। ପରିବାର ଲୋକେ...

ଏମ୍‌କେସିଜିରେ ଏଣ୍ଡୋସ୍କୋପି ମେଶିନ ଅଚଳ

ବ୍ରହ୍ମପୁର ୪ା୯(ସୁବାସ ଚନ୍ଦ୍ର ପାଢ଼ୀ): ଦକ୍ଷିଣ ଓଡ଼ିଶାର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ପ୍ରାଣକେନ୍ଦ୍ର ହେଉଛି ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମକେସିଜି) ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ। ରୋଗୀଙ୍କ ଚିକିତ୍ସା ସେବା ନିମନ୍ତେ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି।...

ପରିବା ବିକ୍ରି ଆଢୁଆଳରେ ଜୁଆଖେଳ

ଖଇରା,୪।୯(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ବିଭିନ୍ନ ଗ୍ରାମାଞ୍ଚଳର ବିଭିନ୍ନ ସାପ୍ତାହିକ ହାଟର ଦୃଶ୍ୟ ଏବେ ନ କହିବା ଭଲ। ଅଧିକାଂଶ ଗାଁ ହାଟରେ ପରିବା ବିକ୍ରି ଆଢୁଆଳରେ ଜୁଆ ଖେଳ ସାଙ୍ଗକୁ ନିଶାକାରବାର ଚାଲୁଛି। ଏଭଳି...

ଅନ୍ଧାରରେ ରୁଗୁଡ଼ିକସଡ଼ାବାସୀ

କେନ୍ଦୁଝର,୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ୍‌ ସାହାରପୁର ପଞ୍ଚାୟତ ବଣପାହାଡ଼ଘେରା ରୁଗୁଡ଼ିକସଡ଼ାବାସୀ ସ୍ବାଧୀନତାର ୭୭ ବର୍ଷ ପରେ ବି ମୌଳିକ ସୁବିଧାରୁ ବଞ୍ଚତ୍ତ ରହିଛନ୍ତି। ଘରେ ଘରେ ପାଣି ଯୋଗାଣ ପାଇଁ ଟ୍ୟାପ୍‌ ଲାଗିଥିଲେ ମଧ୍ୟ ପାଣି...

କଇଁଛଙ୍କ ସୁରକ୍ଷା ନେଇ ବଢ଼ିଲାଣି ଚିନ୍ତା

ଢେଙ୍କାନାଳ,୪ା୯(ରତନ ନାୟାର): ନଦୀରୁ କଇଁଛ ଶିକାର କରିବା ଆଇନଗତ ଅପରାଧ। ଏଥିପାଇଁ ଜେଲ୍‌ ସହ ଜରିମାନା ବ୍ୟବସ୍ଥା ରହିଛି। ହେଲେ ଢେଙ୍କାନାଳ ଜିଲାରେ କଇଁଛଙ୍କ ଚୋରାଚାଲାଣ ବଢ଼ିବାରେ ଲାଗିଛି। ବିଶେଷକରି ୫୫ନଂ. ଜାତୀୟ ରାଜପଥ ପାର୍ଶ୍ୱର କେତେକ ଢାବାରେ କଇଁଛ...

ବିପଦସଙ୍କୁଳ ଅବସ୍ଥାରେ ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ଗୃହ

ନିଶ୍ଚିନ୍ତକୋଇଲି,୪।୯(ଅଶୋକ କୁମାର ମହାପାତ୍ର୍ର): କଟକ ଉପଜିଲାପାଳଙ୍କ ଅଧୀନରେ ଥିବା କେନ୍ଦୁପାଟଣା ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ଗୃହ ଦୀର୍ଘଦିନ ହେବ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏହି ଗୃହକୁ ମରାମତି କରାଯିବା ନିମନ୍ତେ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉନାହିଁ। ଫଳରେ...

୫-ଟି ରୂପାନ୍ତରଣ ବିଦ୍ୟାଳୟରେ ଶିକ୍ଷକ ଅଭାବ

ମାଣିଆବନ୍ଧ,୪।୯(ଅଖିଳ କୁମାର ସାହୁ): ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ରାଜ୍ୟ ସରକାର ୫-ଟି ଯୋଜନାରେ ବିଦ୍ୟାଳୟଗୁଡ଼ିକ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଛନ୍ତି। କିନ୍ତୁ ଅନେକ ବିଦ୍ୟାଳୟରେ ଆବଶ୍ୟକ ଶିକ୍ଷକ ନ ଥିବାରୁ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। କଟକ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri