ଆମ ଜିଲା ଖବର

ପ୍ରଦୂଷିତ ହେଉଛି ବ୍ରାହ୍ମଣୀ

ରାଉରକେଲା,୩।୯(ବିପ୍ଳବ ରଞ୍ଜନ ଦାଶ)ରାଉରକେଲାର ଜୀବନରେଖା କୁହାଯାଉଥିବା ବ୍ରାହ୍ମଣୀ ନଦୀ ଦିନକୁ ଦିନ ପ୍ରଦୂଷିତ ହେବାରେ ଲାଗିଛି। ରାଉରକେଲା ସହରର ୭ ହସ୍ପିଟାଲକୁ ଛାଡିଦେଲେ ଅନ୍ୟ କୌଣସି ସଂସ୍ଥା ଏବଂ ପ୍ରତିଷ୍ଠାନର ପରିତ୍ୟକ୍ତ ଜଳ ବିଶୁଦ୍ଧୀକରଣ ହେଉନାହିଁ। ଏହି ମଇଳା ପାଣି...

କୋରାପୁଟିଆ କଳାଜିରା ଧାନକୁ ମିଳିବ ଜିଆଇ ଟ୍ୟାଗ

କୋରାପୁଟ,୩ା୯(ଅମିତାଭ ବେହେରା)କୋରାପୁଟ ଜିଲା ପାଇଁ ଆସିଛି ଖୁସି ଖବର। କୋରାପୁଟରେ ଉତ୍ପାଦିତ ହେଉଥିବା କୋରାପୁଟିଆ ବିରଳ କଳାଜିରା ଧାନକୁ ମିଳିବ ଜିଆଇ ଟ୍ୟାଗ। କୋରାପୁଟର କଫି, ଝାଡୁ, ସାବୁନ, ହଳଦୀ ପରେ ବିରଳ ଧାନ କଳାଜିରା ଚାଉଳକୁ ଜିଆଇ ଟ୍ୟାଗ...

‘କପଡ଼ାଗନ୍ଦା’ ଶାଲ୍‌, ‘ଇଡିତାଲ’ ଚିତ୍ରକୁ ମିଳିବ ଜିଆଇ ଟ୍ୟାଗ୍‌

ବିଷମକଟକ,୩।୯(ବିଭୂତି ଭୂଷଣ ନାୟକ)ରାୟଗଡ଼ା ଜିଲା ବିଷମକଟକ ବ୍ଲକସ୍ଥିତ ନିୟମଗିରି ପାହାଡ଼ ଉପରେ ରହୁଥିବା ଜନଜାତି ଡଙ୍ଗରିଆ କନ୍ଧଙ୍କ ‘କପଡ଼ାଗନ୍ଦା’ ଶାଲ ଓ ଲାଞ୍ଜିଆ ସଉରାଙ୍କ ‘ଇଡିତାଲ’ ଚିତ୍ରକୁ ଜିଆଇ ଟ୍ୟାଗ୍‌ ମାନ୍ୟତା ମିଳିବ। ଖୁବ୍‌ଶୀଘ୍ର ଭୌଗୋଳିକ ସୂଚକାଙ୍କ (ଜିଆଇ) ଟ୍ୟାଗ୍‌...

ନାହିଁ ଶୀତଳଭଣ୍ଡାର, କ୍ଷତି ସହୁଛନ୍ତି ସୀତାଫଳ ଚାଷୀ

ରାୟଗଡ଼ା,୩।୯ (ଆଶିଷ ରଞ୍ଜନ ପଣ୍ଡା)ଋତୁକାଳୀନ ଉପତ୍ାଦିତ ସ୍ବାଦିଷ୍ଟ ଫଳ ମଧ୍ୟରେ ସୀତାଫଳର ବେଶ୍‌ ଚାହିଦା ରହିଛି। ଉପାନ୍ତ ରାୟଗଡ଼ା ଜିଲାରେ ଏହାର ଉପତ୍ାଦନ ଅଧିକ ହୋଇଥାଏ ା ହେଲେ ପ୍ରଶାସନିକ ଇଚ୍ଛାଶକ୍ତିର ଅଭାବ ଯୋଗୁ ଜିଲାର ସୀତାଫଳ ଚାଷୀ ଉଚିତ...

ଭୁଶୁଡ଼ିପଡ଼ୁଛି ଗୁଣାତ୍ମକ ଶିକ୍ଷା ବ୍ୟବସ୍ଥା

ନବରଙ୍ଗପୁର,୩।୯(ସଦାଶିବ ପ୍ରହରାଜ)ନବରଙ୍ଗପୁର କେନ୍ଦ୍ରୀୟ ବିଦ୍ୟାଳୟରେ ଶିକ୍ଷକ ଅଭାବରୁ ପାଠପଢ଼ାରେ ବ୍ୟାଘାତ ସୃଷ୍ଟି ହେଉଛି। ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ପ୍ରାୟ ୧ ହଜାର ଛାତ୍ରୀଛାତ୍ର ଅଧ୍ୟୟନ କରୁଥିବାବେଳେ ଅଧ୍ୟକ୍ଷ ପଦବୀ ପ୍ରାୟ ୧ ବର୍ଷରୁ ଊର୍ଦ୍ଧ୍ୱ ହେବ ଖାଲି ପଡିଛି।...

ଡ. ସନ୍ତୃପ୍ତଙ୍କୁ ରୁଚି ଦେଶ ଗୌରବ ସମ୍ମାନ

କଟକ,୩।୯: (କାର୍ତ୍ତିକ ସାହୁ): ରୁଚି ଫୁଡ୍‌ଲାଇନର ସାମାଜିକ ପ୍ରତିଷ୍ଠାନ ରୁଚି ପ୍ରତିଭା ଫାଉଣ୍ଡେଶନ ପକ୍ଷରୁ ରୁଚି ପ୍ରତିଭା ସମ୍ମାନ ସମାରୋହ ଶନିବାର ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ସେଭେନ୍‌ ପିଲାର୍ସ ଅଫ୍‌ ଓି୍ବଜ୍‌ଡମ୍‌ର ମୁଖ୍ୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ...

ଗଞ୍ଜାମ ରାଜନୀତିରେ ଟାଇଗର ଆଉ ନାହାନ୍ତି

ବ୍ରହ୍ମପୁର/ଦିଗପହଣ୍ଡି, ୩ା୯(ନରସିଂହ ସାହୁ)/(ଅଶେଷନାଥ ମିଶ୍ର)ଗଞ୍ଜାମ ଜିଲାର ବିଶିଷ୍ଟ ରାଜନୀତିଜ୍ଞ ସୂର୍ଯ୍ୟନାରାୟଣ ପାତ୍ର ରାଜନୀତିରେ ଜଣେ ଦକ୍ଷ ଖେଳୁଆଡ଼ ହୋଇଥିବାରୁ ତାଙ୍କୁ ଗଞ୍ଜାମ ଟାଇଗର ନଂ-୨ କୁହାଯାଉଥିଲା। ରାଜନୈତିକ ଜୀବନରେ ସେ ଏକାଧିକଥର କ୍ୟାବିନେଟ ମନ୍ତ୍ରୀ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗ ସମ୍ଭାଳିଥିଲେ।...

୨୨୨ ଛାତ୍ରୀଛାତ୍ରଙ୍କୁ ୫ ଶିକ୍ଷକ

ବଇଣ୍ଡା,୩।୯(ପରିକ୍ଷିତ ସାହୁ)ଶିକ୍ଷାର ବିକାଶ ପାଇଁ ସରକାର ବହୁ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ହେଲେ ଅନେକ ପୁରୁଣା ବିଦ୍ୟାଳୟରେ ବହୁ ସମସ୍ୟା ଲାଗି ରହିଥିବା ବେଳେ ଏହାର ସମାଧାନ କରାଯାଉନାହିଁ। କେଉଁଠି ଶିକ୍ଷକ ଅଭାବ ତ ଆଉ କେଉଁଠି ଶ୍ରେଣୀ ଗୃହ...

ପଟ୍ଟାମୁଣ୍ଡାଇ, ରାଜନଗରରୁ ଶ୍ରମିକ ନେଲା ବାହାର ରାଜ୍ୟ ବସ୍‌

ପଟ୍ଟାମୁଣ୍ଡାଇ, ୩ା୯(କଳ୍ପତରୁ ନାୟକ)ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇରେ ଏବେ କାମଧନ୍ଦା ଅଭାବରୁ ପ୍ରତିଦିନ ଶ୍ରମିକ ବାହାର ରାଜ୍ୟମୁହଁା ହେବାରେ ଲାଗିଛନ୍ତି। ଏଥିପାଇଁ ବିଭିନ୍ନ ରାଜ୍ୟରୁ ବସ୍‌ ଆସି ପଟ୍ଟାମୁଣ୍ଡାଇ, ରାଜନଗର ଅଞ୍ଚଳରେ ଡେରା ପକାଇଛନ୍ତି। ଚାଷ ପ୍ରତି ବିମୁଖ ବର୍ତ୍ତମାନର...

ଜିଲାରେ ପୁଷ୍ଟିକର ଖାଦ୍ୟ ଯୋଗାଣ ନିମ୍ନମାନର

ଜଗତ୍‌ସିଂହପୁର, ୩ା୯(ପ୍ରମୋଦ କୁମାର ନାୟକ)ଜଗତସିଂହପୁର ଜିଲାର ପାଖାପାଖି ୩୧,୪୬୭ ଶିଶୁ, ୨୨୮ ଦୁର୍ବଳ ଶିଶୁ, ୧୦,୩୫୧ ଗର୍ଭବତୀ ଓ ପ୍ରସୂତି ମହିଳାଙ୍କୁ ପରିପୂରକ ପୁଷ୍ଟିକର ଖାଦ୍ୟ ଯୋଗାଇଦିଆଯାଉଥିବା ନେଇ ସରକାରୀ ଭାବେ ଦର୍ଶାଯାଉଛି। ବାସ୍ତବରେ କିନ୍ତୁ ପ୍ରତ୍ୟେକଙ୍କ ପାଖରେ ଏହା...

ମନ୍ଦିରକୁ ବଜ୍ରପାତ ଭୟ

ନୟାଗଡ଼,୩।୯(ଲୋକନାଥ ମିଶ୍ର)ମନ୍ଦିରକୁ ବଜ୍ରପାତ ଭୟ। ନୟାଗଡ଼ ଜିଲାର ଦେବୋତ୍ତର ବିଭାଗ, ଏଣ୍ଡାଓମେଣ୍ଟ କମିଶନଙ୍କ ଅଧୀନରେ ଥିବା ମନ୍ଦିର, ବେସରକାରୀ ମନ୍ଦିର ପରି ପ୍ରାୟ ୧ ହଜାରରୁ ଊର୍ଦ୍ଧ୍ୱ ମନ୍ଦିରରେ ଲାଇଟ ଆରେଷ୍ଟର ଓ ଡବଲ ଆର୍ଥିଂ ବ୍ୟବସ୍ଥା ନ ଥିବାରୁ...

ଶ୍ରୀମନ୍ଦିର ପରିସର, ଶିକ୍ଷାନୁଷ୍ଠାନ ନିକଟ ହେବ ତମାଖୁମୁକ୍ତ

ପୁରୀ, ୩ା୯(ଅଜିତ ମହାନ୍ତି):ପୁରୀ ଜିଲା ପ୍ରଶାସନ ତଥା ତମାଖୁ ନିୟନ୍ତ୍ରଣ କାର୍ଯ୍ୟକ୍ରମ ତରଫରୁ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ବିଷ୍ଣୁପ୍ରସାଦ ପତିଙ୍କ ଅଧ୍ୟକ୍ଷତାରେ ତମାଖୁ ନିୟନ୍ତ୍ରଣ ସମ୍ପର୍କିତ ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି। ପତିଙ୍କ ନେତୃତ୍ୱରେ ଜିଲାରେ ତମାଖୁ ନିୟନ୍ତ୍ରଣ ନେଇ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri