ବ୍ରହ୍ମପୁର,୨ା୯ (ସୁବାସ ଚନ୍ଦ୍ର ପାଢ଼ୀ): ଏମକେସିଜି ମେଡିକାଲରେ ରୋଗୀସେବା ପାଇଁ ବିଭିନ୍ନ ସମୟରେ ଲାଞ୍ଚ ମଗାଯାଉଥିବା ଅଭିଯୋଗ ଆସୁଛି। ଏବେ ମୃତଦେହ ଛାଡ଼ିବା ପାଇଁ ମଧ୍ୟ ସମ୍ପର୍କୀୟଙ୍କୁ ଟଙ୍କା ମାଗିଥିବା ଅଭିଯୋଗ ଆସିଛି। ଏଭଳି ଅଭିଯୋଗ ଆସିବା ପରେ ବିଭାଗୀୟ...
ବାରିପଦା(ନୀଳାଦ୍ରି ବିହାରୀ ଦଣ୍ଡପାଟ)/ରାଇରଙ୍ଗପୁର (ମନୋରଞ୍ଜନ ତିରିଆ),୨ା୯: ମୟୂରଭଞ୍ଜ ଜିଲା ବାଦାମପାହାଡ ତହସିଲ ଅଧୀନ ଜୟପୁର ରାଜସ୍ବ ନିରୀକ୍ଷକ(ଆର୍ଆଇ) ୫ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ତାଙ୍କଠାରୁ କେମିକାଲ ବୋଳା ସମସ୍ତ ନୋଟ ଜବତ ହୋଇଛି।...
ବାରିପଦା,୨ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାର କାଇ ପିମ୍ପୁଡ଼ି ଚଟଣିକୁ ଭୌଗୋଳିକ ପରିଚୟ(ଜିଆଇ ଟ୍ୟାଗ୍ ମାନ୍ୟତା) ମିଳିବା ଲାଗି ପଥ ପରିଷ୍କାର ହୋଇଛି। କାଇ ପିମ୍ପୁଡ଼ି ଚଟଣିରେ ଔଷଧୀୟ ଗୁଣ ରହିଥିବାରୁ ଏହାକୁ ଜିଆଇ ଟ୍ୟାଗ୍ ମାନ୍ୟତା ମିଳିବା ନେଇ...
Archives
Model This Week
ପିଲାଙ୍କ ଧରିତ୍ରୀ