ଆମ ଜିଲା ଖବର

କେନ୍ଦୁପତ୍ର ପିକ୍‌ଅପ୍‌ ଭ୍ୟାନ୍‌ ଜବତ

ରେଢାଖୋଲ,୧ା୯(ଅଚ୍ୟୁତାନନ୍ଦ ପୁରୋହିତ): ରେଢାଖୋଲ ବନଖଣ୍ଡ ମୋବାଇଲ ଟିମ୍‌ ଚୋରା ଚାଲାଣ ବେଳେ କେନ୍ଦୁପତ୍ର ବୋଝେଇ ଏକ ପିକ୍‌ଅପ୍‌ ଭ୍ୟାନ୍‌କୁ ଜବତ କରିଛି। ହେଲେ ସମ୍ପୃକ୍ତ ଅଭିଯୁକ୍ତ ଫେରାର ହୋଇଯାଇଥିବା ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମଳିଥିବା ସୂଚନା ମୁତାବକ,...

ଟିଫିନ ବୋମା ଜବତ

ଫିରିଙ୍ଗିଆ,୧ା୯(ବିକ୍ରମ ଦିଗାଲ): କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକରେ କିଛି ମାସ ପୂର୍ବେ ସୁମରୁବନ୍ଧ ଅଞ୍ଚଳର ପୁରୁଣା ସରପଞ୍ଚଙ୍କୁ ମାଓବାଦୀ ହତ୍ୟା କରିଥିଲେ। ସେହିପରି ଫିରିଙ୍ଗିଆ ଥାନା ପୋଡି ଘଟଣାରେ ନିରୀହ ଲୋକଙ୍କୁ ଜେଲ ପଠାଇବାକୁ ବିରୋଧ ଏବଂ ଗଞ୍ଜେଇ ଚାଷକୁ...

ଚିକିତ୍ସାଳୟରେ ଅଚାନକ ପହଞ୍ଚିଲେ ସ୍ବାସ୍ଥ୍ୟ ସଚିବ

ଘସିପୁରା,୧।୯(ନିରଞ୍ଜନ ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟକୁ ଗୁରୁବାର ସ୍ବାସ୍ଥ୍ୟ ସଚିବ ସାଲିନି ପଣ୍ଡିତ୍‌ ଅଚାନକ ଗସ୍ତ କରିଥିଲେ। ଏହି ଅବସରରେ ସେ ଚିକିତ୍ସାଳୟର ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଥିବା ଦେଖିବାକୁ ପାଇଥିଲେ। ଏନେଇ ସେ ଚିକିତ୍ସାଳୟ...

ସ୍ବତନ୍ତ୍ର ଜିଲା ଦାବି ତେଜିଲା

କୁଚିଣ୍ଡା,୧ା୯(ବିରଞ୍ଚତ୍ ଦର୍କା): କୁଚିଣ୍ଡାକୁ ସ୍ବତନ୍ତ୍ର ଜିଲା ମାନ୍ୟତା ଦାବି ତେଜିବାରେ ଲାଗିଛି। ସରକାର କୁଚିଣ୍ଡାକୁ ଜିଲା ଘୋଷଣା ନ କରିବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରଖିବାକୁ ଗୁରୁବାର କ୍ରିୟାନୁଷ୍ଠାନ କମିଟି ବୈଠକରେ ନିଷ୍ପତ୍ତି ନିଆଯାଇଛି। କୁଚିଣ୍ଡା ଓକିଲ ସଂଘ ସଭାଗୃହରେ...

ମୋରଡ଼ା ନିର୍ବାଚନମଣ୍ଡଳୀ: ବିକାଶ ମଣ୍ଡଳ ହେଲେ ଛାତ୍ର କଂଗ୍ରେସ ସଭାପତି

ମୋରଡ଼ା,୧।୯(ସ୍ମାରକ ମାଜୀ): ମୋରଡ଼ା ନିର୍ବାଚନମଣ୍ଡଳୀର ନୂତନ ଛାତ୍ର କଂଗ୍ରେସ ସଭାପତି ଭାବେ ବିକାଶ ମଣ୍ଡଳ ନିଯୁକ୍ତ ହୋଇଛନ୍ତି l ଓଡ଼ିଶା ପ୍ରଦେଶ ଛାତ୍ର କଂଗ୍ରେସ ୩୩ଜଣ ନୂତନ ସଭାପତି ନିଯୁକ୍ତି ଘୋଷଣା କରିଥିବା ବେଳେ ମୋରଡା, ରାସଗୋବିନ୍ଦପୁର ଶୁଳିଆପଦା ବ୍ଲକକୁ...

ଜିଲାସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟର ଶୁଭାରମ୍ଭ

ଦାରିଙ୍ଗବାଡି,୧।୯(ଅରୁଣ ସାହୁ): କନ୍ଧମାଳ ଜିଲାରେ କ୍ଲାମ୍ବୁ(ଗୋତ୍ର) ତଥା ଜାତିର ପରିଚୟ ସୃଷ୍ଟି ପାଇଁ ଜିଲାସ୍ତରୀୟ ଫୁଟବଲ ପ୍ରତିଯୋଗିତା ଆରମ୍ଭ ହୋଇଯାଇଛି। ବନବାସୀ କଲ୍ୟାଣ ଆଶ୍ରମ ପକ୍ଷରୁ ଆୟୋଜିତ ଟୁର୍ନାମେଣ୍ଟ ୨୦୦୮ରୁ ଜିଲାର ବିଭିନ୍ନ ବ୍ଲକରେ ଆୟୋଜନ କରାଯାଉଛି। ଏହି ପରିପ୍ରେକ୍ଷୀରେ...

ବ୍ଲକ କାର୍ଯ୍ୟାଳୟ ଆଗରେ ଭଞ୍ଜସେନାର ଧାରଣା

ମୋରଡା,୧।୮(ସ୍ମାରକ ମାଜୀ): ମୟୁରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାର୍ଯ୍ୟାଳୟ ଆଗରେ ଶୁକ୍ରବାର ଭଞ୍ଜସେନା ପକ୍ଷରୁ ଧାରଣା ଦିଆଯିବ ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସଂଗଠନର ପ୍ରତିଷ୍ଠାତା କଳିଙ୍ଗକେଶରୀ ଜେନାଙ୍କ ଆହ୍ବାନ କ୍ରମେ ତଥା ଜିଲା କାର୍ଯ୍ୟକାରୀ ଅଧ୍ୟକ୍ଷ ସଞ୍ଜୀବ ରାଉତଙ୍କ...

ବିଧାୟକ ବ୍ରଜକିଶୋର ପ୍ରଧାନଙ୍କୁ ବମ୍‌ ଲଗାଇ ଉଡ଼ାଇ ଦେବାକୁ ଯୋଜନା

ତାଳଚେର,୧ା୯(ମନୋଜ ନନ୍ଦ): ତାଳଚେର ବ୍ଲକ ଅନ୍ତର୍ଗତ ନନ୍ଦିରା ଛକସ୍ଥିତ ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନଙ୍କ କାର୍ଯ୍ୟାଳୟ ଗେଟ୍‌ ନିକଟରେ ଏକ ବମ୍‌ ପଡ଼ିଥିବା ଦେଖିବାକୁ ମିଲିଥିଲା। ଖବର ପାଇ ବିକ୍ରମପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅନୁସନ୍ଧାନ କରିବା ସହିତ ଉକ୍ତ...

ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ବିଳମ୍ବ ନେଇ ଅସନ୍ତୋଷ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୧ା୯(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରୁ ପାଣିଗଣ୍ଡା ରାସ୍ତା ସାମ୍ପ୍ରସାରଣରେ ଅହେତୁକ ବିଳମ୍ବ ପ୍ରତିବାଦରେ ଜନଅସନ୍ତୋଷ ଦେଖାଯାଇଛି। ଶୁକ୍ରବାର ବ୍ରାହ୍ମଣୀଗାଁ ଥାନା ଅଞ୍ଚଳର ୮ଟି ପଞ୍ଚାୟତବାସୀ ଏକାଠି ହେବା ସହ ବଜାର କମିଟି ମିଳିତ ବ୍ରାହ୍ମଣୀଗାଁ...

କଣ୍ଠଶିଳ୍ପୀ ସୌରିନ୍‌ଙ୍କୁ ଗିରଫ ପାଇଁ ପୋଲିସ ଟିମ୍‌ ଗଠନ ହେବ

କଟକ,୧ା୯ (କାର୍ତ୍ତିକ ସାହୁ):ବଲିଉଡ୍‌ କଣ୍ଠଶିଳ୍ପୀ ସୌରିନ୍‌ ଭଟ୍ଟଙ୍କୁ ଗିରଫ କରିବା ପାଇଁ କମିଶନରେଟ୍‌ ପୋଲିସ ପ୍ରସ୍ତୁତି ଆରମ୍ଭ କରିଛି। ହାଇକୋର୍ଟରେ ସୌରିନ୍‌ଙ୍କ ଆଗୁଆ ଜାମିନ ଆବେଦନ ଖାରଜ ହେବା ସହ ତାଙ୍କ ଉପରୁ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ହଟାଇ ଦେଇଛନ୍ତି।...

ବର୍ଷା ଅଭାବ, ଚାଷ ସ୍ଥିତି ସଙ୍ଗିନ

ପଦ୍ମପୁର,୧।୯(ପ୍ରଦୀପ୍ତ ଦାଶ): ଶ୍ରାବଣ ମାସ ସରିଗଲା। ମାତ୍ର ଯେତିକି ବର୍ଷା ହେବା କଥା ତାହା ହେଲାନାହିଁ। ଅଗଷ୍ଟ ମାସରେ ପଦ୍ମପୁର ଉପଖଣ୍ଡରେ ୩୭୪ ମିମି ବର୍ଷା ହେବା କଥା। ମାତ୍ର ୨୩୧ ମିମି ବର୍ଷା ରେକର୍ଡ ହୋଇଛି। ଏହି ମାସରେ...

ରାସ୍ତା ଶୋଚନୀୟ: ଯାତାୟାତ ବାଧାପ୍ରାପ୍ତ

ଅମରପାଲି,୧ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ବାଗବର ପଞ୍ଚାୟତ ଅନ୍ତର୍ଗତ କେନ୍ଦୁପାଲିଠାରୁ ବୁରୋଘାଟକୁ ସଂଯୋଗ କରୁଥିବା ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ରାସ୍ତାର ଏମୁଣ୍ଡରୁ ସେମୁଣ୍ଡ ପିଚୁ ଉଠିଯିବା ସହ ଅନେକ ସ୍ଥାନରେ ଖାଲଖମା ସୃଷ୍ଟି ହୋଇଯାଇଛି। ଫଳରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri