ଆମ ଜିଲା ଖବର

କେନ୍ଦୁଝରରେ ଡେଙ୍ଗୁ: ଚିହ୍ନଟ ହେଲେଣି ୫୧

କେନ୍ଦୁଝର,୧ା୯(ଦୀପକ ମିଶ୍ର): ରାଜଧାନୀ ଭୁବନେଶ୍ୱରରେ ଡେଙ୍ଗୁ ସ୍ଥିତି ଅଣାୟତ୍ତ ଥିବାବେଳେ କେନ୍ଦୁଝର ଜିଲାରେ ରୋଗୀ ସଂଖ୍ୟା ବଢ଼ିବା ଚିନ୍ତାର କାରଣ ହୋଇଛି। ଚଳିତ ବର୍ଷ ବର୍ତ୍ତମାନ ସୁଦ୍ଧା ୫୧ଜଣରୁ ଅଧିକ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇସାରିଲେଣି। ବହୁ ସଂଖ୍ୟାରେ ରୋଗୀ...

ମୌଳିକ ସମସ୍ୟାକୁ ଗୁରୁତ୍ୱ ଦେଉନି ପୌର ପ୍ରଶାସନ

ଖୋର୍ଦ୍ଧା,୧ା୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ପୌର ପରିଷଦ ଗୁରୁବାର ୬୪ତମ ସ୍ବାୟତ୍ତ ଶାସନ ଦିବସ ପାଳନ କରିଛି। ଦୀପ ତଳ ଅନ୍ଧାର ଭଳି ରାଜଧାନୀ ଜିଲା ଖୋର୍ଦ୍ଧା ସହରର ବିକାଶ ସ୍ଥାଣୁ ପାଲଟିଛି। ପରିମଳ, ବିପର୍ଯ୍ୟସ୍ତ ଡ୍ରେନେଜ ଏବଂ ରାସ୍ତାକଡ କ୍ୟାବିନ...

ନନ୍ଦନକାନନକୁ ଆସିଲା ତାମରିନ, ଗୁଣ୍ଡୁଚି ମାଙ୍କଡ଼

ବାରଙ୍ଗ,୧ା୯(ଲିଙ୍ଗରାଜ ରାଉତ): ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଗୁରୁବାର ହାଇଦ୍ରାବାଦରୁ ହଳେ ଗୋଲଡେନ ହ୍ୟାଣ୍ଡ ତାମରିନ ଓ ହଳେ ଗୁଣ୍ଡୁଚିମାଙ୍କଡ କ୍ରୟ କରି ନନ୍ଦନକାନନ କର୍ତ୍ତୃପକ୍ଷ ଆଣିଛନ୍ତି। ଫଳରେ ନନ୍ଦନକାନନ ତାଲିକାରେ ପଶୁପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଛି। ତେଲେଙ୍ଗାନାର ଜନ ଗ୍ରୋଭ...

ସ୍କୁଲ ବ୍ୟାଗ୍‌ ବଣ୍ଟନରେ ଅନିୟମିତତା ଅଭିଯୋଗ

ନିଶ୍ଚିନ୍ତକୋଇଲି,୧।୯(ଅଶୋକ କୁମାର ମହାପାତ୍ର): ନିଶ୍ଚିନ୍ତକୋଇଲି ଶିକ୍ଷା ମଣ୍ଡଳ ଅଧୀନରେ ଥିବା ବିଭିନ୍ନ ବିଦ୍ୟାଳୟରେ ପିଲାମାନଙ୍କୁ ବ୍ୟାଗ ବଣ୍ଟନରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ବର୍ଷେ ହେବ ଅଧିକାଂଶ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ଏହି ବ୍ୟାଗ ମିଳି ନ ଥିବା ଚର୍ଚ୍ଚା...

ରାଜ୍ୟର ପ୍ରଥମ ପୌରାଞ୍ଚଳ ପ୍ରତି ଅବହେଳା

କେନ୍ଦ୍ରାପଡ଼ା,୧ା୯ (ଜଗନ୍ନାଥ ଧଳ: ୧୮୮୫ ମେ ୧୮ରେ ଲର୍ଡ ରିପନ ସ୍ବାୟତ୍ତ ଶାସନ ପ୍ରସ୍ତାବ ଆଗତ କରିଥିଲେ। ଏହା ପୂର୍ବରୁ ଇଂରେଜ ସରକାର ୧୮୫୯ରେ କେନ୍ଦ୍ରାପଡ଼ା ଓ ଯାଜପୁରକୁ ଦୁଇଟି ସବ୍‌ଡିଭିଜନରେ ପରିଣତ କରିଥିଲେ। ଏହାର ଠିକ୍‌ ୧୦ ବର୍ଷ...

ଜିଲାପାଳଙ୍କ ସତ୍ୟପାଠକୁ ଏନ୍‌ଜିଟିର ଭର୍ତ୍ସନା

ଯାଜପୁର,୧ା୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ବ୍ୟାସନଗର ତହସିଲ ବୈତରଣୀ ନଦୀର ସାଲ୍‌ବା ବାଲିଘାଟରୁ ବେଆଇନ ଭାବେ ବାଲି ଉତ୍ତୋଳନ ଅଭିଯୋଗରେ ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ(ଏନଜିଟି)ରେ ଏକ ମାମଲା ରୁଜୁ ହୋଇଥିଲା। ଜେସିବି ମେଶିନରେ ଅଭିଯୋଗକାରୀଙ୍କ ଦାଖଲ ଫଟୋ ଧନତ୍ରୀ ଏବଂ...

ଟାଙ୍ଗିଆରେ ହାଣି ଯୁବକଙ୍କୁ ହତ୍ୟା

ପାଟଣାଗଡ଼: ୩୧ା୮(ପ୍ରହଲ୍ଲାଦ ପାଢ଼ି): ବଲାଙ୍ଗୀର ଜିଲା ପାଟଣାଗଡ ଏନଏସି ଅଧୀନ ଟିକପାଲିର ହୀରାସାଗର ଖଣିରେ ଗୁରୁବାର ଏକ ହତ୍ୟାକାଣ୍ଡ ଘଟିଛି। ହତ୍ୟାର ଶିକାର ହୋଇଛନ୍ତି ଜିତେନ୍ଦ୍ର ଧୂବଳ। ଜଣେ ଯୁବକ ତାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି। ଖବର ପାଇ...

ବିଦ୍ୟୁତ୍‌ କର୍ମଚାରୀଙ୍କୁ ଆକ୍ରମଣ

ଭବାନୀପାଟଣା,୩୧।୮(ଉତ୍ତମ କୁମାର ଦାଶ): ଟିପିଡବ୍ଲୁଓଡିଏଲ୍‌ ପ୍ରବର୍ତ୍ତନ ବିଭାଗ ପକ୍ଷରୁ ନିୟମିତ ଭାବେ କଳାହାଣ୍ଡି ଜିଲା ଭବାନୀପାଟଣା ସହର ତଥା ଆଖପାଖ ଅଞ୍ଚଳରେ ବେଆଇନ ବିଦ୍ୟୁତ୍‌ ବ୍ୟବହାର, ଲୋଡ୍‌ ନିରୀକ୍ଷଣ ପାଇଁ ଭିଜିଲାନ୍ସ ଯାଞ୍ଚ କରିବା ସହିତ ବହୁ ପରିମାଣର ବିଦ୍ୟୁତ୍‌...

ମରୁଡ଼ି ଘୋଷଣା କର

କୋକସରା,୩୧ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଚଳିତ ବର୍ଷ ଚାଷପୋଯୋଗୀ ବର୍ଷା ଅଭାବରୁ କଳାହାଣ୍ଡି ଜିଲା କୋକସରା ବ୍ଲକର ଅନେକ ପଞ୍ଚାୟତରେ ସମ୍ଭାବ୍ୟ ମରୁଡି ପରିସ୍ଥିତି ଦେଖାଦେଇଛି। ଆସନ୍ନ ମରୁଡି ଚାଷୀଙ୍କ ଜୀବନ ଜୀବିକାକୁ ପ୍ରଭାବିତ କରିଥିବା ବେଳେ ବ୍ଲକର ଟେମରା ପଞ୍ଚାୟତକୁ...

ଓଲଟିଲା ଆଇରନ୍‌ ବୋଝେଇ ଟ୍ରକ

କେନ୍ଦୁଝର,୩୧ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥ ଗୋପାଳପୁର-ନେକଡା ରାସ୍ତାରେ ଏକ ଆଇରନ୍‌ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଫଳରେ ଟ୍ରକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଭଦ୍ରକ ଜିଲା...

ବସ୍‌କୁ କରିଥିଲେ ଅପେକ୍ଷା: ଦୁର୍ଘଟଣାରେ ଚାଲିଗଲା ଜୀବନ

ରାଇରଙ୍ଗପୁର,୩୧।୮(ମାନସ ମହାନ୍ତି ): ମୟୁରଭଞ୍ଜ ଜିଲା ବିଶୋଇ ଥାନା ଅଧୀନ ଖଡମବେଡା ପଞ୍ଚାୟତ ଦେଉପଟା ଗ୍ରାମ ୪୯ ନମ୍ବର ଜାତୀୟ ରାଜପଥରେ ଗୁରୁବାର ଏକ ଗାଡ଼ି ଧକ୍କାରେ ଜୈନକ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ରାଇରଙ୍ଗପୁର ଗ୍ରାମ ଅଞ୍ଚଳ...

ମହିଳାଙ୍କୁ ଛୁରିରେ ଆକ୍ରମଣ: ଅଭିଯୁକ୍ତଙ୍କୁ ପିଟିପିଟି ମାରିଦେଲେ ସମ୍ପର୍କୀୟ

କୋରୁକୋଣ୍ଡା,୩୧।୮(ଅବିନାଶ ବେହେରା): ମହିଳାଙ୍କୁ ମରଣାନ୍ତକ ଆକ୍ରମଣ କରି ଫେରାର ହୋଇଯାଉଥିବା ଜଣେ ଅଭିଯୁକ୍ତଙ୍କୁ ଧରି ପିଟିପିଟି ମାରିଦେବା ଘଟଣା ସାମ୍ନାକୁ ଆସିଛି। ଏହିପରି ଏକ ଘଟଣା ଘଟିଛି ମାଲକାନଗିରି ଜିଲା କାଲିମେଳା ବ୍ଲକ ସଦର ଥାନା ଚିନ୍ତାଳୱାଡ଼ା ପଞ୍ଚାୟତ ଅନ୍ତର୍ଗତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri