ଆମ ଜିଲା ଖବର

ରାସ୍ତା, ଡ୍ରେନେଜ୍‌ ସମସ୍ୟାରୁ ନିସ୍ତାର ମିଳୁନି

କେନ୍ଦୁଝର,୩୧ା୮(ନରେଶ ଚନ୍ଦ୍ର ପଟ୍ଟନାୟକ)କେନ୍ଦୁଝରଗଡ଼ ପୌରପାଳିକା ଗୁରୁବାର ୭୩ତମ ସ୍ବାୟତ୍ତ ଶାସନ ଦିବସ ପାଳନ କରିବାକୁ ଯାଉଛି। ମାତ୍ର ପୌର ପ୍ରଶାସନ ସହରବାସୀ ଆଜି ବି ରାସ୍ତା ଭଳି ମୌଳିକ ସୁବିଧାରୁ ବଞ୍ଚତ୍ତ ରହିଛି। ଅନେକ ସାହିରେ ରାସ୍ତା ନ ଥିବା...

ମୃତ ଘୋଷଣା କରିବାକୁ ଡର

ନୟାଗଡ଼,୩୧।୮(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ମୁଖ୍ୟ ଚିକିସତ୍ାଳୟ(ଡିଏଚଏଚ)ରେ ଇଟାମାଟିର ରାଜ କିଶୋର ସାହୁ(୬୦) ନାମକ ଜଣେ ବୃଦ୍ଧ ମରିବାର ୨ ଘଣ୍ଟା ବିତି ଯାଇଥିଲେ ମଧ୍ୟ ଡାକ୍ତର ମୃତ ଘୋଷଣା କଲେ ନାହିଁ । ତେବେ ଏ ଘଟଣା ପ୍ରଚାରିତ ପରେ...

ମୌଳିକ ସମସ୍ୟାରୁ ବଞ୍ଚିତ ପୌରାଞ୍ଚଳବାସୀ

ପଟ୍ଟାମୁଣ୍ଡାଇ,୩୧ା୮ (କଳ୍ପତରୁ ନାୟକ)କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରପରିଷଦ ଗୁରୁବାର ୩୫ ତମ ସ୍ବାୟତ ଶାସନ ଦିବସ ପାଳନ କରିବ ା ଏ ନେଇ ପୌର ପରିଷଦ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇ ଗତ ୩ ଦିନ ପୂର୍ବରୁ ବିଧାୟକ, ପୌର...

ଯୁବକଙ୍କୁ ଲୁହା ପାଇପ୍‌ରେ ପିଟି ହତ୍ୟା

ପୁରୀ, (ଅଜିତ ମହାନ୍ତି)୩୧ା୮ପବିତ୍ର ରକ୍ଷାବନ୍ଧନ ପାଇଁ ବୁଧବାର ସବୁଠି ଆନନ୍ଦ ଉଲ୍ଲାସର ବାତାବରଣ ଥିବାବେଳେ ପୁରୀ ସହରରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। କୁମ୍ଭାରପଡ଼ା ଥାନା ଅଧୀନ ଜଟିଆ ବାବାଜୀ ଛକରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ଲୁହାପାଇପ୍‌ରେ ପିଟି...

ମୌଳିକ ସୁବିଧାରୁ ବଞ୍ଚିତ ପୌରବାସୀ

ଜଟଣୀ,୩୧।୮(ରବୀନ୍ଦ୍ରନାଥ ମହାକୁଡ଼)ଖୋର୍ଦ୍ଧା ଜିଲା ଜଟଣୀ ପୌର ପରିଷଦ ତା’ର ୫୧ ବର୍ଷ ପୂର୍ତ୍ତି ପାଳନ ଏବଂ ନିଖିଳ ଭରତ ସ୍ବାୟତ୍ତ ଶାସନ ଦିବସ -୨୦୨୩ ପାଳନ କରିବାକୁ ଯାଉଛି। ଉକ୍ତ ଦିବସ ପାଳନ ପାଇଁ ସହରରେ ଥିବା ପୌରପରିଷଦର ବିଭିନ୍ନ...

ତ୍ରୁଟି ଥିଲେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ: ଚନ୍ଦ୍ରିକା

କଟକ,୩୧।୮(ସୁପ୍ରିୟା ପ୍ରିୟଦର୍ଶିନୀ)କଟକର ଏକ ଘରୋଇ ନର୍ସିଂହୋମ୍‌ରେ ଜଣେ ରୋଗୀଙ୍କୁ ଭୁଲ୍‌ ରକ୍ତ ଦିଆଯିବାରୁ ତାଙ୍କ ଅବସ୍ଥା ଗୁରୁତର ରହିଛି। ରେଡ୍‌କ୍ରସ୍‌ ବ୍ଲଡ୍‌ ବ୍ୟାଙ୍କ ପକ୍ଷରୁ ତାଙ୍କୁ ଭୁଲ୍‌ ରକ୍ତ ଦିଆଯାଇଥିବା ଅଭିଯୋଗ ହୋଇଥିଲା। ଏ ନେଇ ରେଡ୍‌କ୍ରସ୍‌ ବ୍ଲଡ୍‌ ବ୍ୟାଙ୍କ...

ରାୟଗଡ଼ା: ୟୁନିୟନ ବୋର୍ଡରୁ ପୌର ପରିଷଦ

ରାୟଗଡ଼ା ପୌର ପରିଷଦ ୫୨ବର୍ଷରେ ପଦାର୍ପଣ କରିଛି। ୧୯୭୧ ଜାନୁୟାରୀ ୧୫ରେ ରାୟଗଡ଼ା ପୌର ପରିଷଦ ଭାବେ ଘୋଷଣା ହୋଇଥିଲାା ହେଲେ ଦେଶ ସ୍ବାଧୀନ ହେବା ପୂର୍ବରୁ ୧୯୨୯ ଏପ୍ରିଲ ୧୦ରେ ରାୟଗଡ଼ା ୟୁନିୟନ ବୋର୍ଡ ଭାବେ ସହର ପରିଚାଳିତ...

ଉତ୍କଳମଣି ଗୋପବନ୍ଧୁ ଥିଲେ ପ୍ରଥମ ଉପାଧ୍ୟକ୍ଷ

ମୟୂରଭଞ୍ଜ ଜିଲା ବାରିପଦା ପୌର ପରିଷଦ ୧୧୮ ବର୍ଷରେ ପଦାର୍ପଣ କରିଛି। ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ଶାସନକାଳ ସମୟରେ ବାରିପଦା ସହରର ୨ବର୍ଗ କି.ମି. ଆୟତନକୁ ନେଇ ୧୯୦୫ ଜୁଲାଇ ୧ତାରିଖରେ ଏହି ପୌର ପରିଷଦ କାର୍ଯ୍ୟ ଆରମ୍ଭ କରିଥିଲା।...

ବଢ଼ୁଛି ଓ୍ବାର୍ଡ, ବଢ଼ୁନାହାନ୍ତି କର୍ମଚାରୀ

ବ୍ରିଟିଶ ଶାସନରେ ଗଞ୍ଜାମ ଜିଲା ମାଡ୍ରାସ ପ୍ରେସିଡେନ୍ସି ଅଧୀନ ଥିଲା। ୧୮୬୭ରେ ବ୍ରହ୍ମପୁର ପୌରପାଳିକା ଗଠନ ହୋଇଥିଲା। ସେତେବେଳେ ରେଶମ ସହର ଜନସଂଖ୍ୟା ୩୦ ହଜାରରୁ ଅଧିକ ଥିଲା। ପରିସୀମାକୁ ନେଇ ମାତ୍ର ୨୭ଟି ୱାର୍ଡ ଗଠନ କରାଯାଇଥିଲା। ଏବେ...

ଗର୍ଭବତୀଙ୍କୁ ଷ୍ଟ୍ରେଚରରେ ବୋହିଆଣି ଜୀବନ ବଞ୍ଚାଇଲେ

ନନ୍ଦପୁର, ୩୧ା୮ (ଶଙ୍କର ପୂଜାରୀ)ଥମୁନି ଜନନୀ ଜନ୍ତ୍ରଣା। ରାସ୍ତାଘାଟ ନ ଥିବାରୁ ଗ୍ରାମବାସୀଙ୍କୁ ମିଳିପାରୁନି ମୌଳିକ ସୁବିଧା ସହ ଆବଶ୍ୟକ ସମୟରେ ଚିକିତ୍ସା ସେବା। ଜରୁରୀ ସମୟରେ ଭାରରେ ଓ ଷ୍ଟ୍ରେଚରରେ ବୁହା ହେଉଛନ୍ତି ରୋଗୀ। ଏଭଳି ଏକ ଘଟଣା...

ଅଭିମାନିନୀ, ମହିରୁହକୁ ୭ ପୁରସ୍କାର

ଯାଜପୁର,୩୧ା୮(ହର୍ଷବର୍ଦ୍ଧନ ବେହେରା)ବିହାରର ନୱାଦା ସହରରେ ଆୟୋଜିତ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବର ୪ର୍ଥ ସଂସ୍କରଣରେ ଯାଜପୁର ଜିଲା ବ୍ୟାସନଗରର ହିତେଶ କୁମାର ମହାପାତ୍ର କୃତିତ୍ୱ ଅର୍ଜନ କରିଛନ୍ତି। ତାଙ୍କ ନିର୍ମିତ ଦୁଇଟି ଚଳଚ୍ଚିତ୍ର ଅଭିମାନିନୀ ଓ ମହିରୁହକୁ ୭ ଟି ପୁରସ୍କାର...

ନାମୀ ବ୍ରାଣ୍ଡ୍‌ରେ ନକଲି ପୋଷାକ

ବଲାଙ୍ଗୀର ଅଫିସ,୩୧ା୮(ବୀରେନ୍ଦ୍ର କୁମାର ଝାଙ୍କର)ବଲାଙ୍ଗୀର ଟାଉନ୍‌ ଥାନା ପୋଲିସ ବୁଧବାର ସହରର ଲଖାନୀ ନ୍ୟୁ ଗାର୍ମେଣ୍ଟସ୍‌ରେ ଚଢ଼ାଉକରି ପ୍ରାୟ ୪୦ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ନକଲି ବ୍ରାଣ୍ଡେଡ୍‌ ରେଡିମେଡ୍‌ ଲୁଗାପଟା ଜବତ କରିଛି। ଏଥିସହ ଦୋକାନ ମାଲିକ ରାଜେଶ କୁମାର ଲଖାନୀ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri