ଆମ ଜିଲା ଖବର

ଯବାନଙ୍କ ହାତରେ ରାଖୀ ବାନ୍ଧିଲେ ବିଭିନ୍ନ ଅନୁଷ୍ଠାନର ସଦସ୍ୟ

ମାଲକାନଗିରି,୩୦ା୮(ନୃସିଂହ ଚରଣ ମହାନ୍ତି): ଭଉଣୀ ହାତରୁ ରାଖୀ ବାନ୍ଧିବା ପାଇଁ ଆଜି ଦିନରେ ଭାଇ ଚାହିଁ ରହିଥାନ୍ତି। କିନ୍ତୁ ଦେଶ ମାତୃକାକୁ ସୁରକ୍ଷା ଦେବାକୁ ଯେଉଁ ଯବାନ ଭାଇ କର୍ତ୍ତବ୍ୟରତ ସେହି ଯବାନଙ୍କ ଭଉଣୀ ଭାଇଙ୍କୁ ଅନାଇ ଲୁହ ଗଡ଼ାଉଥିବା...

ରାସ୍ତା ଉନ୍ନତିକରଣ କାମରେ ଅନିମିୟତତା : ତଦନ୍ତ ପାଇଁ ବିଡିଓଙ୍କୁ ଗୁହାରୀ କଲେ କୁସୁମକଟା ଗ୍ରାମବାସୀ

ଦେବଗଡ,୩୦।୮(ଶଶାଙ୍କ ଶେଖର ଝାଙ୍କର ): ବାରକୋଟ ବ୍ଲକ ଦନ୍ତାରୀବାହାଳ ଗ୍ରାମ ପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ କୁସୁମକଟାରୁ ଗ୍ରାମ ପଞ୍ଚାୟତ ସଦର ମହକୁମାକୁ ସଂଯୋଗ କରୁଥିବା ମାଟି ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡିବା ସହ ବ୍ୟବହାର ଅନୁପଯୋଗୀ ହୋଇପଡିଛି । ଫଳରେ...

ରାଜ୍ୟର ସର୍ବ ପ୍ରଥମେ ଜାଗାମିଶନ ଯୋଜନାରେ ସଫଳଯୋଗୁଁ କେସିଙ୍ଗା ଏନ.ଏ.ସି ରାଜ୍ୟସ୍ତରରେ ପୁରସ୍କୃତ

କେସିଙ୍ଗା,୩୦।୮(ତୁମେଶ୍ୱର ସାହୁ) କଳାହାଣ୍ଡି ଜିଲା କେସିଙ୍ଗା ଏନ.ଏ.ସିର ୪୪ଟି ଭୂମିହୀନଙ୍କୁ ଜଗାମିଶନ ଯୋଜନାରେ ଜମି ଓ ଗୃହ ରାଜ୍ୟ ସରକାର ପ୍ରଦାନ କରିଥିଲେ। ଏହି ଉପଲକ୍ଷେ ରାଜ୍ୟ ସରକାର କେସିଙ୍ଗା ଏନ.ଏ.ସିକୁ ପ୍ରଥମ ପୁରସ୍କାର ପ୍ରଦାନ କରିଥିବାରୁ ଜିଲା ତଥା...

ଶବରୀ ବୃଦ୍ଧାଙ୍କୁ ପ୍ରତିଶ୍ରୁତି ଦେଇ ଭଣ୍ଡାଇଲା ପ୍ରଶାସନ

ମହାକାଳପଡ଼ା,୩୦।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଭାଗୃହଠାରେ ସୋମବାର ପୂର୍ବାହ୍ନରେ ଜିଲାପାଳଙ୍କ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା। ଏଥିରେ ୪୦ ଅଭିଯୋଗ ହୋଇଥିବା ବେଳେ ପେଟଛେଲା ପଞ୍ଚାୟତ ଶବରପଲ୍ଲୀର ଶବରୀ ବୃଦ୍ଧା ଦୁଃଖୀ ଭକ୍ତା ଗଁା...

ସ୍ବାଭାବିକ ହେଲା କୋଇଲା ପରିବହନ

ତାଳଚେର,୩୦।୮ (ମନୋଜ ନନ୍ଦ): କୋଇଲା ଟ୍ରକ୍‌ ପରିବହନକୁ ନେଇ ତାଳଚେର -ଛତିଶଗଡ଼ ମଧ୍ୟରେ ଦେଖାଦେଇଥିବା ବିବାଦରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ମଙ୍ଗଳବାର ଏ ନେଇ ଆଲୋଚନା ପରେ ସମସ୍ୟାର ସମାଧାନ ହୋଇଛି। ପ୍ରକାଶ ଯେ, ତାଳଚେର ଟ୍ରକ୍‌ ମାଲିକ ସଂଘ ଓ...

କୋଇଲା ଖଣି ଖନନକୁ ସମର୍ଥନ

ଅନୁଗୋଳ,୩୦୮(ଅମିତ କୁମାର ସାମଲ): ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସ୍‌ପି)ର ଉତ୍କଳ ବି୧ ଏବଂ ବି୨ କୋଇଲା ଖଣି ପାଇଁ ଥଇଥାନ ଓ ପାରିପାର୍ଶ୍ୱିକ ଉନ୍ନୟନ ପରାମର୍ଶଦାତା କମିଟି ବୈଠକ ମଙ୍ଗଳବାର ଉତ୍ତରାଞ୍ଚଳ ରାଜସ୍ବ କମିଶନର ଡ. ସୁରେଶ ଚନ୍ଦ୍ର...

ମହିଳାଙ୍କୁ ସ୍ବାବଲମ୍ବୀ କରିଛି ମିଶନ ଶକ୍ତି କାଫେ

ପାରଳାଖେମୁଣ୍ଡି,(ଗିରିଧାରୀ ପରିଛା) ୩୦।୮: ମିଶନ ଶକ୍ତି ବିଭାଗର ସହାୟତା ଏବଂ ଜିଲା ପ୍ରଶାସନ ଗଜପତିର ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଗଜପତିର ବିଭିନ୍ନ ଜାଗାରେ ମିଶନ ଶକ୍ତି କାଫେ ତିଆରି କରାଯାଇ ସ୍ବୟଂ ସହାୟକ ଗୋଷ୍ଠୀର ମହିଳାମାନଙ୍କୁ ସ୍ବାବଲମ୍ବୀ କରାଯାଇଛି। ପ୍ରତି ପଞ୍ଚାୟତ...

ବ୍ରାହ୍ମଣୀଗାଁ ଶତାୟୁ ବିଦ୍ୟାଳୟରେ ଶ୍ରେଣୀଗୃହ ଅଭାବ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ,୩୦୮(ଅରୁଣ ସାହୁ/ମନୋରଞ୍ଜନ ରଣା):  ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁଠାରେ ରହିଥିବା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀଗୃହର ଅଭାବ ଯୋଗୁ ଛାତ୍ରୀଛାତ୍ର ହଇରାଣ ହେଉଛନ୍ତି। ୧୯୧୮ରେ ସ୍ଥାପନ କରାଯାଇଥିବା ସର୍ବ ପୁରାତନ ବିଦ୍ୟାଳୟ ଅବ୍ୟବସ୍ଥା ଯୋଗୁ ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନରେ ବାଧକ...

ଉଦ୍ୟୋଗୀ ସାଜିବେ କେନ୍ଦୁଝର ଜିଲାର ଯୁବପିଢ଼ି

କେନ୍ଦୁଝର,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଦୀପକ ମିଶ୍ର): କେନ୍ଦୁଝର ଜିଲାରେ ବସବାସ କରୁଥିବା ବିଭିନ୍ନ ଗୋଷ୍ଠୀ ଏବଂ ସମ୍ପ୍ରଦାୟଙ୍କ ଜୀବନଶୈଳୀରେ ଉନ୍ନତି ଆଣିବା ପାଇଁ ଜିଲା ପ୍ରଶାସନ ପ୍ରୟାସ ଜାରି ରଖିଛି। ଏହି ପରିପ୍ରେକ୍ଷୀରେ ପ୍ରସ୍ତାବିତ ‘ଉଦ୍ୟମୀ’ ପ୍ରକଳ୍ପକୁ କାର୍ଯ୍ୟକାରୀ କରିବା...

ଶହୀଦ ସୁଶାନ୍ତଙ୍କ ସ୍ମୃତିରେ ଖୋଲିବ ପାଠାଗାର

ଘସିପୁରା,୩୦। ୮(ନିରଞ୍ଜନ ସାହୁ):ଆନନ୍ଦପୁର ଅଞ୍ଚଳର ସିଆର୍‌ପିଏଫ୍‌ ଯବାନ୍‌ ଶହୀଦ ସୁଶାନ୍ତ ଖୁଣ୍ଟିିଆଙ୍କ ଏକାଦଶାହ ଅବସରରେ ଏକ ବ୍ଲକସ୍ତରୀୟ ପାଠାଗାରର ଭିତ୍ତିପ୍ରସ୍ଥର ସ୍ଥାପନ କରାଯାଇଛି। ଘସିପୁରା ବିଧାୟକ ବଦ୍ରିନାରାୟଣ ପାତ୍ର ଓ ଆନନ୍ଦପୁର ବିଧାୟକ ଭାଗୀରଥି ସେଠୀ ଏହି ପାଠାଗାରର ଭିତ୍ତିପ୍ରସ୍ଥର...

ବିଜେଡି, ଭାଜପା ବିରୋଧରେ ଏକାକୀ ଲଢ଼ିବ କଂଗ୍ରେସ: ଶରତ

ନୂଆପଡ଼ା,୩୦।୮(ମକାରୁ ବେମାଲ): ନୂଆପଡ଼ା ଜିଲା ପଟ୍ଟନାୟକ ଫାର୍ମ ହାଉସଠାରେ ଜିଲା କଂଗ୍ରେସ କମିଟି ପକ୍ଷରୁ ମଙ୍ଗଳବାର ଏକ କର୍ମୀ ସମ୍ମିଳନୀ ଆୟୋଜିତ ହୋଇଛି। ଏଥିରେ ଜିଲା କଂଗ୍ରେସ୍‌ କମିଟି ପକ୍ଷରୁ ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଶରତ ପଟ୍ଟନାୟକଙ୍କୁ...

୧୧ରେ ହାଇକୋର୍ଟରେ ବସିବ ବୈଠକ

କଟକ ୨୯ା୮(କାର୍ତ୍ତିକ ସାହୁ): ଆସନ୍ତା ସେପ୍ଟେମ୍ବର ୧୧ରେ ହାଇକୋର୍ଟରେ ହାତୀ ସୁରକ୍ଷା ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ରାଜ୍ୟରେ ହାତୀଙ୍କ ସୁରକ୍ଷା ଲାଗି କି କି ପଦକ୍ଷେପ ଗ୍ରହଣ କରାଯାଇଛି ଏବଂ କ’ଣ ସବୁ ଯୋଜନା କାର୍ଯ୍ୟକାରୀ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri