ଆମ ଜିଲା ଖବର

ଗାଈ ଚରାଳିଙ୍କୁ ହତ୍ୟା ଘଟଣାରେ ଅଭିଯୁକ୍ତ ଗିରଫ, ବନ୍ଧୁକ ଜବତ

ଦାରିଙ୍ଗବାଡ଼ି,୨୭ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ ପଞ୍ଚାୟତ ଖାରିଗୁଡ଼ା ଗ୍ରାମରେ ଗାଈ ଚରାଳି ମାଦି ପଡ୍ରାଙ୍କୁ ଗୁଳିକରି ହତ୍ୟା କରାଯାଇଥିବା ଘଟଣାରେ ପୋଲିସ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ଜଣକ ହେଲେ ସେହି...

ଛାତ୍ର ମୃତ୍ୟୁ ଘଟଣା: କ୍ଷତିପୂରଣ ଦାବିରେ ରାଜପଥ ଅବରୋଧ

ବାଲିଗୁଡ଼ା,୨୭ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ବାଟାଗୁଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟର ଷଷ୍ଠ ଶ୍ରେଣୀ ଛାତ୍ର ମୃତ୍ୟୁ ଘଟଣାକୁ ନେଇ ଉତ୍ତେଜନା। ନ୍ୟାୟ ଦାବିରେ ସ୍କୁଲ ସମ୍ମୁଖ ୫୯ ନଂ ଜାତୀୟ ରାଜପଥ ଅବରୋଧ କରିଛନ୍ତି ଉତ୍ତ୍ୟକ୍ତ...

୫-ଟି ସଚିବଙ୍କ ଗସ୍ତ ପୂର୍ବରୁ ଭାଜପା ନେତାଙ୍କୁ ଉଠାଇନେଲା ପୋଲିସ

ଛତ୍ରପୁର,୨୭।୮(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ସହରକୁ ରବିବାର ଅପରାହ୍ନରେ ୫-ଟି ସଚିବ ଭି. କେ. ପାଣ୍ଡିଆନ ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି। ସେ ଆସି ଲୋକଙ୍କ ଅଭିଯୋଗ ଶୁଣାଣି କରିବେ। ମାତ୍ର ସେ ଆସିବା ପୂର୍ବରୁ ଛତ୍ରପୁରର...

କ୍ୱାର୍ଟର୍ସରେ ଆତ୍ମହତ୍ୟା କଲେ କନଷ୍ଟେବଳ

ତିହିଡ଼ି,୨୭ା୮(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନାର କାର୍ଯ୍ୟରତ ଜଣେ କନଷ୍ଟେବଳ ଆତ୍ମହତ୍ୟା କରିଛନ୍ତି। ଥାନା ପରିସରରେ ସେ ରହୁଥିବା ସରକାରୀ କ୍ୱାର୍ଟର୍ସରେ ଶନିବାର ରାତିରେ ଫ୍ୟାନରେ ଶାଢ଼ି ସହାୟତାରେ ଆତ୍ମହତ୍ୟା କରିଛନ୍ତି। କନଷ୍ଟେବଳ ଜଣକ ହେଲେ ତୋଫାନ କୁମାର...

ଗଞ୍ଜାମ ଜିଲାରେ ଅଙ୍ଗନୱାଡି କେନ୍ଦ୍ର କାମଚଳା

ଛତ୍ରପୁର,୨୭ା୮(ସନ୍ତୋଷ ପାଢୀ)ଗଞ୍ଜାମ ଜିଲାରେ ଅଙ୍ଗନୱାଡି କେନ୍ଦ୍ରଗୁଡିକ ଏକପ୍ରକାର କାମଚଳାରେ ଚାଲିଛି ା କେଉଁଠି ଅଙ୍ଗନୱାଡି କର୍ମୀ ନାହାନ୍ତି ତ ଆଉ କେଉଁଠି ସହାୟିକା ନାହାନ୍ତି। ଏପରିକି ଅଧିକାଂଶ ଅଙ୍ଗନୱାଡି କେନ୍ଦ୍ରର ନିଜସ୍ବ କୋଠାନାହିଁ ା ଗର୍ଭବତୀ, ପ୍ରସୂତି ଓ ଶିଶୁମାନଙ୍କ...

ନିୟନ୍ତ୍ରଣରେ ରହୁନି ବସ୍‌, ଟ୍ରକ୍‌ର ବେଗ

ବ୍ରହ୍ମପୁର,୨୭ା୮(ସୁବାସ ଚନ୍ଦ୍ର ପାଢ଼ୀ)ଦ୍ରୁତ ଗାଡ଼ି ଚାଳନା କାରଣରୁ ଅଧିକାଂଶ ଦୁର୍ଘଟଣା ଘଟୁଛି। ଏହା ଉପରେ ରୋକ୍‌ ଲଗାଇବାକୁ ଯାତ୍ରୀ ଓ ମାଲ ପରିବହନ ଗାଡ଼ିରେ ସ୍ପିଡ୍‌ ଗଭର୍ନାନ୍ସ ଲଗାଇବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ସ୍ପିିଡ୍‌ ଗଭର୍ନାନ୍ସ ନ ଥିଲେ ଫିଟ୍‌ନେସ୍‌...

୮୩୮୦ ବୋତଲ କଫ ସିରପ୍‌ ଜବତ, ୩ ଗିରଫ

ବରଗଡ଼,୨୭।୮(ପ୍ରେମାନନ୍ଦ ଖମାରୀ) ବରଗଡ଼ ପୋଲିସ କଟକର ଏକ ଗୋଦାମରେ ଚଢ଼ାଉ କରି ୮୩୮୦ ବୋତଲ କଫ ସିରପ୍‌ ଜବତ କରିଛି। ଏହାସହିତ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଚୌଦ୍ୱାର ଥାନା ଚାରବାଟିଆର ସିଦ୍ଧାର୍ଥ କୁମାର ନାୟକ(୩୫), ମାଲଗୋଦାମ...

‘ଘୁମୁରା’ଖୋଜୁଛି ସାହାରା

ପୌରାଣିକ କିମ୍ବଦନ୍ତୀ କୁହେ ଦେବ-ଦାନବ ଯୁଦ୍ଧରେ ବ୍ୟବହାର ହୋଇଥିଲା ରଣବାଦ୍ୟ ‘ଘୁମୁରା’। ଏକଦା ଶକ୍ତି ଉପାସନାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଏହି ପାରମ୍ପରିକ ଲୋକବାଦ୍ୟ ଓ ଏହାକୁ ନେଇ ସୃଷ୍ଟି ହୋଇଥିବା ଲୋକନୃତ୍ୟ ଶବର ସମ୍ପ୍ରଦାୟର ଭାବାବେଗ ସହ...

ବାଉଁଶ ଢିରାରେ ଚେକ୍‌ଡ୍ୟାମ୍‌

କଣ୍ଟିପାଳ,୨୭ା୮ (ସୁଶାନ୍ତ କୁମାର ସାହୁ )ଢିପଜମିଗୁଡ଼ିକୁ ଚାଷ ଉପଯୋଗୀ କରିବା ପାଇଁ ସରକାରୀସ୍ତରରେ ଚେକ୍‌ଡ୍ୟାମ୍‌ ନିର୍ମାଣ ବ୍ୟବସ୍ଥା କରାଯାଇଛି। ଏହାଦ୍ୱାରା ବର୍ଷା ସମୟରେ ନାଳଗୁଡ଼ିକରେ ପ୍ରବାହିତ ଜଳକୁ ଗଚ୍ଛିତ ରଖାଯାଇ ଜମିକୁ ଜଳସେଚନ କରାଯାଇଥାଏ। ମାତ୍ର କେନ୍ଦୁଝର ଜିଲା ଆନନ୍ଦପୁର...

ଆରମ୍ଭରୁ ଶୀତଳ ଭଣ୍ଡାର ଅଚଳ

ଘଟଗଁା,୨୭ା୮(ରାଜେନ୍ଦ୍ର କୁମାର ପଟ୍ଟନାୟକ)କେନ୍ଦୁଝର ଜିଲା ଘଟଗଁା ବ୍ଲକ୍‌ ବଡ଼ଜାମପୋଷି ପଞ୍ଚାୟତର ଯାମାପସୀ ଗ୍ରାମରେ ଗତବର୍ଷ ରାଜ୍ୟ ସରକାରଙ୍କ ମିଶନ ଶକ୍ତି ତରଫରୁ ସ୍ଥାପନ ହୋଇଥିବା ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ପଡ଼ିଛି। ୧୫ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଏହା...

ଜିଲାରେ ବଢୁଛି ଚୋରା, ନକଲି ମଦ କାରବାର

ଜଗତ୍‌ସିଂହପୁର, ୨୭ା୮(ପ୍ରମୋଦ କୁମାର ନାୟକ)ଜଗତ୍‌ସିଂହପୁର ଜିଲାରେ ଚୋରା ମଦ କାରବାର ଦିନକୁ ଦିନ ବଢ଼ିବାରେ ଲାଗିଛି। ସହରଠାରୁ ଗାଁ ପର୍ଯ୍ୟନ୍ତ ଚାରିଆଡେ ଏହି ର଼୍ୟାକେଟ୍‌ ତାର କାୟା ବସ୍ତାର କରି ଚାଲିଛି। ଏଥିରେ ସ୍ଥାନୀୟ ଅଞ୍ଚଳର କେତେଜଣ ଚୋରା ବେପାରୀ...

ହ୍ରାସପାଉଛି ପ୍ରାଣୀଧନ ସଂଖ୍ୟା

କେନ୍ଦ୍ରାପଡ଼ା,୨୭ା୮(ଜଗନ୍ନାଥ ଧଳ)ପ୍ରାଣୀଧନ ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ଗୁରୁତ୍ୱ ଦେଉଛନ୍ତି। ଏଥିପାଇଁ ରାଷ୍ଟ୍ରୀୟ ଓ ରାଜ୍ୟସ୍ତରୀୟ କୃଷି ବିଭାଗ ପକ୍ଷରୁ ଯୋଜନା ପ୍ରସ୍ତୁତ ସହ ଅର୍ଥ ବ୍ୟୟ କରାଯାଉଛି। ମାତ୍ର କୃଷିଭିତ୍ତିକ କେନ୍ଦ୍ରାପଡ଼ା ଜିଲାରେ ଏହାର ପ୍ରଭାବ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri