ଆମ ଜିଲା ଖବର

ନନ୍ଦନକାନନରେ ସିଂହ ଶାବକର ମୃତ୍ୟୁ

ବାରଙ୍ଗ,୨୬।୮: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୯ ମାସର ଅଣ୍ଡିରା ସିଂହ ଶାବକର ମୃତ୍ୟୁ ଘଟିଛି । କିଛି ଦିନ ହେବ ସିଂହୀ ବିଜିଲୀର ୫ ସିଂହ ଶାବକ ଅସୁସ୍ଥ ହୋଇଯାଇଥିଲେ। ସେଥିମଧ୍ୟରୁ ଜଣଙ୍କ ମୃତ୍ୟୁ ଘଟିଛି। ୯ ମାସ ତଳେ...

ଚନ୍ଦ୍ରୟାନ-୩ ଅଭିଯାନରେ ସାମିଲ ଥିଲେ କନିକା ପୁଅ ଦେବଦତ୍ତ

ରାଜକନିକା,୨୬ା୮(ସଞ୍ଜୟ କୁମାର ଦାଶ): ଚନ୍ଦ୍ରୟାନ-୩ ସଫଳତାରେ ସାରା ଦେଶ ଉଲ୍ଲାସ ପାଳୁଛି। ସେହି ସମୟରେ ଏହି ଅଭିଯାନରେ ସାମିଲ ଥିବା ଓଡ଼ିଆ ପୁଅମାନଙ୍କର ଜ୍ଞାନକୌଶଳକୁ ନେଇ ଗର୍ବ କରୁଛି ଓଡ଼ିଶା। ଏହି ପ୍ରରିପ୍ରେକ୍ଷୀରେ କେନ୍ଦ୍ରାପଡ଼ା ଜିଲା ରାଜକନିକା ଗିରିଆ ଗାଁର...

ବସୁଧା ଯୋଜନାରେ ମିଳୁନି ପାଣି

କାଏମା,୨୬ା୮(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ୍‌ ଅଧୀନ ବଡ଼କାଏମା ପଞ୍ଚାୟତର ଅନେକ ଗାଁ ପାଇପ୍‌ ଯୋଗେ ପାନୀୟ ଜଳ ପାଇବାରୁ ବଞ୍ଚତ୍ତ ହୋଇଥିବା ଅଭିଯୋଗ ହୋଇଛି। ପାନୀୟ ଜଳ ନ ମିଳିବାରୁ ଲୋକେ ହନ୍ତସନ୍ତ ହେଉଥିବାବେଳେ ପ୍ରଶାସନ ନୀରବ ଦ୍ରଷ୍ଟା ସାଜିଥିବା...

ଗୋରୁ ମକା ଖାଇଦେବାରୁ ଗାୟାଳକଙ୍କୁ ହତ୍ୟା 

କନ୍ଧମାଳ,୨୬।୮:  ମକା ଫସଲ ଗୋରୁ ଖାଇଦେବାରୁ  ଗାୟାଳଙ୍କୁ ଗୁଳି କରି ହତ୍ୟା କଲେ ଜମି ମାଲିକ। ଏଭଳି ଅଭାବନୀୟ ଘଟଣା ଘଟିଛି କନ୍ଧମାଳ ଜିଲା ବ୍ରାହ୍ମଣୀଗାଁ ଥାନା ଅନ୍ତର୍ଗତ ଖାରିଗୁଡ଼ା ଗାଁରେ । ମୃତ ବ୍ୟକ୍ତି ଜଣଙ୍କ ହେଲେ ବ୍ରାହ୍ମଣୀ...

ପାଟନାଳିରେ କୁମ୍ଭୀର, ଲୋକେ ଭୟଭୀତ

ପଟ୍ଟାମୁଣ୍ଡାଇ,୨୬ା୮ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ବଳଦେବନଗର ଗ୍ରାମ ପାଖ ଏକ ପାଟନାଳିରେ ଗୁରୁବାର ସନ୍ଧ୍ୟାରେ କୁମ୍ଭୀର ଭାସୁଥିବା ଗ୍ରାମବାସୀ ଦେଖି ରାଜନଗର ବନ ବିଭାଗକୁ ଖବର ଦେଇଥିଲେ। ଶୁକ୍ରବାର ବନ ବିଭାଗ କର୍ମଚାରୀ ଆସି କୁମ୍ଭୀରକୁ ଧରିବାକୁ...

ନାବାଳିକାଙ୍କୁ ବଳାତ୍କାର: ଦୋଷୀଙ୍କୁ ୨୦ ବର୍ଷ କାରାଦଣ୍ଡ

ଜଗତ୍‌ସିଂହପୁର, ୨୬ା୮ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲା କୁଜଙ୍ଗ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ୨୦୧୯ରେ ଅପହରଣ ସହ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ଜଗତ୍‌ସିଂହପୁର ସ୍ବତନ୍ତ୍ର ପୋକ୍ସୋ କୋର୍ଟ...

ନିର୍ମାଣ ନ ସରୁଣୁ କାନ୍ଥରେ ଫାଟ

ଏରସମା,୨୬ା୮(ଦୀପ୍ତି ରଞ୍ଜନ ଖଣ୍ଡୁଆଳ): ଏରସମା ବ୍ଲକ ମୁଖ୍ୟାଳୟ ପଞ୍ଚାୟତସ୍ଥିତ ସିହା ଗ୍ରାମରେ ଆଦର୍ଶ ବିଦ୍ୟାଳୟ ନିର୍ମାଣ ଚାଲିଛି। ତେବେ ଏହି କାର୍ଯ୍ୟ ନିମ୍ନମାନର ହେଉଥିବା ଅଭିଯୋଗ କରି ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି । କାର୍ଯ୍ୟ ଶେଷ ନ ହେଉଣୁ...

୩ ମାସ ମଧ୍ୟରେ ତଦନ୍ତ ପାଇଁ ନିର୍ଦ୍ଦେଶ

କଟକ,୨୬ା୮(କାର୍ତ୍ତିକ ସାହୁ): ରାଜଧାନୀ ଭୁବନେଶ୍ୱରର ପଟିଆ ମୌଜାରେ ୯୯ ଏକର ସରକାରୀ ଲିଜ୍‌ ଜମିକୁ ବେଆଇନ ଭାବେ ବିକ୍ରି କରାଯିବା ନେଇ ହାଇକୋର୍ଟରେ ମାମଲା ରୁଜୁ ହୋଇଛି। ମୁଖ୍ୟ ବିଚାରପତି ଶୁଭାଶିଷ ତାଳପତ୍ର ଓ ବିଚାରପତି ସାବିତ୍ରୀ ରଥଙ୍କ ଖଣ୍ଡପୀଠ...

‘ଧର୍ମାନୁଷ୍ଠାନ, କମ୍ୟୁନିଟି ସେଣ୍ଟରର ଉନ୍ନତୀକରଣ ହେବ’

ବ୍ରହ୍ମପୁର (ସ୍ମୃତି ରଞ୍ଜନ ମହାଲିକ)/ ଗୋପାଳପୁର (ନବୀନରାଜ ଆଚାରୀ) ୨୬ା୮: ୫-ଟି ସଚିବ ଭି. କେ. ପାଣ୍ଡିଆନ ୩ ଦିନିଆ ଗଞ୍ଜାମ ଜିଲା ଗସ୍ତରେ ଆସିଥିବା ବେଳେ ଶୁକ୍ରବାର ପ୍ରଥମ ଦିନରେ ସେ ବେଗୁନିଆପଡ଼ା ବ୍ଲକ ବୁରୁଝୁରୀ, ବ୍ରହ୍ମପୁର ମହାନଗରର...

ଫରେଷ୍ଟ ବିଟ୍‌ ହାଉସ ଉଡ଼ାଇଲେ, ଜେସିବି ପୋଡ଼ିଲେ

ନୂଆପଡ଼ା,୨୬।୮(ମକାରୁ ବେମାଲ): ନୂଆପଡ଼ା ଜିଲାରେ ପୁଣି ମାଓବାଦୀମାନେ ତାଙ୍କର ଉପସ୍ଥିତି ଜାହିର କରିଛନ୍ତି। ନୂଆପଡ଼ା ସଦର ମହକୁମାଠାରୁ ୧୦ କି.ମି. ଦୂର ସୁନାବେଡା ଅଭୟାରଣ୍ୟ ଭିତରେ କେରମେଲି ପଞ୍ଚାୟତ ଗୋଲାବନ୍ଧ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ମାଓବାଦୀମାନେ ବିଏସ୍‌ଏନ୍‌ଏଲ୍‌ କମ୍ପାନୀରେ...

ହରଭଙ୍ଗା ଥାନା ପୂର୍ବତନ ଆଇଆଇସି ନିଲମ୍ବିତ

ବୌଦ୍ଧ/କଟକ,୨୫ା୮(ଅଜିତ କୁମାର ବାରିକ/କାର୍ତ୍ତିକ ସାହୁ): ବୌଦ୍ଧ ଜିଲା ହରଭଙ୍ଗା ଥାନା ପୂର୍ବତନ ଆଇଆଇସି ପୁଷ୍ପଲତା ରାଉତରାୟଙ୍କୁ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଶୁକ୍ରବାର ନିଲମ୍ବନ କରିଛନ୍ତି। ପୋଲିସ ମୁଖ୍ୟାଳୟ କଟକ ପକ୍ଷରୁ ଆଦେଶ ନମ୍ବର ୧୩୫୮ରେ ଏହି ନିର୍ଦ୍ଦେଶନାମା ଦିଆଯାଇଛି। ଜୁଲାଇ...

୧୪ ଘଣ୍ଟା ଜାତୀୟ ରାଜପଥ ଜାମ

କେନ୍ଦୁଝର,୨୫ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ତେଲକୋଇ ବ୍ଲକ୍‌ ୪୯ ନମ୍ବର ଜାତୀୟ ରାଜପଥର ଜନସନପୁର ଟୋଲ୍‌ ଗେଟ୍‌ ପାଖରେ ରାସ୍ତା ଖରାପ ଥିବାରୁ ଗୁରୁବାର ରାତି ୯ଟାରୁ ଶୁକ୍ରବାର ୧୦ଟା ପର୍ଯ୍ୟନ୍ତ ରାସ୍ତା ଜାମ ରହିଥିଲା। ଫଳରେ ମୁମ୍ବାଇ-କୋଲକାତା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri