ଆମ ଜିଲା ଖବର

ପୁରୁଣା ଜେଲ ଜମିରେ ପୋତାଯାଉଛି ଖୁଣ୍ଟ, ବୁଲାଯିବ ବାଡ଼

ନୟାଗଡ,୨୫।୮(ଲୋକନାଥ ମିଶ୍ର): ଜବରଦଖଲକୁ ଏଡ଼ାଇବା ପାଇଁ ନୟାଗଡ଼ର ହାର୍ଟ କୁହାଯାଉଥିବା ପୁରୁଣା ଜେଲ ଜମିକୁ ମ୍ୟୁନିସିପାଲିଟି ପକ୍ଷରୁ ସିମେଣ୍ଟ ଖୁଣ୍ଟ ପୋତା ଯାଉଥିବାବେଳେ ତାର ବାଡ ବୁଲାଇବାର ବ୍ୟବସ୍ଥା ରହିଛି। ତେବେ ପୁରୁଣା ଜେଲ ଜମିର କିଛି ଅଂଶରେ ପରିବା...

ପାଣି ନାହିଁ: ଜମି ପଡ଼ିଆ, ମରୁଡ଼ି ଆଶଙ୍କା

ରଣପୁର,୨୫ା୮(ସୁକାନ୍ତ କିଶୋର ଡ଼ାକୁଆ): ନୟାଗଡ଼ ଜିଲା ରଣପୁର ଏନ୍‌ଏସି ସହ ବ୍ଲକର ୩୭ଟି ପଞ୍ଚାୟତରେ ଚଳିତବର୍ଷ ପର୍ଯ୍ୟାପ୍ତ ପରିମାଣର ବର୍ଷା ନ ହେବାରୁ ଜମି ପଡ଼ିଆ ପଡ଼ିଥିବା ବେଳେ ମରୁଡ଼ି ହେବା ନେଇ ଚାଷୀ ଆଶା ଆଶଙ୍କାରେ ରହିଛନ୍ତି। ଜୁନଠାରୁ...

ମରୁଡି ପରିବେଶକୁ ସହ୍ୟ କରିପାରିବ କୋରାପୁଟର ଦେଶୀ ମାଣ୍ଡିଆ

କୋରାପୁଟ,୨୫ା୮( ଅମିତାଭ ବେହେରା ): କୋରାପୁଟ ଅଞ୍ଚଳର ଆଦିବାସୀମାନେ ପାରମ୍ପରିକ ଭାବେ ଚାଷ କରୁଥିବା ମାଣ୍ଡିଆ ମରୁଡି ପରିବେଶକୁ ସହ୍ୟ କରିବାର କ୍ଷମତା ରଖିଛି ବୋଲି ଓଡିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ସହାୟକ ପ୍ରଫେସର ଡ ଦେବବ୍ରତ ପଣ୍ଡା କହିଛନ୍ତି। ଦୀର୍ଘ...

୩ ଶିଶୁଙ୍କ ନାମ ଚନ୍ଦ୍ରୟାନ

କେନ୍ଦ୍ରାପଡ଼ା, ୨୫ା୮(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ନବଜନ୍ମିତ ୩ ଶିଶୁଙ୍କ ନାମ ଚନ୍ଦ୍ରୟାନ ରଖାଯାଇଛି। ଏହାକୁ ନେଇ ଶିଶୁଙ୍କ ମାତାପିତା ଗର୍ବ ଅନୁଭବ କରିଥିବା ବେଳେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଆନନ୍ଦ ପ୍ରକାଶ ପାଇଛି। ବୁଧବାର ସନ୍ଧ୍ୟା ୬ଟା ୪...

ଠାକୁରପାଟଣା ପ୍ରାଥମିକ ବିଦ୍ୟାଳୟକୁ ରାସ୍ତାନାହିଁ

ବରୀ,୨୫ା୮(ମହେନ୍ଦ୍ର ସ୍ବାଇଁ): ବରୀ ବ୍ଲକ୍‌ ଅଧୀନ ବରୀ ପଞ୍ଚାୟତ ଠାକୁରପାଟଣା ପ୍ରାଥମିକ ବିଦ୍ୟାଳୟକୁ ରାସ୍ତା ନାହିଁ। ଫଳରେ ଛାତ୍ରୀଛାତ୍ର ବିଦ୍ୟାଳୟକୁ ଯାତାୟାତ କରିବାରେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସାଧାରଣତଃ ବର୍ଷା ଋତୁରେ ଏହି ବିଦ୍ୟାଳୟକୁ ସଂଯୋଗ କରୁଥିବା ରାସ୍ତାଟି...

ସରକାରୀ ବିହନ: ଭରସା ତୁଟିଛି

ଯାଜପୁର,୨୫।୮(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ ଅଗଷ୍ଟରେ ଏଯାଏ ଆବଶ୍ୟକ ବର୍ଷା ହୋଇ ନ ଥିଲେ ହେଁ ଚାଷୀ ଆଗ୍ରହର ସହିତ ଧାନବୁଣା, ତଳିପକା, କ୍ଷେତ୍ର ପ୍ରସ୍ତୁତ ଆଦିରେ ତତ୍ପରତା ପ୍ରକାଶ କରିଛନ୍ତି। ହେଲେ ଚଳିତ ବର୍ଷ ଧାନ ବିହନର ଅଭାବ...

ତହସିଲଦାରଙ୍କୁ ଶିକ୍ଷକଙ୍କ ଦୁର୍ବ୍ୟବହାର ଅଭିଯୋଗ

କୋକସରା,୨୪।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଗୋଷ୍ଠି ଶିକ୍ଷା ବିଭାଗ ଅଧୀନ ଆମପାଣି ପଞ୍ଚାୟତ ବିରିମୁହାଣ ଗ୍ରାମକୁ ଗୁରୁବାର କୋକସରା ତହସିଲଦାର ଦେବବ୍ରତ କରାଟି ସରକାରୀ କାର୍ଯ୍ୟରେ ଯାଇଥିବା ବେଳେ ବିରିମୁହାଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମଧ୍ୟ...

ଅଭିଯୁକ୍ତଙ୍କ ମୃତ୍ୟୁକୁ ନେଇ ଧାରଣା

କୋକସରା,୨୪।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ଓଲମା ଗ୍ରାମରେ ହୋଇଥିବା ଶସସ୍ତ୍ର ଡକାୟତି ଘଟଣାରେ ସମ୍ପୃକ୍ତ ଥିବା ଗୁରୁତର ଅଭିଯୁକ୍ତ ଗମ୍ଭାରୀଗୁଡା ଗ୍ରାମର ରୂପେଶ ନାଏକଙ୍କୁ ବୁର୍ଲା ମେଡ଼ିକାଲକୁ ସ୍ଥାନାନ୍ତର ବେଳେ ତାଙ୍କର ମୃତ୍ୟୁ ଘଟିଥିଲା।...

ଯୁବକଙ୍କ ଛାତିକୁ ତୀର ମାଡ଼

ଆନନ୍ଦପୁର,୨୪।୮(ସନ୍ତୋଷ ରାଉତ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଗୟଳମୁଣ୍ଡା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ବ୍ୟକ୍ତି ତୀର ମାଡ଼ର ଶିକାର ହୋଇ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ପ୍ରଥମେ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟ ପରେ ଅବସ୍ଥା ସଙ୍କଟାପନ୍ନ...

୩ ଦିନ ମଧ୍ୟରେ ଦାବି ପୂରଣ କର

କେସିଙ୍ଗା,୨୪।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକ ଯୋଗାଣ ସହାୟକ ସଙ୍ଘ ସଭାପତି ଚମାରୁ ସୁନା, ସମ୍ପାଦକ ଦୁର୍ଗା ପ୍ରସାଦ ମିଶ୍ରଙ୍କ ନେତୃତ୍ୱର ଗୁରୁବାର ୬ ଦଫା ସମ୍ବଳିତ ଏକ ଦାବିପତ୍ର ଶାସନ ସଚିବ ଏବଂ ଖାଦ୍ୟ ଯୋଗାଣ ଓ...

ହୃଷୀଙ୍କ ଯୋଗଦାନ କଂଗ୍ରେସକୁ ସୁଦୃଢ କରିବ: ନିରଞ୍ଜନ

ପାଟଣା,୨୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର କଲ୍ୟାଣ ମଣ୍ଡପରେ ଗୁରୁବାର ପାଟଣା ନିର୍ବାଚନ ମଣ୍ଡଳସ୍ତରୀୟ ମହାମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ମିଶ୍ରଣ ପର୍ବ ପୂର୍ବରୁ ରାଜ୍ୟ ନେତୃତ୍ୱଙ୍କୁ ରାଜନଗର ଛକରୁ ଏକ ବିରାଟ ପଟୁଆରରେ ରାଜଗର...

ବୈତରଣୀରେ କୁମ୍ଭୀର ଆତଙ୍କ

ଆନନ୍ଦପୁର,୨୪ା୮(ସନ୍ତୋଷ ରାଉତ): କେନ୍ଦୁଝର ଜିଲା ଆନନ୍ଦପୁର ଅଞ୍ଚଳରେ ପ୍ରବାହିତ ବୈତରଣୀରେ କୁମ୍ଭୀର ଆତଙ୍କ କୋକୁଆ ଭୟ ସୃଷ୍ଟି କରିଥିବା ବେଳେ ବନବିଭାଗ ଦ୍ୱାରା ଡାକବାଜି ଯନ୍ତ୍ର ଯୋଗେ ଲୋକମାନଙ୍କୁ ସଚେତନ କରାଯାଇଛି। ବୈତରଣୀ ନଦୀର ତନେଇପାଳ ଘାଟ ନିକଟରେ କିଛି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri