ଆମ ଜିଲା ଖବର

ନିଅଣ୍ଟିଆ ବର୍ଷା: ଚାଷଜମି ପଡ଼ିଆ

କେନ୍ଦ୍ରାପଡ଼ା, ୨୩।୮ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାର ସମସ୍ତ ଚାଷଜମିକୁ ଜଳସେଚନ ପାଇଁ କେନାଲ ନାହିଁ। ଚଳିତବର୍ଷ ସ୍ବଳ୍ପ ବର୍ଷା ଏହି ଜିଲାର ଖରିଫ ଚାଷକୁ ନଷ୍ଟ କରିଛି। ଚାଷ ଜମି ଏବେ ପଡ଼ିଆ ହେବା ଅବସ୍ଥାକୁ ଆସିଥିବା ବେଳେ ଗୋଚର...

ଅମୃତ ସରୋବର ପ୍ରକଳ୍ପରେ ଅନିୟମିତତା

କାମାକ୍ଷାନଗର, ୨୩।୮(ସୁଧୀର ପରିଡ଼ା): ମାତ୍ର ୮ମାସ ତଳେ ଜଳ ନିଷ୍କାସନ ପାଇଁ ତିଆରି କରାଯାଇଥିବା କଂକ୍ରିଟ୍‌ ପ୍ଲାଟ୍‌ଫର୍ମ ଫାଟି ଅଁା କରିଛି। ଅଧିକ ପାଣି ମହଜୁଦ୍‌ ହେଲେ କାଳେ ଭୁଶୁଡ଼ି ପଡ଼ିବ, ସେହି ଭୟରେ ଜଳାଶୟ ଭିତରକୁ ଯାଉଥିବା ପାହାଡ଼...

ଗଭୀରକୁ ଲମ୍ବିଛି ଦୁର୍ନୀତି ଚେର

ଢେଙ୍କାନାଳ, ୨୩।୮(ରତନ ନାୟାର): ଢେଙ୍କାନାଳ ପୌରସଂସ୍ଥାରେ ଦୁର୍ନୀତି ଚେର ଗଭୀରକୁ ଲମ୍ବିଛି। ଯେତିକି ଖୋଳତାଡ଼ ହେଉଛି, ସେତେ ବଡ଼ ବଡ଼ ଆର୍ଥିକ ଅନିୟମିତତା ଧରାପଡୁଛି। ଷ୍ଟ୍ରିଟ୍‌ ଲାଇଟ୍‌ ଲଗାଇବା ଏବଂ ବିଭିନ୍ନ ପ୍ରକଳ୍ପରେ ଠିକାଦାରଙ୍କ ପକ୍ଷରୁ ଡିପୋଜିଟ୍‌ ହୋଇଥିବା ଆର୍‌ନେଷ୍ଟ...

ଗୁଣିଗାରେଡ଼ିକୁ କେନ୍ଦ୍ରକରି ଉତ୍ତେଜନା

ଆସିକା,୨୩।୮ (ସୁରେନ୍ଦ୍ର ନାଥ ସାହୁ): କୋଟିନଡ଼ା ଥାନା ଅନ୍ତର୍ଗତ ଆସିକା-କବିସୂର୍ଯ୍ୟନଗର ମୁଖ୍ୟରାସ୍ତାର କୋଟିନଡ଼ା ଗ୍ରାମରେ ଗୁଣିଗାରେଡ଼ିକୁ କେନ୍ଦ୍ର କରି ମଙ୍ଗଳବାର ଶତାଧିକ ପୁରୁଷ ଓ ମହିଳା ଥାନା ପରିସରରେ ରୁଣ୍ଡ ହୋଇଥିଲେ। ଗୁଣିର ଶିକାର ହୋଇଥିବା ସନ୍ଦେହ କରି ପୀଡିତା...

ଘାଟିରେ ଓଲଟିଲା ବସ୍‌, ଅଳ୍ପକେ ବଞ୍ଚିଲେ ଯାତ୍ରୀ

ପଟ୍ଟାଙ୍ଗି,୨୩।୮(ଶରତ ଧଳ): ମଙ୍ଗବଳାର ବିଳମ୍ବିତ ରାତିରେ ଓଏସ୍‌ଆରଟିସି ବସ୍‌ ଘାଟି ରାସ୍ତାରେ ଦୁର୍ଘଟଣା ଗ୍ରସ୍ତ ହୋଇଥିବାବେଳେ ଏକ ବଡ଼ ଅଘଟଣରୁ ବର୍ତ୍ତି ଯାଇଛନ୍ତି ସମସ୍ତ ଯାତ୍ରୀ। ଏଭଳି ଘଟଣା କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ରାଲେଗଡା ଯୋଡିମାଦିଲି ଘାଟିରେ...

ରାସ୍ତା ନାହିଁ, ଦୋଳାରେ ମେଡିକାଲ ଗଲେ ଗର୍ଭବତୀ

ଫିରିଙ୍ଗିଆ,୨୩।୮(ବିକ୍ରମ ଦିଗାଲ): ସରକାର ଗ୍ରାମାଞ୍ଚଳର ବିକାଶ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରି ରାସ୍ତା ଘାଟ ନିର୍ମାଣ କରୁଛନ୍ତି। ହେଲେ ଏବେ ବି ଅନେକ ଜାଗାରେ ରାସ୍ତା ନ ଥିବାରୁ ଲୋକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ...

ମଟନ ଦର ସହ ସମାନ ଫୁଟୁକୁଲି ଛତୁ, ଶ୍ରାବଣ କଢ଼

ଖଜୁରିପଡ଼ା,୨୩।୮(ବିଦୁର ବେହେରା): ବର୍ଷକୁ ବାର ମାସରେ ପ୍ରକୃତିଠାରୁ ବିଭିନ୍ନ ପ୍ରକାର ଖାଦ୍ୟ ପଦାର୍ଥ ପାଉ। ବର୍ଷା ଋତୁରେ ବିଭିନ୍ନ ପ୍ରକାରର ଛତୁ ବଣ ଜଙ୍ଗଲରୁ ମିଳେ। ସାରାବିଶ୍ୱରେ ପ୍ରାୟ ୪୦୦ପ୍ରକାର ଛତୁ ଦେଖାଯାଏ। ତନ୍ମଧ୍ୟରୁ ଅନ୍ୟୁନ ୨୦୦ପ୍ରଜାତିର ଛତୁ ଅଧୁନା...

ମୌଳିକ ସୁବିଧାରୁ ବଞ୍ଚିତ ସିମନବାଡ଼ି ଛାତ୍ରୀଛାତ୍ର

ଦାରିଙ୍ଗବାଡି,୨୩।୮(ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବିଭିନ୍ନ ସମସ୍ୟା ଲାଗିରହିଥିବା ସହ ଛାତ୍ରୀଛାତ୍ରଙ୍କୁ ମୌଳିକ ସୁବିଧା ମିଳିବା କଷ୍ଟ ହୋଇପଡିଛି। ବିଦ୍ୟାଳୟରେ ୨୦୦୩ରୁ କମ୍ପ୍ୟୁଟର ଶିକ୍ଷା ବ୍ୟବସ୍ଥା କରାଯାଇଥିଲା କିନ୍ତୁ ତାହା କିଛିଦିନ ପରେ ଅଚଳ...

ଗଞ୍ଜାମ ବାଲ୍ୟ ବିବାହମୁକ୍ତ ଘୋଷଣାରେ ସୀମିତ

ଛତ୍ରପୁର,୨୨ା୮(ସନ୍ତୋଷ ପାଢ଼ୀ): ୨୦୨୨ ଜାନୁୟାରୀ ୩ରୁ ଗଞ୍ଜାମକୁ ବାଲ୍ୟ ବିବାହ ମୁକ୍ତ ଜିଲା ଭାବେ ଘୋଷଣା କରାଯାଇଛି । ଜିଲାରେ ୩୩୦୯ ଗ୍ରାମ, ୨୮୦ଟି ସହରାଞ୍ଚଳ ୱାର୍ଡ ଓ ୫୦୩ଟି ପଞ୍ଚାୟତକୁ ବାଲ୍ୟବିବାହ ମୁକ୍ତ ବୋଲି ଘୋଷଣା କରାଯାଇଥିଲା। ତତ୍କାଳୀନ...

୨ ଅଧିକାରୀଙ୍କୁ ୫ବର୍ଷ ଲେଖାଏ ଜେଲଦଣ୍ଡ

ବାଲେଶ୍ୱର, ୨୩।୮ (ମାନସ ବିଶ୍ୱାଳ): ଚିଟ୍‌ଫଣ୍ଡ ଠକେଇ ମାମଲାର ବିଚାର କରି ବାଲେଶ୍ୱର ସ୍ବତନ୍ତ୍ର ଓପିଆଇଡି (ଓଡ଼ିଶା ପ୍ରୋଟେକ୍ସନ୍‌ ଅଫ୍‌ ଇଣ୍ଟରେଷ୍ଟ ଅଫ୍‌ ଡିପୋଜିଟର) କୋର୍ଟ ଜଜ୍‌ ବିଶ୍ୱଜିତ ଦାସ ସାରଦା ଚିଟ୍‌ଫଣ୍ଡର ଷ୍ଟେଟ୍‌ କୋଅର୍ଡିନେଟର ବିଚିତ୍ରାନନ୍ଦ ଦାସ ଓ...

ଉତ୍ପାତ କରୁଛନ୍ତି ହାତୀପଲ

ଚମ୍ପୁଆ,୨୩।୮(ମହେଶ୍ୱର ଦାସ): କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ୍‌ରେ ହାତୀ ଉପଦ୍ରବ ବଢ଼ିବାରେ ଲାଗିଛି। ଦିନ ବେଳେ ହାତୀପଲ ଜଙ୍ଗଲରେ ରହୁଥିବା ବେଳେ ସଞ୍ଜ ନଇଁଲେ ଶସ୍ୟ କ୍ଷେତ୍ର ନଷ୍ଟ କରିବା ସହ ଗ୍ରାମ ମଧ୍ୟକୁ ପ୍ରବେଶ କରି ଘର ଭାଙ୍ଗି...

ହାଇକୋର୍ଟ ହଟାଇଲେ ରହିତାଦେଶ

କଟକ,୨୩।୮(କାର୍ତ୍ତିକ ସାହୁ): ନର୍ସିଂ ଅଫିସର ନିଯୁକ୍ତି ଉପରେ ଜାରି ରହିତାଦେଶକୁ ମଙ୍ଗଳବାର ହାଇକୋର୍ଟ ହଟାଇ ଦେଇଛନ୍ତି। ଏଥିସହିତ ହାଇକୋର୍ଟକୁ ଆସିଥିବା ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ଉଦ୍ଦିଷ୍ଟ ପଦ ବ୍ୟତୀତ ଅନ୍ୟ ପଦରେ ନର୍ସିଂ ଅଫିସରଙ୍କୁ ନିଯୁକ୍ତି ଦେବା ନିମନ୍ତେ ଉଚ୍ଚ ଅଦାଲତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri