ଆମ ଜିଲା ଖବର

‘ଶାନ୍ତ, ସହନଶୀଳ ହେଲେ ଜ୍ଞାନ ବୃଦ୍ଧି ହୁଏ’

କଟକ,୨୩।୮ (କାର୍ତ୍ତିକ ସାହୁ): ମଣିଷ ମଧ୍ୟରେ ଅନ୍ତର୍ନିହିତ ଚିନ୍ତାଶକ୍ତି ଭରି ରହିଛି। ଏହି ଚିନ୍ତାଶକ୍ତିର ବ୍ୟବହାର ପ୍ରତ୍ୟେକ ଦିନ କରାଯିବା ଆବଶ୍ୟକ। ପ୍ରତ୍ୟେକ ପିଲାଠାରେ ରହିଥିବା ଜାଣିବାର ଇଚ୍ଛା ଗୁଣ ଈଶ୍ୱରଦତ୍ତ। ତା’କୁ ମାତାପିତା ବାଧା ଦେବା ଉଚିତ୍‌ ନୁହେଁ।...

୨୦୨୪ରୁ ମେଗା ପାଇପଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟକ୍ଷମ

ଖୋର୍ଦ୍ଧା,୨୩।୮(ପ୍ରଭାତ ପାଣିଗ୍ରାହୀ): ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ତାଙ୍କ ବ୍ୟକ୍ତିଗତ (୫-ଟି) ସଚିବ ଭି.କେ. ପାଣ୍ଡିଆନ୍‌ ରାଜ୍ୟର ବିଭିନ୍ନ ଜିଲା ଗସ୍ତକରି ଲୋକଙ୍କଠାରୁ ଅଭିଯୋଗ ଗ୍ରହଣ କରିବା ସହ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରୁଛନ୍ତି। ଏହିକ୍ରମରେ ମଙ୍ଗଳବାର ୫-ଟି ସଚିବ ଖୋର୍ଦ୍ଧା...

ସ୍ବାଧୀନତା ସଂଗ୍ରାମୀ ମକର ଦାସଙ୍କ ପରଲୋକ

ଡେରାବିଶ,୨୩।୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ବସୁପୁର ପଞ୍ଚାୟତ ହାଟବାଣପୁର ଗ୍ରାମର ସ୍ବାଧୀନତା ସଂଗ୍ରାମୀ ମକର ଦାସ(୯୯)ଙ୍କ ମଙ୍ଗଳବାର ପରିଲୋକ ହୋଇଛି। ବୟସାଧିକ୍ୟ ଅସୁସ୍ଥତା କାରଣରୁ ରୋଗଗ୍ରସ୍ତ ହୋଇ ଚଳିତମାସ ୧ ତାରିଖଠାରୁ କଟକ ବଡ଼ ମେଡିକାଲରେ...

ଘର ନିର୍ମାଣ ଅନୁମତିରେ ଜାଲିଆତି

ସମ୍ବଲପୁର,୨୩।୮(ଶୁଭାଶିଷ ପାଢ଼ୀ): ସମ୍ବଲପୁର ଉନ୍ନୟନ ପ୍ରାଧିକରଣ (ଏସ୍‌ଡିଏ) ଅଫିସରେ ଚାଲିଥିବା ଜାଲିଆତିର ପର୍ଦ୍ଦାଫାଶ କରିଛି ପୋଲିସ। ଅଭିଯୁକ୍ତମାନେ ପ୍ଲାନିଂ ଅଫିସରଙ୍କ ଅଜାଣତରେ ତାଙ୍କ ଦସ୍ତଖତ, ଷ୍ଟାମ୍ପ, ଚିଠି ବ୍ୟବହାରକରି ବ୍ୟାଙ୍କ ଋ଼ଣ ଓ ଘର ନିର୍ମାଣ ପାଇଁ ଅନୁମତିପତ୍ର କରୁଥିଲେ।...

୩୦ ବଗି ଛାଡ଼ି ପଳାଇଲା ମାଲବାହୀ ଟ୍ରେନ୍‌

ଭଦ୍ରକ, ୨୩।୮(ସନାତନ ରାଉତ): ଭଦ୍ରକ ଚରମ୍ପା ଷ୍ଟେଶନସ୍ଥିତ ୧୧୮ନଂ. ଏଲ୍‌ଏସି ଡଗରାସାହି ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ ମାଲବାହୀ ଟ୍ରେନ୍‌ରୁ ୩୦ଟି ବଗି ଅଲଗା ହୋଇଯାଇଥିଲା। ଟ୍ରେନ୍‌ଟି ଭଦ୍ରକ ଷ୍ଟେଶନ ଅଭିମୁଖେ ଆସୁଥିବା ବେଳେ ଉକ୍ତ ସ୍ଥାନରେ ବ୍ରେକ୍‌ ମାରିବା...

ବୃଦ୍ଧଙ୍କ ଆକାଉଣ୍ଟରେ ଥିଲା ମହିଳାଙ୍କ ନାଁ , ପେନସନ୍‌ରୁ ବଞ୍ଚିତ ବୃଦ୍ଧ

ନିରାକାରପୁର,୨୨।୮(ମାନସ ଚନ୍ଦ୍ର ପଟ୍ଟନାୟକ)ଏବେ ଗାଁ ଗହଳିରେ ବିନା ତାଲିମ ପ୍ରାପ୍ତ ଏବଂ କମ୍ପୁଟରରେ କିଛି ଧାରଣା ନ ଥିବା କିଛି ବ୍ୟକ୍ତି ଗୋଟେ ଗୋଟେ କମ୍ପୁଟର ରଖି ସେଠାରେ ଅନ୍‌ଲାଇନ୍‌ ସେବା ଗୁଡିକ ଯୋଗାଇ ଦେବା ପାଇଁ ପ୍ରୟାସ କରି...

କଫ ସିରପ ବୋଝେଇ ୨ପିକ୍‌ଅପ ଭ୍ୟାନ ଜବତ: ଟମାଟର୍‌ ସସ, ଆଚାର ଆଳରେ ହେଉଥିଲା ଚାଲାଣ

ବରଗଡ,୨୨।୮(ପ୍ରେମାନନ୍ଦ ଖମାରୀ): ବରଗଡ ଟାଉନ ଥାନା ପୋଲିସ ବେଆଇନ ଭାବେ କଫ ସିରପ ପେଉଥିବା ୨ଟି ପିକଅପ ଭ୍ୟାନକୁ ଜବତ କରିଛି। ସହରକୁ ଚାଲାଣ ହେଉଥିବା ସମୟରେ ଏକ ହୋଟେଲ ସମ୍ମୁଖରୁ ପୋଲିସ ଅଭିଯୁକ୍ତଙ୍କୁ ଘେରାଉ କରିଛି। ସୂଚନାନୁସାରେ ଓଡି୧୭ଏଏ୪୬୯୯...

ନାରାୟଣପାଟଣାରେ ମାଓବାଦୀ ପୋଷ୍ଟର

କୋରାପୁଟ,୨୨।୮(ଅମିତାଭ ବେହେରା) ନାରାୟଣପାଟଣାରେ ଲାଗିଛି ମାଓବାଦୀ ପୋଷ୍ଟର। ପୋଷ୍ଟର ଲଗାଇ ବହୁ ପ୍ରତୀକ୍ଷିତ ପ୍ରସ୍ତାବିତ ଚିନ୍ତାଗୁଡା ପ୍ରକଳ୍ପକୁ ବିରୋଧ କରିଛନ୍ତି ମାଓବାଦୀ। ସୂଚନାଯୋଗ୍ୟ, କୋରାପୁଟ ଜିଲାର ନାରାୟଣପାଟଣାରେ ଦୀର୍ଘ ବର୍ଷ ପରେ ମଙ୍ଗଳବାର ମାଓବାଦୀଙ୍କ ପୋଷ୍ଟର ମରାଯାଇଛି ା ନାରାୟଣପାଟଣା...

୫ଟି ସଚିବଙ୍କ ଖୋର୍ଦ୍ଧା ଗସ୍ତ: ପାଇକଙ୍କ ଉନ୍ନତି ପାଇଁ ଗବେଷଣା ପ୍ରତିଷ୍ଠାନ, ଖୋର୍ଦ୍ଧାଗଡର ହେବ ପୁନରୁଦ୍ଧାର

ଖୋର୍ଦ୍ଧା,ବେଗୁନିଆ୨୨।୮(ପ୍ରଭାତପାଣିଗ୍ରାହୀ, ହରପ୍ରସନ୍ନ ପଣ୍ଡା) : ୫ଟି ସଚିବ ଭି କେ ପାଣ୍ଡିଆନ ଦୁଇ ଦିନିଆ ଖୋର୍ଦ୍ଧା ଜିଲା ଗସ୍ତରେ ଆସିଛନ୍ତି। ପ୍ରଥମ ଦିନରେ ବେଗୁନିଆ ବ୍ଲକ ଅନ୍ତର୍ଗତ ବେଗୁନିଆ ମିନି ଷ୍ଟାଡିୟମରେ ଆୟୋଜିତ ସମାବେଶରେ ଲୋକମାନଙ୍କ ଅଭିଯୋଗ ଗ୍ରହଣ କରିଥିଲେ।...

ସଭାପତି ପଦବୀ ପାଇଁ ଜଣେ ମାତ୍ର ପ୍ରାର୍ଥିନୀଙ୍କ ନାମାଙ୍କନ ଦାଖଲ

କର୍ଲାମୁଣ୍ଡା:୨୨।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ପ୍ରାଥମିକ ସମବାୟ ସମିତିର ସଭାପତି ପଦବୀ ପାଇଁ ମଙ୍ଗଳବାର ଜଣେ ମାତ୍ର ମହିଳା ପ୍ରାର୍ଥିନୀ ନାମାଙ୍କନ ପତ୍ର ଦାଖଲ କରିଥିବା ଥିବା ଜଣାପଡ଼ିଛି। ତେବେ ସମବାୟ ପ୍ରାଥମିକ କୃଷି ସମିତି ୧୫ଜଣ...

ଗାଧୋଉଥିବା ବେଳେ ସମୁଦ୍ରରେ ବୁଡ଼ିଗଲେ ପର୍ଯ୍ୟଟକ

ପୁରୀ, ୨୨/୦୮ : ପୁରୀ ସମୁଦ୍ରରେ ଗାଧୋଉଥିବା ବେଳେ ଜଣେ ପର୍ଯ୍ୟଟକ ବୁଡିଯାଇଛନ୍ତି। ଠିକ୍‌ ସମୟରେ ସମୁଦ୍ର ଭିତରକୁ ଯାଇ ପର୍ଯ୍ୟଟକ ଜଣକୁ ଲାଇଫ ଗାର୍ଡ ଉଦ୍ଧାର କରିଛନ୍ତି। ପର୍ଯ୍ୟଟକ ଜଣକ ହେଉଛନ୍ତି ଛତିଶଗଡ଼ ରାୟପୁର ବାରୁକା ଅଞ୍ଚଳର ରୁକୁମ...

୭ ମାସରେ ମିଲେଟ ଶକ୍ତି କାଫେ ବନ୍ଦ

ରାଉରକେଲା,୨୨।୮(ସଙ୍ଗୀତା ଜେନା): ମିଲେଟକୁ ମିଲେଟକୁ ସାଧାରଣ ଲୋକଙ୍କ ନିକଟରେ ପହଞ୍ଚାଇବା ଓ ଏହାର ଚାହିଦା ବୃଦ୍ଧି କରିବା ପାଇଁ ସରକାରୀ ସ୍ତରରେ ଜୋରଦାର ପ୍ରୟାସ କରାଯାଉଛି। ମିଲେଟକୁ ଲୋକଙ୍କ ମଧ୍ୟରେ ସଚେତନତା, ଆଦୃତି, ଉପଲବ୍ଧି କରିବା ଆଦି ଉଦ୍ଦେଶ୍ୟ ନେଇ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri