Advertisement

ପୁରୀ

ଆଜିଠୁ ଖୋଲିବ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷଆଜିଠୁ ଖୋଲିବ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ

ଆଜିଠୁ ଖୋଲିବ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ

ପୁରୀ ଅଫିସ,୧।୬: ପୁରୀ ଜିଲା ପ୍ରଶାସନ ପକ୍ଷରୁ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଓ ପ୍ରଶମନ ପାଇଁ ଏକ ପ୍ରସ୍ତୁତି ବୈଠକ ବୁଧବାର ଓସ୍ବାନ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।…

2 years ago
ସନ୍ଧ୍ୟାରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତିସନ୍ଧ୍ୟାରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି

ସନ୍ଧ୍ୟାରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି

ପୁରୀ ଅଫିସ, ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି ଅନୁଷ୍ଠିତ ହେବ। ସନ୍ଧ୍ୟାଧୂପ ନୀତି ଶେଷ ହେବା ପରେ ଆଜ୍ଞାମାଳ ପାଇ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ…

2 years ago
ସ୍ନାନବେଦିରେ ଶ୍ରୀବିଗ୍ରହଙ୍କୁ ଛୁଇଁପାରିବେନି ଶ୍ରଦ୍ଧାଳୁସ୍ନାନବେଦିରେ ଶ୍ରୀବିଗ୍ରହଙ୍କୁ ଛୁଇଁପାରିବେନି ଶ୍ରଦ୍ଧାଳୁ

ସ୍ନାନବେଦିରେ ଶ୍ରୀବିଗ୍ରହଙ୍କୁ ଛୁଇଁପାରିବେନି ଶ୍ରଦ୍ଧାଳୁ

ପୁରୀ ଅଫିସ,୩୦।୫: ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ ତଥା ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ଅଧ୍ୟକ୍ଷତାରେ ଚଳିତ ବର୍ଷ ରଥଯାତ୍ରା ପୂର୍ବରୁ ନୀଳାଦ୍ରି ଭକ୍ତନିବାସରେ ପରିଚାଳନା କମିଟି…

2 years ago
ଅଲାରନାଥ ପୀଠକୁ ଆସିଲା ନନ୍ଦିଘୋଷର ପୁରୁଣା ରଥ ଚକଅଲାରନାଥ ପୀଠକୁ ଆସିଲା ନନ୍ଦିଘୋଷର ପୁରୁଣା ରଥ ଚକ

ଅଲାରନାଥ ପୀଠକୁ ଆସିଲା ନନ୍ଦିଘୋଷର ପୁରୁଣା ରଥ ଚକ

ପୁରୀ ଅଫିସ/ବ୍ରହ୍ମଗିରି,୩୦।୫(ଡି.ଏନ୍‌.ଏ.): ବ୍ରହ୍ମଗିରି ସ୍ଥିତ ମହାପ୍ରଭୁ ଅଲାରନାଥଙ୍କ ପୀଠକୁ ସୋମବାର ପୁରୀର ମହାପ୍ରଭୁଙ୍କ ନନ୍ଦିଘୋଷର ପୁରୁଣା ରଥ ଚକ ଆସି ପହଞ୍ଚତ୍ଛି। ମହାପ୍ରଭୁ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ତିନିରଥରେ ବହନ…

2 years ago
୩ରଥ ପାଇଁ ନାଟ ଗୋଡ଼ରେ ରୂପ ଅଙ୍କନ ଆରମ୍ଭ୩ରଥ ପାଇଁ ନାଟ ଗୋଡ଼ରେ ରୂପ ଅଙ୍କନ ଆରମ୍ଭ

୩ରଥ ପାଇଁ ନାଟ ଗୋଡ଼ରେ ରୂପ ଅଙ୍କନ ଆରମ୍ଭ

ପୁରୀ ଅଫିସ,୩୦ା୫: ଆସନ୍ତା ୪ ତାରିଖରେ ଶ୍ରୀବିଗ୍ରହଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ରଥ ସଂହିତା ଅନୁଯାୟୀ ସ୍ନାନଯାତ୍ରା ଦିନ ରଥଖଳାରେ ତିନି ରଥର ଚାରି ନାହାକା…

2 years ago
ସ୍ନାନଯାତ୍ରା ନେଇ ମୁଖ୍ୟ ପ୍ରଶାସକ, ଜିଲାପାଳଙ୍କ ସମୀକ୍ଷାସ୍ନାନଯାତ୍ରା ନେଇ ମୁଖ୍ୟ ପ୍ରଶାସକ, ଜିଲାପାଳଙ୍କ ସମୀକ୍ଷା

ସ୍ନାନଯାତ୍ରା ନେଇ ମୁଖ୍ୟ ପ୍ରଶାସକ, ଜିଲାପାଳଙ୍କ ସମୀକ୍ଷା

ପୁରୀ ଅଫିସ,୩୦ା୫: ଜୁନ ୪ତାରିଖରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ଫଳରେ ଶ୍ରୀମନ୍ଦିର ପ୍ରଶାସନଠାରୁ ଜିଲା ପ୍ରଶାସନ ଏବଂ ସେବାୟତମାନଙ୍କ ପକ୍ଷରୁ ବିଭିନ୍ନ ପ୍ରସ୍ତୁତି ଆରମ୍ଭ…

2 years ago
ବାପପୁଅଙ୍କ ୩ କୋଟିର ସମ୍ପତ୍ତି ବାଜ୍ୟାପ୍ତିବାପପୁଅଙ୍କ ୩ କୋଟିର ସମ୍ପତ୍ତି ବାଜ୍ୟାପ୍ତି

ବାପପୁଅଙ୍କ ୩ କୋଟିର ସମ୍ପତ୍ତି ବାଜ୍ୟାପ୍ତି

ପୁରୀ ଅଫିସ/ବ୍ରହ୍ମଗିରି, ୨୯ା୫(ଡି.ଏନ୍‌.ଏ): ଦୀର୍ଘଦିନ ଧରି ନିଶା କାରବାର ମାଧ୍ୟମରେ ଅଚଳାଚଳ ସମ୍ପତ୍ତି ଠୁଳ କରି କୋଟିପତି ପାଲଟିଥିବା ଗଞ୍ଜେଇ ମାଫିଆ ବିଜୟ ପାଣି ଏବଂ ତାଙ୍କ…

2 years ago
ଗରମ ଡାଲି ପଡ଼ି ୨ ବୋଝିଆ ଆହତଗରମ ଡାଲି ପଡ଼ି ୨ ବୋଝିଆ ଆହତ

ଗରମ ଡାଲି ପଡ଼ି ୨ ବୋଝିଆ ଆହତ

ପୁରୀ ଅଫିସ,୨୮ା୫: ଶ୍ରୀମନ୍ଦିର ପରିସରରେ ଶନିବାର ମଧ୍ୟାହ୍ନରେ ଏକ ଅଘଟଣ ଘଟିଛି। ମହାପ୍ରସାଦ ବୋଝେଇ ନେଉଥିବା ବେଳେ ଗରମ ଡାଲି ପଡ଼ି ୨ଜଣ ବୋଝିଆ ଆହତ ହୋଇଛନ୍ତି।…

2 years ago
ଛାତ୍ରୀଛାତ୍ର, ପୁସ୍ତକ ବିକ୍ରେତା ହଟହଟାଛାତ୍ରୀଛାତ୍ର, ପୁସ୍ତକ ବିକ୍ରେତା ହଟହଟା

ଛାତ୍ରୀଛାତ୍ର, ପୁସ୍ତକ ବିକ୍ରେତା ହଟହଟା

କଣାସ,୨୭।୫(ସ୍ବ.ପ୍ର.): ଦୀର୍ଘ ୩ ବର୍ଷ ହେଲା ଦଶମ ଶ୍ରେଣୀ ବାର୍ଷିକ ପରୀକ୍ଷା ସମେଟିଭ୍‌-୧ ଓ ସମେଟିଭ୍‌-୨ ପଦ୍ଧତି ଅନୁସାରେ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣ ଶିକ୍ଷା…

2 years ago
ରଥଯାତ୍ରାରେ ଟ୍ରାଫିକ, ଗାଡ଼ି ନିୟନ୍ତ୍ରଣକୁ ଗୁରୁତ୍ୱରଥଯାତ୍ରାରେ ଟ୍ରାଫିକ, ଗାଡ଼ି ନିୟନ୍ତ୍ରଣକୁ ଗୁରୁତ୍ୱ

ରଥଯାତ୍ରାରେ ଟ୍ରାଫିକ, ଗାଡ଼ି ନିୟନ୍ତ୍ରଣକୁ ଗୁରୁତ୍ୱ

ପୁରୀ ଅଫିସ,୨୮ା୫: ପୁରୀ ଆଞ୍ଚଳିକ ପରିବହନ ଅଧିକାରୀ (ଆର୍‌ଟିଓ)ଙ୍କ ପକ୍ଷରୁ ଏକ ସମନ୍ବୟ ବୈଠକ ଆଞ୍ଚଳିକ ପରିବହନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଚଳିତବର୍ଷ ରଥ ଯାତ୍ରା…

2 years ago