ପୁରୀ

ମହାଯଜ୍ଞ ଆରମ୍ଭ: ବେଦମନ୍ତ୍ରରେ କମ୍ପୁଛି ଶ୍ରୀକ୍ଷେତ୍ର

ପୁରୀ,୧୬ା୧(ଅଜିତ ମହାନ୍ତି):ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଆସନ୍ତା ୧୭ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ଏବେ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ହୋଇଉଠିିଛି। ୧୨ ତାରିଖରେ ଶ୍ରୀନହରରେ…

2 years ago

ପୂର୍ବ ଶତ୍ରୁତାରୁ ଗଣ୍ଡଗୋଳ, ୪ ଆହତ

ବଳଙ୍ଗା,୧୫ା୧(କେଦାରେଶ୍ୱର ନନ୍ଦ): ପୁରୀ ଜିଲା ବଳଙ୍ଗା ଥାନା ଅଧୀନ ଗଣ୍ଡସାହି ଗ୍ରାମରେ ପୂର୍ବବିବାଦକୁ କେନ୍ଦ୍ରକରି ସୋମବାର ପୂର୍ବାହ୍ନରେ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ୪ଜଣ ଆହତ…

2 years ago

ପୁରୀ ରେଳଷ୍ଟେଶନରେ ଶ୍ରୀମନ୍ଦିର ସ୍ଥାପତ୍ୟ ପ୍ରତିଫଳିତ ହେବ

ପୁରୀ,୧୫।୧(ପି.ଟି.): ପୁରୀର ପୁନଃବିକଶିତ ରେଳଷ୍ଟେଶନରେ ପ୍ରସିଦ୍ଧ ଜଗନ୍ନାଥ ମନ୍ଦିରର ପାରମ୍ପରିକ ସ୍ଥାପତ୍ୟ ବିଶେଷତ୍ୱ ପ୍ରତିଫଳିତ ହେବା ସାଙ୍ଗକୁ ଯାତ୍ରୀମାନଙ୍କ ଲାଗି ସମସ୍ତ ଅତ୍ୟାଧୁନିକ ସୁବିଧା ଉପଲବ୍ଧ ହେବ।…

2 years ago

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ: ଆଜିଠୁ ଯଜ୍ଞ

ପୁରୀ,୧୫ା୧(ଅଜିତ୍‌ ମହାନ୍ତି): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବକୁ ନେଇ ଏବେ ଶ୍ରୀକ୍ଷେତ୍ର ଉତ୍ସବମୁଖର। ଆସନ୍ତା ୧୭ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଐତିହାସିକ ଶ୍ରୀମନ୍ଦିର ପରିକ୍ରମା…

2 years ago

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଦିନକୁ ସରକାରୀ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୪।୧: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଉଦଘାଟନକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର ଜାନୁଆରୀ ୧୭ ରେ ଛୁଟି ଘୋଷଣା କରିଛନ୍ତି। ଏହି ଦିନ ପୁରୀଠାରେ ଶ୍ରୀମନ୍ଦିର ପରିକ୍ରମା…

2 years ago

ପାଦରେ ଚାଲି ମଧ୍ୟପ୍ରଦେଶରୁ ପୁରୀ

ଗଣିଆ,୧୪ା୧(ସନ୍ତୋଷ କୁମାର ପ୍ରଧାନ)ଜଗା ଦର୍ଶନର ଅଦ୍ୟମ ଇଚ୍ଛାଶକ୍ତି ଆଗରେ ହାର ମାନିଛି ବୟସ। ଶ୍ରୀକ୍ଷେତ୍ରଧାମରେ ଚତୁର୍ଦ୍ଦାମୂର୍ତ୍ତିଙ୍କୁ ଦର୍ଶନ କରିବା ପାଇଁ ସୁଦୂର ମଧ୍ୟପ୍ରଦେଶରୁ ୪ଜଣିଆ ତୀର୍ଥଯାତ୍ରୀ ଦଳ…

2 years ago

ଭାଜପାରେ ୩ ଗୋଷ୍ଠୀ

ନିମାପଡ଼ା, ୧୪।୧ (ରଞ୍ଜନ ପଟ୍ଟନାୟକ): ପୁରୀ ଜିଲା ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି, ଭାଜପା ଓ କଂଗ୍ରେସରେ ଟିକେଟ ଆଶାୟୀଙ୍କ ସଂଖ୍ୟା ବଢ଼ିଚାଲିଛି। ଯଦି ଭାଜପା କଥା ଦେଖାଯାଏ,…

2 years ago

ବ୍ରାହ୍ମଣବରଣ କଲେ ଗଜପତି

ପୁରୀ,୧୩ା୧(ଅଜିତ୍‌ ମହାନ୍ତି): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବର ଆଦ୍ୟପର୍ବ ୧୨ତାରିଖ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ସନ୍ଧ୍ୟାରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଶ୍ରୀନଅରରେ ବ୍ରାହ୍ମଣବରଣ ଓ…

2 years ago

କାକଟପୁର ବିଧାନସଭା ନିର୍ବାଚନମଣ୍ଡଳୀ: ଭାଜପାରେ ଆଶାୟୀ ଅଧିକ, ଅସ୍ତରଙ୍ଗରେ ବହିଲାଣି ରାଜନୈତିକ ହାଓ୍ବା

ପୁରୀ, ୧ ୨।୧ (ପ୍ରଦୀପ୍ତ ଦୀକ୍ଷିତ): ପୁରୀ ଜିଲା କାକଟପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ବାତାବରଣ ଚଳଚଞ୍ଚଳ ହେଲାଣି। ବିଜେଡି, କଂଗ୍ରେସ ଓ ଭାଜପା ୩ ପ୍ରମୁଖ…

2 years ago

ଅପରାହ୍ନ ୩ଟାରୁ ଖୋଲିବ ପରିକ୍ରମା ମାର୍ଗ

ପୁରୀ,୧୨ା୧(ଅଜିତ୍‌ ମହାନ୍ତି): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପାଇଁ ସବୁ ପ୍ରସ୍ତୁତି ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଆସନ୍ତା ୧୭ ତାରିଖରେ ଗଜପତି ମହାରାଜାଙ୍କ ଦ୍ୱାରା…

2 years ago